Latest Odisha News

BREAKING NEWS

Browsing Category

ଅପରାଧ

ପ୍ରେମିକାକୁ ପ୍ରତାରଣା, ବନ୍ଧା ହେଲେ ଡାକ୍ତର

ବୌଦ୍ଧ: ଫେସବୁକରେ ପ୍ରେମ ହେଲା । ଆଉ ଧିରେ ଧିରେ ସଂପର୍କ ନିବିଡ ହେଲା । ଯୁବତୀଙ୍କୁ ବିବାହ କରିବେ ବୋଲି ପ୍ରତିଶ୍ରୁତି ବି ଦେଲେ । ହେଲେ ଆଉ ଜଣେ ଝିଅକୁ ବାହା ହୋଇଗଲେ । ପ୍ରେମିକାକୁ ପ୍ରତାରଣା କରି ଶେଷରେ ବନ୍ଧା ହୋଇଛନ୍ତି ଜଣେ ଡାକ୍ତର । ବୌଦ୍ଧ ଜିଲ୍ଲା କଂଟାମାଳ ଗୋଷ୍ଠୀ…

ହାଥରାସ ଘଟଣା: ଅଧରାତିରେ କାହାର ହୋଇଥିଲା ଶବସତ୍କାର? ଅସ୍ଥିର DNA ପରୀକ୍ଷା ପାଇଁ ଦାବି କଲା ପରିବାର

ଲକ୍ଷ୍ନୌ: ଉତ୍ତରପ୍ରଦେଶ ହାଥରାସ ଗଣଦୁଷ୍କର୍ମ ଘଟଣାରେ ଦିନକୁ ଦିନ ନୂଆ ମୋଡା ସାମ୍ନାକୁ ଆସୁଛି । ଏବେ ପୀଡିତାଙ୍କ ପରିବାର ଲୋକେ ପୋଲିସ ଅଧରାତିରେ ଶବସତ୍କାର କରିଥିବା ଅସ୍ଥିର ଡିଏନ୍‌ଏ ପରୀକ୍ଷା ପାଇଁ ଦାବି କରିଛନ୍ତି । ରାତିଅଧରେ ପୋଲିସ କାହାର ଅନ୍ତିମ ସଂସ୍କାର କରିଥିଲା । ସେ ମୋ…

ଗଣବଳାତ୍କାରର ଶିକାର ହୋଇଥିବା ନାବାଳିକା କଲା ଆତ୍ମହତ୍ୟା;ମାମଲା ରୁଜୁ

ପାଟନା: ଉତ୍ତରପ୍ରଦେଶର ହାଥ୍ରାସରେ ଜଣେ ୨୦ବର୍ଷ ବୟସ୍କା ମହିଳାଙ୍କୁ ଗଣଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଦେଶବ୍ୟାପୀ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ବିହାରର ଗୟା ଜିଲ୍ଲାର ଜଣେ ଦଳିତ ନାବାଳିକା ଶୁକ୍ରବାର ଦିନ ଆତ୍ମହତ୍ୟା କରିଥିବା ପୋଲିସ ସୂଚନା ଦେଇଛି । ପୋଲିସର ସୂଚନାନୁସାରେ,…

ବାପା ଆକଟ କରିବାରୁ ନାବାଳକ ପୁଅର ଆତ୍ମହତ୍ୟା

କେନ୍ଦୁଝର: ବାପାଙ୍କ ଆକଟ ସହିନପାରି କେନ୍ଦୁଝର ଜିଲ୍ଲାରେ ଜଣେ ନାବାଳକ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର କମରଜୋଡା ଅଞ୍ଚଳରେ ୧୩ ବର୍ଷର ବାଳକ ଜଣକ ମୋବାଇଲ ଫୋନରେ ଅନଲାଇନ୍ କ୍ଲାସ୍ କରିବା ବଦଳରେ ଅନଲାଇନରେ ଗେମ୍ ଖେଳୁଥିବାରୁ ତା’ର ବାପା ତାକୁ…

ହଥରସ ଗାଁରେ ମିଡିଆକୁ ପ୍ରବେଶ ଅନୁମତି, ପରିବାର ଲୋକ କହିଲେ ସାଂଘାତିକ କଥା

ଉତ୍ତରପ୍ରଦେଶ: ହଥରସ ଗଣଦୁଷ୍କର୍ମ ଓ ହତ୍ୟା ଅଭିଯୋଗକୁ ନେଇ ଦୁଇ ଦିନ ହେବ ବନ୍ଦ ରହିଥିବା ହଥରସ ଗାଁ ସୀମା  ଆଜି ଖୋଲିଛି ପ୍ରଶାସନ । ଗାଁ ଭିତରକୁ ଯିବା ପାଇଁ ଗଣମାଧ୍ୟମକୁ ଅନୁମତି ମିଳିଛି । ଉତ୍ତରପ୍ରଦେଶ ପୋଲିସ କହିଛି, ଏସଆଇଟି ତଦନ୍ତ ଶେଷ ହେବା ପରେ ଗାଁ ଭିତରକୁ ମିଡିଆକୁ ପ୍ରବେଶ ପାଇଁ…

ଆଜି ହଥରସ ଯିବେ ରାହୁଲ, କହିଲେ କୌଣସି ଶକ୍ତି ଅଟକାଇ ପାରିବନି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ହଥରସ ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ରାଜନୀତି ଜୋରଦାର ହୋଇଛି । ଆକ୍ରମଣ ମୁଦ୍ରାରେ ଥିବା କଂଗ୍ରେସ ଟାର୍ଗେଟରେ ଯୋଗୀ ସରକାର । ପୂର୍ବରୁ ପୀଡ଼ିତାଙ୍କ ପରିବାରକୁ ଭେଟିବା ପାଇଁ ଯିବା ବେଳେ ପୋଲିସ ଗ୍ରେଟର ନୋଏଡାରେ ରାହୁଲ ଓ ପ୍ରିୟଙ୍କାଙ୍କୁ…

ହାଥରସରେ ଗଣମାଧ୍ୟମକୁ ନୋ’ ଏଣ୍ଟ୍ରି

ହାଥରସ: ଉତ୍ତରପ୍ରଦେଶର ହାଥରସ ଗଣ ଦୁଷ୍କର୍ମ ମାମଲା ପ୍ରତି ଦିନ ନୂଆ ମୋଡ଼ ନେଉଛି। ଗୁରୁବାର ଦିନ ଏହି ଅଞ୍ଚଳ ମଧ୍ୟକୁ ପ୍ରବେଶ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଅଟକାଇ ଦିଆ ଯାଇଥିବା ବେଳେ ଆଜି ଏହି ଅଞ୍ଚଳକୁ ଗଣମାଧ୍ୟମ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଇଛି ୟୁପି ପ୍ରଶାସନ।…

ଚଳନ୍ତା ଗାଡିରୁ ମୋବାଇଲ ଝାମ୍ପିନେଲେ ଦୁର୍ବୁତ୍ତ; ସ୍କୁଟିରୁ ପଡି ଯୁବତୀ ଗୁରୁତର

ଭୁବନେଶ୍ୱର:ଭୁବନେଶ୍ୱର ରସୁଲଗଡ ଅଞ୍ଚଳରେ ଲୁଟେରାଙ୍କ ଦୌରାତ୍ମ୍ୟ। ଚଳନ୍ତା ଗାଡିରୁ ଝାମ୍ପି ନେଲେ ମୋବାଇଲ। ସ୍କୁଟିରୁ ଖସିପଡି ଗୁରୁତର ଯୁବତୀ। ମିଳିଥିବା ସୂଚନାନୁସାରେ, ରସୁଲଗଡ କେନାଲ ରୋଡରେ ଘଟିଛି ଏହି ଘଟଣା । ଜଣେ ଦୁର୍ବୁତ୍ତ ଚଳନ୍ତା ଗାଡିରୁ ଜଣେ ଯୁବତୀଙ୍କ ମୋବାଇଲ ଝାମ୍ପି ନେବା…

ଭିଜିଲାନ୍ସ ଜାଲରେ ଫସିଲେ କନିଷ୍ଠ କିରାଣୀ

ଭଦ୍ରକ: ଭଦ୍ରକ ଜିଲ୍ଲାର ଶ୍ରମ ଅଫିସରେ କାର୍ଯ୍ୟରତ କନିଷ୍ଠ କିରାଣୀ ସୁଧାକର ବାରିକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଏପରିକି ବାଲେଶ୍ୱର ଡିଭିଜନ ଭିଜିଲାନ୍ସ ଟିମ୍ ଏହି ଘଟଣାରେ ତାଙ୍କ ବିରୋଧରେ ଥାନାରେ ମାମଲା ରୁଜୁ କରିଛି । ପ୍ରାପ୍ତ ସୂଚନାନୁଯାୟୀ,…

ସାମାନ୍ୟ ଘଟଣାରୁ ପଡ଼ୋଶୀ ଘରର ୧୧ଟି ପାରାକୁ ହତ୍ୟା କଲେ ଯୁବକ

ଲକ୍ଷ୍ନୌ: ପଡୋଶୀ ଘର ଛେପ ପକାଇବା ହେଲା କାଳ। ପ୍ରତିଶୋଧ ପରାୟଣ ହୋଇ ପଥରରେ ଛେଚି ପଡୋଶୀ ଘରର ୧୧ ଟି ପାରାକୁ ପଥରରେ ଛେଚି ହତ୍ୟା କଲେ ଯୁବକ। ଖବର ଅନୁଯାୟୀ, ଉତ୍ତରପ୍ରଦେଶର ରାହୁଲ ସିଂ ତାଙ୍କ ପଡ଼ୋଶୀ ଧରମପାଲ ସିଂଙ୍କ ଘରର ଛାତ ଉପରେ ଚଢି ସେଠାରେ ପଞ୍ଜୁରୀରେ ରଖାଯାଇଥିବା ୧୧ ଟି…