Latest Odisha News

BREAKING NEWS

Browsing Category

ଅପରାଧ

ରାଜଧାନୀରେ ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ, ୫ ଗିରଫ

ଭୁବନେଶ୍ୱର: ଝାରପଡା ଅଂଚଳରେ ଆଜି ଭୋରରୁ ଏଟିଏମ୍ ଲୁଟ୍ ଉଦ୍ୟମ ବେଳେ ପୋଲିସ ହାତରେ ଧରାପଡିଛନ୍ତି ୫ ଲୁଟେରା । ଏ ନେଇ ପୋଲିସ ଡିପିସି ଉମାଶଙ୍କର ଦାଶଙ୍କ ସୂଚନା ଅନୁଯାୟୀ, ଭୋର ସାଢେ ୪ଟାରୁ ୫ଟା ଭିତରେ କଟକ ରୋଡ ଝାରପଡାରେ ଥିବା ଏକ ଇଣ୍ଡିଆନ ବ୍ୟାଙ୍କର ଏଟିଏମକୁ ତାଡି ଟଙ୍କା ଲୁଟ୍…

ଅପହରଣର ୫ ଦିନ ପରେ ନବଜାତ ଶିଶୁକୁ ଥାନା ସାମ୍ନାରେ ଛାଡ଼ିଗଲେ ଅପହରଣକାରୀ

ଅପହରଣର ୫ ଦିନ ପରେ ଶିଶୁ କନ୍ୟାକୁ ଥାନା ସାମ୍ନାରେ ଛାଡ଼ିଗଲେ ଅପହରଣକାରୀ ଇନ୍ଦୋର: ମଧ୍ୟପ୍ରଦେଶର ଇନ୍ଦୋରସ୍ଥିତ ଏକ ଡାକ୍ତରଖାନାରୁ ୫ ଦିନ ତଳେ ଏକ ନବଜାତ ଶିଶୁକୁ ଜଣେ ମହିଳା ଚୋରାଇ ନେଇଥିବା ବେଳେ ଶୁକ୍ରବାର ସକାଳେ ତାକୁ ଥାନା ଫାଟକ ସାମ୍ନାରେ ରଖି ପଳାଇଥିବା ସୂଚନା ମିଳିଛି।…

ପୁରୀରୁ ୧୧ ଗ୍ରାମର ବ୍ରାଉନସୁଗାର ଜବତ

ନିମାପଡା: ପୁରୀ ଜିଲ୍ଲା ନିମାପଡା ଥାନା ପୋଲିସ ପକ୍ଷରୁ ୧୧ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ସ୍ଥାନୀୟ ଧନୁଆଁ ବ୍ରିଜ଼ ନିକଟରେ ପୋଲିସ ଚଢ଼ାଉ କରିବା ସହ ପାଞ୍ଚ ଜଣ ନିଶା ବେପାରୀଙ୍କୁ ଗିରଫ କରିଛି। ଏଥିସହିତ ସେମାନଙ୍କ ନିକଟରୁ ପାଖାପାଖି ୧୧ ଗ୍ରାମର…

ଯାଜପୁରର ତେଲେଙ୍ଗା ସାହିରେ ପୋଲିସର ଅତର୍କିତ ଚଢ଼ାଉ

ଯାଜପୁର: ଯାଜପୁର ଜିଲ୍ଲା ପୋଲିସ ପକ୍ଷରୁ କୋରାଇ ଥାନା ପୁର୍ବକୋଟ ତେଲେଙ୍ଗା ବସ୍ତିରେ ଅତର୍କିତ ଚଢାଉ କରାଯାଇଛି। ଏକ ଡକାୟତି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ଯାଜପୁର ଏସ୍‌.ପି ଚରଣସିଂ ମୀନାଙ୍କ ନିର୍ଦ୍ଦେଶରେ ଏକ ସ୍ପେଶାଲ ସ୍କ୍ୱାର୍ଡ ଏହି ଚଢାଉ କରିଛି । ଏହି ଚଢାଉ ସମୟରେ…

OIPL ଜମି ଜାଲିଆତି ମାମଲା: ବଢ଼ିଲା ପଣ୍ଡା ଦମ୍ପତିଙ୍କ ଅଡୁଆ

କଟକ: ଖୋର୍ଦ୍ଧା ଜିଲ୍ଲା ସାରୁଅର ଜମି ଜାଲିଆତି ମାମଲାରେ ଓଡ଼ିଶା ଇନଫ୍ରାଟେକ କରିଥିବା ଆବେଦନକୁ ଖାରଜ କଲେ ହାଇକୋର୍ଟ । କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଶାଖା ପକ୍ଷରୁ ହୋଇଥିବା ମାମଲାକୁ ଚାଲେଞ୍ଜ କରି ଓଡ଼ିଶା ଇନଫ୍ରାଟେକ୍ ଓ ଅନ୍ୟମାନେ ମାମଲା ଦାୟର କରିଥିଲେ । ଘଟଣାର ତଦନ୍ତ ଚାଲିଥିବାରୁ…

ପୁରୀ ହାଜତ ମୃତ୍ୟୁ ମାମଲାରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କଲେ ହାଇକୋର୍ଟ

ପୁରୀ: ହାଇକୋର୍ଟରେ ପହଞ୍ଚିଛି ପୁରୀ ହାଜତ ମୃତ୍ୟୁ ଅଭିଯୋଗ ମାମଲା । ଦାୟର ହୋଇଛି ଜନସ୍ୱାର୍ଥ ମାମଲା । ଆଇନଜୀବୀ ଶରତ ରାୟଗୁରୁ ହାଜତ ମୃତ୍ୟୁ ଅଭିଯୋଗ ମାମଲା ନେଇ ଜନସ୍ୱାର୍ଥ ମାମଲା ଦାୟର କରିଛନ୍ତି । କୋର୍ଟଙ୍କ ତତ୍ତ୍ୱାବଧାନରେ ତଦନ୍ତ କରାଇବାକୁ ଅପିଲ କରିଛନ୍ତି ଆବେଦନକାରୀ । ଏହାସହ…

ସ୍ୱାମୀ ସାଜିଲା ସୈତାନ: ସ୍ତ୍ରୀକୁ କୁରାଢ଼ିରେ ହାଣି ହତ୍ୟା

ବାରିପଦା: ପତ୍ନୀ ହନ୍ତା । ସ୍ତ୍ରୀକୁ କୁରାଢିରେ ଅତି ନିର୍ମମ ଭାବରେ ହାଣି ହତ୍ୟା କରିଛି ସ୍ୱାମୀ । ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଅନ୍ତର୍ଗତ ପଳାଶବଧା ଗାଁରେ । ମୃତକଙ୍କ ନାଁ ମଞ୍ଜଦୋରୀ ମହାନ୍ତ । ହତ୍ୟାକାମୀ ସ୍ୱାମୀ ଶିବପ୍ରସାଦ ମହାନ୍ତକୁ ଗିରଫ କରି…

ଜଗତସିଂହପୁରରୁ ୩୦୦ ଗ୍ରାମ ବ୍ରାଉନସୁଗର ଜବତ, ଜଣେ ଗିରଫ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ତର୍ତ୍ତଙ୍ଗ ଗାଁରୁ ୩୦୦ ଗ୍ରାମ ବ୍ରାଉନସୁଗର ଜବତ । ଏହି କାରବାରରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗର ଆନୁମାନିକ ମୂଲ୍ୟ ପ୍ରାୟ ୩୦ ଲକ୍ଷ ଟଙ୍କା ହେବ । ଜଗତସିଂହପୁର ସଦର ପୋଲିସ ଓ ଅବକାରୀ ବିଭାଗ ଟିମ ଚଢାଉ କରି…

ରାଜଧାନୀରୁ ୩୦ ଲକ୍ଷ ଟଙ୍କା ସହ ଯୁବକକୁ ଧରିଲା ପୋଲିସ

ଭୁବନେଶ୍ୱର: ଅଖାରେ ଟଙ୍କା ରଖି ବସକୁ ଅପେକ୍ଷା କରିଥିଲେ ଯୁବକ । ହଜାରେ କି ଲକ୍ଷେ ନୁହେଁ ଅଖା ଭିତରେ ଥିଲା 30 ଲକ୍ଷ ଟଙ୍କା । ଯୁବକଙ୍କୁ ଗିରଫ କରିଛି ଖଣ୍ଡଗିରି ଥାନା ପୋଲିସ । ତପୋବନ ପେଟ୍ରୋଲ ପମ୍ପ ନିକଟରୁ ଯୁବକଙ୍କୁ ଧରିଛି ପୋଲିସ । ଯୁବକ ଜଣଙ୍କ କେଉଁଠୁ ଏତେ ଟଙ୍କା ଆଣିଲେ ?…

ପୁରୀର ବିଭିନ୍ନ ସ୍ଥାନରୁ ଜବତ ହେଲା ୧୨ ଶହ ଲିଟର ଦେଶୀ ମଦ; ୭ ଗିରଫ

ଭୁବନେଶ୍ୱର: ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଅଞ୍ଚଳରେ ଅବକାରୀ ବିଭାଗ ଚଢ଼ାଉ କରି ବିପୁଳ ପରିମାଣର ଦେଶୀ ମଦ ଓ ଭାଙ୍ଗ ଜବତ କରିଛି । ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯାଇଥିବା ସୂଚନା। ପୋଲିସ ପକ୍ଷରୁ ପ୍ରାପ୍ତ ସୂଚନାନୁଯାୟୀ, ସେମାନଙ୍କ ଠାରୁ  ୭ ଶହ ଲିଟର ଦେଶୀ ମଦ ସହ ୫ କିଲୋ…