Latest Odisha News

BREAKING NEWS

Browsing Category

ଅପରାଧ

ଡକାୟତି ପାଇଁ କରୁଥିଲେ ପ୍ଲାନ; ଧରିନେଲା ପୋଲିସ

ପୁରୀ: ପୁରୀ ସମୁଦ୍ରକୂଳ ଥାନା ପୋଲିସ ଗୁରୁବାର ଦିନ ତାଲାବାଣିଆ ଅଞ୍ଚଳର ଏକ ସ୍ଥାନରୁ ପାଞ୍ଚଜଣ ଅସାମାଜିକ ଲୋକଙ୍କୁ ଗିରଫ କରିଛି। ଏହି ବ୍ୟକ୍ତି ମାନର ଡକାୟତି ପାଇଁ ଯୋଜନା ପ୍ରସ୍ତୁତ କରୁଥିବା ବେଳେ ପୋଲିସ ଏମାନଙ୍କୁ ରେଡ଼ ହ୍ୟାଣ୍ଡେଲଡ଼ ଧରିଥିବା ସୂଚନା ମିଳିଛି। ସେମାନଙ୍କ ନିକଟରୁ…

କୋରାପୁଟରୁ ଜବତ ହେଲା ୧ କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ

କୋରାପୁଟ: କୋରାପୁଟ ଜିଲ୍ଲାର ଲମତାପୁଟ ଥାନା ଅନ୍ତର୍ଗତ ଏକଟାଗୁଡା ଗ୍ରାମ ନିକଟରୁ ଶୁକ୍ରବାର ଦିନ ଓଡିଶା ପୋଲିସ ପ୍ରାୟ ୧୩ କ୍ୱିଣ୍ଟାଲ୍ ର ଗଞ୍ଜେଇ ଜବତ କରାଯାଇଛି । ମିଳିଥିବା ସୂଚନାନୁଯାୟୀ ଲମତାପୁଟ ଓ ମାଛକୁଣ୍ଡ ପୋଲିସ ପକ୍ଷରୁ ଚଢାଉ ପରେ ଏହି ବେଆଇନ୍ ପଣ୍ୟଦ୍ରବ୍ୟ ଗୁଡିକୁ ଘଡୁ…

ଅନ୍‌ଲାଇନ୍ ଜୁଆ ଭସାଇନେଲା ସୁନାର ସଂସାର !

ତାମିଲନାଡୁ: ମୋବାଇଲ ଦୋକାନକୁ ନେଇ ଖୁସୀଖୁସୀ ଚାଲୁଥିଲା ସଂସାର ଗାଡି । ବ୍ୟବସାୟ ସହ ମାନସିକ ସ୍ଥିତି ବି ଭଲ ଥିଲା । ହେଲେ ହଠାତ୍ ବନ୍ଧୁ ଓ ଅନଲାଇନ୍ ଜୁଆ ରୂପରେ ଜୀବନରେ ମାଡିଆସିଥିଲା ଅନ୍ଧାରୁଆ ମେଘ । ଆଉ ତା ପରେ ଜୁଆରେ ଲିଭିଗଲା ଜୀବନ ଦୀପ । ରବିବାର ପୁଡୁଚେରୀର ବିଜୟକୁମାର ନାମକ…

ବସ୍ ଷ୍ଟପ୍ ଉଭାନ୍‌, ସୂଚନା ଦେଲେ ମିଳିବ ମୋଟା ଅଙ୍କର ଅର୍ଥ !

ମହାରାଷ୍ଟ୍ର: ଜନଗହଳିପୂର୍ଣ୍ଣ ଅଂଚଳରେ ପକେଟ୍‌ମାର୍ କିମ୍ବା କୌଣସି ସାମଗ୍ରୀ ଚୋରି ହେବା କିଛି ବଡ କଥା ନୁହେଁ । ଏପରିକି ବସ୍ କିମ୍ବା ଟ୍ରକ୍ ଭଳି ଭାରିଯାନ ବି ଚୋରି ଭଳି ମାମଲା ସାଧାରଣ ପାଲଟିଛି । ହେଲେ ଯଦି ବସ୍ ଷ୍ଟପ୍ ଉଭାନ ହୋଇଯାଏ । ଆଉ ତା ପୁଣି ଥାନାବାବୁଙ୍କ କାର୍ଯ୍ୟାଳୟ ପାଖରୁ ।…

ପାଲଘର ସାଧୁ ହତ୍ୟା ମାମଲା: ଆଉ ୨୪ ଅଭିଯୁକ୍ତ ଗିରଫ

ମହାରାଷ୍ଟ୍ର: ମହାରାଷ୍ଟ୍ରର ବହୁ ଚର୍ଚ୍ଚିତ ପାଲଘର ସାଧୁଙ୍କ ହତ୍ୟା ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ । ସିଆଇଡି ଏମାନଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ୨୪ ଅଭିଯୁକ୍ତଙ୍କୁ ଦହାନୁ କୋର୍ଟରେ ସିଆଇଡି ହାଜର କରିଛି । ଏହାକୁ ମିଶାଇ ଏହି ମାମଲାରେ ମୋଟ ୧୨୮ ଜଣ ଗିରଫ ହୋଇସାରିଲେଣି । ଏହି…

ଜେଲ ଗଲେ କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଭିଜିଲାନ୍ସରେ ଜାଲରେ ପଡିଥିବା କୋଟିପତି ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନଙ୍କୁ ଜେଲ ପଠାଯାଇଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ରବୀନ୍ଦ୍ର ୩ ତାରିଖ ଯାଏଁ ଜେଲରେ ରହିବେ । ରବୀନ୍ଦ୍ରଙ୍କର ଜବତ ସମ୍ପତ୍ତିର ମୂଲ୍ୟ ୬ କୋଟି ୫୮ ଲକ୍ଷ ଟଙ୍କା ହୋଇଥିବା ଆକଳନ…

୩୦ ଟଙ୍କିଆ ଚାନ୍ଦା ଆଦାୟକାରୀ ବି ପାଇଲାନି ଛାଡ

କଟକ: ଦାଦାବଟିକୁ ନା ଅଭିଯାନରେ କମିଶନରେଟ୍ ପୋଲିସର ପ୍ରଥମ ଶିକାର ହୋଇଥିଲା ରାଜା ଆଚାର୍ଯ୍ୟ ।ଗତକାଲି ସୁଦ୍ଧା ୧୪ ଜଣ ଗିରଫ ହୋଇସାରିଲେଣି । ହେଲେ ରାସ୍ତା କଡରେ ଗାଡିକୁ ଛିଡା କରି ଚାନ୍ଦା ଆଦାୟ କରୁଥିବା ଅସାମାଜିକ ବି ଏବେ ତ୍ରାହି ତ୍ରାହି ଛାଡିଲେଣି । ମାତ୍ର ୩୦ ଟଙ୍କା ବଟି ମାଗି…

[ଭିଡିଓ] ମୋବାଇଲରେ କଏଦ ଖୁଲମ୍‌ଖୋଲା ଲୁଟ୍ ମାମଲା !

କର୍ନାଟକ: ଦିନ ଦ୍ୱିପହରେ ଛୁରୀ ଦେଖାଇ ଲୁଟ୍ । ଲୁଟ୍ ସମୟରେ ରାସ୍ତା ଶୁନଶାନ୍ ନଥିଲା । ସାଧାରଣ ଦିନ ପରି ସାଧାରଣ ଲୋକେ ଯିବାଆସିବା ବି କରୁଥିଲେ । ହେଲେ କେହି ଜଣେ ଏପରି ଘଟଣାକୁ ରୋକିବା ଲାଗି ସାହାସ ଜୁଟାଇ ପାରିନଥିଲେ । ଏହି ଭିଡିଓରେ ଦୁଇଜଣ ଯୁବକ ଛୁରୀ ଦେଖାଇ ଜଣେ ବ୍ୟକ୍ତିଙ୍କୁ…

ଜମିବାଡି ବିବାଦକୁ ନେଇ ଟ୍ରିପଲ ମର୍ଡର

କୁଚିଣ୍ଡା: ଜମିଜମା ପାଇଁ ମର୍ଡର । ଚାଲିଗଲା ୩ ଜୀବନ । ମହୁଲିପାଲି ଥାନା ଲଫଡା ଗାଁରେ ଜମିଜମା ବିବାଦକୁ ନେଇ ଟ୍ରିପଲ ମର୍ଡର ହୋଇଛି। ମୃତକ ହେଲେ ଝିଅ ସାବିତ୍ରୀ ବେହେରା, ଜ୍ୱାଇଁ, ଗିରିଧାରୀ ବେହେରା ଏବଂ ଶାଶୁ ହୀରାବତୀ ବେହେରା। ଅଭିଯୁକ୍ତ ପଡୋଶୀ ନନୀନ ଦେହେରୀ ଟିଙ୍ଗିଆରେ ହାଣି ୩…

ଚୋର ଚମ୍ପଟ୍ ମାରିଥିଲା ଟ୍ରେନ୍‌ରେ, ପୋଲିସ ଧରିଲା ଫ୍ଲାଇଟ୍‌ରେ !

କର୍ଣ୍ଣାଟକ: ନାଟକୀୟ ଢଙ୍ଗରେ ପୋଲିସ ହାତରେ ଧରାପଡିଲା ଚୋର । ଚୋରି ହୋଇଥିଲା ସୁନା ଓ ହୀରା ଗହଣାଗାଣ୍ଠି । ଏକ ଲକରରେ ଗହଣା ଥିବାବେଳେ ଚୋର ଟ୍ରେନରେ ଖସିଯିବାକୁ ଚେଷ୍ଟା କରିଥିଲା । ହେଲେ ପୋଲିସ ଟ୍ରେନ୍‌ରେ ନୁହେଁ ବରଂ ଫ୍ଲାଇଟ୍‌ରେ ପିଛା କରି ଶେଷରେ ଚୋରକୁ ଗିରଫ କରିବାରେ ସଫଳ ହୋଇଛି ।…