Latest Odisha News

BREAKING NEWS

Browsing Category

ଅପରାଧ

ଲାଞ୍ଚ ନେଲା ବେଳେ ଧରାପଡିଲେ ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର କନିଷ୍ଠ ଯନ୍ତ୍ରୀ

ପାରାଦ୍ବୀପ: ସିବିଆଇ ହାତରେ ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର ଇଲେକ୍ଟ୍ରିକାଲ୍ ଜେଇ ରାଜୀବ ରଞ୍ଜନ ରେଡ୍ଡୀ। ଜଣେ ଠିକାଦାରଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି ସିବିଆଇ।ଠିକାଦାର ର ୬ ଜଣ ପିଲାଙ୍କୁ କାମ କରିବା ପାଇଁ ଅନୁମତି ଦେବାକୁ ନେଉଥିଲେ ଲାଞ୍ଚ। ପାରାଦ୍ବୀପ ରେ…

ଶେର୍ଲିନ ଚୋପ୍ରାଙ୍କ ବଡ଼ ବୟାନ; ଡ୍ରଗ୍ସ କବଳରେ ଷ୍ଟାର କ୍ରିକେଟରଙ୍କ ପତ୍ନୀ !

ମୁମ୍ବାଇ: ବଲିଉଡର ଏକ ଅଣଦେଖା ଫର୍ଦ୍ଦକୁ ସାମ୍ନାକୁ ଆଣିବାରେ ସଫଳ ହୋଇଥିବା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଗତ ଏକ ମାସ ହେବ ଚର୍ଚ୍ଚାରେ ରହି ଆସିଛି । ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ବଲିଉଡରେ ଡ୍ରଗ୍ସ ନେଉଥିବା ଅନେକ ଆଗଧାଡ଼ିର ତାରକାଙ୍କ ନାମ ନେଇଛନ୍ତି। ଅନ୍ୟପଟେ ମଡେଲ ତଥା…

ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ମାମଲା: ତଦନ୍ତ ପରିସରରେ ସମ୍ପୃକ୍ତ ପୋଲିସ ଅଧିକାରୀ

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକାକୁ ଗଣଦୁଷ୍କର୍ମ ଘଟଣାରେ ସମ୍ପୃକ୍ତ ଥିବା ପୋଲିସଙ୍କୁ ତଦନ୍ତ ଅଧୀନରେ ଅଣାଯାଇଛି ବୋଲି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ । ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି ଯେ, ତଦନ୍ତକରାଯାଉଛି, ଠିକ ସମୟରେ ଏନେଇ ପୋଲିସ ବକ୍ତବ୍ଯ ରଖିବ । ବର୍ତ୍ତମାନ କୌଣସି…

ବଲିଉଡର ଡ୍ରଗ୍ସ ଲିଙ୍କ: NCB ସ୍କାନରରେ ଚାରି ଜଣ ହିରୋ, କିଏ ସେମାନେ ?

ମୁମ୍ୱାଇ: ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରେ ସାମନାକୁ ଆସିଛି ବଲିଉଡର ଡ୍ରଗ୍ସ ଲିଙ୍କ । ଦୀପିକା ପାଦୁକୋନ, ଶ୍ରଦ୍ଧା କପୁର, ସାରା ଅଲ୍ଲୀ ଖାନଙ୍କ ଭଲି ଗ୍ଲାମର କୁଇନଙ୍କ ନାଁ ଚର୍ଚ୍ଚାକୁ ଆସିଛି । ବି-ଟାଉନ ସୁନ୍ଦରୀଙ୍କୁ ସମନ କରିଛି କାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ହିରୋଇନଙ୍କ…

ମନ୍ଦିର ପରିସରରେ ମର୍ଡର, ପଥରରେ ଛେଚି ହତ୍ୟା

ବ୍ରହ୍ମପୁର: ମନ୍ଦିର ପରିସରରେ ମର୍ଡର । ଯୁବକଙ୍କୁ ପଥରରେ ଛେଚି ବିଭତ୍ସ ହତ୍ୟା । ଏଭଳି ଘଟଣା ଘଟିଛି ଗଂଜାମ ଜିଲ୍ଳା ବଡବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ରାଧାକାନ୍ତ ସାହି ସ୍ଥିତ ରାଧାକୃଷ୍ଣ ମନ୍ଦିରରେ । ମନ୍ଦିର ପ୍ରାଙ୍ଗଣରେ ଥିବା ରୋଷେଇଘର ବାରଣ୍ଡାରେ ପଡିଛି ବ୍ୟକ୍ତିଙ୍କ…

ଶିକାର ବେଳେ ଶିକାରୀଙ୍କ ଗୁଳିରେ ଗଲା ଜୀବନ, ୧୮ ଅଟକ

ରାୟଗଡା: ଶିକାର ବେଳେ ପଶୁ ଶିକାରୀ ଗୁଳିମାଡରେ ଗଲା ଜୀବନ । ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡା ଜିଲ୍ଲା ଅଣ୍ଡରାକାଂଚ ଥାନା ଖାଇଲାଯୋଡି ଅଂଚଳରେ । ସୂଚନାନୁସାରେ ମଙ୍ଗଳବାର ରାତିରେ କିଛି ଯୁବକ ନିକଟସ୍ଥ ଜଙ୍ଗଲକୁ ବାରାହା ଶିକାର କରିବାକୁ ଯାଇଥିଲେ । ଏହି ସମୟରେ କୌଣସି କାରଣବଶତଃ ଜଣେ…

ଦୀପିକା, ସାରା, ଶ୍ରଦ୍ଧା କପୁର ସମେତ ଏସବୁ ଅଭିନେତ୍ରୀଙ୍କୁ NCBର ସମନ୍

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା ଓ ଡ୍ରଗ୍ସ ଲିଙ୍କର ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ତଦନ୍ତ ଯେତିକି ଆଗେଉଛି ସାମନାକୁ ଆସୁଛି ନୂଆ ନୂଆ ତଥ୍ୟ । ଡ୍ରଗ୍ସ ଲିଙ୍କରେ ବଢିଛି ବଲିଉଡ୍ ବିୟୁଟି ତଥା ମସ୍ତାନୀ ଗର୍ଲ ଦୀପିକା ପାଦୁକୋନଙ୍କ ଅଡୁଆ । ହାଜର ହେବାକୁ ସମନ କରିଛି…

ମାତ୍ର ୫୦୦ ଟଙ୍କା ଚୋରି ସନ୍ଦେହରେ ନାବାଳକକୁ ପିଟିପିଟି ହତ୍ୟା !

ମୟୂରଭଞ୍ଜ: ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଥାନା ଅନ୍ତର୍ଗତ କିଆପାଣପୋଷି ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା । ପଡ଼ୋଶୀଙ୍କ ଘରୁ ୫୦୦ ଟଙ୍କା ଚୋରି ଅଭିଯୋଗରେ ଜଣେ ନାବାଳକଙ୍କୁ ମାଡ ମାରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନାନୁସାରେ, ପଡୋଶୀ ମହିଳା ଏବଂ ଅନ୍ୟ କେତେକ ଗ୍ରାମବାସୀ…

କିନ୍ନରଙ୍କୁ ଖରାପ ବ୍ୟବହାର ଦେଖାଇ ବନ୍ଧା ହେଲେ ଟ୍ରାଫିକ ପୋଲିସ

କୋଲକାତା: ରକ୍ଷକ ଯଦି ଭକ୍ଷକ ସାଜେ ତେବେ ସୁରକ୍ଷା ଦେବ କିଏ? ଜଣେ କିନ୍ନର କର୍ମକର୍ତ୍ତା ଓ ଦୁଇ ମହିଳାଙ୍କୁ ହଇରାଣ କରିବା ଅଭିଯୋଗରେ ମଙ୍ଗଳବାର ଜଣେ କୋଲକାତା ଟ୍ରାଫିକ ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ଏହି ତିନିଜଣ ଅଭିଯୋଗ କରିବା ପରେ ଅଭିଯୁକ୍ତ ଟ୍ରାଫିକ ପୋଲିସ…

ରିୟାଙ୍କୁ ମିଳିଲାନି ବେଲ, ବାଧକ ସାଜିଲା ବର୍ଷା

ମୁମ୍ବାଇ: ବଢ଼ିଲା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଚିନ୍ତା । ଆଜି ମିଳିବନି ରିୟାଙ୍କୁ ବେଲ୍ । ବାଧକ ସାଜିଲା ବର୍ଷା । ଲିଉଡ ଡ୍ରଗ୍ସ ଲିଙ୍କରେ ଗିରଫ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରେମିକା ରିୟା ଚକ୍ରବର୍ତ୍ତୀଙ୍କ ଆଜି ଜାମିନ ଶୁଣାଣି ବମ୍ବେ ହାଇକୋର୍ଟରେ ଥିଲା । ତେବେ…