Latest Odisha News

BREAKING NEWS

Browsing Category

ଅପରାଧ

୧୮ ଶହ ବୋତଲ କଫ୍ ସିରପ ଜବତ, ଜଣେ ଗିରଫ

ବଲାଙ୍ଗିର: ରାଜ୍ୟରେ ବଢ଼ି ଚାଲିଛି ବେଆଇନ୍ କଫ ସିରପ କାରବାର । ବଲାଙ୍ଗିର ସହର ମାଲପଡାରୁ ୧୮ ଶହ ବୋଲତ କଫ ସିରଫ ଜବତ ହୋଇଛି । ଯାହାର ଅନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଅଧିକ ହେବ । ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଜଗବନ୍ଧୁ ମହେର । ଗତକାଲି…

ପୋଲିସ ନାଁରେ ନବବଧୂକୁ ହତ୍ୟା ଅଭିଯୋଗ

ଭୁବନେଶ୍ୱର: ପୁଲିସ୍ ନାଁରେ ହତ୍ୟା ଅଭିଯୋଗ। ମିଳିଥିବା ସୂଚନା ଅନୁସାରେ ତୋମାଣ୍ଡୋ ଥାନା ପୋଲିସ କର୍ମଚାରୀ ବିଜୟ କୁମାର ଗୋଚ୍ଛାୟତ ଏବଂ  ତାଙ୍କ ପୁଅ ଯାମିନୀ ଗୋଚ୍ଛାୟତଙ୍କ ନାଁରେ ହତ୍ୟା ଅଭିଯୋଗ ହୋଇଛି। ଏଭଳି ସଂଗୀନ ଅଭିଯୋଗ ଆଣିଛନ୍ତି ଝିଅର ପରିବାର ଲୋକେ। ଏ ନେଇ ତୋମାଣ୍ଡୋ ଥାନାରେ…

ହିନ୍ଦୁ ଦେବୀଙ୍କ ପ୍ରତି ଫେସବୁକରେ ଅଶାଳୀନ ପୋଷ୍ଟ; ଥାନାରେ ମାମଲା ରୁଜୁ

କଟକ: ଫେସବୁକରେ ହିନ୍ଦୁ ଦେବୀ ଦୁର୍ଗାଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ତଥା ଧର୍ମୀୟ ଭାବନାକୁ ଆଘାତ ଦେବା ଅଭିଯୋଗରେ କଟକର ଜଣେ ଯୁବକଙ୍କ ବିରୋଧରେ ପୋଲିସ ପକ୍ଷରୁ ମାମଲା ରୁଜୁ କରାଯାଇଛି । ଏସମ୍ପର୍କରେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କଟକ ଡିସିପି । ପ୍ରାପ୍ତ ସୂଚନାନୁଯାୟୀ, ବିଜେପି…

୧ କୋଟିର ଗଂଜେଇ ଜବତ, ୫ ଗିରଫ

କୋରାପୁଟ: ବିଫଳ ହେଲା ଉଦ୍ୟମ । ଧରାପଡିଲା ବିପୁଳ ପରିମାଣ ଗଂଜେଇ ।  କେରାପୁଟ ଜିଲ୍ଲା ସମିଳିଗୁଡ଼ା ଅଂଚଳରୁ ୧୦୦୦ କେଜି ତଥା ୧ଟନ ଗଂଜେଇ ଜବତ ହୋଇଛି । ଏହି ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ କୁନ୍ଦୁଲିର ପରମେଶ ଓରଫ ଦୀପୁ , ପଟାଙ୍ଗୀ ଅଚଂଳର…

ହୋଟେଲରୁ ସେକ୍ସ ର‌୍ୟାକେଟ୍ ଠାବ, ୪ ଅଟକ

ବାଲେଶ୍ୱର: ଜଳେଶ୍ୱର ସହରରୁ ସେକ୍ସ ରାକେଟ ଠାବ ହୋଇଛି । ଜଳେଶ୍ୱରରେ ଥିବା ଏକ ହୋଟେଲରେ ଦେହ ବ୍ୟବସାୟ ଚାଲିଥିବା ଖବର ପାଇ ପୋଲିସ ଚଢ଼ାଉ କରିଥିଲା । ସେଠାରୁ ପୋଲିସ ଜଣେ ଗ୍ରାହକ, ୨ଜଣ ମହିଳା ଓ ହୋଟେଲ ମ୍ୟାନେଜରକୁ ଅଟକ ରଖି ପଚରାଉଚରା କରୁଛି । ସୂଚନାଯୋଗ୍ୟ ଯେ, ଜଳେଶ୍ବର ସହରରେ ଥିବା…

ସ୍ୱାମୀଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ରାଉରକେଲା: ସ୍ୱାମୀଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣି ଥାନାର ଦ୍ୱାରସ୍ଥ ହୋଇଛନ୍ତି ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁର ଥାନା ମହିଳା ଆଇଆଇସି ସ୍ନିଗ୍ଧାରାଣୀ ସୁନା । ରାଉରକେଲା ସରକାରୀ କଲେଜରେ ଅଧ୍ୟାପକ ଥିବା ସ୍ୱାମୀଙ୍କ ନାଁରେ ସେ ଏହି ସାଂଘାତିକ ଅଭିଯୋଗ ଆଣିଛନ୍ତି। ରାଉରକେଲା…

କୋଭିଡ୍ ଗାଇଡଲାଇନ ଉଲ୍ଲଂଘନ; ୨୮୩୩ ଅମାନିଆଙ୍କଠାରୁ ଜୋରିମାନା ଆଦାୟ

ଭୁବନେଶ୍ୱର: କୋଭିଡ୍ ୧୯ ଗାଇଡଲାଇନ ଉଲ୍ଲଂଘନ କରିବା ଅଭିଯୋଗରେ ୨୮୩୩ଜଣ ଅମାନିଆଙ୍କଠାରୁ ଜୋରିମାନା ଆଦାୟ କରିଛି କମିଶନରେଟ ପୋଲିସ। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି। ପ୍ରାପ୍ତ ସୂଚନାନୁଯାୟୀ, ଭୁବନେଶ୍ୱରରେ କୋଭିଡ୍ ଗାଇଡ୍ଲାଇନ୍ସ ଉଲ୍ଲଂଘନ ଅଭିଯୋଗରେ ଗତ…

ନାବାଳକଙ୍କ ମାଆକୁ ହତ୍ୟା ଘଟଣା : ପାରିବାରିକ ଅଶାନ୍ତି ହୋଇପାରେ ହତ୍ୟାକାଣ୍ଡର କାରଣ

ଭୁବନେଶ୍ୱର : ସୁନ୍ଦରପଦା ଅଂଚଳରେ ଗତକାଲି ଦୁଇ ନାବାଳକ ପୁଅ ମାଆକୁ ହତ୍ୟା କରିବା ଘଟଣାରେ ଆଜି ନୂଆ କଥା ପଦାକୁ ଆସିଛି । ପୋଲିସ ସୂତ୍ରରୁ ଜଣାପଡିଛି ଯେ ମୃତକଙ୍କ ସ୍ୱାମୀ ନିହାର ପ୍ରଧାନ ୨୦୧୧ରେ ଅମିତ ପ୍ରଧାନ ନାମକ ଜଣେ ଯୁବକଙ୍କୁ ହତ୍ୟା କରିଥିଲେ । ଏଥିରେ ଦୋଷୀ ସାବ୍ୟସ୍ତ ହେବା ପରେ…

ଭୁବନେଶ୍ୱରରୁ ୯୩ କେଜି.ର ଗଞ୍ଜେଇ ଜବତ, ଜଣେ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର ଭରତପୁର ନିକଟରେ ଅବକାରୀ ବିଭାଗ ଶୁକ୍ରବାର ସକାଳେ ୯୩ କେଜି. ଓଜନର ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ମିଳିଥିବା ସୂଚନାନୁଯାୟୀ ଏକ ଏସୟୁଭି ଗାଡିରୁ ଗଞ୍ଜେଇ ଭର୍ତ୍ତି ୯୩ଟି ପ୍ୟାକେଟ୍ ମିଳିଥିଲା । ଉକ୍ତ ଗାଡିଟି କନ୍ଧମାଳରୁ ଆସି ଭୁବନେଶ୍ୱରରେ…

ଚିଟଫଣ୍ଡ ଦୁର୍ନୀତି: ପୂର୍ବତନ ମନ୍ତ୍ରୀଙ୍କ ଘରେ ସିବିଆଇର ଚଢ଼ାଉ

ଭୁବନେଶ୍ୱର: ସିସୋର ଚିଟଫଣ୍ଡ ଦୁର୍ନୀତି ମାମଲାରେ ଶୁକ୍ରବାର ଦିନ ସିବିଆଇର ଏକ ୭ ଜଣିଆ ଟିମ୍ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ଦେବୀ ମିଶ୍ରଙ୍କ ୟୁନିଟ୍-୧ ସ୍ଥିତ ବାସଭବନରେ ଚଢାଉ କରିଛି। କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି ଏହା ପୂର୍ବରୁ ବିଜେଡି ନେତାଙ୍କ ଦୁଇ ଘନିଷ୍ଠ ସହଯୋଗୀ ପ୍ରଫୁଲ୍ଲ…