Latest Odisha News

BREAKING NEWS

Browsing Category

ଅପରାଧ

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ହତ୍ୟାକାଣ୍ଡ

ଭୁବନେଶ୍ୱର: ରାଜଧାନୀ ସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ହତ୍ୟାକାଣ୍ଡ। ଜଣେ ଶ୍ରମିକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡିଛି। ମୃତକଙ୍କ ଗୁଜୁରାମ ସିଂ ହୋଇଥିବା ବେଳେ ତାଙ୍କ ଘର ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ବୋଲି ଜଣାପଡିଛି। ସୂଚନାନୁସାରେ, ଗୁଜୁରାମ ଏହି…

ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମାନ୍ତରୁ ୨୫୦ କେଜି ଗଞ୍ଜେଇ ଜବତ; ୨ ଅଟକ

ଲମତାପୁଟ: ପୁଣି ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମାନ୍ତରୁ ୨୫୦ କେଜିର ଗଞ୍ଜେଇ ଜବତ। ଯାହାର ଆନୁମାନିକ ମୂଲ୍ୟ ପାଖାପାଖି ୨୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ପ୍ରାପ୍ତ ସୂଚନାନୁଯାୟୀ, କଳାହାଣ୍ଡିକୁ ଗଞ୍ଜେଇ ଚୋରା ଚାଲାଣ ବେଳେ କୋରାପୁଟ ଜିଲ୍ଲା ପାଡ଼ୁଆ ପୋଲିସ ଚଢ଼ାଉ କରି ଏହି ଗଞ୍ଜେଇ…

‘ଚଞ୍ଚକତା କରି, ଲୋକଙ୍କୁ ଠକି ସାରୁଅ ଜମି ହଡପ କରାଯାଇଛି’

ଭୁବନେଶ୍ୱର: ସାରୁଅ ଜମି ଦୁର୍ନୀତି ନେଇ ନୂଆ ସୂଚନା ଦେଲା କ୍ରାଇବ୍ରାଂଚ । ଚଞ୍ଚକତା କରି, ଲୋକଙ୍କୁ ଠକି ଓଡ଼ିଶା ଇନ୍‌ଫ୍ରାଟେକ ପ୍ରାଇଭେଟ ଲିମିଟେଡ ଜମି ହଡକ କରିଚି । ପ୍ରଥମିକ ତଦନ୍ତରୁ ଏହା ଜଣାପଡିଛି ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି । ସେ…

ବୋଲଗଡ ତହସିଲଦାରଙ୍କୁ ଆକ୍ରମଣ

ଖୋର୍ଦ୍ଧା: ବୋଲଗଡ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ । ମୋରମ ଖଣିରେ ଚଢ଼ାଉ ବେଳେ ବୋଲଗଡ଼ ତହସିଲଦାର ଧୋବେଇ ନାୟକଙ୍କୁ ଆକ୍ରମଣ ହୋଇଥିବା ନେଇ ବେଗୁନିଆ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପରେ ବେଗୁନିଆ ପୋଲିସ ଜଣେ ଅଭିଯୁକ୍ତକୁ ଥାନାକୁ ଆଣି ପଚରାଉଚରା କରୁଛି । ବେଆଇନ୍ ଭାବେ ଗୋପାଳପୁର…

ଗଞ୍ଜେଇ କଳିକୁ ନେଇ ଘର ଉପରେ ବୋମା ମାଡ଼ !

ଫୁଲବାଣୀ: ଗଞ୍ଜେଇ କାରବାର ନେଇ ଶତ୍ରୁତାରୁ ଘର ଉପରେ ବୋମାମାଡ଼ । ଏଭଳି ଅଭିଯୋଗ ଆସିଛି ଫୁଲବାଣୀରୁ । ଟାଉନ ଥାନା ଅନ୍ତର୍ଗତ ପିଅନପଡ଼ାର ଟିଟୁନ ସାହୁଙ୍କ ଘର ଉପରେ କିଛି ଦୁର୍ବୃତ୍ତ ବୋମା ଫିଙ୍ଗିଥିଲେ । ଦୁଇଟି ବାଇକରେ ଚାରି ଜଣ ଦୁର୍ବୃତ୍ତ ଆସି ଟିଟୁନଙ୍କ ଘରେ ଉପରେ ବୋମାମାଡ଼ କରି…

ଦୁଇ ଭାଇଙ୍କ ଉପରେ ଗୁଳିମାଡ଼ ଓ ଭୂଜାଲିରେ ହାଣିଲେ ଦୁର୍ବୃତ୍ତ, ଜଣେ ମୃତ

ଅନୁଗୋଳ: ଦୁଇ ଭାଇଙ୍କ ଉପରେ ସଂଘବଦ୍ଧ ଆକ୍ରମଣ । ଭୂଜାଲୀରେ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ଗୁଳିମାଡ଼ରେ ଅନ୍ୟ ଜଣେ ଭାଇ ଗୁରୁତର ହୋଇଛନ୍ତି । ଅନୁଗୋଳ ଜିଲ୍ଲା ମୁଷାପାପୁଲୀ ଛକରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ । ମୃତକ ହେଲେ ରନ୍ତଲେଇ ଗାଁର ଦୁଃଶାସନ ସେନାପତି । ତାଙ୍କ ଭାଇ…

ରାସ୍ତା ମଝିରେ ଦୁଇ ଯୁବତୀଙ୍କୁ ଛୁରାମାଡ

ନୂଆପଡା: ବିଚ ରାସ୍ତାରେ ଦୁଇ ଯୁବତୀଙ୍କୁ ଛୁରାମାଡ । ଥରେ କି ଦୁଇ ଥର ନୁହେଁ ବାରମ୍ବାର ଛୁରାମାଡ କଲା ଯୁବକ । ଏଭଳି ଘଟଣା ଦେଖିବାକୁ ମିଳିଛି ନୂଆପଡା ଜିଲ୍ଲା ବୋଡେନ୍ ବଜାର ରାସ୍ତାରେ । ଏକ ତରଫା ପ୍ରେମରେ ବିଫଳ ହେବା ପରେ ଯୁବକ ଜଣକ ଛୁରାମାଡ କରିଥିବା ଅଭିଯୋଗ ହୋଇଛି । ଛୁରାମାଡରେ…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚ ଉପରେ ହାଇକୋର୍ଟଙ୍କ ଅସନ୍ତୋଷ

କଟକ: ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ହାଇକୋର୍ଟଙ୍କୁ ଷ୍ଟାଟସ୍ ରିପୋର୍ଟ ଦେଇ ପାରିଲାନି କ୍ରାଇମବ୍ରାଂଚ । ଏହି ମାମଲାରେ ହାଇକୋର୍ଟ କ୍ରାଇମବ୍ରାଂଚ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ।୧୧ ତାରିଖ ସୁଦ୍ଧା ଅପ୍‌ଡେଟ୍‌ ଷ୍ଟାଟସ୍‌ ରିପୋର୍ଟ ଦେବାକୁ ନିର୍ଦ୍ଦେଶ…

ପୁନମ୍ ପାଣ୍ଡେଙ୍କୁ ମହଙ୍ଗା ପଡିଲା ଅଶ୍ଳୀଳ ଭିଡିଓ !

ଗୋଆ: ପୁଣିଥରେ ବିବାଦରେ ଅଭିନେତ୍ରୀ ପୁନମ୍ ପାଣ୍ଡେ । ନିକଟରେ ଏହି ଅଭିନେତ୍ରୀ ଗୋଆରେ ସୁଟିଂ ସାରି ମୁମ୍ବାଇ ଫେରିଥିଲେ । ହେଲେ ଗୋଆରେ ସୁଟିଂ କରିବା ତାଙ୍କୁ ମହଙ୍ଗା ପଡିଛି । ଖାସ କରି ଅଶ୍ଳୀଳ ଭିଡିଓ । ଏ ନେଇ ପୁନମ୍‌ଙ୍କ ବିରୋଧରେ ଦୁଇଦୁଇଟି ଏତଲା ଦାୟର ହୋଇଛି । Goa: FIR filed…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୁଳ: ଭିଜିଲାନ୍ସ ଜାଲରେ ଅନୁଗୁଳର ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ତାଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାଟର୍ସରେ ଭିଜିଲାନ୍ସ ଚଢ଼ାଉ କରିଛି…