Latest Odisha News

BREAKING NEWS

Browsing Category

ଅପରାଧ

ଆର୍ମି ଅଞ୍ଚଳର ଫୋଟୋ ଉଠାଇ ପାକିସ୍ତାନ ପଠାଉଥିଲେ ଯୁବକ; ଧରାପଡିଲା ପରେ କ’ଣ ହେଲା, ଜାଣନ୍ତୁ

ନାସିକ୍: ମହାରାଷ୍ଟ୍ରର ନାସିକ୍ ନିକଟସ୍ଥ ଦେଓଲାଲିରେ ଥିବା ସେନା ଅଧିକୃତ ଅଞ୍ଚଳର ଫଟୋ ଉଠାଇ ସେ ଫୋଟୋକୁ ପାକିସ୍ତାନର ହ୍ଵାଟସ୍ ଆପ୍ ଗ୍ରୁପକୁ ପଠାଇଥିବା ପୋଲିସ ସୂତ୍ରରୁ ପ୍ରକାଶ। ତେବେ ଏହି ବ୍ୟକ୍ତିଙ୍କ ନାମ ସଞ୍ଜୀବ କୁମାର ଏବଂ ସେ  ୨୧ ବର୍ଷ ବୋଲି ଜଣାପଡିଛି । ତେବେ ସଞ୍ଜିବ ତାଙ୍କ…

ପୁଅକୁ ହତ୍ୟା ପାଇଁ ବାପା ଦେଲା ସୁପାରୀ !

ଉତ୍ତରପ୍ରଦେଶ: ନିଜ ପୁଅ ବୋଲି ନିଜେ ହତ୍ୟା କରିପାରିନଥିଲା । ସେଥିପାଇଁ ସୁପାରୀ କିଲରଙ୍କୁ ଲଗାଇ ନିଜ ପୁଅକୁ ହତ୍ୟା କଲା ବାପା । ତେବେ ଅନ୍ୟ କୌଣସି କାରଣ ନୁହେଁ ବରଂ ନିଶା ପାଇଁ ଘଟିଛି ଏଭଳି ଅଭାବନୀୟ ଘଟଣା । ମିରଟ ବାଘପାତ ଜିଲ୍ଲାର ଜଣେ ବ୍ୟକ୍ତି ନିଜ ୨୮ ବର୍ଷୀୟ ପୁଅକୁ ହତ୍ୟା…

ରାଜଧାନୀରେ ଚାଞ୍ଚଲ୍ୟ; ଗୋଡାଇ ଗୋଡାଇ ଜଣଙ୍କୁ ହତ୍ୟା

ଭୁବନେଶ୍ୱର: ଭୁବନେଶ୍ୱରର ସାମନ୍ତରାପୁର ଅଞ୍ଚଳରେ ରବିବାର ଦିନ କିଛି ଦୁବୃର୍ତ୍ତ ଜଣେ ବ୍ୟକ୍ତିଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରିଛନ୍ତି । ସୂଚନା ଅନୁଯାୟୀ ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଥିବା ଏକ ସିସିଟିଭିରେ କଏଦ ହୋଇଛି । ଉକ୍ତ ସିସିଟିଭି ଫୁଟେଜରେ ଦୁଇ ଜଣ ବ୍ୟକ୍ତି ବାଇକରେ ଆସି ଗୋଟିଏ…

ପ୍ରେମିକାକୁ ପ୍ରତାରଣା, ବନ୍ଧା ହେଲେ ଡାକ୍ତର

ବୌଦ୍ଧ: ଫେସବୁକରେ ପ୍ରେମ ହେଲା । ଆଉ ଧିରେ ଧିରେ ସଂପର୍କ ନିବିଡ ହେଲା । ଯୁବତୀଙ୍କୁ ବିବାହ କରିବେ ବୋଲି ପ୍ରତିଶ୍ରୁତି ବି ଦେଲେ । ହେଲେ ଆଉ ଜଣେ ଝିଅକୁ ବାହା ହୋଇଗଲେ । ପ୍ରେମିକାକୁ ପ୍ରତାରଣା କରି ଶେଷରେ ବନ୍ଧା ହୋଇଛନ୍ତି ଜଣେ ଡାକ୍ତର । ବୌଦ୍ଧ ଜିଲ୍ଲା କଂଟାମାଳ ଗୋଷ୍ଠୀ…

ହାଥରାସ ଘଟଣା: ଅଧରାତିରେ କାହାର ହୋଇଥିଲା ଶବସତ୍କାର? ଅସ୍ଥିର DNA ପରୀକ୍ଷା ପାଇଁ ଦାବି କଲା ପରିବାର

ଲକ୍ଷ୍ନୌ: ଉତ୍ତରପ୍ରଦେଶ ହାଥରାସ ଗଣଦୁଷ୍କର୍ମ ଘଟଣାରେ ଦିନକୁ ଦିନ ନୂଆ ମୋଡା ସାମ୍ନାକୁ ଆସୁଛି । ଏବେ ପୀଡିତାଙ୍କ ପରିବାର ଲୋକେ ପୋଲିସ ଅଧରାତିରେ ଶବସତ୍କାର କରିଥିବା ଅସ୍ଥିର ଡିଏନ୍‌ଏ ପରୀକ୍ଷା ପାଇଁ ଦାବି କରିଛନ୍ତି । ରାତିଅଧରେ ପୋଲିସ କାହାର ଅନ୍ତିମ ସଂସ୍କାର କରିଥିଲା । ସେ ମୋ…

ଗଣବଳାତ୍କାରର ଶିକାର ହୋଇଥିବା ନାବାଳିକା କଲା ଆତ୍ମହତ୍ୟା;ମାମଲା ରୁଜୁ

ପାଟନା: ଉତ୍ତରପ୍ରଦେଶର ହାଥ୍ରାସରେ ଜଣେ ୨୦ବର୍ଷ ବୟସ୍କା ମହିଳାଙ୍କୁ ଗଣଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଦେଶବ୍ୟାପୀ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ବିହାରର ଗୟା ଜିଲ୍ଲାର ଜଣେ ଦଳିତ ନାବାଳିକା ଶୁକ୍ରବାର ଦିନ ଆତ୍ମହତ୍ୟା କରିଥିବା ପୋଲିସ ସୂଚନା ଦେଇଛି । ପୋଲିସର ସୂଚନାନୁସାରେ,…

ବାପା ଆକଟ କରିବାରୁ ନାବାଳକ ପୁଅର ଆତ୍ମହତ୍ୟା

କେନ୍ଦୁଝର: ବାପାଙ୍କ ଆକଟ ସହିନପାରି କେନ୍ଦୁଝର ଜିଲ୍ଲାରେ ଜଣେ ନାବାଳକ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର କମରଜୋଡା ଅଞ୍ଚଳରେ ୧୩ ବର୍ଷର ବାଳକ ଜଣକ ମୋବାଇଲ ଫୋନରେ ଅନଲାଇନ୍ କ୍ଲାସ୍ କରିବା ବଦଳରେ ଅନଲାଇନରେ ଗେମ୍ ଖେଳୁଥିବାରୁ ତା’ର ବାପା ତାକୁ…

ହଥରସ ଗାଁରେ ମିଡିଆକୁ ପ୍ରବେଶ ଅନୁମତି, ପରିବାର ଲୋକ କହିଲେ ସାଂଘାତିକ କଥା

ଉତ୍ତରପ୍ରଦେଶ: ହଥରସ ଗଣଦୁଷ୍କର୍ମ ଓ ହତ୍ୟା ଅଭିଯୋଗକୁ ନେଇ ଦୁଇ ଦିନ ହେବ ବନ୍ଦ ରହିଥିବା ହଥରସ ଗାଁ ସୀମା  ଆଜି ଖୋଲିଛି ପ୍ରଶାସନ । ଗାଁ ଭିତରକୁ ଯିବା ପାଇଁ ଗଣମାଧ୍ୟମକୁ ଅନୁମତି ମିଳିଛି । ଉତ୍ତରପ୍ରଦେଶ ପୋଲିସ କହିଛି, ଏସଆଇଟି ତଦନ୍ତ ଶେଷ ହେବା ପରେ ଗାଁ ଭିତରକୁ ମିଡିଆକୁ ପ୍ରବେଶ ପାଇଁ…

ଆଜି ହଥରସ ଯିବେ ରାହୁଲ, କହିଲେ କୌଣସି ଶକ୍ତି ଅଟକାଇ ପାରିବନି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ହଥରସ ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ରାଜନୀତି ଜୋରଦାର ହୋଇଛି । ଆକ୍ରମଣ ମୁଦ୍ରାରେ ଥିବା କଂଗ୍ରେସ ଟାର୍ଗେଟରେ ଯୋଗୀ ସରକାର । ପୂର୍ବରୁ ପୀଡ଼ିତାଙ୍କ ପରିବାରକୁ ଭେଟିବା ପାଇଁ ଯିବା ବେଳେ ପୋଲିସ ଗ୍ରେଟର ନୋଏଡାରେ ରାହୁଲ ଓ ପ୍ରିୟଙ୍କାଙ୍କୁ…

ହାଥରସରେ ଗଣମାଧ୍ୟମକୁ ନୋ’ ଏଣ୍ଟ୍ରି

ହାଥରସ: ଉତ୍ତରପ୍ରଦେଶର ହାଥରସ ଗଣ ଦୁଷ୍କର୍ମ ମାମଲା ପ୍ରତି ଦିନ ନୂଆ ମୋଡ଼ ନେଉଛି। ଗୁରୁବାର ଦିନ ଏହି ଅଞ୍ଚଳ ମଧ୍ୟକୁ ପ୍ରବେଶ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଅଟକାଇ ଦିଆ ଯାଇଥିବା ବେଳେ ଆଜି ଏହି ଅଞ୍ଚଳକୁ ଗଣମାଧ୍ୟମ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଇଛି ୟୁପି ପ୍ରଶାସନ।…