Latest Odisha News

BREAKING NEWS

Browsing Category

ଅପରାଧ

ଦୋକାନ ମାଲିକଙ୍କୁ ଆକ୍ରମଣ କରି ଲୁଟି ନେଲେ ସୁନାଗହଣା

ବ୍ରହ୍ମପୁର: ଅଳଙ୍କାର ଦୋକାନୀ ମାଲିକ ଶରତ ଚନ୍ଦ୍ର ସାହୁ ଏବଂ ତାଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟାଙ୍କୁ କେହି ଦୁବୃର୍ତ୍ତ ଆକ୍ରମଣ କରି ସୁନାଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଦୁହେଁ ବାଇକ ଯୋଗେ ଗତକାଲି ରାତି ୯ ଟାରେ ଦୋକାନରୁ ଛତ୍ରପୁର କୋର୍ଟ ରେଳ ଷ୍ଟେସନ ନିକଟ…

ଜବତ ହେଲା ବ୍ରହ୍ମପୁରରୁ ଆନ୍ଧ୍ରକୁ ଚାଲାଣ ହେଉଥିବା ରୂପା ଇଟା; ୩ ଗିରଫ

ବ୍ରହ୍ମପୁର: ବ୍ରହ୍ମପୁରରୁ ଚାଲାଣ ହେଉଥିବା ପ୍ରାୟ ୨୦ ଲକ୍ଷ ଟଙ୍କାର ରୂପା ଇଟାକୁ ଆନ୍ଧ୍ରପ୍ରଦେଶ ପୋଲିସ ଜବତ କରିଛି । ଘଟଣାରେ ସମ୍ପୃକ୍ତି ନେଇ ପୋଲିସ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଯୁବକ ମାନେ ହେଲେ ମଛଲିପଟନମର ପି ସୁରି ବାବୁ, ଇଜାଦ୍ ଗୋବିନ୍ଦ ଏବଂ ନରସିଂହମୁଲୁ । ଯେଉଁମାନେ କି…

ଭାରତ ଉପରେ ଖପ୍ପା ଦାଉଦ ଇବ୍ରାହିମର ପ୍ରେମିକା !

ପାକିସ୍ତାନ: ବାରମ୍ବାର ବୟାନ ବଦଳାଉଥିଲେ ବି ଦାଉଦ କରାଚୀରେ ରହୁଥିବା ନେଇ ସ୍ୱୀକାର କରିଛି ପାକିସ୍ତାନ । ଦାଉଦ ଚର୍ଚ୍ଚାକୁ ଆସିବା ପରେ ଅନେକ ଲୋକଙ୍କ ନାଁ ସାମ୍ନାକୁ ଆସିଛି । ତେବେ ଦାଉଦର ପ୍ରେମିକା ଭାବେ ଜଣେ ପାକିସ୍ତାନୀ ଅଭିନେତ୍ରୀଙ୍କ ନାଁ ସବୁଠୁ ଅଧିକ ଚର୍ଚ୍ଚାରେ ରହିଥିଲା ।…

ଚଳିତ ବର୍ଷ ଜବତ ହୋଇଛି ୨୦ କେଜି ବ୍ରାଉନ ସୁଗାର: ଡିଜିପି

ଭୁବନେଶ୍ୱର: ବ୍ରାଉନ ସୁଗାର ଜବତରେ ପୁଣି ପୋଲିସକୁ ମିଳିଛି ବଡ ସଫଳତା । ଗୋଟିଏ ଦିନରେ ୪ କେଜି ୨୫ ଗ୍ରାମ୍ ବ୍ରାଉନ ସୁଗାର ଜବତ କରିଛି ଏସଟିଏଫ । ଏହି କାରବାରରେ ଜଳେଶ୍ଵର ଥାନା ଅଞ୍ଚଳରୁ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଏହାକୁ ମିଶାଇ ଏ ବର୍ଷ ଏସଟିଏଫ ହାତରେ ଲାଗିଛି ୨୦ କେଜି ୭୩୬ ଗ୍ରାମ…

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ସରିଲା ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର : ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣାକୁ ଦେଢମାସ ପୂରିଲାଣି କିନ୍ତୁ ଏ ଯାଏଁ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡିପାରିନାହିଁ । ଆଜି ପତ୍ନୀ ବିଦ୍ୟାଶ୍ରୀଙ୍କର ଲାଇ ଡିଟେକ୍ସନ ଟେଷ୍ଟ ଶେଷ ହୋଇଛି । ଭୁବନେଶ୍ୱର ଫୋରେନସିକ୍ ଲ୍ୟାବରେ ହୋଇଥିବା ଏହି ଲାଇ ଡିଟେକସନ ଟେଷ୍ଟ ୫ ଘଣ୍ଟା…

ଅଟୋରେ ଚମ୍ପଟ୍ ପ୍ରେମିକା, ପ୍ରେମିକ ପାଇଁ ନାକେଦମ୍ ଅଟୋବାଲା !

ମହାରାଷ୍ଟ୍ର: ପ୍ରେମରେ ମସଗୁଲ ଥିଲେ ପ୍ରେମୀଯୁଗଳ । ହେଲେ ଅଟୋବାଲା ସହ ଚମ୍ପଟ ମାରିଥିଲା ପ୍ରେମିକା । ପ୍ରେମିକା ପାଇଁ ସର୍ବସ୍ୱାନ୍ତ ପ୍ରେମିକ ଶେଷରେ ନେଇଥିଲା ଏକ ଚରମ ନିଷ୍ପତ୍ତି । ହେଲେ ପ୍ରେମିକା ନୁହେଁ ବରଂ ପ୍ରେମିକର ପ୍ରତିଶୋଧର ଶିକାର ହୋଇଥିଲେ ଅଜଣା ଅଟୋବାଲା । ଆସିଫ୍ ଓରଫ…

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଖୋଳତାଡ ଜାରି କରିଛି କ୍ରାଇମ୍‌ବ୍ରାଞ୍ଚ । ଆଜି ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଉଛି । ଭୁବନେଶ୍ବର ଫରେନସିକ୍ ଲ୍ୟାବରେ ପଲିଗ୍ରାଫ୍ ଟେଷ୍ଟ କରାଯାଉଥିବା ସୂଚନା ମିଳିଛି । ତଦନ୍ତ ପରିସରରେ ଥିବା…

ସୁଶାନ୍ତଙ୍କ ବାପା କହିଲେ ପୁଅକୁ ବିଷ ଦେଉଥିଲେ ରିୟା

ପାଟନା: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ରିୟାଙ୍କ ଗିରଫ ଦାବି କରିଛନ୍ତି ସୁଶାନ୍ତଙ୍କ ବାପା କେ. କେ. ସିଂ । ସେ କହିଛନ୍ତି ରିୟା ତାଙ୍କ ପୁଅକୁ ବହୁ ଦିନରୁ ବିଷ ଦେଇ ଆସୁଥିଲା । ସେ ହିଁ ସୁଶାନ୍ତର ହତ୍ୟାକାରୀ । ରିୟା ଓ ତାଙ୍କ ସହଯୋଗୀଙ୍କୁ ସିବିଆଇ ଗିରଫ କରୁ ବୋଲି ଦାବି…

ରିୟାଙ୍କ ବ୍ଲଡ୍ ସାମ୍ପୁଲ ନେବ ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ

ଭୁବନେଶ୍ୱର: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ତଦନ୍ତ ଆଗଉଛି । ସାମନାକୁ ଆସୁଛି ନୂଆ ନୂଆ ତଥ୍ୟ । ଅଡୁଆ ଭିତରେ ଫଶି ଚାଲିଛନ୍ତି ରିୟା ଚକ୍ରବର୍ତ୍ତୀ । ଏବେ ଡ୍ରଗ୍ସ ମାଫିଆଙ୍କ ସହ ରିୟାଙ୍କ ଲିଙ୍କ ସୂରାକ ମିଳିବା ପରେ ମାମଲା ରୁଜୁ କରି ଖୋଳତାଡ ଆରମ୍ଭ କରିଛି ନାରକୋଟିକ୍ସ କଣ୍ଟ୍ରୋଲ…

ସୁଶାନ୍ତ ସିଂଙ୍କ ଲାପଟପ୍‌ରୁ କିଏ ଡିଲିଟ କଲା ଡାଟା?

ମୁମ୍ବାଇ: ଆତ୍ମହତ୍ୟା ନା ହତ୍ୟା । ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ଦିନକୁ ଦିନ ବଢ଼ୁଛି ସନ୍ଦେହ । ତେବେ ଏହାରି ଭିତରେ ଆଜି ଆଉ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି । ସୁଶାନ୍ତଙ୍କ ମୋବାଇଲ ଓ ଲାପଟପରୁ ତଥ୍ୟ ଡିଲିଟ ହୋଇଛି । କେବଳ ସେତିକି ନୁହେଁ ତାଙ୍କର ଜବତ ହୋଇଥିବା…