Latest Odisha News

BREAKING NEWS

Browsing Category

ଅପରାଧ

ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର: ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁକୁ ନେଇ ଏବେବି ଜାରି ରହିଛି ସସ୍‌ପେନ୍ସ । ତାଙ୍କୁ ହତ୍ୟା କରଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଉପରୁ ପରଦା ଉଠିନି । ତେବେ ଆଜି ସାମ୍ବାଦିକ ସମ୍ମିଳନୀ କରି ତଦନ୍ତ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ସେବାଶ୍ରମ ସଦସ୍ୟ । ପିପୁଲସ୍ ଫର…

ସ୍ୱାମୀ ମାଡ଼ରେ ସ୍ତ୍ରୀର ମୃତ୍ୟୁ ଅଭିଯୋଗ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ଗୋବିନ୍ଦପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ସ୍ୱାମୀର ମାଡ଼ରେ ସ୍ତ୍ରୀ ମୃତ୍ୟୁବରଣ କରିଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗ ମୁତାବକ, ଗୋବିନ୍ଦପୁର ଥାନା ସିମିଳିବାହାଲର ୨୮ ବର୍ଷୀୟା ଅସ୍ମିତା ସା ସେହି ଗ୍ରାମର ସ୍ବପ୍ନେଶ୍ୱର…

ଫେସବୁକକୁ କ୍ରାଇମବ୍ରାଞ୍ଚର ଚିଠି: ଆଦିତ୍ୟଙ୍କ ଶେଷ ପୋଷ୍ଟ ଖୋଲିବ କି ମୃତ୍ୟୁ ରହସ୍ୟ !

ଭୁବନେଶ୍ୱର: ଦିନକୁ ଦିନ ଜଟିଳ ହୋଇ ହୋଇ ଚାଲିଛି ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା । ଏହି ରହସ୍ୟମୟ ମୃତ୍ୟୁ ଘଟଣା ଏବେ କ୍ରାଇମବ୍ରାଞ୍ଚ ହାତରେ । ସୁଚାନୁଯାୟୀ, ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣାର ଅଧିକ ତନାଘନା ପାଇଁ ଫେସବୁକକୁ ଚିଠି ଲେଖିଛି କ୍ରାଇମବ୍ରାଞ୍ଚ ଟିମ୍‌ । ଆଦିତ୍ୟଙ୍କ…

ପତି ହନ୍ତା, ଶୋଇବା ବେଳେ ହାଣିଦେଲା ପତ୍ନୀ

ଜଗତସିଂହପୁର: ପତ୍ନୀ ସାଜିଲା ପିଶାଚିନୀ । ସ୍ୱାମୀଙ୍କୁ ମାରି ଦେଲା । ନିଜ ହାତରେ ପୋଛିଲା ନିଜ ସିନ୍ଦୁର । ଶୋଇଥିବା ବେଳେ ସ୍ୱାମୀକୁ ହାଣି ଦେଲା ସ୍ତ୍ରୀ । ଏଭଳି ଲୋମଟାଙ୍କୁରା ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲାରେ । ବାଲିକୁଦା ଥାନା ଅନ୍ତର୍ଗତ ଅରିଲୋ ଗାଁରେ ଏହି ଜଘନ୍ୟ ହତ୍ୟାକାଣ୍ଡ…

ଡି-ବ୍ରଦର୍ସ ଗ୍ୟାଙ୍ଗର ୨ ସହଯୋଗୀ ଗିରଫ

କଟକ: କୁଖ୍ୟାତ ଅପରାଧୀ ଡି-ବ୍ରଦର୍ସ ଗ୍ୟାଙ୍ଗର ଦୁଇ ସହଯୋଗୀ ଗିରଫ । ଉଭୟଙ୍କୁ କଟକ ଲାଲବାଗ ଥାନା ପୋଲିସ ଗିରଫ କରିଛି । ଦୁଇ ଅଭିଯୁକ୍ତ ହେଲେ ଡାନି ଓ ରନିଆ । ଏମାନଙ୍କଠାରୁ ୨ଟି ବନ୍ଧୁକ, ୬୯ଟି ଗୁଳି, ୩ଟି ମାଗାଜିନ ଜବତ ହୋଇଛି । କଟକ ଡିସିପି ପ୍ରତୀକ ସିଂହ କହିଛନ୍ତି, ଗତରାତିରେ…

[ଭାଇରାଲ୍ ଭିଡିଓ] ହିନ୍ଦୁ ମନ୍ଦିରକୁ ରକ୍ଷା କଲେ ମୁସଲମାନ ସମ୍ପ୍ରଦାୟ !

ବେଙ୍ଗାଳୁରୁ: ଭାରତରେ ହିନ୍ଦୁ ମୁସଲମାନ ଦଙ୍ଗା କାହିଁ କେଉଁ କାଳରୁ ଚାଲିଆସିଛି । କେତେବେଳେ ରାଜନୀତିକୁ ନେଇ ତ କେତେବେଳେ କିଛି ସ୍ୱାର୍ଥୀ ଲୋକଙ୍କ ମାନସିକତା ପାଇଁ ବଳିପଡିଛି ଭାଇଚାରା । ହେଲେ ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ୍ ହୋଇଛି ଯାହା ହିନ୍ଦୁ ଓ ମୁସଲମାନଙ୍କ ଭାଇଚାରାର…

ଅଡିଓ ଭାଇରାଲ ମାମଲା: ଗିରଫ ୨ଜଣଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ଅଡିଓ ଭାଇରାଲ ଘଟଣାରେ ଗିରଫ ହୋଇଥିବା ୨ ଜଣଙ୍କୁ ଜାମିନ୍ ମିଳିଛି । ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟ ୨ ଜଣଙ୍କୁ ସର୍ତମୂଳକ ଜାମିନ ଦେଇଛନ୍ତି । ଜଣେ ଜାମିନଦାର ଓ ୧୦ ହଜାର ଟଙ୍କା ମୁଚଲିକାରେ ଉଭୟ ଲକ୍ଷ୍ମୀକାନ୍ତ ବେହେରା ଓ ବିଶ୍ୱଜିତ ମହାନ୍ତିଙ୍କୁ ଜାମିନ୍ ମିଳିଥିବା…

ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନାର ସ୍ୱତନ୍ତ୍ର ସଚିବ

ଭୁବନେଶ୍ୱର: ଭିଜିଲାନ୍ସ ପଞ୍ଝାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନାର ସ୍ୱତନ୍ତ୍ର ସଚିବ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ ହୋଇଛି । ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି ରଖିଛି…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ଜଣେ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ସଦର ଥାନା ଦଳେଇପୁଟ ଗାଁରେ ବୋମାମାଡ଼। ଏଥିରେ ଜଣେ ଆହତ ହୋଇଥିବା ସୂଚନା । ମିଳିଥିବା ସୂଚନା ଅନୁସାରେ,ଗାଁର ଦୁଇ ପରିବାର ମଧ୍ୟରେ ଦୀର୍ଘ ଦିନ ଧରି ବାଦ ବିବାଦ ଲାଗି ରହିଥିଲା। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଙ୍ଗଳବାର ବିଳମ୍ବିତ ରାତିରେ ଆହତ…

ସୁଶାନ୍ତଙ୍କ ମୃତ ଶରୀର ତଳକୁ ଓହ୍ଲାଇବା ବେଳେ କିଏ ଦେଖିଥିଲା, ପ୍ରଶ୍ନ ଉଠାଇଲେ ଓକିଲ

ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ମୋଡ ସାମ୍ନାକୁ ଆସୁଛି । ଦିନ ଯେତେ ଗଡୁଛି ସସ୍‌ପେନ୍ସ ସେତେ ବଢ଼ୁଛି । ଏହି ସୁଶାନ୍ତଙ୍କ ବାପା କେକେ ସିଂଙ୍କ ଓକିଲ ଲଗାତର ରିୟା ଚକ୍ରବର୍ତ୍ତୀ ଓ ମହାରାଷ୍ଟ୍ର ପୋଲିସ ଉପରେ ଉଠାଉଛନ୍ତି । ଆଜି…