Latest Odisha News

BREAKING NEWS

Browsing Category

ଅପରାଧ

ପୁଣି ରାଜଧାନୀରୁ ଧରାପଡିଲା ଚୋରା ବନ୍ଧୁକ, ୨ଗିରଫ

ଭୁବନେଶ୍ୱର: ପୁଣି ରାଜଧାନୀ ଭୁବନେଶ୍ୱରରୁ ଧରାପଡିଲା ଚୋରା ବନ୍ଧୁକ । ଖଣ୍ଡଗିରି ଥାନା ଘାଟିକିଆ ଅଂଚଳରେ ଦୁଇ ଜଣ ଯୁବକଙ୍କ ନିକଟରୁ ପୋଲିସ ଚୋରା ବନ୍ଧୁକ ଜବତ କରିଛି । ଗାଡିରେ ଯାଉଥିବା ବେଳେ ପୋଲିସ ଖବର ପାଇ ସେମାନଙ୍କୁ ଅଟକାଇଥିଲା । ପରେ ଯାଂଚ ବେଳେ ସେମାନଙ୍କ ନିକଟରୁ ଚୋରା ବନ୍ଧୁକ…

ସୁନା ଦୋକାନୀଙ୍କୁ ଆକ୍ରମଣ କରି ଲୁଟ୍‌

ଯାଜପୁର: ସୁନା ଦୋକାନୀଙ୍କୁ ଆକ୍ରମଣ କରି ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ଯାଜପୁର ବ୍ରହ୍ମବରଦା ଅଂଚଳରେ ଘଟିଛି ଏହି ଘଟଣା । ସ୍ଥାନୀୟ ବ୍ୟବସାୟୀର ମହେଶ୍ୱର ସାହୁ ଲୁଟ୍‌ର ଶିକାର ହୋଇଛନ୍ତି । ମହେଶ୍ୱର ଦୋକାନ ବନ୍ଦ କରି ସୁନା, ଗହଣା ନେଇ ସ୍କୁଟିରେ ଘରକୁ ଯାଉଥିବା ବେଳେ…

ତାଲା ଭାଙ୍ଗି ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ଶାଖାରୁ ଲୁଟ୍ ଉଦ୍ୟମ

ଦେବଗଡ: ଦେବଗଡରେ ମାତିଛନ୍ତି ଲୁଟେରା । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପଲମ ସ୍ଥିତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ଶାଖାରୁ ଲୁଟ୍ ଉଦ୍ୟମ କରିଛନ୍ତି । ତାଲା ଭାଙ୍ଗି ଲୁଟେରାମାନେ ବ୍ୟାଙ୍କ ଭିତରକୁ ପଶିଥିବା କୁହାଯାଉଛି । ତେବେ ସେମାନଙ୍କ ଉଦ୍ୟମ ବିଫଳ ହୋଇଛି । ବ୍ୟାଙ୍କରୁ ଟଙ୍କା…

ପେଶାରେ ସଫ୍ଟୱେୟାର ଇଂଜିନିଅର, ନିଶାରେ ଲୁଟେରା !

କର୍ଣ୍ଣାଟକ: ପ୍ରାୟ ୭୦ଟି ଲୁଟ୍ ମାମଲାରେ ଜଣେ ଯୁବକକୁ ପୋଲିସ ଗିରଫ କରିଛି । କର୍ଣ୍ଣାଟକ ଓ ତାମିଲନାଡୁରେ ତା ବିରୋଧରେ ଦାୟର ହୋଇଥିଲା ଏକାଧିକ ମାମଲା । ବହୁଦିନ ଧରି ପୋଲିସ ଆଖିିରେ ଧୂଳିଦେଇ ଚଲାଇଥିଲା ଲୁଟ୍‌ତରାଜ । ହେଲେ ଶେଷରେ ବେଙ୍ଗାଳୁରୁର ପିନ୍ୟା ଅଂଚଳରେ ଜଣେ ବୟସ୍କ ମହିଳାଙ୍କ…

ହାଥରସ ଘଟଣା: ରାତିରେ ଶବ ସଂସ୍କାରକୁ ସୁପ୍ରିମକୋର୍ଟରେ ଯୋଗୀଙ୍କ ସମର୍ଥନ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ହାଥରସ ଗଣଦୁଷ୍କର୍ମ ଘଟଣା ନେଇ ସାରା ଦେଶରେ ବିରୋଧ ଦେଖାଦେଇଛି । ରାତି ଅଧିଆ ପୀଡିତାଙ୍କ ଶବକୁ ପୋଲିସ ଅନ୍ତିମ ସଂସ୍କାର କରିବା ଘଟଣାକୁ ନେଇ ସମସ୍ତେ ପ୍ରଶ୍ନ ଉଠାଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଦୁଷ୍କର୍ମ ଓ ହତ୍ୟା ମାମଲାରେ ୟୁପି ସରକାର ସର୍ବୋଚ୍ଚ…

ରିୟାଙ୍କୁ ମିଳିଲାନି ଆଶ୍ୱସ୍ତି: ଅକ୍ଟୋବର ୨୦ ଯାଏଁ ଜେଲରେ ରହଣି

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କରେ ଗିରଫ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ପୁଣି ଝଟକା । ପୁଣି ବଢ଼ିଲା ବିଚାରବିଭାଗୀୟ ହାଜତ ମିଆଦ । ଆସନ୍ତା ୨୦ ତାରିଖ ଯାଏ ରିୟା ଜେଲରେ ରହିବେ । ଏହି ନିର୍ଦ୍ଦେଶ ଦେଇଛନ୍ତି ମୁମ୍ବାଇର ସ୍ୱତନ୍ତ୍ର ଏନଡିପିଏସ୍ କୋର୍ଟ…

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌

କଟକ: ନାବାଳିକା ଦୁଷ୍କର୍ମକାରୀକୁ ମିଳିଲା ୨୦ ବର୍ଷ ଜେଲ ଦଣ୍ଡାଦେଶ । ଏକ ମାମଲାର ଶୁଣାଣି କରି ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି କଟକ ସ୍ୱତନ୍ତ୍ର ପୋକ୍ସ ଅଦାଲତ । ସୂଚନା ମୁତାବକ, ୨୦୧୪ ଏପ୍ରିଲ ୧୩ ତାରିଖରେ କଟକ ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳର ଜଣେ ନାବାଳିକା ରାମ ନବମୀ ଯାତ୍ରା ଦେଖିବା…

ନକଲି ଜର୍ଦ୍ଦା କାରଖାନା ଠାବ, ଜଣେ ଅଟକ

ଭଦ୍ରକ: ପୁଣି ଅସଲି ଖୋଲ ଭିତରେ ନକଲି ମାଲ । ଠାବ ହେଲା ନକଲି ଜର୍ଦ୍ଦା କାରଖାନା । ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ଅଧିକସ୍ଥ ପଠାମହାଲା ଠାରେ ଥିବା ନକଲି ଜର୍ଦ୍ଦା କାରଖାନାରେ ପୋଲିସ ଚଢାଉ କରିଛି । ଚଢାଉରେ ବିପୁଳ ପରିମାଣର ନକଲି ଜର୍ଦ୍ଦା ଠାବ ହେବା ସହ ଜଣଙ୍କୁ ଅଟକ ରଖିଛି ପୋଲିସ ।…

ନାଲିବତି ଗାଡିରେ ଧରାପଡିଲେ ୨ ନକଲି ପୋଲିସ

ବାଲେଶ୍ୱର: ପୋଲିସ ଆଖିରେ ଧୁଳି । ନକଲି ନାଲିବତୀ ଗାଡିରେ ଧରାପଡିଲେ ୨ ନକଲି ପୋଲିସ । ବାଲେଶ୍ୱର ଜିଲ୍ଲା ଖନ୍ତପଡା ଥାନା ଅଂଚଳରୁ ପୋଲିସ ଡ୍ରେସରେ ଆସୁଥିବାବେଳେ ଚେକିଂ ବେଳେ ଧରାପଡିଲେ । ଚେକିଂ ବେଳେ ପୋଲିସକୁ ଦେଖି ଖସି ପଳାଉଥିବାବେଳେ  ପୋଲିସ ଗିରଫ କରିଛି । ୨ଦୁର୍ଦ୍ଦାନ୍ତ ଅପରାଧୀଙ୍କ…

ଅନଲାଇନରେ ଶିଖିଲେ ଡକାୟତି; ଶୁଝିଲେ ବ୍ୟାଙ୍କ ଲୋନ୍

ଭୁବନେଶ୍ୱର: ଗତ ସେପ୍ଟେମ୍ବର ମାସରେ ଭୁବନେଶ୍ୱରର ଦୁଇଟି ବ୍ୟାଙ୍କରେ ଡକାୟତି ମାମଲାରେ କମିଶନରେଟ ପୋଲିସ ସୋମବାର ଦିନ ଜଣଙ୍କୁ ଗିରଫ କରିଛି। ଗଣମାଧ୍ୟମକୁ ସୂଚନା ଦେଇ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ କହିଛନ୍ତି ଯେ ଅଭିଯୁକ୍ତ ଜଣକ ମଞ୍ଚେଶ୍ବର ଥାନା ଅନ୍ତର୍ଗତ ଟାଙ୍ଗିବନ୍ତଲ ଗାଁର +୨…