Latest Odisha News

BREAKING NEWS

Browsing Category

ଅପରାଧ

ମା’କୁ ହତ୍ୟା କରି ଭିଡିଓ ରେକର୍ଡ କଲା ପୁଅ !

ମଧ୍ୟପ୍ରଦେଶ: ଜଣେ ବେକାର ଯୁବକର ଅମାନୁଷିକ କାଣ୍ଡ । ସାମାନ୍ୟ ଇର୍ଷାର ବଶବର୍ତ୍ତୀ ହୋଇ ନିଜ ଜନ୍ମକଲା ମାଆକୁ ଅତି ନିର୍ମମ ଭାବେ ହତ୍ୟା କଲା । ତେବେ ତା କ୍ରୋଧର ଜ୍ୱାଳା ଏତିକିରେ ଶାନ୍ତ ପଡିନଥିଲା । ମାଆକୁ ହତ୍ୟା କରିବା ସମୟର ଦୃଶ୍ୟକୁ ସେ ମୋବାଇଲରେ କଏଦ ବି କରିଥିଲା । ଭୋପାଳର…

ମୁହଁ ଖୋଲିଲେ ପିଣ୍ଟୁ ନନ୍ଦ, କହିଲେ ସେ ଝିଅକୁ ମୁଁ ଜାଣିନି

ଭୁବନେଶ୍ୱର: ପିଣ୍ଟୁଙ୍କ ନାଁରେ ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ଜଣେ ମହିଳା ଦୁର୍ବବ୍ୟହାର ଅଭିଯୋଗ ଆଣିଛନ୍ତି । ଏହାପରେ ମୁହଁ ଖୋଲିଛନ୍ତି ଅଭିନେତା ପିଣ୍ଟୁ ନନ୍ଦ । ସେ କହିଛନ୍ତି, ସଂପୃକ୍ତ ମହିଳା ଏହି ଅଭିଯୋଗ କାହିଁକି ଆଣିଲେ ସେ ଜାଣିନାହାନ୍ତି ।  ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା, ସେ…

ସୋସିଆଲ ମିଡିଆରେ ଫଟୋ ଭାଇରାଲ: ଏତଲା ଦେଲେ ପ୍ରକୃତି ମିଶ୍ର

ଭୁବନେଶ୍ୱର: ଥାନାକୁ ଗଲେ ଅଭିନେତ୍ରୀ ପ୍ରକୃତି ମିଶ୍ର । ସୋସିଆଲ ମିଡିଆରେ ଫଟୋ ଭାଇରାଲ ପ୍ରସଙ୍ଗରେ ସେ ମଂଚେଶ୍ୱର ଥାନାରେ ଏତଲା ଦେଇଛନ୍ତି । ତାଙ୍କ ନାମରେ ଅତିରଂଜିତ କରି ଉଦ୍ଦେଶ୍ୟମୂଳକ ଭାବରେ ଖବର ତିଆରି କରିବା ପ୍ରସଙ୍ଗରେ ସଂପୃକ୍ତ ୱେବ୍ ପୋର୍ଟାଲ ବିରୋଧରେ ଏତଲା କରିଛନ୍ତି । ନିଜ…

ଅନୁଗୁଳ ଝୁଲନ୍ତା ଶବ ମାମଲା, ଆରମ୍ଭ ହେଲା ଛାନଭିନ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଡିମିରିକୁଦା ଜଙ୍ଗଲର ଏକ ଗଛରେ ୩ଟି ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଛି । ବୁଧବାର ଦିନ ଜଣେ ଗାଈ ଚରାଳି ଗାଈ ଚରାଇ ଫେରୁଥିବା ବେଳେ ୩ ଜଣଙ୍କ ମୃତଦେହ ଦେଖିବାକୁ ପାଇଥିଲେ। ସେମାନଙ୍କ ମଧ୍ୟରେ ଗୋଟେ ଝିଅ ଆଉ ଦୁଇ ପୁଅ ଅଛନ୍ତି। ଗୋଟିଏ ଗଛରେ ପୁଅ ଆଉ ଝିଅ…

ଜଙ୍ଗଲରେ କିଏ କଲା ମଣିଷ ଶିକାର ?

ଅନୁଗୋଳ: ଅନୁଗୋଳ ଜିଲ୍ଲାରୁ ଆସିଛି ଖବର । ଜଙ୍ଗଲରେ ଚାଲିଛି ଦୁଇ ଗୋଡିଆଙ୍କ ଶିକାର । ହେଲେ ପଶୁ ନୁହେଁ ବରଂ ସାମାଜିକ ପ୍ରାଣୀଙ୍କ ଜୀବନ ଏବେ ଶସ୍ତା ହୋଇଯାଇଛି । ବୋଧ ହୁଏ ସେଥିପାଇଁ ଜଙ୍ଗଲରେ ଝୁଲନ୍ତା ଅବସ୍ଥାରେ ମିଳିଛି ତିନିତିନିଜଣଙ୍କ ମୃତଦେହ । ଡିମିରିପଦା ପାହାଡ ପାଖ ବାଲିପଟା…

କରୋନା ଋଣରେ କିଣାଗଲା ଦାମୀ ଗାଡି, ଗିରଫ କମ୍ପାନୀ ମାଲିକ !

ଭୁବନେଶ୍ୱର: କରୋନାରେ ଭାଙ୍ଗିପଡିଛି ଅର୍ଥନୈତିକ ସ୍ଥିତି । ସରକାର ଦେଇଥିଲେ ରିଲିଫ ଫଣ୍ଡ । ହେଲେ ନିଜ କର୍ମଚାରୀଙ୍କୁ ସହାୟତା ଦେବା ବଦଳରେ ଏକ ଦାମୀ ଗାଡି କିଣି ଗିରଫ ହୋଇଛନ୍ତି ଜଣେ କମ୍ପାନୀ ମାଲିକ । ଏଭଳି ଏକ ଘଟଣା ସାରା ବିଶ୍ୱରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । କରୋନା…

ଅନୁଗୁଳ ଛେଣ୍ଡିପଦାରେ ମହିଳାଙ୍କୁ କଟୁରୀରେ ହାଣି ହତ୍ୟା କଲେ ଯୁବକ

ଅନୁଗୁଳ: ଛେଣ୍ଡିପଦା ଥାନା ବାଗଡିଆ ସଜରାସାହିରେ ଯୁବକଙ୍କ ଉନ୍ମତକାଣ୍ଡ । ଆଜିଦିନ ଦ୍ୱିପ୍ରହରରେ ପଡୋଶୀ ଘରର ଜଣେ ମହିଳାଙ୍କୁ ଯୁବକ ଜଣଙ୍କ କଟୁରୀରେ ହାଣି ହତ୍ୟା କରିଛନ୍ତି । ଯାହା ସ୍ଥାନୀୟ ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ପୋଲିସର ସୂଚନା ଅନୁଯାୟୀ, ମଧ୍ୟାହ୍ନ ବେଳେ ସଜରାସାହିର…

ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

କଟକ: କଟକ ବୟାଳିଶ ମୌଜା ଝିକିଂ ଅଞ୍ଚଳରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଦୁହେଁ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ମୃତଦେହ ନିକଟରୁ ହତାଲେଖା ସୁଇସାଇଡ ନୋଟ୍ ପୋଲିସ ଜବତ କରିଛି । ସୁଇସାଇଟ ନୋଟ୍‌ରେ ‘ଆମ ମରିବା ପାଇଁ କେହି ଦାୟୀ ନୁହନ୍ତି । ଆମେ ଭଗବାନ ଅନୁକୂଳ…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ୨ ଟ୍ରେନ୍ ଡ୍ରାଇଭରଙ୍କୁ ଜେରା

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ଟ୍ୱିଷ୍ଟ ସାମ୍ନାକୁ ଆସୁଛି । ଦିନ ଯେତେ ଗଡୁଛି ସସ୍‌ପେନ୍ସ ସେତେ ବଢ଼ୁଛି । ଆଦିତ୍ୟଙ୍କ ମୃତ୍ୟୁ ମାମଲାରେ ଆଜି ଜିଆର୍‌ପି ଆଉ ୨ ଟ୍ରେନ୍ ଡ୍ରାଇଭରଙ୍କୁ ଜେରା କରିଛି । ଏକ ପାର୍ସଲ ଟ୍ରେନ୍ ଓ ଏକ ମାଲବାହୀ ଟ୍ରେନ୍‌ର…

ବାଲେଶ୍ଵରରେ ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା

ବାଲେଶ୍ବର: ବାଲେଶ୍ଵର ଜିଲ୍ଲା ବାହାନଗା ବ୍ଲକ୍ ବାରିକପୁର ଅଞ୍ଚଳର ଜଣେ ନର୍ସିଂ ଛାତ୍ରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମୃତ ଛାତ୍ରୀ ଜଣଙ୍କ ଭଦ୍ରକର ଏକ ଘରୋଇ ନର୍ସିଂ କଲେଜରେ ପାଠ ପଢୁଥିଲେ । ସୂଚନା ଅନୁଯାୟୀ, କରୋନା ପାଇଁ ସମସ୍ତ କଲେଜ ବନ୍ଦ ଥିବାରୁ ଅନଲାଇନରେ ପାଠ…