Latest Odisha News

BREAKING NEWS

Browsing Category

ଅପରାଧ

ବୁଦାରୁ ମିଳିଲା ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ; ହତ୍ୟା ସନ୍ଦେହ

ଯାଜପୁର: ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ୍ ଖପୁରିଆପଦା ପଞ୍ଚାୟତ ବାଲିପଶି ଗାଁ ନିକଟସ୍ଥ ଏକ ବାଉଁଶ ବୁଦାରୁ ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣଙ୍କ ହେଉଛି ବାଲିପଶି ଗାଁର ଶରତ ଚନ୍ଦ୍ର ଧଳ । କିଛିଦିନ ହେବ ଶରତ ଘରୁ ନିଖୋଜ ଥିଲେ। ଏନେଇ ତାଙ୍କ ପରିବାର ଲୋକ…

ଟିକ୍‌ଟକ୍‌ରେ ଡାନ୍ସ ଭିଡିଓ ଅପଲୋଡ୍ କରି ଜେଲ୍ ଓ ଜରିମାନା !

ଇଜିପ୍ଟ: ଭାରତରେ ବ୍ୟାନ୍ ହୋଇଛି ଟିକ୍‌ଟିକ୍ । ହେଲେ ଅନ୍ୟ ଦେଶରେ ଏବେ ବି ଜାରି ରହିଛି ଏହି ନିଶା । ତେବେ ଟିକ୍‌ଟିକ୍‌ରେ ଡାନ୍ସ ଭିଡିଓ ଅପଲୋଡ୍ କରି ଏକ ଦେଶରେ ଦୁଇ ଛାତ୍ରୀଙ୍କୁ ୨ବର୍ଷ କାରାଦଣ୍ଡ ସହ ମୋଟା ଅଙ୍କର ଜରିମାନା ଦେବାକୁ ପଡିଛି । ସୋମବାର ଟିକ୍‌ଟକ୍‌ରେ ଅଶାଳୀନ ନୃତ୍ୟୁ…

[ଭିଡିଓ] ମୁଣ୍ଡରେ ନଥିଲା ହେଲମେଟ୍‌, ବର୍ବରତାର ସୀମା ଡେଇଁଲା ପୋଲିସ !

ଉତ୍ତରାଖଣ୍ଡ: ହେଲମେଟ ନ ପିନ୍ଧିବା ଜଣେ ଯୁବକଙ୍କୁୁ ମହଙ୍ଗା ପଡିଛି । ଦଣ୍ଡ ସ୍ୱରୂପ ଚାଲାଣ କି ଜେଲ ଦଣ୍ଡାଦେଶ ନୁହେଁ ଯୁବକଙ୍କଙ୍କ ମୁଣ୍ଡରେ ଚାବି ପଶେଇଲା ପୋଲିସ । ଉତ୍ତରାଖଣ୍ଡର ରୁଦ୍ରପୁରରେ ସାମ୍ନାକୁ ଆସିଛି ପୋଲିସର ବର୍ବବରତା । ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍ । ସୋମବାର ରାତି…

ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ୮୫୦କେଜି ଜବତ, ୫ ଗିରଫ

କୋରାପୁଟ: ଟ୍ରାକ୍ଟରରେ ଥିଲା ଟ୍ୟାଙ୍କର ଆଉ ଟ୍ୟାଙ୍କର ଭିତରେ ଥିଲା ଗଂଜେଇ । ବେଆଇନ୍ ଭାବେ ଟ୍ୟାଙ୍କରରେ ଗଂଜେଇ ଚାଲାଣ ବେଳେ ଏସଟିଏଫ୍ ହାତରେ ଧରାପଡିଛି । କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ପିତାଗୁଡାରେ ବେଆଇନ୍ ଗଂଜେଇ ଚାଲାଣ କରାଯାଉଥିବା ନେଇ ଏସଟିଏଫକୁ ସୂଚନା ମିଳିଥିଲା । ପରେ ଏସଟିଏଫି…

ଭିଜିଲାନ୍ସ ଜାଲରେ ଆରଆଇ, ନେଉଥିଲେ ୩ହଜାର ଟଙ୍କା ଲାଂଚ

ବାଲେଶ୍ୱର: ଲାଂଚ ନେଇ ଭିଜିଲାନ୍ସରେ ଜାଲରେ ପଡିଛନ୍ତି ଆରଆଇ । ଭଦ୍ରକ ଜିଲ୍ଲା ଚାନ୍ଦବାଲିର ରାଜସ୍ୱ ନୀରିକ୍ଷକ ସୁବ୍ରତ କୁମାର ମଲ୍ଲିକଙ୍କୁ ଧରିଛି ବାଲେଶ୍ୱର ଭିଜିଲାନ୍ସ ଟିମ୍ । ଲିଗାଲ ହାୟର ଅର୍ଥାତ୍ ଉତ୍ତରାଧିକାରୀ ସାର୍ଟିଫିକେଟ୍ ପାଇଁ ଜଣେ ବ୍ୟାକ୍ତିଙ୍କ ଠାରୁ ୩ ହଜାର ଟଙ୍କା ଲାଂଚ…

ରାଜଧାନୀରେ ନାବାଳିକାର ସନ୍ଦେହଜନକ ମୃତ୍ୟୁ: ହାତଗୋଡ଼ ବନ୍ଧା ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଅପରାଧୀଙ୍କ ହଟସ୍ପଟ ପଲଟିବାର ଲାଗିଛି ରାଜଧାନୀ ଭୁବନେଶ୍ବର । ଖଣ୍ଡଗିରି ଥାନା ଅଧୀନ ଡୁମୁଡୁମା ଫେଜ୍-ଟୁ ଅଞ୍ଚଳରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସ୍ଥାନୀୟ ଏକ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଉଦ୍ଧାର ହୋଇଛି ଏହି ମୃତଦେହ। ଏହି…

୩ ଲୁଟେରା ଗିରଫ, ୧୫ ଗ୍ରାମ ସୁନା ସହ ବନ୍ଧୁକ ଜବତ

ଭୁୁବନେଶ୍ୱର: ଧରା ପଡିଲେ ୩ ଲୁଟେରା । କମିଶନରେଟ ପୋଲିସକୁ ମିଳିଛି ବଡ ସଫଳତା । ଚଳନ୍ତା ଗାଡିରେ ଯାଉଥିବା ଲୋକଙ୍କଠାରୁ ଲୁଟ୍ କରୁଥିବା ୩ ଲୁଟେରାଙ୍କୁ କମିଶନରେଟ ପୋଲିସ କାବୁ କରିଛି । ସେମାନଙ୍କ ନିକଟରୁ ଗୋଟିଏ ବନ୍ଧୁକ, ୧୦ ଗ୍ରାମର ସୁନା ଚେନ୍‌, ୫ ଗ୍ରାମର ସୁନା ଲକେଟ୍‌, ମୋବାଇଲ୍‌…

ବନ୍ଧୁକ ମୁନରେ ମହିଳା ଡିଏସପିଙ୍କ ଠାରୁ ଲୁଟ୍‌

ଭୁବନେଶ୍ୱର: ଭୁବନେଶ୍ୱରରେ ରବିବାର ସକାଳ ସମୟରେ ଦୁଇ ଦୁବୃର୍ତ୍ତ ଜଣେ ମହିଳା ପୋଲିସ କର୍ମଚାରୀଙ୍କ ଠାରୁ ସୁନା ଚେନ୍ ଲୁଟି ନେଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ମହିଳା ଡିଏସପି (ଭିଜିଲାନ୍ସ) ତନୁଜା ମହାନ୍ତି ୟୁନିଟ୍‌-୩ ସ୍ଥିତ ଘର ସମ୍ମୁଖରେ ଛିଡା ହୋଇଥିବା ବେଳେ ଏଭଳି ଅଘଟଣା ଘଟିଛି…

ପ୍ରେମିକ ସାଜିଲା ପିଶାଚ, ପ୍ରେମିକାକୁ ମାରି ପୋତିଦେଲା

ବ୍ରହ୍ମଗିରି(ପୁରୀ): ସୈତାନ ପ୍ରେମିକ । ପିଶାଚ ସାଜିଲା । ମାରିଦେଲା ପ୍ରେମକୁ । ପ୍ରେମିକାକୁ କବର ଦେଇଦେଲା । ହତ୍ୟା କରିବା ପରେ ପୋଖରୀ ହୁଡ଼ାରେ ମୃତଦେହକୁ ପୋତି ଦେଇଥିବା ଅଭିଯୋଗ । ପୁରୀ ଜିଲ୍ଲା ବ୍ରହ୍ମଗିରି ଅଞ୍ଚଳରୁ ଏଭଳି ଲୋକଟାଙ୍କୁରା ହତ୍ୟାକାଣ୍ଡ ସାମନାକୁ ଆସିଛି । ହତ୍ୟାକାରୀ…

ସେନା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ଶ୍ରୀନଗର ଅନ୍ତର୍ଗତ ରନବିରଗଡ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଆଧିକାରିକ ସୂଚନାନୁଯାୟୀ, ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା।…