Latest Odisha News

BREAKING NEWS

Browsing Category

ଅପରାଧ

ଜେରା ବେଳେ ରିୟା ବଲିଉଡରେ ନିଶା କାରବାର ନେଇ ଦେଲେ ସୂଚନା: ୨୫ ଟପ୍ ସେଲିବ୍ରିଟିଙ୍କୁ ହେବ ସମନ

ମୁମ୍ବାଇ: ରିୟା ଚକ୍ରବର୍ତ୍ତୀଙ୍କ ଗିରଫଦାରୀ ପୂର୍ବରୁ ଏନସିବିର ଜେରା ବେଳେ ରିୟା ଡଗ୍ସ ନେଉଥିବା ସ୍ୱୀକାର କରିଛନ୍ତି । ଏଥି ସହ ବଲିଉଡରେ ଚାଲିଥିବା ନିଶା କାରବାର ନେଇ ମଧ୍ୟ ସୂଚନା ଦେଇଛନ୍ତି । ସୁଶାନ୍ତ ସିଂ ରାଜପୁତ ମାମଲାରେ ଏନସିବିର ତୃତୀୟ ଦିନର ପଚରାଉଚରା ବେଳେ ସେ ଏହା କହିଛନ୍ତି ।…

ରିୟା ଚକ୍ରବର୍ତ୍ତୀ ଗିରଫ

ମୁମ୍ବାଇ: ବନ୍ଧା ହେଲେ ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ । ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ ଅଭିଯୋଗରେ ଏନ୍‌ସିବି ତାଙ୍କୁ ଆଜି ଗିରଫ କରିଛି । ଆଜି ତୃତୀୟ ଦିନରେ ଜେରା କରିବା ପରେ ନାର୍କୋଟିକ୍ସ କଂଟ୍ରୋଲ ବ୍ୟୁରୋ ତାଙ୍କୁ ଗିରଫ କରିଛି । ଆଜି…

ଭୁବନେଶ୍ୱରରେ ମହିଳାଙ୍କଠୁ ଝାମ୍ପିନେଲେ ୫ ଲକ୍ଷ

ଭୁବନେଶ୍ୱର: ମହିଳାଙ୍କଠାରୁ ଦିନ ଦ୍ୱିପହରେ ଲୁଟ୍ । ସ୍ପଷ୍ଟ ଦିବାଲୋକରେ ମହିଳାଙ୍କୁଠାରୁ ୫ଲକ୍ଷ ଟଙ୍କା ଝାମ୍ପିନେଲେ ଦୁର୍ବୃତ୍ତ । ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ଫୁଲନଖର ନିକଟ ତ୍ରିନାଥ ବଜାର ଛକରେ । ଏଠି ଜଣେ ମହିଳା ଲୁଟ୍‌ର ଶିକାର ହୋଇଛନ୍ତି । ମହିଳାଙ୍କ ସ୍କୁଟିରୁ ବ୍ୟାଗ୍…

ପୋଲିସ-ନକ୍ସଲ ଗୁଳି ବିନିମୟ, ଦୁଇ ନକ୍ସଲ ନିହତ

ମାଲକାନଗିରି: ମାଲକାନିଗିରି ଜିଲ୍ଲା ସୀମାନ୍ତ ଚେର୍ଲାମଣ୍ଡଳ ଠାରେ ପୋଲିସ ନକ୍ସଲ ଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଦୁଇ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି । ସେମାନଙ୍କ ନିକଟରୁ ବହୁଳ ପରିମାଣରେ ଗୁଳି ବାରୁଦ ଜବତ କରିଛି ସୀମାନ୍ତ ପୋଲିସ । ମିଳିଥିବା ସୁଚନା ଅନୁଯାୟୀ,…

କଟକଣା ମଧ୍ୟରେ ଖୋଲାଯାଉ ମନ୍ଦିର ଓ ଧର୍ମାନୁଷ୍ଠାନ: ଓଡିଶା ମନ୍ଦିର ସେବାୟତ ସଂଘ  

ଭୁବନେଶ୍ୱର: ରାଜ୍ୟର ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନ ଗୁଡିକୁ ଖୋଲିବାକୁ ଦାବି କରିଛନ୍ତି ଓଡିଶା ମନ୍ଦିର ସେବାୟତ ସଂଘ । କେନ୍ଦ୍ର ସରକାରଙ୍କ ଅନୁମତି କ୍ରମେ ସାରାଦେଶରେ ଜୁନ ମାସ ୮ ତାରିଖରୁ ମନ୍ଦିର ଖୋଲା ଯାଇଥିବା ବେଳେ ଓଡ଼ିଶାରେ ଏପର୍ଯ୍ୟନ୍ତ ମନ୍ଦିର କିମ୍ବା ଧର୍ମାନୁଷ୍ଠାନ ଖୋଲା…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କଠାରୁ ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ

ବାରିପଦା: ବାରିପଦା ସହରରେ ପୁନଃ ସକ୍ରିୟ ହୋଇ ଉଠିଛନ୍ତି ଲୁଟେରା। ସହର ଭିତରୁ ଲୁଟି ନେଇଛନ୍ତି ନଗଦ ଟଙ୍କା। ଦିନ ଦ୍ବିପ୍ରହରରେ ସହର ଭିଡ ଭିତରୁ ଲୁଟିନେଲେ ନଗଦ ୭୦ ହଜାର ଟଙ୍କା। ଘଟଣା ଅନୁସାରେ ସୋମବାର ଦିନ ପ୍ରାୟ ୧.୩୦ ଟା ସମୟରେ ଜୟନ୍ତ ନିଜ ଘର କାମ ପାଇଁ ଷ୍ଟେସନ ବଜାର ସ୍ଥିତ ଓଡିଶା…

ପୂର୍ବତନ ସେନା କର୍ମଚାରୀଙ୍କ ଗୁଳିମାଡରେ ପଡୋଶୀ ଆହତ

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ନିଜ ପଡୋଶୀଙ୍କୁ ଗୁଳି ମାରି ଆହତ କରିଛନ୍ତି । ଘଟଣାଟି ଘଟିଛି ଭରତପୁର ଅଞ୍ଚଳରେ । ସୂଚନାନୁସାରେ, ଅବସରପ୍ରାପ୍ତ ସେନା କର୍ମଚାରୀ ଅଶ୍ୱିନୀ ରାଉତ ପଡୋଶୀ କୁଂଜ ବେହେରା ଗୁଳି ମାଡ କରିଥିଲେ । ଗୁଳିଟି କୁଂଜଙ୍କର…

ବନ୍ଧୁକ ମୁନରେ ବ୍ୟାଙ୍କରୁ ୨.୮ ଲକ୍ଷ ଟଙ୍କା ଲୁଟ୍‌

ଭୁବନେଶ୍ୱର: ବନ୍ଧୁମ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କା । ସେ ପୁଣି ବ୍ୟାଙ୍କରୁ । ଏପରି ଘଟଣାଟିଛି ଭୁବନେଶ୍ୱରର ଏକ ବ୍ୟାଙ୍କରୁ । ବନ୍ଧୁକ ଦେଖାଇ ଜଣେ ଦୁର୍ବୃତ୍ତ ୨.୮ ଲକ୍ଷ ଟଙ୍କା ଲୁଟି ନେଇଛି । ଅଭିଯୋଗ ଅନୁଯାୟୀ ଆଜି ଅପରାହ୍ଣରେ ଇଣ୍ଡିଆନ୍ ଓଭରସିଜ୍ ବ୍ୟାଙ୍କ, କଲରାହଙ୍ଗା ଶାଖାରେ…

[ଭାଇରାଲ ଭିଡିଓ] ମଦ ମାଫିଆଙ୍କ ମାଡରେ ଲହୁଲୁହାଣ ପୋଲିସ !

ବିହାର: ଦିନ ଦ୍ୱିପହରେ ପୋଲିସକୁ ଖୋଲାଖୋଲି ମରଣାନ୍ତକ ଆକ୍ରମଣ । ସୋସିଆଲ ମିଡିଆରେ ଭଇରାଲ୍ ହୋଇଥିବା ଏହି ଭିଡିଓଟି ବିହାର ପାଟନାରୁ ଆସିଛି । ଯେଉଁଠି ମଦ ମାଫିଆଙ୍କ ଆକ୍ରୋଶର ଶିକାର ହୋଇଥିଲେ ଜଣେ ପୋଲିସ କର୍ମଚାରୀ । ପୋଲିସ କର୍ମୀଙ୍କ ଦୋଷ କେବଳ ଏତିକି ଥିଲା ବେଆଇନ ମଦ କାରବାରକୁ ନେଇ…

ନାବାଳିକାକୁ ଭିଣୋଇର ଦୁଷ୍କର୍ମ ଉଦ୍ୟମ: ଅଭିଯୁକ୍ତ ଗିରଫ

କଟକ: ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଗୋବରା ପଞ୍ଚାୟତ ଆଦିବାସୀ ବହୁଳ ଅଞ୍ଚଳର ଜଣେ ନାବାଳିକାଙ୍କୁ ତାଙ୍କର ସଂପର୍କୀୟ ଭିଣୋଇ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ପୁଲିସ ଅଭିଯୁକ୍ତ ଭିଣୋଇକୁ ଗିରଫ କରିଛି। ଅଭିଯୁକ୍ତଙ୍କ ନାମ କାଳନ୍ଦୀ ସିଧୁ(୨୫) ବୋଲି ଜଣାପଡିଛି । ସୂଚନା…