Latest Odisha News

BREAKING NEWS

Browsing Category

ଅପରାଧ

ଦୁଇ ପୁଅଙ୍କ ମାଡରେ ବାପା ମୃତ, ମାଆ ଗୁରୁତର

ପୋଲସରା : ସାହାରା ହେବା ସମୟରେ ଦୁଇ ପୁଅ ପାଲଟିଲେ ବାପା ହତ୍ୟାକାରୀ । ଗଂଜାମ ପୋଲସରା କଳମ୍ବ ବଡସାହିରେ ଘଟିଛି ଏହି ଘଟଣା । ଦୁଇ ପୁଅ ସୁଶାନ୍ତ ଓ ମଙ୍ଗୁଳୁ ମିଶି ବାପା ଅଭିମନ୍ୟୁ ପ୍ରଧାନଙ୍କୁ ମାଡ ମାରିବାରୁ ତାଙ୍କର ମୃତ୍ୟୁ ହୋଇଛି । ଏଥି ସହ ମାଆ ଅପସରା ମଧ୍ୟ ଗୁରୁତର ଆହତ ହୋଇଛନ୍ତି…

ନକଲି ରାସନ କାର୍ଡ ପ୍ରଦାନ ଅଭିଯୋଗରେ ସରପଞ୍ଚ ଓ ପଞ୍ଚାୟତ ଅଧିକାରୀ ଗିରଫ

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ନକଲି ରାସନ କାର୍ଡ ପ୍ରଦାନ ଅଭିଯୋଗରେ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ଏବଂ ଜଣେ ସରପଞ୍ଚଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ନରସିଂହପୁରର ପିଇଓ ପ୍ରତାପ ନାୟକ ଏବଂ ସରପଞ୍ଚ ନିତ୍ୟାନନ୍ଦ ପ୍ରଧାନ ବୋଲି ଜଣାପଡିଛି। ସେମାନେ ଗତ ୧୮ ମାସ…

ଲାଞ୍ଚ ନେଇ ଧରାପଡିଲେ ପୋଲିସ ବାବୁ

କଳାହାଣ୍ଡି : ଭିଜିଲାନ୍ସ ହାତରେ ଧରା ପଡିଲେ ଲାଞ୍ଚୁଆ ପୋଲିସ ବାବୁ । କଳାହାଣ୍ଡି ଥୁଆମୂଳ ରାମପୁର ଥାନା ମହୁଲପାଟଣା ଫାଣ୍ଡିର ଏଏସ୍‌ଆଇ ମଳୟ ରଂଜନ ରଣା ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଛନ୍ତି । ସ୍ଥାନୀୟ ଅଂଚଳର ଜଣେ ବ୍ୟକ୍ତିଙ୍କ ଏକ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟରକୁ ଛାଡିଦେବା…

ଡକାୟତି ଯୋଜନା ପଣ୍ଡ କଲା ବୁଗୁଡା ପୋଲିସ, ୪ ଗିରଫ

ବୁଗୁଡା : ବୁଗୁଡା ପୋଲିସକୁ ସଫଳତା । ଡକାୟତି ଯୋଜନା ବେଳେ ପୋଲିସ ଚଢଉ କରି ୪ ଜଣଙ୍କୁ ଗିରଫ କରିଛି ପୋଲିସ । କିନ୍ତୁ ଘଟଣା ସ୍ଥଳରୁ ଜଣେ ଫେରାର ହୋଇଯାଇଛି । ଗତକାଲି ବିଳମ୍ବିତ ପେଟ୍ରୋଲିଂ ବେଳେ ପୋଲିସ ଏମାନଙ୍କୁ ଗିରଫ କରିଛି । ଏମାନଙ୍କଠାରୁ ୪ଟି ହାତ ବୋମା, ଗୋଟାଏ ଖଣ୍ଡା, ଛୁରୀ ଓ…

ରସୁଲଗଡ ନିକଟରୁ ସାଢେ ୪ କୋଟି ଟଙ୍କାର ବ୍ରାଉନ ସୁଗାର ଜବତ, ତିନି ଅଟକ

ଭୁବନେଶ୍ୱର: ରାଜଧାନୀରେ ପ୍ରାୟ ସାଢେ ୪ କେଜି ବ୍ରାଉନସୁଗାର ଜବତ । ଯାହାର ଆନୁମାନିକ ମୂଲ୍ୟ ସାଢେ ଚାରି କୋଟି ଟଙ୍କା । ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ ରସୁଲଗଡରେ ଚଢଉ କରି ଏହାକୁ ଜବତ କରିଛି । ଏକ ସଙ୍ଗରେ ଏତେ ପରିମାଣର ବ୍ରାଉନସୁଗାର ଜବତ ହେବାରେ ଏହା ରେକର୍ଡ ବୋଲି ପୋଲିସ…

ବ୍ରହ୍ମପୁର କ୍ଷୀର ବ୍ୟବସାୟୀ ହତ୍ୟା ଘଟଣା: ୩ ଅଭିଯୁକ୍ତ ଗିରଫ

ଗଞ୍ଜାମ: ଗଂଜାମ ଜିଲ୍ଲାର ବ୍ରହ୍ମପୁରସ୍ଥିତ ହିଲପାଟଣା ଠାରେ ଗତ ୧୩ ତାରିଖ ରାତି କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟାକାଣ୍ଡ ଘଟଣାରେ ଗୋଷାଣୀନୂଆଗାଁ ପୁଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ଗୋଷାଣୀନୂଆଗଁ ଥାନା ଅନ୍ତର୍ଗତ ନେହେରୁ ନଗର ୯ମ ଲାଇନର ଶିବ ମହାକୁଡ…

ମଦୁଆ ପୁଅକୁ ହାଣି ମାଟି ତଳେ ପୋତିଦେଲା ମାଆ

ଗଞ୍ଜାମ: ମାଆ ସାଜିଲା ହତ୍ୟାକାରୀ । ପୁଅକୁ ହାଣି ହତ୍ୟାକରି ମାଟି ତଳେ ପୋତି ଦେଲା ମାଁ । ମଦୁଆର ପୁଅର ଉନ୍ମତ କାଣ୍ଡରେ ଅତିଷ୍ଠ ହୋଇ ଏଭଳି କାଣ୍ଡ ଘଟିଛି ମାଁ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଂଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଗୋପପୁର ଗାଁରେ । ସୂଚନା ମୁତାବକ, ଗୋପପୁର ହରିଜନ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

କେନ୍ଦୁଝର: ଜଣେ ଠିକାଦାରଙ୍କ ଠାରୁ ୧୧, ୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଟିମ୍ ଶୁକ୍ରବାର ଦିନ ଜଣେ ଜୁନିୟର ଇଞ୍ଜିନିୟରଙ୍କୁ ଗିରଫ କରିଛି। ସୂଚନାନୁସାରେ, ଜଣେ ଠିକାଦାରଙ୍କ କାମ କରାଇଦେବା ଲାଗି ଜିଲ୍ଲାର ସଦର ବ୍ଲକରେ କାର‌୍ୟ୍ୟରତ ଜୁନିଅର ଇଞ୍ଜିନିୟର ପ୍ରମୋଦ…

ବଣାଇଁ ବିଧାୟକଙ୍କ ପିଏସ୍‌ଓଙ୍କ ଆତ୍ମହତ୍ୟା

ସୁନ୍ଦରଗଡ : ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ପିଏସଓ ଡମ୍ବରୁ ସାହୁଙ୍କ ଆତ୍ମହତ୍ୟା । ଡମ୍ବରୁ କୁର୍ଡା ସ୍ଥିତ ବାସଭବନରେ ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟାର କାରଣ ଜଣାପଡିପାରିନାହିଁ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା…

ଭିଜିଲାନ୍ସ ଜାଲରେ ଟେକ୍ନିକାଲ୍ କନସଲଟାଣ୍ଟ

ଭଦ୍ରକ: ସର୍ବଶିକ୍ଷା ଅଭିଯାନ, ଜି୍‌ଲ୍ଲା ପ୍ରୋଜେକ୍ଟ କୋ-ଅଡିନେଟରର ଟେକ୍ନିକାଲ୍ କନସଲଟାଣ୍ଟ ଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ବୈଲୋଚନା ପୁହାଣ ବୋଲି ଜଣାପଡିଛି। ମିଳିଥିବା ସୂଚନା…