Latest Odisha News

BREAKING NEWS

Browsing Category

ଅପରାଧ

ସାମ୍ବାଦିକଙ୍କୁ ଧମକ ଦେବା ଅଭିଯୋଗରେ ପିଇଓ ଗିରଫ

ଯାଜପୁର: ସାମ୍ବାଦିକଙ୍କୁ ଧମକ ଦେବା ଅଭିଯୋଗରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ ଗିରଫ କରାଯାଇଛି।ଆବାସ ଯୋଜନା ତଦନ୍ତ ସମୟରେ ଅଧିକାରୀ ମଦ ପିଉଥିବାର ଏକ ଭିଡିଓ ସାମ୍ନାକୁ ଆସିଥିଲା। ଗିରଫ ଅଧିକାରୀ ଜଣକ ବିତନା ପିଇଓ ଶୁଶାନ୍ତ ସାହୁ ବୋଲି ଜଣାପଡି ଲଛି। ସୋସିଆଲ…

ଭୁଲ ଇଞ୍ଜେକ୍ସନ ଯୋଗୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲ ପରିସରରେ ଉତ୍ତେଜନା

ଯାଜପୁର: ଯାଜପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଜଣେ ରୋଗୀଙ୍କ ମୃତ୍ୟୁ ପରେ ଉତ୍ତେଜନା ଦେଖାଦେଇଛି। ତେବେ ପରିବାର ପକ୍ଷରୁ ଭୁଲ ଇଞ୍ଜେକ୍ସନ ଯୋଗୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଧର୍ମଶାଳା ବ୍ଲକ ଅନ୍ତର୍ଗତ ବନସକଣ୍ଠା ଗ୍ରାମର ଭରତ ଦାସ (୩୦) ନାମକ ବ୍ୟକ୍ତି ଦୁଇ ଦିନ ପୂର୍ବରୁ…

ସମ୍ବଲପୁରରେ ଏନକାଉଣ୍ଟର; ଅପରାଧୀର ବାମ ଗୋଡରେ ବାଜିଛି ଗୁଳି

ସମ୍ବଲପୁର: ସମ୍ବଲପୁରରେ ଏନ୍‌କାଉଣ୍ଟର । ଧନୁପାଲି ଥାନା ଅଞ୍ଚଳରେ ଅପରାଧୀ ଏମ୍‌ଡି ସାମଦକୁ ଏନକାଉଣ୍ଟର କଲା ପୋଲିସ । ସାମଦ ତାର ଭାଇ ଏମଡି ଓ୍ବାସିମ ଜଣଙ୍କୁ ଛୁରାମାଡ କରି ହତ୍ୟା କରିଥିଲେ । ପୋଲିସ ଉଭୟଙ୍କୁ ଧରିବାକୁ ଯାଇଥିବାବେଳେ, ସେମାନେ ପୋଲିସ ଉପରକୁ ଗୁଳିଚଳାଇଥିଲେ । ଏହାପରେ…

୪୮ ଲକ୍ଷ ଠକେଇ ଅଭିଯୋଗରେ ପୂର୍ବତନ ମନ୍ତ୍ରୀଙ୍କ ପୁଅ ଓ ଝିଅ ଅଟକ

କେନ୍ଦ୍ରାପଡା: କଟକର ଏକ ସଂସ୍ଥା ଏସଏସବି ଇଲେକ୍ଟ୍ରିକାଲ୍ସ ୪୮ ଲକ୍ଷ ଟଙ୍କାର ଠକେଇ ନେଇ ଟାଉନ୍ ଥାନାରେ ବିଜେଡି ନେତା ଅଙ୍କିତ ପ୍ରତାପ ଜେନା ଏବଂ ତାଙ୍କ ଭଉଣୀ ଐଶ୍ୱର୍ଯ୍ୟା ପ୍ରତାପ ଜେନାଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି। ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପୁଅ ଅଙ୍କିତ ୨୦୨୪…

ଛୁଟିରେ ଯାଇ ବିଦେଶ ବୁଲୁଥିଲେ, ନିଲମ୍ବନ କଲା ବିଭାଗ…

ଭୁବନେଶ୍ୱର: ଅସୁସ୍ଥତା ଜନିତ ଛୁଟିରେ ଯାଇ ଥାଇଲ୍ୟାଣ୍ଡରେ ଛୁଟି କାଟିବା ଅଭିଯୋଗରେ ସୋନପୁର ଜିଲ୍ଲାର ପ୍ରାଥମିକ କୃଷି ସମବାୟ ସମିତି (ପିଏସିଏସ)ର ତିନି ଜଣ ସଚିବଙ୍କୁ ଓଡ଼ିଶା ସରକାର ନିଲମ୍ବିତ କରିଛନ୍ତି। ନିଲମ୍ବିତ ହୋଇଥିବା ବ୍ୟକ୍ତିମାନେ ହେଉଛନ୍ତି ସୋନପୁରର ଲଛିପୁର, ମୟୁରୁଦନ ଏବଂ…

ପିପିଲିରେ ଆତ୍ମାହୁତି ଉଦ୍ୟମ କରିଥିବା ମହିଳାଙ୍କର ଏମ୍‌ସରେ ମୃତ୍ୟୁ

ଭୁବନେଶ୍ୱର: ଋଣ ଭାର ଯୋଗୁଁ ଆତ୍ମହତ୍ୟା ଉଦ୍ୟମ କରିଥିବା ପିପିଲିର ଜଣେ ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ  ଭୁବନେଶ୍ୱର ଏମ୍ସରେ ମୃତ୍ୟୁ ଘଟିଛି। ପିପିଲି ସହରରେ ଥିବା ଭଡା ଘରେ ନିଆଁ ଲଗାଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ ଉକ୍ତ ମହିଳା। ଫଳରେ ୩୭ ବର୍ଷୀୟ ମହିଳା ଜଣକ ପ୍ରାୟ…

ଭିଡିଓ କରି ଜୀବନ ହାରିଲେ କନେଷ୍ଟବଳ, ଦେଖନ୍ତୁ ଶେଷ ଭିଡିଓ…

ଭୁବନେଶ୍ୱର: କୁହାଯାଏ ପ୍ରେମ ହେଉଛି ଶାଶ୍ୱତ, ପ୍ରେମ ଚିରନ୍ତନ, ପ୍ରେମ ପାଇଁ ମଣିଷ କିଛି ବି କରିବାକୁ ପଛାଏ ନାହିଁ । ହେଲେ ସେହି ପ୍ରେମ ବେଳେ ବେଳେ ବିନାଶ ଆଡକୁ ମଣିଷକୁ ଟାଣିନିଏ। ଏମିତି ଅନେକ ଘଟଣା ନୂଆପଡାରେ। https://youtu.be/DBlsJZOL66Y?si=ih2XosVSuauAZsVN ନୂଆପଡା…

ଦିଲ୍ଲୀରେ ଲଜ୍ଜାଜନକ ଘଟଣା; ମା’କୁ ନିର୍ଯାତନା ସହ ଦୁଷ୍କର୍ମ କଲା ପୁଅ

ନୂଆଦିଲ୍ଲୀ: ଦିଲ୍ଲୀର ହୌଜ କାଜି ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ମାଆଙ୍କୁ ଦୁଇଥର ଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ। ପୀଡିତା ମହିଳା ପୋଲିସକୁ କହିଛନ୍ତି ଯେ ତାଙ୍କ ପୁଅ ତାଙ୍କୁ ତାଙ୍କ ବୁର୍ଖା ଖୋଲିବାକୁ ବାଧ୍ୟ କରିଥିଲା। ସେ ତାଙ୍କୁ…

ଦୂରନ୍ତୋ ଏକ୍ସପ୍ରେସର ଶୌଚାଳୟରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର-ଦିଲ୍ଲୀ ଦୂରନ୍ତୋ ଏକ୍ସପ୍ରେସର B-3 କୋଚ୍‌ର ଏକ ଶୌଚାଳୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ଉତ୍ତର ପ୍ରଦେଶର ଶିବ କୁମାର ବୋଲି ଚିହ୍ନଟ କରାଯାଇଛି। ସୂଚନା ଅନୁଯାୟୀ, ଭୁବନେଶ୍ୱର ରେଳ ଷ୍ଟେସନର ୱାସିଂ ଲାଇନରେ ଟ୍ରେନଟି ଠିଆ ହୋଇଥିବା…

ପ୍ରେମିକା ସହ ମିଶି ସ୍ତ୍ରୀଙ୍କ ଜୀବନ ନେଲେ ବିଜେପି ନେତା, ହତ୍ୟା କରି କାନ୍ଦିଲେ କୁମ୍ଭୀର କାନ୍ଦଣା….

ଆଜମେର: ପ୍ରେମିକା ସହ ମିଶି ପତ୍ନୀଙ୍କୁ ହତ୍ୟା କଲେ ବିଜେପି ନେତା । ପ୍ରେମିକାଙ୍କ ସହ ବନ୍ଧାହେଲେ । ରାଜସ୍ଥାନ ଆଜମେରର କିଶନଗଡ଼ରେ ବିଜେପିର ଜଣେ ନେତା ତାଙ୍କ ପତ୍ନୀଙ୍କୁ ହତ୍ୟା ମାମଲାରେ ଗିରଫ ହୋଇଛନ୍ତି । ଏହି ମାମଲାରେ ପୋଲିସ ତାଙ୍କ ପତ୍ନୀଙ୍କୁ ହତ୍ୟା କରିଥିବା ବିଜେପି ନେତା ରୋହିତ…