Latest Odisha News

BREAKING NEWS

Browsing Category

ଅପରାଧ

ସମ୍ବଲପୁରରେ ବନ୍ଧୁକ ମୁନରେ ବ୍ୟବସାୟୀଙ୍କୁ ଅପହରଣ

ସମ୍ବଲପୁର : ବନ୍ଧୁକ ମୁନରେ ବ୍ୟବସାୟୀଙ୍କୁ ଅପହରଣ ଅଭିଯୋଗ । ସମ୍ବଲପୁର ଝାରସୁଗୁଡା ରାଜ୍ୟ ରାଜପଥ ଶାସନ ଛକ ନିକଟରେ ଅପହରଣକାରୀମାନେ ରେମେଡ ଛକର ବ୍ୟବସାୟୀ ନରେଶ କୁମାର ଅଗ୍ରୱାଲ ଙ୍କୁ ଅପହରଣ କରି ନେଇଛନ୍ତି । ଆଜି ବ୍ୟବସାୟୀ ନରେଶ କାରରେ ତାଙ୍କର ଡ୍ରାଇଭର ସହ ଯାଉଥିବା ବେଳେ ଶାସନ…

ସତ୍ୟବାଦୀରେ ଘରୋଇ ନର୍ସିଂ ହୋମ ସିଲ

ଭୁବନେଶ୍ୱର: କୋଭିଡ୧୯ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ଶୁକ୍ରବାର ଜିଲ୍ଲା ଜନ ସ୍ୱାସ୍ଥ୍ୟ ବିଭାଗର ସୁପରିଟେଡେଣ୍ଟ ଇନଚାର୍ଜ ଡ. ବିରଜା ଶଙ୍କର ରଥଙ୍କ ନେତୃତ୍ୱ ରେ ଏକ ୪ ଜଣିଆ ଟିମ ସତ୍ୟବାଦୀ ସ୍ଥିତ ଗୋପୀନାଥ ନର୍ସିଂ ହୋମରେ ଚଢ଼ାଉ କରିବା ସହ ସିଲ୍ କରିଦେଇଛନ୍ତି। ଯାଞ୍ଚ ସମୟରେ…

ଡନ୍ ଅମର ଦୁବେର ମୃତ୍ୟୁ ପରେ ଧରାପଡିଲେ ୭ ବର୍ଷ ତଳେ ମୃତ ଘୋଷିତ ବାପା

କାନପୁର: ୮ ଜଣ ପୋଲିସ କର୍ମଚାରୀଙ୍କୁ ହତ୍ୟା କରିଥିବା କୁଖ୍ୟାତ ଡନ୍ ବିକାଶ ଦୁବେର ଡାହାଣ ହାତ କୁହାଯାଉଥିବା ଅମର ଦୁବେ ବୁଧବାର ପୋଲିସ ଏନକାଉଣ୍ଟରରେ ନିହତ ହୋଇଥିଲା । ତେବେ ଅମର ଦୁବେର ମୃତ୍ୟୁ ନେଇ ଖବର ଦେବାକୁ ପୋଲିସ ଟିମ୍ ତାଙ୍କ ଘରକୁ ଯାଇଥିବା ବେଳେ ଅନ୍ୟ ଏକ ଚକିତ କଲା ଭଳି ଘଟଣା…

ଫିଲ୍ମ ଷ୍ଟାଇଲରେ ଗ୍ୟାଙ୍ଗଷ୍ଟରକୁ ଗୁଳି, ବିକାଶ ଦୁବେର କ୍ରାଇମ୍ ସିନରୁ ଏନକାଉଣ୍ଟର କାହାଣୀ

ଗ୍ୟାଙ୍ଗଷ୍ଟର ଖାଇଲା ଗୁଳି । କାନପୁରରେ ୮ ପୋଲିସର ହତ୍ୟାକାରୀ ବିକାଶ ଦୁବେର ଖେଳ ଖମତ । ଫିଲ୍ମ ଷ୍ଟାଇଲରେ ଏନକାଉଣ୍ଟର । ଛଅ ଦିନର ଲୁଚକାଳି ପରେ ଗତକାଲି ମଧ୍ୟପ୍ରଦେଶରୁ ଧରା ଦେଇଥିଲା । ଆଜି ଫେରୁଥିଲା କାନପୁର । କଡ଼ା ସୁରକ୍ଷା ଭିତରେ ଆଣୁଥିଲା ଉତ୍ତରପ୍ରଦେଶ ଏସଟିଏଫ୍ । ଆଉ କିଛି ସମୟ…

ପାରିବାରିକ କଳହର କରୁଣ ପରିଣତ: ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ ପରେ ନିଜକୁ ଛୁରୀ ଭୁସିଲା ସ୍ୱାମୀ

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ବଢେଇଟିକର ଗାଁରେ ଅଭାବନୀୟ କାଣ୍ଡ । ପାରିବାରିକ କଲହର କାରଣରୁ ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ ପରେ ନିଜ ପେଟରେ ଛୁରୀ ଭୁସିଛି ସ୍ୱାମୀ । ଫଳରେ ଉଭୟେ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଯାଜପୁର ରୋଡ୍ ଡାକ୍ତରଖାନାରେ ପ୍ରାଥମିକ…

ପୋଲିସ ଗୁଳିରେ ମୋଷ୍ଟ ୱାଣ୍ଟେଡ଼ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ନିହତ

କାନପୁର: ଉତ୍ତରପ୍ରଦେଶର କାନପୁରରେ ୮ ପୁଲିସ କର୍ମଚାରୀଙ୍କୁ ହତ୍ୟା ସମେତ ବହୁ ହାଇ ପ୍ରୋଫାଇଲ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ମୋଷ୍ଟ ୱାଣ୍ଟେଡ୍‌ ଅପରାଧୀ ବିକାଶ ଦୁବେ ନିହତ । ମିଳିଥିବା ସୂଚନା ଅନୁସାରେ, ବିକାଶକୁ ସ୍ପେସିଆଲ ଟାସ୍କ ଫୋର୍ସଙ୍କ ସହ ମଧ୍ୟପ୍ରଦେଶରୁ କାନପୁର ଅଣାଯିବା…

ଗିରଫ ହେଲେ ଆୟୁଷ ନିର୍ଦ୍ଦେଶକ

ଭୁବନେଶ୍ୱର: ଗିରଫ ହେଲେ ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡଙ୍ଗୀ । ନିଜ ଅଫିସର ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ ତାଙ୍କୁ ମହିଳା ଥାନା ପୋଲିସ ଗିରଫ କରିଛି । ମହିଳା ଥାନାରେ ଦୀର୍ଘ ସମୟ ଧରି ପଚରାଉଚରା ପରେ ତାଙ୍କୁ ଗିରଫ କରାଯାଇଛି । ଆଇପିସି ୩୫୪(ଡି) ଏବଂ ୬୭ ଆଇଟି ଆକ୍ଟ…

ଶିକ୍ଷୟିତ୍ରୀଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଯାଜପୁର: ଦିନ ଦିପହରେ ହତ୍ୟାକାଣ୍ଡ । ଶିକ୍ଷୟିତ୍ରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଦେଲେ ଦୁର୍ବୃତ୍ତ। ଯାଜପୁର ରୋଡ୍ ରାଛିପୁର ଛକରେ ଘଟିଛି ଏପରି ଅଭାବନୀୟ ଘଟଣା । ମୃତ ଶିକ୍ଷୟିତ୍ରୀଙ୍କ ନାଁ ମହାମାୟା ଜେନା। ଅନ୍ୟ ଜଣେ ଶିକ୍ଷକ ମୋହିନୀ ମୋହନ ମୁଦୁଲିଙ୍କ ସହ ଶିକ୍ଷୟିତ୍ରୀ ଜଣକ ବାଇକ୍‌ରେ…

ଖୋଲୁଛି ଆଦିତ୍ୟଙ୍କ ମୃତ୍ୟୁ ମିଷ୍ଟ୍ରି: ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ହତ୍ୟା ମାମଲା ରୁଜୁ କଲା ଜିଆରପି

ଭୁବନେଶ୍ୱର: ଧୀରେ ଧୀରେ ଫିଟୁଛି ପିପୁଲ ଫର ସେବା ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ରହସ୍ୟ । ଦିନକୁ ଦିନ ସମ୍ନାକୁ ଆସୁଛି ନୂଆ ରହସ୍ୟ । ଆଦିତ୍ୟଙ୍କ ମୃତ୍ୟୁ ଏକ ହତ୍ୟା କି ଆତ୍ମହତ୍ୟା ଏହାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଆସିଛି ଆଦିତ୍ୟଙ୍କ…

କାନପୁର ଏନକାଣ୍ଟରର ମୋଷ୍ଟ ଓ୍ୱାଣ୍ଟେଡ୍ ବିକାଶ ଦୁବେ ଗିରଫ

ମଧ୍ୟପ୍ରଦେଶ: ପୋଲିସ ସହ ଲୁଚକାଳି ଖେଳ ସରିଲା । ଧରାଦେଲା କାନପୁର ଏନକାଉଣ୍ଟରର ମୋଷ୍ଟ ଓ୍ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ । ଆଜି ତାକୁ ମଧ୍ୟପ୍ରଦେଶର ଉଜ୍ଜୟିନୀରୁ ଗିରଫ କରାଯାଇଛି । କାନପୁରରେ ୮ ଜଣ ପୋଲିସକୁ ହତ୍ୟା କରିବା ପରଠୁ ଫେରାର ଥିଲା । ଉଜ୍ଜୟିନୀର ମହାକଳେଶ୍ୱର ମନ୍ଦିର…