Latest Odisha News

BREAKING NEWS

Browsing Category

ଅପରାଧ

ନାବାଳିକା ଦୁଷ୍କର୍ମ, ଗର୍ଭପାତ ଘଟଣା: ଜେଲ୍ ଗଲେ ବୀରମିତ୍ରପୁର ଆଇଆଇସି

ସୁନ୍ଦରଗଡ଼: ନାବାଳିକା ଦୁଷ୍କର୍ମ, ଗର୍ଭପାତ ଘଟଣାରେ ବୀରମିତ୍ରପୁର ଥାନାର ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ସୋମବାର ଦିନ ସ୍ୱତନ୍ତ୍ର ପୋକସୋ (ପ୍ରୋଟେକ୍ସନ ଅଫ ଚିଲଡ୍ରେନ ଫ୍ରମ ସେକ୍ସୁଆଲ ଅଫେନ୍ସ) କୋର୍ଟ ଶ୍ରୀ ମାଝୀ ଗିରଫ ହେବା…

ଯାଜପୁରରେ ବିଭତ୍ସ ହତ୍ୟାକାଣ୍ଡ: ମାଆ ମୃତ, ବାପା ଓ ଝିଅ ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ମିର୍ଜାପୁର ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଗୋଟିଏ ପରିବାରର ୩ ଜଣଙ୍କ ଉପରକୁ ହୋଇଛି ମରଣାନ୍ତକ ଆକ୍ରମଣ। ଏଥିରେ ପ୍ରାଣ ହରାଇଛନ୍ତି ମାଆ ଓ ଗୁରୁତର ଆହତ ହୋଇଛନ୍ତି ବାପା, ଝିଅ। ବାପା ଓ ଝିଅଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଡାକ୍ତରଖାନାରେ…

କନ୍ଧମାଳରେ ପୋଲିସ-ମାଓବାଦୀ ଗୁଳି ବିନିମୟ; ୪ କ୍ୟାଡର ମାଓବାଦୀ ନିହତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ସିର୍ଲା ଫରେଷ୍ଟ ଅଞ୍ଚଳ ନିକଟରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି। ଯାହାଫଳରେ ୪ ଜଣ କ୍ୟାଡର ମାଓବାଦୀ ନିହତ ହୋଇଥିବା ନେଇ ଓଡିଶା ପୋଲିସ ପକ୍ଷରୁ ସୂଚନା ମିଳିଛି। ପ୍ରାପ୍ତ ସୂଚନାନୁଯାୟୀ ଆଜି ସକାଳ ସମୟରେ ମାଓବାଦୀ ମାନେ କନ୍ଧମାଳ…

ଦୁଷ୍କର୍ମ ଅଭିଯୁକ୍ତଙ୍କ ଠାରୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ ହେଲେ ମହିଳା ଏସଆଇ

ଅହମଦାବାଦ: ଜଣେ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଖସାଇଦେବା ପାଇଁ ୩୫ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଜଣେ ଗିରଫ ହୋଇଛନ୍ତି ଜଣେ ମହିଳା ପୋଲିସ ଅଧିକାରୀ । ଗିରଫ ପରେ ମହିଳା ଏସ୍ଆଇଙ୍କୁ କୋର୍ଟ ଚାଲାଣ କରାଯାଇଥିଲା ମିଳିଥିବା ସୂଚନାନୁସାରେ, ଗୁଜୁରାଟର ଅହମଦାବାଦ ମହିଳା ପୋଲିସ ଥାନାର…

ବାହାଘରରେ କୋଭିଡ଼ ନିୟମ ଉଲ୍ଲଘଂନ ପ୍ରସଙ୍ଗ: ବର ସମେତ ୫ ଗିରଫ

ବ୍ରହ୍ମପୁର: ଏକ ବାହାଘର ପ୍ରୋସେସନର ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ୍ ହେବା ପରେ କୋଭିଡ଼ ନିୟମକୁ ସମ୍ପୂର୍ଣ୍ଣ ରୂପେ ଉଲ୍ଲଘଂନ କରାଯାଇଥିବା ଜଣାପଡ଼ିଥିଲା । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରରେ ଅନୁଷ୍ଠିତ ହୋଇଥିବା ଏହି ବିବାହ ଉତ୍ସବ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ କଡ୍ଡା…

ଲାଞ୍ଚ ନେଇ ଧରାପଡିଲେ ଆର୍‌ଆଇ ବାବୁ

ନୂଆପଡା: ଭିଜିଲାନ୍ସ ଜାଲରେ ଆର୍‌ଆଇ ବାବୁ । ପାଂଚ ହଜାର ଟଙ୍କା ଲାଂଚ ନେବା ବେଳେ ଧରାପଡିଛନ୍ତି ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ ତୁକୁଲା ଆରଆଇ ଦିନମଣି ରାଉତରାୟ । ଇନ୍ଦିରା ଅବାସ ଘର ବାଲି ଆଣିବା ଅନୁମତି ପାଇଁ ସ୍ଥାନୀୟ ଖଇରଭାଡି ଗ୍ରାମର ଯୁଗଲ କିଶୋର ଠେଲାଙ୍କ ଠାରୁ ପାଞ୍ଚ ହଜାର ଟଙ୍କା…

ମଦ ବିକ୍ରିକୁ ନେଇ ସଂଘର୍ଷ; ଜଣେ ମୃତ ଓ ୬ ଆହତ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା ଗ୍ରାମରେ ଦେଶୀ ମଦ ବିକ୍ରିକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା ସୂଚନା ମିଳିଛି।ସୁ ପ୍ରକାଶ ଯେ, ଉକ୍ତ ସଂଘର୍ଷରେ ଦୁଇ ଗୋଷ୍ଠୀର ଛଅ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ପିଙ୍କୁ ଦାସ। ଆହତ ମାନଙ୍କୁ…

ଅପରାଧୀଙ୍କ ଗୁଳିରେ କାନପୁରର ୮ ପୋଲିସ କର୍ମୀ ଶହୀଦ

କାନପୁର : ଉତ୍ତରପ୍ରଦେଶର କାନପୁର ଅନ୍ତର୍ଗତ ଚୌବେପୁର ଥାନା ଅଞ୍ଚଳରୁ ଆସିଛି ଏକ ଦୁଖଃଦ ଖବର। ଅପରାଧୀଙ୍କ ଗୁଳିରେ ଶହୀଦ ହୋଇଛନ୍ତି ୮ ପୁଲିସ କର୍ମଚାରୀ। ଉତ୍ତରପ୍ରଦେଶର କୁଖ୍ୟାତ ଅପରାଧୀ ବିକାଶ ଦୁବେକୁ ଧରିବାକୁ ଯାଇଥିବା ପୁଲିସ ଟିମ୍ ସହ ଗୁଳିବିନିମୟ ହୋଇଥିଲା।।ଅପରାଧୀମାନେ ପୁଲିସଠାରୁ…

ଯୁବତୀଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା

ଆନନ୍ଦପୁର: ଘରେ ବାପା-ମାଆ ନଥିବା ବେଳେ ଯୁବତୀଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଛି । ଏଭଳି ବର୍ବର ହତ୍ୟାକାଣ୍ଡ ଘଟିଛି ମୟୁରଭଂଜ ଜିଲ୍ଲା ମହୁଲଡିଆ ଥାନା ଅନ୍ତର୍ଗତ ଧାତିକିଡିହା ଗାଁରେ । ସୂଚନା ଅନୁସାରେ ବାପା ସୁନିଲ ସିଙ୍କୁ ଓ ମା’ ଜେମାମଣି ଆଜି ସକାଳୁ ଅଟୋରେ ନିଟକସ୍ଥ…

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ

କୋରାପୁଟ: ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କୁ ଭିଜିଲାନ୍ସ ଗିରଫ କରିଛି । ଏପରିକି ତାଙ୍କ କାର୍‌ରୁ ନଗଦ ୧୧ ଲକ୍ଷ ୭୩ ହଜାର ୪୩୦ ଟଙ୍କା ମଧ୍ୟ ଜବତ କରିଛି ଭିଜିଲାନ୍ସ । ନିକଟରେ…