Latest Odisha News

BREAKING NEWS

Browsing Category

ଅପରାଧ

ରସୁଲଗଡ ନିକଟରୁ ସାଢେ ୪ କୋଟି ଟଙ୍କାର ବ୍ରାଉନ ସୁଗାର ଜବତ, ତିନି ଅଟକ

ଭୁବନେଶ୍ୱର: ରାଜଧାନୀରେ ପ୍ରାୟ ସାଢେ ୪ କେଜି ବ୍ରାଉନସୁଗାର ଜବତ । ଯାହାର ଆନୁମାନିକ ମୂଲ୍ୟ ସାଢେ ଚାରି କୋଟି ଟଙ୍କା । ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ ରସୁଲଗଡରେ ଚଢଉ କରି ଏହାକୁ ଜବତ କରିଛି । ଏକ ସଙ୍ଗରେ ଏତେ ପରିମାଣର ବ୍ରାଉନସୁଗାର ଜବତ ହେବାରେ ଏହା ରେକର୍ଡ ବୋଲି ପୋଲିସ…

ବ୍ରହ୍ମପୁର କ୍ଷୀର ବ୍ୟବସାୟୀ ହତ୍ୟା ଘଟଣା: ୩ ଅଭିଯୁକ୍ତ ଗିରଫ

ଗଞ୍ଜାମ: ଗଂଜାମ ଜିଲ୍ଲାର ବ୍ରହ୍ମପୁରସ୍ଥିତ ହିଲପାଟଣା ଠାରେ ଗତ ୧୩ ତାରିଖ ରାତି କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟାକାଣ୍ଡ ଘଟଣାରେ ଗୋଷାଣୀନୂଆଗାଁ ପୁଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ଗୋଷାଣୀନୂଆଗଁ ଥାନା ଅନ୍ତର୍ଗତ ନେହେରୁ ନଗର ୯ମ ଲାଇନର ଶିବ ମହାକୁଡ…

ମଦୁଆ ପୁଅକୁ ହାଣି ମାଟି ତଳେ ପୋତିଦେଲା ମାଆ

ଗଞ୍ଜାମ: ମାଆ ସାଜିଲା ହତ୍ୟାକାରୀ । ପୁଅକୁ ହାଣି ହତ୍ୟାକରି ମାଟି ତଳେ ପୋତି ଦେଲା ମାଁ । ମଦୁଆର ପୁଅର ଉନ୍ମତ କାଣ୍ଡରେ ଅତିଷ୍ଠ ହୋଇ ଏଭଳି କାଣ୍ଡ ଘଟିଛି ମାଁ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଂଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଗୋପପୁର ଗାଁରେ । ସୂଚନା ମୁତାବକ, ଗୋପପୁର ହରିଜନ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

କେନ୍ଦୁଝର: ଜଣେ ଠିକାଦାରଙ୍କ ଠାରୁ ୧୧, ୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଟିମ୍ ଶୁକ୍ରବାର ଦିନ ଜଣେ ଜୁନିୟର ଇଞ୍ଜିନିୟରଙ୍କୁ ଗିରଫ କରିଛି। ସୂଚନାନୁସାରେ, ଜଣେ ଠିକାଦାରଙ୍କ କାମ କରାଇଦେବା ଲାଗି ଜିଲ୍ଲାର ସଦର ବ୍ଲକରେ କାର‌୍ୟ୍ୟରତ ଜୁନିଅର ଇଞ୍ଜିନିୟର ପ୍ରମୋଦ…

ବଣାଇଁ ବିଧାୟକଙ୍କ ପିଏସ୍‌ଓଙ୍କ ଆତ୍ମହତ୍ୟା

ସୁନ୍ଦରଗଡ : ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ପିଏସଓ ଡମ୍ବରୁ ସାହୁଙ୍କ ଆତ୍ମହତ୍ୟା । ଡମ୍ବରୁ କୁର୍ଡା ସ୍ଥିତ ବାସଭବନରେ ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟାର କାରଣ ଜଣାପଡିପାରିନାହିଁ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା…

ଭିଜିଲାନ୍ସ ଜାଲରେ ଟେକ୍ନିକାଲ୍ କନସଲଟାଣ୍ଟ

ଭଦ୍ରକ: ସର୍ବଶିକ୍ଷା ଅଭିଯାନ, ଜି୍‌ଲ୍ଲା ପ୍ରୋଜେକ୍ଟ କୋ-ଅଡିନେଟରର ଟେକ୍ନିକାଲ୍ କନସଲଟାଣ୍ଟ ଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ବୈଲୋଚନା ପୁହାଣ ବୋଲି ଜଣାପଡିଛି। ମିଳିଥିବା ସୂଚନା…

ଗଞ୍ଜାମ: ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରେ ଲୁଟ ଉଦ୍ୟମ

ଶେରଗଡ: ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ଠୁରୁବୁରାଇ ଗ୍ରାମ ପଞ୍ଚାୟତରେ ଥିବା ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ଶାଖାରେ ଗତକାଲି ବିଳମ୍ବିତ ରାତିରେ କିଛି ଅସମାଜିକ ବ୍ୟକ୍ତି ବ୍ୟାଙ୍କ ତାଲା ଭାଙ୍ଗି ବ୍ୟାଙ୍କ ଭିତରେ ପଶିଥିଲେ । ସକାଳୁ ସକାଳୁ ସେହି ଗ୍ରାମର କିଛି ବ୍ୟକ୍ତି ବ୍ୟାଙ୍କର…

ନାବାଳକର ଟାଙ୍ଗିଆ ଚୋଟରେ ପ୍ରାଣ ହରାଇଲା ସମ୍ପର୍କୀୟ ଭାଇ

ରେଢାଖୋଲ: ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନା ତଲିମାଲ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ନାବାଳକ ଟାଙ୍ଗିଆ ଚୋଟରେ ପ୍ରାଣ ହରାଇଛି ତାର ସମ୍ପର୍କୀୟ ଭାଇ । ମିଳିଥିବା ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ଏହି ନାବାଳକ ଜଣଙ୍କ ନିଜର ୨୮ ବର୍ଷୀୟ ସଂପର୍କୀୟ ଭାଇ ବିଳାସନ…

ଘର ଭିତରୁ ଉଦ୍ଧାର ହେଲା ବିଧାୟକଙ୍କ ‘ପିଏସଓ’ର ମୃତ ଦେହ; ଆତ୍ମହତ୍ୟା ସନ୍ଦେହ

ବଣାଇ: ଗୁରୁବାର ସକାଳୁ ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ପିଏସ୍‌ଓର ମୃତଦେହ ତାଙ୍କ ଘର ଭିତରୁ ଉଦ୍ଧାର କରାଯାଇଛି । ପିଏସଓ ଜଣଙ୍କ ନିଜ ସର୍ଭିସ୍‌ ରିଭଲଭରରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ ପିଏସଓଙ୍କ ନାମ ଡମ୍ବରୁଧର ସାହୁ । ସୁଚାନୁଯାୟୀ,ମୃତ…

ମହିଳା ରୋଗୀଙ୍କୁ ଅସଦାଚରଣ ଅଭିଯୋଗରେ ପୂର୍ବତନ ସିଡିଏମ୍‌ଓ ଗିରଫ

ଖୋର୍ଦ୍ଧା : ମହିଳା ରୋଗୀଙ୍କୁ ଡାକ୍ତର ଅସଦାଚରଣ କରିଥିବା ଅଭିଯୋଗ । କ୍ଲିନିକରେ ଚେକ୍ ଅପ୍ ବେଳେ ଖୋର୍ଦ୍ଧା ଜିଲ୍ଲାର ପୂର୍ବତନ ସିଡିଏମ୍‌ଓ ବୈଦ୍ୟନାଥ ନାୟକ ଜଣେ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତାଙ୍କୁ ଗିରଫ କରିଛି । ଅଭିଯୋଗକାରିଣୀଙ୍କ…