Latest Odisha News

BREAKING NEWS

Browsing Category

ଅପରାଧ

ମାଲକାନଗିରି ଦୁଷ୍କର୍ମ ଘଟଣାରେ ରାଜ୍ୟ ମାନବାଧିକାରଙ୍କ ପାଖରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର : ମାଲକାନଗିରି ପୋଲିସ କ୍ୟାଣ୍ଟିନରେ ଆଦିବାସୀ ମହିଳାଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ଆଜି ରାଜ୍ୟ ମାନବାଧିକାରଙ୍କୁ ଭେଟିଛିି ରାଜ୍ୟ ବିଜେପି । ଘଟଣାକୁ ଦେଢ ମାସ ବିତି ଯାଇଥିଲେ ସୁଦ୍ଧା ଏ ଯାଏଁ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିନାହିଁ । ଘଟଣାରେ ମାନବାଧିକାର କମିଶନ…

ପୋଲସରାରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

ପୋଲସରା: ଗଂଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଖଣ୍ଡୁର ପଞ୍ଚାୟତରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । କୋଙ୍କରଡା ଗ୍ରାମର ତ୍ରିନାଥ ପ୍ରଧାନଙ୍କ ଚତୁର୍ଥ ଝିଅ ମଞ୍ଜୁସା ପ୍ରଧାନଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି । ମୃତ ଝିଅର ବାପା ତ୍ରିନାଥ ପ୍ରଧାନଙ୍କ ଏତଲା କ୍ରମେ ଝିଅ ୨ ବର୍ଷ…

ବାଣ ବିସ୍ଫୋରଣରେ ଫରେଷ୍ଟ କର୍ମଚାରୀ ଆହତ

ଢେଙ୍କାନାଳ: ଢେଙ୍କାନାଳ ସହରର ଫରେଷ୍ଟ କଲୋନୀରେ ଥିବା ଏକ ଘରେ ରଖାଯାଇଥିବା ବାଣ ବିସ୍ଫୋରଣ ହେବା ଯୋଗୁଁ ବୁଧବାର ସକାଳେ ଜଣେ ଫରେଷ୍ଟ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଆଜି ସକାଳ ପ୍ରାୟ ୭ ଟା ସମୟରେ ଏହି ଘଟଣା ଘଟିଥିଲା । ତେବେ ହାତୀ ଘଉଡାଇବା ପାଇଁ ଏହିସବୁ…

କାଳ ହେଲା ଟିକଟକ୍ ନିଶା: ନଦୀରେ ବୁଡି ଜଣେ ମୃତ, ୨ ଗୁରୁତର

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ମାଛଗାଁ ପଞ୍ଚାୟତ ମଙ୍ଗପୁର ଗାଁରେ ଅଘଟଣ । ଦେବୀ ନଦୀରେ ପଶି ଟିକଟକ କରିଥିବା ବେଳେ ବୁଡି ଗଲେ ୩ ଛାତ୍ରୀ ଓ ଜଣେ ଛାତ୍ର ।ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ଛାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ଜଣ ଛାତ୍ରୀ ଓ ଛାତ୍ର…

୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ପୋଲିସ ଦ୍ୱାରା ବିପୁଳ ପରିମାଣ ରେ ଗଞ୍ଜେଇ ଜବତ l ସୋନପୁର - ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ହରଡଖୋଲ ଛକ ଠାରେ  ଟ୍ରକରେ ଚାଲାଣ ହେଉଥିବା ଗଞ୍ଜେଇକୁ ଜବତ କରିଛି ସୋନପୁର ପୋଲିସ । ଏକ ମାଲବାହୀ ଟ୍ରକ ଯୋଗେ ପଡୋଶୀ ବୌଦ୍ଧ ଜିଲ୍ଲାରୁ ଆନ୍ଧ୍ରପ୍ରଦେଶକୁ…

ଓଡ଼ିଶା କଂଗ୍ରେସ ଭବନରେ ସଂଘର୍ଷ; ଜଣେ ଅଟକ

ଭୁବନେଶ୍ୱର: ଯୁବ କଂଗ୍ରେସର ଦୁଇ ଦଳ ମଧ୍ୟରେ ହିଂସାତ୍ମକ ସଂଘର୍ଷ ପରେ ମଙ୍ଗଳବାର ଓଡ଼ିଶା କଂଗ୍ରେସ ଭବନରେ ଉତ୍ତେଜନା ଦେଖାଦେଇଛି। ଖବର ଅନୁଯାୟୀ ଗତ ଜୁନ୍ ୧୮ରେ ଯୁବ କଂଗ୍ରେସ ସଭାପତି ବି.ଭି ଶ୍ରୀନିବାସ ଓଡିଶା ପ୍ରଦେଶ ଯୁବ କଂଗ୍ରେସ (ଓପିଏସି) ର ମଧ୍ୟବର୍ତ୍ତୀକାଳୀନ ସଭାପତି ଭାବରେ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ କନିଷ୍ଠ ଯନ୍ତ୍ରୀ

ପାଟଣାଗଡ: ବଲାଙ୍ଗିର ଜିଲ୍ଲା ପାଟଣାଗଡ ଏନଏସିର କନିଷ୍ଠ ଯନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଏପରିକି ବଲାଙ୍ଗିର ଓ ସମ୍ବଲପୁର ଡିଭିଜନ ଭିଜିଲାନ୍ସ ଟିମ୍ ମିଳିତ ଉଦ୍ୟମରେ ତାଙ୍କ ଘର ସମେତ ଅଫିସରେ ମଧ୍ୟ ଚଢାଉ କରିଛି । ପ୍ରାପ୍ତ…

ସୁଶାନ୍ତ ସିଂ ରାଜପୁତଙ୍କ ସାଙ୍ଗ ସିଦ୍ଧାର୍ଥ ପିଟାନୀଙ୍କୁ ଜେରା

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ତଦନ୍ତ କରୁଛି ମୁମ୍ବାଇ ପୋଲିସ । ଆଜି ସୁଶାନ୍ତଙ୍କ ଅନ୍ତରଙ୍ଗ ବନ୍ଧୁ ସିଦ୍ଧାର୍ଥ ପିଟାନୀଙ୍କ ବୟାନ ରେକର୍ଡ କରିଛି ବାନ୍ଦ୍ରା ପୋଲିସ । କୁହାଯାଉଛି ସିଦ୍ଧାର୍ଥ ସୁଶାନ୍ତଙ୍କ ସହ ଆପାର୍ଟମେଣ୍ଟ ସେୟାର କରୁଥିଲେ ।…

ଦୁଇ ପୁଅଙ୍କ ମାଡରେ ବାପା ମୃତ, ମାଆ ଗୁରୁତର

ପୋଲସରା : ସାହାରା ହେବା ସମୟରେ ଦୁଇ ପୁଅ ପାଲଟିଲେ ବାପା ହତ୍ୟାକାରୀ । ଗଂଜାମ ପୋଲସରା କଳମ୍ବ ବଡସାହିରେ ଘଟିଛି ଏହି ଘଟଣା । ଦୁଇ ପୁଅ ସୁଶାନ୍ତ ଓ ମଙ୍ଗୁଳୁ ମିଶି ବାପା ଅଭିମନ୍ୟୁ ପ୍ରଧାନଙ୍କୁ ମାଡ ମାରିବାରୁ ତାଙ୍କର ମୃତ୍ୟୁ ହୋଇଛି । ଏଥି ସହ ମାଆ ଅପସରା ମଧ୍ୟ ଗୁରୁତର ଆହତ ହୋଇଛନ୍ତି…

ନକଲି ରାସନ କାର୍ଡ ପ୍ରଦାନ ଅଭିଯୋଗରେ ସରପଞ୍ଚ ଓ ପଞ୍ଚାୟତ ଅଧିକାରୀ ଗିରଫ

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ନକଲି ରାସନ କାର୍ଡ ପ୍ରଦାନ ଅଭିଯୋଗରେ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ଏବଂ ଜଣେ ସରପଞ୍ଚଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ନରସିଂହପୁରର ପିଇଓ ପ୍ରତାପ ନାୟକ ଏବଂ ସରପଞ୍ଚ ନିତ୍ୟାନନ୍ଦ ପ୍ରଧାନ ବୋଲି ଜଣାପଡିଛି। ସେମାନେ ଗତ ୧୮ ମାସ…