Latest Odisha News

BREAKING NEWS

Browsing Category

ଅପରାଧ

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ କନିଷ୍ଠ ଯନ୍ତ୍ରୀ

ବାଲେଶ୍ଵର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି କନିଷ୍ଠ ଯନ୍ତ୍ରୀ । ମିଳିଥିବା ସୂଚନା ଅନୁସାରେ, ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ରାସ୍ତା ଓ ଗୃହ ନିର୍ମାଣ ବିଭାଗର କନିଷ୍ଠ ଯନ୍ତ୍ରୀ ବାସୁଦେବ ସାହୁ ବିଲ ପାସ କରାଇବା ପାଇଁ କହି ଜଣେ ଠିକାଦାରଙ୍କୁ ୨ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ…

ସିସିଟିଭି କ୍ୟାମେରାରେ ଧରାପଡ଼ିଲା ଓଲିଉଡ୍ ଡାଇରେକ୍ଟରଙ୍କ ଦାଦାଗିରି !

ଭୁବନେଶ୍ୱର: ଓଲିଉଡ୍ ନିର୍ଦ୍ଦେଶକ ଦିଲ୍ଲୀପ ପଣ୍ଡାଙ୍କ ପିଛା ଛାଡୁନାହିଁ ବିବାଦ । ରାଜଧାନୀର ଏକ ହୋଟେଲ କର୍ମଚାରୀଙ୍କ ସହିତ ମାଡ଼ଗୋଳ କରିବାର ଏକ ଭିଡ଼ିଓ କ୍ଲିପ ଏବେ ଭାଇରାଲ୍ ହେବାରେ ଲାଗିଛି । ସିସିଟିଭିରେ ଏହି ଦୃଶ୍ୟ ରହିଥିବା ବେଳେ ତାଙ୍କ ବିରୋଧରେ ମଧ୍ୟ ହୋଟେଲ୍ ପକ୍ଷରୁ ଅଭିଯୋଗ…

ଭୁବନେଶ୍ୱରରୁ ଜବତ ହେଲା ଦେଶୀ ଓ ବିଦେଶୀ ମଦ

ଭୁବନେଶ୍ୱର: ଭୁବନେଶ୍ୱରର ଲକ୍ଷ୍ମୀସାଗର ଅଞ୍ଚଳ ଅନ୍ତର୍ଗତ ଷ୍ଟେସନ ବଜାର ନିକଟରେ ଥିବା ୨ଟି ଘରେ ଗତକାଲି ବିଳମ୍ବିତ ରାତିରେ ସ୍ପେଶାଲ୍ ସ୍କ୍ୱାଡ୍ ଓ ଲକ୍ଷ୍ମୀସାଗର ପୋଲିସ ମିଳିତ ଭାବେ ଚଢାଉ କରି ଉଭୟ ଦେଶୀ ଓ ବିଦେଶୀ ମଦ ଜବତ କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଜବତ ୬୧୭ଟି ବିଦେଶୀ ମଦ…

ନିର୍ଭୟା ଦୋଷୀଙ୍କୁ ଶୀଘ୍ର ଫାଶୀ ମାମଲା: ହାଇକୋର୍ଟରେ ରାୟ ସଂରକ୍ଷିତ

ନୂଆଦିଲ୍ଲୀ: ନିର୍ଭୟାକୁ ନ୍ୟାୟ ମିଳିବାରେ ଗଡୁଛି ତାରିଖ ପରେ ତାରିଖ । ଦୋଷୀଙ୍କ ଘୁଂଚି ଘୁଂଚି ଯାଉଛି ଫାଶୀ । ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ୪ ଦୋଷୀଙ୍କ ଫାଶୀ ଦଣ୍ଡାଦେଶ ଉପରେ ସ୍ଥଗିତାଦେଶକୁ ଚ୍ୟାଲେଂଜ କରି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଦିଲ୍ଲୀ ହାଇକୋର୍ଟରେ ରୁଜୁ…

ବିଶ୍ୱ ହିନ୍ଦୁ ମହାସଭା ଅଧ୍ୟକ୍ଷଙ୍କୁ ଗୁଳି କରି ହତ୍ୟା

ଲକ୍ଷ୍ନୌ: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଚାଂଚଲ୍ୟ । ବିଚ୍ ରାସ୍ତାରେ ବିଶ୍ୱ ହିନ୍ଦୁ ମହାସଭା ଅଧ୍ୟକ୍ଷଙ୍କୁ ଗୁଳି କରି ହତ୍ୟା କରାଯାଇଛି । ରବିବାର ସକାଳେ ମର୍ଣ୍ଣିଂୱାକରେ ଯାଇଥିବା ବେଳେ ବାଇକ୍‌ରେ ଆସି ଦୁଇ ଦୁର୍ବୃତ ବିଶ୍ୱ ହିନ୍ଦୁ ମହାସଭା ଅଧ୍ୟକ୍ଷ ରଣଜୀତ ବଚ୍ଚନଙ୍କୁ ଗୁଳି କରି…

ବରଯାତ୍ରୀଙ୍କ ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ ଆଣିଲେ ପରିବାରବର୍ଗ

ଭଦ୍ରକ: ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବେଲଦା ନିକଟରେ ଥିବା ନୟନଜୋରିରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କ ନାମ କୌଶିକ ସାମନ୍ତ ଏବଂ ତାଙ୍କ ଘର ଯାଜପୁର ଟାଉନ ନହରପୁର ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଦୁଇଦିନ ତଳେ କୌଶିକ ତାଙ୍କ…

ମାଓ ଦମନ ଅଭିଯାନର ସମୀକ୍ଷା କଲେ ପୋଲିସ ଡିଜି

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୁଲିସ ମୁଖ୍ୟାଳୟରେ ମାଓ ଦମନ ଅଭିଯାନର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ । ଡିଜିପିଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ସ୍ୱାଭିମାନ ଅଂଚଳ ପରିଦର୍ଶନ କରିଛନ୍ତି । ଡିଜିପି ଅଭୟ ବଡପଦର, ଜାନବାଇ, ବଡପଡା, ଜନ୍ତାପାଇ, ଗୁରୁପ୍ରିୟା ସେତୁ ଓ…

ନିର୍ଭୟା ଗଣଦୁଷ୍କର୍ମ ମାମଲା: ଅକ୍ଷୟର କ୍ୟୁରେଟିଭ ପିଟିସନ୍ ଖାରଜ

ନୂଆଦିଲ୍ଲୀ: ନୀତି ନିର୍ଭୟା ଦୋଷୀଙ୍କ ଚାଲିଛି ନୂଆ ନୂଆ ଚାଲ । ଆଇନର ଗଳାବାଟ ଦେଇ ଫାଶିରୁ ବଚିଂବା ପାଇଁ ଅଭିଯୁକ୍ତମାନେ ଗୋଟିଏ ପରେ ଗୋଟିଏ ଆବେଦନ କରୁଛନ୍ତି । ଫାଶି ଖୁଂଟରେ ଝୁଲିିବା ତାରିଖକୁ ଘୁଂଚାଇବା ପାଇଁ ପୁଣି ଥରେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛି ନିର୍ଭୟା ଦୋଷୀ ଅକ୍ଷୟ ସିଂହ ।…

ବ୍ରହ୍ମପୁରରୁ ଜବତ ହେଲା ବିପୁଳ ପରିମାଣର ବିସ୍ଫୋରକ, ଜଣେ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ରମ୍ଭା ନିକଟରୁ କ୍ରାଇମ ବ୍ରାଞ୍ଚର ସ୍ପେଶାଲ ଟାକ୍ସ ଫୋର୍ସ ବୁଧବାର ଦିନ ବିପୁଳ ପରିମାଣର ବିସ୍ଫୋରକ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମରେ ଚଢାଉ…

ନିର୍ଭୟା ଦୋଷୀକୁ ଝଟ୍‌କା, ସୁପ୍ରିମକୋର୍ଟରେ ମୁକେଶର ଆବେଦନ ଖାରଜ

ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଦୋଷୀ ମୁକେଶ ସିଂକୁ ଲାଗିଛି ଶକ୍ତ ଝଟ୍‌କା । ସୁପ୍ରିମକୋର୍ଟ ଆଜି ତା ଆବେଦନକୁ ଖାରଜ କରିଦେଇଛନ୍ତି । ଏହାପରେ ସେ ଫାଶୀ ପାଇବା ପକ୍କା ହୋଇଯାଇଛି । ତା ପାଇଁ ଆଇନର ସବୁ ଗଳାବାଟ ଏକପ୍ରକାର ବନ୍ଦ ହୋଇଯାଇଛି । ରାଜକ୍ଷମା ନମିିଳିବାରୁ ଏହାକୁ ଚ୍ୟାଲେଂଜ କରି…