Latest Odisha News

BREAKING NEWS

Browsing Category

ଅପରାଧ

ଭଦ୍ରକରେ ସେକ୍ସ ରାକେଟ୍ ଠାବ

ଭଦ୍ରକ: ଭଦ୍ରକର ଏକ ହୋଟେଲରେ ସେକ୍ସ ରାକେଟ ଚାଲିଥିବା ବେଳେ ଚଢଉ କରିଛି ପୋଲିସ। ଏଥିସହିତ ଦୁଇଜଣ ମହିଳାଙ୍କୁ ଉଦ୍ଧାର କରାଯାଇଥିଲା ବେଳେ ଦୁଇଜଣଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ, ଜଣେ ପୋଲିସ ଅଧିକାରୀ ଗ୍ରାହକ ଭାବରେ ହୋଟେଲକୁ ଆସିଥିଲେ। ଦୁଇ ହଜାର ଟଙ୍କାରେ ଡିଲ୍ କରିବା ପରେ…

ଗୁଳିମାଡ଼ରେ ଶଳା ଭିଣୋଇ ଗୁରୁତର ଘଟଣା: ୫ ସୁପାରୀ କିଲର ଗିରଫ

ଅନୁଗୁଳ: ବନ୍ତଳା ଥାନା କହ୍ନେଇ ନଗରରେ ଗୁଳିମାଡ଼ରେ ଶଳା ଭିଣୋଇ ଗୁରୁତର ଘଟଣାରେ ୫ ସୁପାରୀ କିଲର ଗିରଫ ହୋଇଛନ୍ତି। ସେମାନଙ୍କ ଠାରୁ ଦୁଇଟି ରିଭରଭର, ଗୁଳି,ବାଇକ ଓ ଏଟିଏମ କାର୍ଡ ଜବତ କରିଛି ପୋଲିସ। ରାଜକିଶୋର ସାହୁ ସହ ପୂର୍ବ ଶତ୍ରୁତାରୁ ଏହି ଘଟଣା ଘଟିଥିବା ଅନୁଗୁଳ ଏସପି ସୂଚନା…

ନିଖୋଜ ନାବାଳିକାକୁ ଖୋଜୁଥିଲା ପୋଲିସ, ଧରାପଡିଲା ଦେହ ବ୍ୟବସାୟୀ ଗ୍ୟାଙ୍ଗ

ପୁରୀ: ତାଳବଣିଆ ପୋଲିସକୁ ବଡ଼ ସଫଳତା। ନିଖୋଜ ନାବାଳିକାକୁ ଖୋଜୁ ଖୋଜୁ ଧରାପଡିଲା ଦେହ ବ୍ୟବସାୟ ଗ୍ୟାଙ୍ଗ। କିଙ୍ଗପିନ ରଞ୍ଜୁଲତା ଦାସଙ୍କ ସମେତ ୧୨ ଜଣଙ୍କୁ ଗିରଫ କଲା ପୋଲିସ। ଜୋରଜବରଦସ୍ତ ସେକ୍ସ ରାକେଟ ଚଳାଉଥିଲା ରଞ୍ଜୁଲତା । ଧରମ ମାଆ ସାଜି ଦୁଇ ନାବାଳିକାଙ୍କ ସହ ତାଙ୍କ ମାଆଙ୍କୁ…

ଏସବିଆଇରୁ ୨୭ ଲକ୍ଷ ଲୁଟି ନେଲେ ଦୁର୍ବୁତ୍ତ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବହଳଦା ଏସବିଆଇ ଶାଖାରୁ ୨୭ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୁତ୍ତ। ସୂଚନା ଅନୁଯାୟୀ, ସକାଳ ପ୍ରାୟ ୧୦ଟା ୧୫ମି. ସମୟରେ ୫ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଦୁଇଟି ମୋଟରସାଇକେଲରେ ଆସିଥିଲେ। ସେମାନଙ୍କ ମଧ୍ୟରୁ ତିନି ଜଣ ବ୍ୟାଙ୍କ ଭିତରକୁ ପ୍ରବେଶ କରିଥିଲେ…

ବୃଦ୍ଧ ଦମ୍ପତି ହତ୍ୟା ଘଟଣା, ୨ ଦିନିଆ ରିମାଣ୍ଡରେ ଆସିବ ମୁଖ୍ୟ ଅଭିଯୁକ୍ତ

ଭୁବନେଶ୍ୱର: ବେଲେଶ୍ବର ଅଞ୍ଚଳରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣାର ଜୋରଦାର ଚାଲିଛି ତନାଘନା। ଆଜିଠୁ ରିମାଣ୍ଡରେ ଆସିବ ମୁଖ୍ୟ ଅଭିଯୁକ୍ତ ସନ୍ତୋଷ। ୨ ଦିନିଆ ରିମାଣ୍ଡ ପାଇଁ କମିଶନରେଟ ପୋଲିସକୁ ଅନୁମତି ଦେଇଛନ୍ତି କୋର୍ଟ। ଜେଏମଏଫସି କୋର୍ଟ ୫ଦିନିଆ ରିମାଣ୍ଡ ଆବେଦନ କରିଥିଲା କମିଶନରେଟ…

ବନ୍ତଳାରେ ଫୁଟିଲା ଗୁଳି: ୨ ଗୁରୁତର ଡାକ୍ତରଖାନାରେ ଭର୍ତ୍ତି

ଅନୁଗୁଳ: ପୁଣି ଅଶାନ୍ତ ହେଲେ ଅନୁଗୁଳ। ଗୁଳିମାଡ଼ରେ ଲୋକେ ଭୟଭୀତ। ବନ୍ତଳା ଥାନା କହ୍ନେଇ ନଗରଠାରେ ଗୁଳିମାଡରେ ଶଳା ଭିଣୋଇ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଦୁଇ ଗୁରୁତର ହେଲେ ବନ୍ତଳା ଥାନା ଅନ୍ତର୍ଗତ କହ୍ନେଇ ନଗର ଅଞ୍ଚଳର ଶିବରାମ ନାଏକ (୨୮) ଏବଂ ବିଷ୍ଣୁ…

କିଟରେ ଛାତ୍ରୀଙ୍କ ଆତ୍ମହତ୍ଯା ଘଟଣାରେ ଏଭଳି ଅପିଲ୍ କଲେ କର୍ତ୍ତୁପକ୍ଷ

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟର ଛାତ୍ରୀନିବାସରେ ଜଣେ ନେପାଳୀ ଝିଅଙ୍କ ଆତ୍ମହତ୍ଯା ଏକ ଦୁର୍ଭାଗ୍ୟଜନକ ଘଟଣା। ସଂପୂର୍ଣ୍ଣ ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ମାମଲା ପୋଲିସକୁ ହସ୍ତାନ୍ତର କରାଯାଇଥିବା ନେଇ କର୍ତ୍ତୁପକ୍ଷ ପ୍ରକାଶ କରିଛନ୍ତି। ଛାତ୍ରୀଙ୍କ ସହପାଠୀ ମାନଙ୍କ…

ବିପୁଳ ପରିମାଣ ବ୍ରାଉନ୍ ସୁଗାର ଜବତ, ୪ ଗିରଫ

ପୁରୀ: ୫୩୮ ଗ୍ରାମ୍ ବ୍ରାଉନ୍ ସୁଗାର ଜବତ ସହ ୪ ଗିରଫ। ଟାଉନ୍ ଥାନା ଗଦାଧର ହାଇସ୍କୁଲ ପାର୍କିଂରୁ ଧରିଲା ପୋଲିସ। ନଗଦ ୭ ଲକ୍ଷ ୩୨ ହଜାର ଟଙ୍କା ସହ ଗୋଟିଏ ଦେଶୀ ବନ୍ଧୁକ ଜବତ। ଗିରଫଙ୍କ ମଧ୍ୟରୁ ୨ ଜଣ ଖୋର୍ଦ୍ଧାର, ଜଣେ ପୁରୀ ଓ ବାଲେଶ୍ବରର ବୋଲି ଜଣାପଡିଛି। ପୁରୀ ଟାଉନ ଥାନା ଗଦାଧର…

ଆପାର୍ଟମେଣ୍ଟ ଲୁଟେରା ଅର୍ଜୁନ ଅନାରେକୁ ରାଜଧାନୀରେ ଏନକାଉଣ୍ଟର

ଭୁବନେଶ୍ୱର: ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରେ ଆଜି ସକାଳୁ ସକାଳୁ ଏନକାଉଣ୍ଟର ହୋଇଛି। ଆପାର୍ଟମେଣ୍ଟ ଲୁଟେରା ଅର୍ଜୁନ ଅନାରେକୁ ଏନକାଉଣ୍ଟର ହୋଇଛି। ଭୋର୍‌ରେ ଲୁଟ୍ ଉଦ୍ୟମ ବେଳେ ପୋଲିସ ଏନକାଉଣ୍ଟର କରିଛି। ଅର୍ଜୁନର ବାମ ପଟ ଆଣ୍ଠୁରେ ବାଜିଛି ଗୁଳି। ସୂଚନା ଅନୁସାରେ…

ଶେଷ ହେଉଛି ଲାଲ ଚନ୍ଦନ !

ନୂଆଦିଲ୍ଲୀ: ସିନେମା ହଲରୁ ଆରମ୍ଭ କରି ଓଟିଟି ପର୍ଯ୍ୟନ୍ତ ଚର୍ଚ୍ଚାରେ ରହିଛି ପୁଷ୍ପା ୨ : ଦ ରୁଲ। ଅଲୁ ଅର୍ଜୁନଙ୍କ ଏହି ଫିଲ୍ମ ସମସ୍ତଙ୍କୁ ପଛରେ ପକାଇଛି। ଏହି ଫିଲ୍ମ ଭାରତରେ ୧ ହଜାର କୋଟିରୁ ଅଧିକ ଟଙ୍କା ରୋଜଗାର କରି ସାରିଛି। ଏହି ଫିଲ୍ମ ଲାଲ ଚନ୍ଦନ ତସ୍କରି ଆଧାରିତ ହୋଇଥିବା ବେଳେ,…