Latest Odisha News

BREAKING NEWS

Browsing Category

ଅପରାଧ

ଦୁର୍ଦ୍ଦାନ୍ତ ମାଓବାଦୀ ରମନ୍ନାର ହୃଦଘାତରେ ମୃତ୍ୟୁ

ରାୟପୁର: ଦେଶର କୁଖ୍ୟାତ ମାଓବାଦୀ ତଥା ମୋଷ୍ଟ ୱାଣ୍ଟେଡ଼ ୫୫ ବର୍ଷୀୟ ରବୁଲା ଶ୍ରୀନିବାସ ଓରଫ ରମନ୍ନା ହୃଦଘାତରେ ପ୍ରାଣ ହରାଇଥିବା ଜାତୀୟ ଗଣମାଧ୍ୟମ ଟାଇମ୍ସ ଅଫ ଇଣ୍ଡିଆର ଏକ ରିପୋର୍ଟରେ ପ୍ରକାଶ ପାଇଛି । ଏହି ହାର୍ଡକୋର୍ ମାଓବାଦୀ ରମନ୍ନା ଉପରେ ୪୦ ଲକ୍ଷ ଟଙ୍କାର ପୁରସ୍କାର ରଖିଥିଲା…

କଟକରେ ଡବଲ ମର୍ଡର, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ

କଟକ: କଟକ ଜିଲ୍ଲା ମଧୁପାଟଣା ଥାନା ଅନ୍ତର୍ଗତ ବେଲେଶ୍ୱର ଗ୍ରାମାଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଏକ ଘରୁ ଜଣେ ବୃଦ୍ଧ ଦମ୍ପତିଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି । ପ୍ରାଥମିକ ତଦନ୍ତରୁ ସମ୍ପୃକ୍ତ…

ଛତିଶଗଡ଼ରେ ଡିଆରଜି ଓ ଏସଟିଏଫ ଟିମର ମିଳିତ ଅପରେସନ; ଉଦ୍ଧାର ହେଲା ୨ ମାଓବାଦୀଙ୍କ ମୃତଦେହ

ରାୟପୁର: ଛତିଶଗଡ଼ର ସୁକମାର ଜିଲ୍ଲାରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳିବିନିମୟ ଘଟିଛି । ଗୁରୁବାର ଦିନ ଡିଆରଜି/ ଏସଟିଏଫ ଟିମର ମିଳିତ ଅପରେସନରେ ଜଙ୍ଗଲ ମଧ୍ୟରୁ ୨ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛତିଶଗଡ଼ର ସୁକୁମା ଜିଲ୍ଳା ଅନ୍ତର୍ଗତ ଚିନ୍ତାଲନାଲ ସ୍ଥିତ…

ଜନ୍ମଦିନରେ ହେଲା ଦୁଃଖଦ ମୃତ୍ୟୁ; ଟ୍ରକ୍ ଧକ୍କାରେ ଉଡ଼ିଗଲା ମା-ପୁଅଙ୍କ ପ୍ରାଣବାୟୁ !

ଅନୁଗୁଳ: ଶୁଭ ଜନ୍ମ ଦିନଟି ଯେ ଦିନେ ଅଶୁଭ ଖବର ଆଣିଦେବ କେହି ଏହା ଆଶା କରିନଥିଲେ । ଏହି ଶୁଭ ଜନ୍ମଦିବସରେ ହିଁ ଜଣେ ବ୍ୟକ୍ତି ମୃତ୍ୟୁମୁଖରେ ପଡ଼ିଛନ୍ତି । ସଡ଼କ ଦୁର୍ଘଟଣାରେ ମା-ପୁଅଙ୍କ ମୃତ୍ୟୁ ଖବର ସମଗ୍ର ଅନୁଗୁଳ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି । ମିଳିଥିବା ସୂଚନାନୁଯାୟୀ,…

ଫାଶୀଦଣ୍ଡ ଲାଗି ଚାଲିଛି ଜହ୍ଲାଦ ଖୋଜା; ଖୁବଶିଘ୍ର ଝୁଲିବେ ନିର୍ଭୟାକାଣ୍ଡର ଦୋଷୀ !

ନୂଆଦିଲ୍ଲୀ: ଲୋମହର୍ଷକ ତଥା ବହୁ ଚର୍ଚ୍ଚିତ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଦୋଷୀଙ୍କୁ ଖୁବଶିଘ୍ର ଫାଶି ହେବାନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି । ଆସନ୍ତା ଡ଼ିସେମ୍ବର ୧୬ ତାରିଖରେ ଏହି ଦୋଷୀମାନଙ୍କୁ ଫାଶିଖୁଣ୍ଟରେ ଝୁଲାଇ ଦିଆଯିବ ବୋଲି ସୋସିଆଲ୍ ମିଡ଼ିଆରେ ଗୁଜବ ପ୍ରସାରିତ ହେବାରେ…

ମୋବାଇଲ୍ ଧରିଲେ ମିଳିବ ଦଣ୍ଡ; ମାଲକାନଗିରିରେ ମାଓବାଦୀଙ୍କ ଚେତାବନୀ

ମାଲକାନଗିରି: ମାଲକାନଗିରିରେ ମୋବାଇଲ୍ ଫୋନ୍ ବ୍ୟବହାର କରିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ମାଓବାଦୀମାନେ । ଏପରିକି ଗ୍ରାମବାସୀମାନେ ମୋବାଇଲ୍ ଫୋନ୍ ବ୍ୟବହାର କଲେ ମୃତ୍ୟୁଦଣ୍ଡ ମିଳିବ ବୋଲି ଚେତାବନୀ ଦିଆଯାଇଛି । ଯାହାଫଳରେ ଅଣ୍ଡ୍ରାପଲ୍ଲୀ ପଞ୍ଚାୟତର କଟରା ଓ ଅରାପଦାର…

ବଲାଙ୍ଗୀରରୁ ଉଦ୍ଧାର ହେଲେ ୩୨ ଦାଦନ ଶ୍ରମିକ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ତୁରେକେଲା ରେଳଷ୍ଟେସନରୁ ସ୍ଥାନୀୟ ପୋଲିସ ପକ୍ଷରୁ ପ୍ରାୟ ୩୨ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସମସ୍ତ ଶ୍ରମିକ ମାନଙ୍କ ଘର ସ୍ଥାନୀୟ ବେଳପଡା ବ୍ଲକ୍ ଅଞ୍ଚଳରେ ବୋଲି ଜଣାପଡ଼ିଛି । ଏଥିସହିତ ସେମାନଙ୍କ ମଧ୍ୟରେ ୧୪ ଜଣ ଛୋଟ ପିଲା ରହିଥିବା ନେଇ…

ଦେଖନ୍ତୁ ଭିଡ଼ିଓ: ଧରାପଡ଼ିଲା ପିଆଜ ଚୋର, ସୁନା ଛାଡ଼ି ଚୋରୀ କରିଥିଲା ପିଆଜବସ୍ତା !

ମୁମ୍ବାଇ: ଏବେ ସାରା ଦେଶରେ ପିଆଜ ଦର ହୁହୁ ହୋଇ ବଢି ଚାଲିଥିବା ବେଳେ ରୋଷେଇ ଘରୁ ପିଆଜ ଏକପ୍ରକାର ଉଭାନ୍ ହୋଇଯାଇଛି କହିଲେ ଚଳେ । ପିଆଜର ଭାଉ ବୃଦ୍ଧି ହୋଇ ଏବେ କିଲୋଗ୍ରାମ ପ୍ରତି ୧୭୦ ଟଙ୍କାରେ ବିକ୍ରି ହେଉଛି । କୌତୁହଳର ବିଷୟ ହେଉଛି ଯେ, ମୁମ୍ବାଇରେ ଚୋରମାନେ ସୁନା ଛାଡ଼ି ପିଆଜବସ୍ତା…

ବାଲେଶ୍ୱର ଡ୍ରଗ୍ସ ମାଫିଆଙ୍କ ଘରୁ ଜବତ ହେଲା ୩୧ ଲକ୍ଷ ଟଙ୍କାର ବ୍ରାଉନସୁଗାର !

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସଦର ପୋଲିସ ଥାନା ଅନ୍ତର୍ଗତ ଶାସନବାଦ ଗ୍ରାମରେ ଥିବା ଡ୍ରଗ୍ସ ମାଫିଆ ମୁନା ଖାନ ଓରଫ ମୀର୍ ରାହତ୍ ଅଲ୍ଲୀଙ୍କ ଘରୁ ପ୍ରାୟ ୩୧ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଅବକାରୀ ବିଭାଗ ପକ୍ଷରୁ ଜବତ କରାଯାଇଛି । ବାଲେଶ୍ୱରର ଏହି କୁଖ୍ୟାତ ଡ୍ରଗ୍ସ ମାଫିଆଙ୍କ ଘରୁ…

ବଢି ଚାଲିଛି ଡାହାଣୀ ଅନ୍ଧବିଶ୍ୱାସ; ଗୁଣି-ଗାରେଡି ସନ୍ଦେହରେ ବର୍ଷକୁ ୫୩ ଜଣଙ୍କୁ ହତ୍ୟା !

ଭୁବନେଶ୍ୱର: ଆମ ଦେଶରେ ଡାହାଣୀ ଓ ଗୁଣିଆ ସନ୍ଦେହରେ ବାର୍ଷିକ ହାରାହାରି ୫୩ ଜଣଙ୍କୁ ହତ୍ୟା କରାଯାଉଛି, ଯାହାକି ପ୍ରାକୃତିକ ଦୁର୍ବିପାକ ଓ ମହାମାରୀ ମୃତ୍ୟୁ, ଚାଷୀ ଆତ୍ମହତ୍ୟା, ନକ୍ସଲ ହତ୍ୟା ଭଳି ସାମାଜିକ ସମସ୍ୟା ଠାରୁ ଢେର ଅଧିକ । ୨୦୧୦ ମସିହାରୁ ଚଳିତ ବର୍ଷର ଶେଷ ସୁଦ୍ଧା ଡାହାଣୀ…