Latest Odisha News

BREAKING NEWS

Browsing Category

ଅପରାଧ

ବାଲେଶ୍ୱର: ଢାବାରୁ ଉଦ୍ଧାର ହେଲା ବାଳକର ଝୁଲନ୍ତା ଶବ, ପୋଲିସକୁ ପିଟିଲେ ସ୍ଥାନୀୟ ଲୋକେ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ବାଲିଆପାଳ ନିକଟ ଏକ ଢାବାରୁ ଆଜି ସକାଳେ ଝୁଲନ୍ତା ଅବସ୍ଥାରେ ଜଣେ ନାବାଳକର ମୃତଦେହ ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି । ଏହି ଘଟଣାକୁ କେନ୍ଦ୍ରକରି ସ୍ଥାନୀୟ ବାସିନ୍ଦା ବାଲିଆପାଳର ଆଇଆଇସି ପ୍ରଭୁ କଲ୍ୟାଣ ଆଚାର୍ଯ୍ୟଙ୍କୁ ଗୋଡାଇ…

ରାୟଗଡାରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ରାୟଗଡା: ରାୟଗଡାର ବିଷମକଟକ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ମିଳିଥିବା ସୂଚନାନୁଯାୟୀ ଗତ ୧୭ ତାରିଖ ଦିନ ପିଡିତାଙ୍କ ମା’ ଘରେ ନଥିବାବେଳେ ଏହାର ସୁଯୋଗ ନେଇ ତଥା ଉକ୍ତ ନାବାଳିକାକୁ ଏକୁଟିଆ ପାଇ କେହି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପିଡିତା ଜଣକ…

ଶେଷରେ ଜେଲରୁ ମୁକୁଳିଲେ ମାନ୍ୟବର…

କଟକ: ଆତ୍ମଘୋଷିତ ଧର୍ମଗୁରୁ ବାବା ସାରଥୀ ପ୍ରାୟ ୪ ବର୍ଷ ପରେ ଗୁରୁବାର ଦିନ ଚୌଦ୍ୱାର କେନ୍ଦ୍ରୀୟ ଜେଲରୁ ମୁକୁଳିଛନ୍ତି । ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ, ଜୁଲାଇ ୨୨ ତାରିଖରେ ବାବା ସାରଥୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଥିଲା । ଏହି ସର୍ତ୍ତମୂଳକ ବେଲ ଅନୁଯାୟୀ,…

ସିଲଭର୍ ସିଟିରେ ଆତଙ୍କ, ମାତିଛି ‘ସାଇକୋ କିଲର୍’…

କଟକ: କଟକରେ ରାତିର ଅନ୍ଧକାର ଗହଳି ମଧ୍ୟରେ କେହି ଦୁବୃର୍ତ୍ତ ନିରାଶ୍ରୟମାନଙ୍କୁ ଅତ୍ୟନ୍ତ ବିଭତ୍ସ ଭାବେ ହତ୍ୟା କରୁଥିବା ଘଟଣାକୁ ନେଇ ସହରବାସୀଙ୍କ ମଧ୍ୟରେ ଚାଞ୍ଚଲ୍ୟ ଖେଳିଯାଇଛି । ଏଯାବତ୍ ପାଖାପାଖି ୩ ଜଣ ନିରାଶ୍ରୟ ପ୍ରାଣ ହରାଇଥିବା ଜଣାପଡିଛି । ସିଲଭର ସିଟି ରାଜରାସ୍ତାରେ ଗତକିଛି…

ରାଉରକେଲାରେ ପୋଲିସ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ଆହତ

ରାଉରକେଲା: ରାଉରକେଲାର ଲାଠିକଟା ଥାନା ଅନ୍ତର୍ଗତ ଶିଉଡି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ହୋଇଥିବା ପୋଲିସର ଏନକାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ଅପରାଧି ଆହତ ହୋଇଛି। ଆହତ ଅପରାଧୀ ଜଣକ ନାମ ସୁନୀଲ ମାଝି ବୋଲି ଜଣାପଡିଛି । ସୁନୀଲର ଜଙ୍ଘରେ ଗୁଳି ବାଜିଥିବା ବେଳେ ତାକୁ ଚିକିତ୍ସା…

ରାଉରକେଲାରେ ନାବାଳିକା ଗଣଦୁଷ୍କର୍ମ ଘଟଣା: ଗିରଫ ହେଲେ ୫ ଅଭିଯୁକ୍ତ

ରାଉରକେଲା: ରାଉରକେଲାର ହାରପାଲି ବସ୍ତି ନିକଟରେ ଜଣେ ନାବାଳିକାକୁ କେହି ଦୁର୍ବୃତ୍ତ ଗଣଦୁଷ୍କର୍ମ କରିବା ଘଟଣାରେ ବୀରମିତ୍ରପୁର ପୋଲିସ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ଘଟଣାରେ ପୂର୍ବରୁ ୨ ଜଣ ଗିରଫ ହୋଇଥିବା ବେଳେ ଏବେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୭ ହୋଇଥିବା ନେଇ ସୁତ୍ରରୁ…

ଅନୁଗୁଳରେ ନାବାଳିକାକୁ ଦୁଷ୍କର୍ମ ଘଟଣା: ଅଭିଯୁକ୍ତ ଅଟକ

ଅନୁଗୁଳ: ଅନୁଗୁଳରେ ଗତ ଶନିବାର ରାତିରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିବା ଘଟଣାରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଛି। ଏହି ଘଟଣାରେ ଅମଲାପଡାର ଶିବୁ ପଟନାୟକକୁ ପୋଲିସ ଗିରଫ କରିଥିବା ଜଣାପଡିଛି । ଗଣମାଧ୍ଯମକୁ ସୂଚନା ଦେଇ ଅନୁଗୁଳ ଏସପି ମିତ୍ରଭାନୁ ମହାପାତ୍ର କହିଛନ୍ତି,…

ରାଉରକେଲାରେ ଗଣଦୁଷ୍କର୍ମର ଶିକାର ହେଲେ ଯୁବତୀ, ଭିଡିଓ ଭାଇରାଲ

ରାଉରକେଲା: ରାଉରକେଲାର ହାରପାଲି ବସ୍ତି ନିକଟରେ ଜଣେ ୧୭ ବର୍ଷୀୟ ବାଳିକାକୁ କେହି ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ ମଙ୍ଗଳବାର ଦିନ ପୋଲିସ ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ଏଭଳି ଅଭାବନୀୟ ଘଟଣା ଜୁଲାଇ ୮ ତାରିଖରେ ଘଟିଥିବାବେଳେ ଏନେଇ…

ପୁରୀ: ସିଦ୍ଧ ମହାବୀର ମନ୍ଦିରରୁ ଦୁର୍ବୃତ୍ତ ଲୁଟିଲେ ୩ ଲକ୍ଷରୁ ଅଧିକ ଟଙ୍କା

ପୁରୀ: ପୁରୀ ଜିଲ୍ଲା ତାଳବଣିଆ ଥାନା ଅନ୍ତର୍ଗତ ସିଦ୍ଧ ମହାବୀର ମନ୍ଦିରର ଦାନ ବାକ୍ସ ତଥା ହୁଣ୍ଡି ଭାଙ୍ଗି କେତେକ ଦୁର୍ବୃତ୍ତ ସୋମବାର ରାତିରେ ପାଖାପାଖି ୩ ଲକ୍ଷ ଟଙ୍କା ଲୁଟ୍ କରିଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳୁ ମନ୍ଦିରର ପୂଜକ ପୂଜା ନିମନ୍ତେ…

ଜେଲରୁ ମୁକୁଳିବେ ବାବା ସାରଥୀ, ହାଇକୋର୍ଟରୁ ମିଳିଲା ଜାମିନ୍

କଟକ: ଓଡ଼ିଶା ହାଇକୋର୍ଟ ସୋମବାର ଦିନ ବହୁ ଚର୍ଚ୍ଚିତ ବାବା ସାରଥୀ ଓରଫ ସନ୍ତୋଷ ରାଉଳଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଛନ୍ତି । ଏହାଫଳରେ ବାବା ସାରଥୀଙ୍କ ଜେଲରୁ ମୁକୁଳିବା ଏକରକମ ନିଶ୍ଚିତ ହୋଇଯାଇଛି । ଏହି ଆତ୍ମଘୋଷିତ ବାବା ସାରଥୀଙ୍କୁ ଜେଲ ବଣ୍ଡ ୨ଲକ୍ଷ ଟଙ୍କା ମୁଚାଲିକା ଏବଂ…