Latest Odisha News

BREAKING NEWS

Browsing Category

ଅପରାଧ

ରାଜଧାନୀରେ ବାଲ୍ୟବିବାହ ରୋକିଲେ ପ୍ରଶାସନ, ବେଦୀରୁ ନାବାଳିକା ଉଦ୍ଧାର

ଭୁବନେଶ୍ୱର : ଭରତପୁର ସ୍ଥିତ କଲ୍ୟାଣ ମଣ୍ଡପରେ ଜଣେ ୧୭ ବର୍ଷୀୟ ନାବାଳିକାଙ୍କ ବିବାହ କରାଯାଉଥିବା ବେଳେ ବିଏମସି ସିଡିପିଓ, ଅଙ୍ଗନବାଡି ସୁପରଭାଇଜର ଓ ଖଣ୍ଡଗିରି ପୋଲିସ ସହାୟତାରେ ଚାଇଲ୍ଡଲାଇନ୍ ଅଧିକାରୀମାନେ ତାଙ୍କୁ ଉଦ୍ଧାର କରିଛନ୍ତି । ମିଳିଥିବା ସୂଚନାନୁଯାୟୀ କନ୍ଧମାଳ ଜିଲ୍ଲାର…

ସୁକିନ୍ଦା ଗଣଦୁଷ୍କର୍ମ ମାମଲା: ମୁଖ୍ୟ ଅଭିଯୁକ୍ତ ଗିରଫ

ଯାଜପୁର : ସୁକିନ୍ଦା ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ସୁକିନ୍ଦା ପୋଲିସ ଏବଂ କପିଳାସ ପୋଲିସ ମିଳିତ ଭାବେ ଢେଙ୍କାନାଳ ସ୍ଥିତ କପିଳାସରୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ନାମ ସବ୍ୟସାଚୀ ବେଉରା ବୋଲି ଜଣାପଡିଛି । ପୀଡ଼ିତାଙ୍କ ବାପା ସୁକିନ୍ଦା ଥାନାରେ ଲିଖିତ ଅଭିଯୋଗ କରିବା…

ବାଲେଶ୍ୱରର ବସ୍ତାରୁ ଜବତ ହେଲା ୨.୩୫ ଲକ୍ଷ ଟଙ୍କା

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ବସ୍ତା ନିକଟରେ ଏକ କାରରୁ ଶୁକ୍ରବାର ଦିନ ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ୱାର୍ଡ଼ ୨.୩୫ ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି । ମିଳିଥିବା ସୂଚନାନୁଯାୟୀ, ଫ୍ଲାଇଂ ସ୍କ୍ୱାର୍ଡ଼ ପକ୍ଷରୁ ଯାଞ୍ଚ ସମୟରେ ନାଇକୁଡି ପଞ୍ଚାୟତର ସରପଞ୍ଚଙ୍କ ସ୍ୱାମୀ…

ସୁକିନ୍ଦା ଗଣଦୁଷ୍କର୍ମ ମାମଲା: ୪୮ ଘଣ୍ଟାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ବିଜେପିର ଚେତାବନୀ

ଯାଜପୁର: ଯାଜପୁର ଜିଲ୍ଲା ଅନ୍ତର୍ଗତ ସୁକିନ୍ଦା ପୋଲିସ ଷ୍ଟେସନକୁ ଗୁରୁବାର ଦିନ ବିଜେପି ପକ୍ଷରୁ ଘେରାଉ କରାଯାଇଛି । ପୂର୍ବଦିନ ସନ୍ଧ୍ୟାରେ ଏଠାରେ ହୋଇଥିବା ଗଣଦୁଷ୍କର୍ମ ଘଟଣାରେ ସଂପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ୪୮ ଘଣ୍ଟା ମଧ୍ୟରେ ଗିରଫ କରିବାକୁ ଦାବି କରି ବିଜେପି କର୍ମୀମାନେ ଥାନା…

ଇଭିଏମ୍ ଭଙ୍ଗାରୁଜା ଘଟଣା: ବିଜେପି ପ୍ରାର୍ଥୀଙ୍କୁ ଗିରଫ ଲାଗି ପୋଲିସର ନୋଟିସ୍ ଜାରି, ୨ ଅଟକ

ପୁରୀ : ପୁରୀରେ ତୃତୀୟ ପର୍ଯ୍ୟାୟ ମତଦାନ ବେଳେ ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ପୋଲିସ ବିଜେପି ପ୍ରାର୍ଥୀ ଓମ୍ ପ୍ରକାଶ ମିଶ୍ରଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍ ଜାରି ପ୍ରକ୍ରିୟା ଆରମ୍ଭ କରିଛି । ଓଡିଶାରେ ୩ୟ ପର୍ଯ୍ୟାୟ ମତଦାନ ଜାରି ରହିଥିବାବେଳେ ବ୍ରହ୍ମଗିରି ଆସନ ଅନ୍ତର୍ଗତ କାମଶାସନ…

ଭୁବନେଶ୍ୱର ଓ ଯାଜପୁରରୁ ଜବତ ହେଲା ୧୪ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର୍

ଭୁବନେଶ୍ୱର/ଯାଜପୁର : ଭୁବନେଶ୍ୱର ଓ ଯାଜପୁରସ୍ଥିତ ପାଣିକୋଇଲି ଅଞ୍ଚଳରୁ ପୋଲିସ ଓ ଅବକାରୀ ବିଭାଗ ମିଳିତ ଚଢାଉ କରି ବୁଧବାର ଦିନ ପ୍ରାୟ ୧୪ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ କରିଛି । ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱରର ହଳଦିଆପଡିଆ ଅଞ୍ଚଳରୁ ଅବକାରୀ ବିଭାଗ ଚଢାଉ କରି ପ୍ରାୟ…

ନୟାଗଡ଼ ରେଞ୍ଜ ଅଫିସରୁ ବନ୍ଧୁକ ଲୁଟ କଲେ ସଶସ୍ତ୍ର ମାଓବାଦୀ

ନୟାଗଡ଼: ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଦଶପଲ୍ଲା ଜଙ୍ଗଲ ଅଧ୍ୟୁସିତ ଅଞ୍ଚଳରେ ଏବେ କମ୍ବିଂ ଅପରେସନ୍ ଚାଲିଥିବା ବେଳେ ମଙ୍ଗଳବାର ଦିନ ଦଶପଲ୍ଲା ବଣୀଗୋଚ୍ଛା ରେଞ୍ଜ ଅଫିସରୁ ସଶସ୍ତ୍ର ମାଓବାଦୀମାନେ ଏକାଧିକ ବନ୍ଧୁକ ଓ ଅସ୍ତ୍ରଶସ୍ତ୍ର ଲୁଟପାଟ କରିଛନ୍ତି । ମିଳିଥିବା ସୂଚନାନୁଯାୟୀ,…

ବିଜେଡ଼ି ବିଧାୟକ ପ୍ରଦୀପ ମହାରଥୀ ଗଲେ ଝାରପଡ଼ା ଜେଲ୍, ଏବେ ଚିକିତ୍ସା ଲାଗି ଡ଼ାକ୍ତରଖାନାରେ

ଭୁବନେଶ୍ୱର: ବରିଷ୍ଠ ବିଜେଡ଼ି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କୁ ସୋମବାର ଦିନ ରାତିରେ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି । ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିବାକୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ରବିବାର ଦିନ ରାତିରେ ପ୍ରଦୀପ ମହାରଥୀଙ୍କ…

ପୁରୀରେ ବିପୁଳ ପରିମାଣର ଚୋରା ମଦ ଓ ଗଞ୍ଜେଇ ଜବତ

ପୁରୀ: ଅବକାରୀ ବିଭାଗ ପକ୍ଷରୁ ରବିବାର ରାତିରେ ପୁରୀର ଭିନ୍ନ ଭିନ୍ନ ସ୍ଥାନରେ ଚଢଉ ହୋଇ ବିପୁଳ ପରିମାଣର ମଦ ଓ ଗଞ୍ଜେଇ ଜବତ ହେବା ସହିତ ଏଥିରେ ସଂପୃକ୍ତ ଥିବା ୩ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । କୌଣସି ସୂତ୍ରରୁ ଖବର ପାଇ ପୁରୀ ଅବକାରୀ ବିଭାଗ ଏବଂ ବ୍ରହ୍ମପୁରର ଇଣ୍ଟେଲିଜେନ୍ସ…

ପ୍ରଦୀପ ମହାରଥୀଙ୍କ ଫାର୍ମହାଉସରେ ଫ୍ଲାଇଂ ସ୍କ୍ୱାଡ୍ ଉପରେ ଆକ୍ରମଣ,୫ ଆହତ

ପିପିଲି : ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ହୁଙ୍କେଇପୁର ସ୍ଥିତ ଫାର୍ମହାଉସରେ ଯାଞ୍ଚବେଳେ ରବିବାର ବିଳମ୍ବିତ ରାତିରେ ଫ୍ଲାଇଂ ସ୍କ୍ୱାଡ୍ ଓ ଜଣେ ମାଜିଷ୍ଟ୍ରେଟଙ୍କ ସମେତ ୫ଜଣ ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଶ୍ରୀଯୁକ୍ତ ମହାରଥୀ ଓ ତାଙ୍କ ସମର୍ଥକମାନେ ଏହି ଯାଞ୍ଚକାରୀ…