Latest Odisha News

BREAKING NEWS

Browsing Category

ଅପରାଧ

ଜାମିନ ନାମଞ୍ଜୁର ହେବା ପରେ ବିଚାର ବିଭାଗୀୟ ହାଜତରେ ଆଶୀର୍ବାଦ ବେହେରା

ଭୁବନେଶ୍ୱର: ପୂର୍ବତନ ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ)ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ତାଙ୍କର କଟକ ବାସଭବନରୁ ଗିରଫ କରିବାର ଘଣ୍ଟାକ ପରେ ରିମାଣ୍ଡରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଛି । ସିବିଆଇର ଏକ ଟିମ୍ ଶ୍ରୀ ବେହେରା ଏବଂ ହୋଟେଲ୍ ସୋଲାନ ଇନ୍ ର ମାଲିକ…

ନାବାଳିକା ଦୁଷ୍କର୍ମ ଓ ହତ୍ୟାକାରୀଙ୍କୁ ମିଳିଲା ଫାଶୀ ଦଣ୍ଡାଦେଶ

କଟକ: ଜଣେ ୬ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଗୁରୁବାର ଦିନ କଟକର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ମୁଖ୍ୟ ଅଭିଯୁକ୍ତ ମହମ୍ମଦ ମସ୍ତାକକୁ ଫାଶୀ ଦଣ୍ଡ ଶୁଣାଇଛନ୍ତି । ଗତବର୍ଷ ଏପ୍ରିଲ୍ ୨୧ ତାରିଖରେ କଟକର ସାଲେପୁର ଅଞ୍ଚଳରେ ଏହି ଅଘଟଣ ଘଟିଥିଲା । ଘଟଣାନୁଯାୟୀ ୨୦୧୮ ମସିହା…

ରାଜଧାନୀରୁ ୧ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନ ସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଭରତପୁର ମାଛ ମାର୍କେଟରେ ଖଣ୍ଡଗିରି ପୋଲିସ ବୁଧବାର ଦିନ ଚଢାଉ କରି ପ୍ରାୟ ୧୦ ଗ୍ରାମର ବ୍ରାଉନ ସୁଗାର ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି । ମିଳିଥିବା ସୂଚନାନୁଯାୟୀ ଜବତ ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ୧ ଲକ୍ଷ ଟଙ୍କା ହେବ । ଗିରଫ ଅଭିଯୁକ୍ତ…

ଭିଜିଲାନ୍ସ ଜାଲରେ ପୁରୀ ଜଳସେଚନ ସହକାରୀ ଯନ୍ତ୍ରୀ

ପୁରୀ: ପୁରୀ ସ୍ଥିତ ନିମାପଡା ଜଳ ସେଚନ ଡିଭିଜନର ସହକାରୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଦିନ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ସୂଚନା ଅନୁଯାୟୀ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ମଧୁବନ ସ୍ଥିତ ଘର…

ଉତ୍କଳ ବିଶ୍ୱବିଦ୍ୟାଳୟରେ ତାତିଲେ ଛାତ୍ରଛାତ୍ରୀ, କୁଳପତିଙ୍କ କାର୍ଯ୍ୟାଳୟରେ ତାଲା

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି ଦେଖାଦେଇଥିବା ବେଳେ ସୋମବାର ଦିନ ଛାତ୍ରଛାତ୍ରୀ ମାନେ ଭିସି ସୌମେନ୍ଦ୍ର ମୋହନ ପଟ୍ଟନାୟକଙ୍କ ଅଫିସରେ ତାଲା ପକାଇ ଦେଇଛନ୍ତି । ଫଳରେ କଲେଜ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଛାତ୍ରଛାତ୍ରୀମାନେ…

ଟ୍ରାଫିକ୍ ନିୟମ୍ କଡାକଡି: ବାଇକ୍ ଚାଳକଙ୍କୁ ୨୨ ହଜାରରୁ ଅଧିକ ଫାଇନ୍

ବଲାଙ୍ଗିର: ଦେଶରେ ନୂଆ ଟ୍ରାଫିକ୍ ଆଇନ୍ କଡାକଡି କରାଯାଉଥିବା ବେଳେ ନିୟମ୍ ଉଲଘଂନକାରୀଙ୍କୁ ମୋଟା ଅଙ୍କର ତଣ୍ଡ ଗଣିବାକୁ ପଡୁଛି । ଏହି ଟ୍ରାଫିକ୍ ନିୟମ୍ ଉଲଘଂନ ଅଭିଯୋଗରେ ରବିବାର ଦିନ ବଲାଙ୍ଗିରରେ ଜଣେ ବାଇକ୍ ଚାଳକ ଉପରେ ଲାଗିଛି ପ୍ରାୟ ୨୨ ହଜାର ୫୦୦ ଟଙ୍କାର ଜୋରିମାନା । ଉକ୍ତ…

ବାଲେଶ୍ୱରରୁ ଜବତ ହେଲା ୩୦ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନ ସୁଗାର, ୩ ଗିରଫ

ବାଲେଶ୍ୱର: ବାଲେଶ୍ୱରର ସହଦେବଖୁଣ୍ଟାସ୍ଥିତ ଲୁନିଆଯୋଡି ବ୍ରିଜ୍ ନିକଟରେ ଅବକାରୀ ବିଭାଗ ଚଢାଉ କରି ଶନିବାର ଦିନ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ କରିଛି । ଏଥିସହିତ ଘଟଣାରେ ସମ୍ପୃକ୍ତି ନେଇ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ବାଲେଶ୍ୱର ଅରଦ ବଜାରର…

ଗଞ୍ଜାମରେ ପୁଣି ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ଆହତ

ଭଞ୍ଜନଗର: ଗଞ୍ଜାମ ଜିଲ୍ଲାରେ ଗୋଟିଏ ଦିନ ପୂର୍ବରୁ ପୋଲିସ ଗୁଳିରେ କୁଖ୍ୟାତ ଅପରାଧୀ ସୁଶାନ୍ତ ବେହେରା ଆହତ ହୋଇଥିବା ବେଳେ ରବିବାର ଦିନ ଅନ୍ୟଜଣେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସ୍ ଧରିବାରେ ସଫଳ ହୋଇଛି । ଆହତ ଅପରାଧୀ ଜଣକ ପ୍ରମୋଦ ବାରିକ (୨୯) ବୋଲି ଜଣାପଡିଛି । ଏହି ଏନକାଉଣ୍ଟରରେ…

ଖୋର୍ଦ୍ଧାରେ ରୋଡ୍ ରୋମିଓକୁ ନିସ୍ତୁକ ପିଟିଲେ ଲୋକେ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁରେ ଜଣେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ସ୍ଥାନୀୟ ଲୋକେ ସମ୍ପୃକ୍ତ ଯୁବକକୁ ଧରି ନିର୍ଧୁମ୍ ପିଟିଛନ୍ତି । ମିଳିଥିବା ସୂଚନାନୁଯାୟୀ କୁମାରଙ୍ଗା ଛକ ନିକଟରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଟିଉସନରୁ ଘରକୁ ଫେରୁଥିବା ବେଳେ ପାଖାପାଖି ୩ ଜଣ ଯୁବକ…

ପୋଲିସ ଏନକାଉଣ୍ଟରରେ ୨ ଦୁର୍ଦ୍ଦାନ୍ତ ଅପରାଧି ଆହତ

ବ୍ରହ୍ମପୁର/ଝାରସୁଗୁଡା: ଗଞ୍ଜାମ ଓ ଝାରସୁଗୁଡା ଅଞ୍ଚଳରେ ପୋଲିସ ଏନକାଉଣ୍ଟରରେ ଶନିବାର ଦିନ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧି ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ପ୍ରଥମ ଘଟଣା ଘଟିଛି ବ୍ରହ୍ମପୁର ସହରର ଗୋଷାଁଣୀନୂଆଗାଁ ଅଞ୍ଚଳରେ ଥିବା ଜୟଶ୍ରୀ କେମିକାଲ୍ ରୋଡରେ । ଏହି ରୋଡରେ କୋକେ ଓ…