Latest Odisha News

BREAKING NEWS

Browsing Category

ଅପରାଧ

ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ କରି ଗିରଫ ହେଲେ ଯୁବକ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜଣେ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ ନେଇ ବ୍ଲାକମେଲ୍ କରୁଥିବା ଅଭିଯୋଗରେ ପୋଲିସ ଜଣେ ଯୁବକକୁ ଗିରଫ କରିଛି । ଗିରଫ ଯୁବକ ଜଣକ ହେଲେ ସୌମ୍ୟ ରଞ୍ଜନ ସାହୁ । ମିଳିଥିବା ସୂଚନାନୁଯାୟୀ ଅଭିଯୁକ୍ତ ଜଣକ…

ଗୁମର ଖୋଲୁଛି ପୁରୀ ‘ଟ୍ରିପଲ୍ ମର୍ଡ଼ର୍ ଘଟଣା’ର ରହସ୍ୟ, ୪ ଜଣ ଅଟକ

ପୁରୀ: ପୁରୀ ସତ୍ୟବାଦୀ ନିକଟସ୍ଥ ପଟ୍ଟନାୟକିଆ ଛକ ଜାତୀୟ ରାଜପଥରେରେ ରବିବାର ଦିନ ହୋଇଥିବା ଟ୍ରିପଲ୍ ମର୍ଡ଼ର୍ ଘଟଣାରେ ପୋଲିସ ୪ ଜଣ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି । ଏସମ୍ପର୍କରେ ପୁରୀ ଏସଡ଼ିପିଓ କିଶୋର ଚନ୍ଦ୍ର ମୁଣ୍ଡ କହିଛନ୍ତି, “ପଟ୍ଟନାୟକିଆ ଛକ ଘଟଣାସ୍ଥଳରେ ଖଞ୍ଜା…

କେନ୍ଦ୍ରାପଡାରେ ବ୍ୟବସାୟୀଙ୍କୁ ଗୁଳିମାଡ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲାର ଗୁଲନଗର ନିକଟ ଦଣ୍ଡାମୁଣ୍ଡ ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କୁ କେହି ଦୁବୃର୍ତ୍ତ ଗତକାଲି ବିଳମ୍ବିତ ରାତିରେ ଗୁଳିମାଡ କରିଛି । ଫଳରେ ଉତ୍ତ୍ୟକ୍ତ ଲୋକେ ଆଜି ସ୍ଥାନୀୟ ତିନିମୁହାଁଣୀ ଛକ ଅବରୋଧ କରିଛନ୍ତି । ବ୍ୟବସାୟୀଙ୍କୁ ଗୁଳିମାଡ ଘଟଣା ପ୍ରତିବାଦରେ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଡିଇଓ ଗିରଫ

ପୁରୀ : ପୁରୀ ଜିଲ୍ଲା ଶିକ୍ଷାଧିକାରୀ (ଡିଇଓ) ହୃଷିକେଶ କାଣ୍ଡିଙ୍କୁ ଆୟ ବହିର୍ଭତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗରିଫ କରିଛି। ସୂଚନା ଅନୁଯାୟୀ ଭିଜିଲାନ୍ସ ଟିମ୍ ଶୁକ୍ରବାର ଦିନ ତାଙ୍କ କାରରୁ ପ୍ରାୟ ନଗଦ ୧.୧୧ ଲକ୍ଷ ଟଙ୍କା ଜବତ କରିଥିଲା । ଏହି ଘଟଣାରେ ଅଧିକାରୀମାନେ ତାଙ୍କୁ…

ଭୁବନେଶ୍ୱରରେ ପଣ୍ଡ ହେଲା ଡକାୟତି ଯୋଜନା, ୫ ଅଟକ

ଭୁବନେଶ୍ୱର: ରାଜଧାନୀର ଓଲ୍ଡ ଟାଉନ୍ ନିକଟ ବଶିଷ୍ଠନଗର କେନାଲ ରୋଡରେ ଗୁରୁବାର ରାତିରେ କିଛି ଦୁବୃର୍ତ୍ତ ଡକାୟତି ଯୋଜନା କରୁଥିବାବେଳେ ସେମାନଙ୍କ ଯୋଜନାକୁ ଲିଙ୍ଗରାଜ ପୋଲିସ ପଣ୍ଡ କରିବା ସହ ୫ ଜଣକୁ ଗିରଫ କରିଛି । ଗିରଫ ଡକାୟତମାନେ ଜଗନ୍ନାଥ ପ୍ରଧାନ, ନରେଶ ବେହେରା, ଅକ୍ଷୟ ମଲ୍ଲିଆ,…

ଭୁବନେଶ୍ୱର ବିମାନବନ୍ଦରରୁ ପୁଣି ସୁନା ଜବତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ଗୁରୁବାର ଦିନ ପୁଣି ସୁନା ଜବତ ହୋଇଛି । ମିଳିଥିବା ସୂଚନା ଅନୁସାରେ କୁଆଲାମ୍ପପୁରରୁ ଆସୁଥିବା ୨ଜଣ ଯାତ୍ରୀଙ୍କ ଠାରୁ ପାଖାପାଖି ୬୧୨ଗ୍ରାମର ସୁନା ଜବତ କରିଛନ୍ତି କଷ୍ଟମ ଅଧିକାରୀ । ଯାହାର ଆନୁମାନିକ ମୂଲ୍ୟ…

ବିଶ୍ୱକପ୍ ପରାଜୟରେ ମର୍ମାହତ ହୋଇ ଓଡ଼ିଆ ଯୁବକଙ୍କ ଆତ୍ମହତ୍ୟା

ଭବାନୀପାଟଣା : ଚଳିତ ଏକଦିବସୀୟ କ୍ରିକେଟ୍ ବିଶ୍ୱକପର ପ୍ରଥମ ସେମିଫାଇନାଲରେ ଟିମ୍ ଇଣ୍ଡିଆ ପ୍ରତିପକ୍ଷ ନ୍ୟୁଜିଲାଣ୍ଡ ଠାରୁ ପରାଜିତ ହେବାପରେ ଅନେକ କ୍ରୀଡାପ୍ରେମୀ ମର୍ମାହତ ହୋଇପଡିଥିଲେ । ଭାରତର ଏଭଳି ପରାଜୟ ପରେ କଳାହାଣ୍ଡିର ଜଣେ ଯୁବ କ୍ରିକେଟ୍ ପ୍ରେମୀ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ…

ରାଉରକେଲାରୁ ଉଦ୍ଧାର ହେଲେ ବିହାରର ୧୧ ଶିଶୁ

ରାଉରକେଲା : ରାଉରକେଲା ରେଳ ଷ୍ଟେସନରେ ଜିଆରପି ଓ ଚାଇଲ୍ଡ ଲାଇନ୍ ଅଧିକାରୀ ଗୁରୁବାର ସକାଳେ ହାୱଡା-ମୁମ୍ବାଇ ଗୀତାଞ୍ଜଳି ଏକ୍ସପ୍ରେସରୁ ପାଖାପାଖି ୧୧ ଜଣ ପିଲାଙ୍କୁ ଉଦ୍ଧାର କରିଛନ୍ତି । ସେମାନଙ୍କ ମଧ୍ୟରେ ୯ଜଣ ଝିଅ ଥିବା ବେଳେ ସମସ୍ତଙ୍କୁ ସର୍ଟ ଷ୍ଟେ ହୋମରେ ରଖାଯାଇଥିବା ନେଇ ସୁତ୍ରରୁ…

ରାଜଧାନୀରେ ଲୁଟେରାଙ୍କ ରାଜ୍, କାରରୁ ଲୁଟିଲେ ଟଙ୍କା ଓ ଅଳଙ୍କାର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କିଛି ଦୁବୃର୍ତ୍ତ ବୁଧବାର ଦିନ ଏକ କାର୍ ମଧ୍ୟରୁ ପାଖାପାଖି ନଗଦ ୩ ଲକ୍ଷ ଟଙ୍କା ସହ ସୁନା ଗହଣା ଲୁଟ୍ କରିଛନ୍ତି । ମିଳିଥିବା ସୂଚନାନୁଯାୟୀ ନିମାପଡା ଅଞ୍ଚଳରୁ ଜଣେ ଇଞ୍ଜିନିୟର୍ ଭୁବନେଶ୍ୱର ସ୍ଥିତ ପାସପୋର୍ଟ ଅଫିସକୁ ଆସିଥିଲେ । ପରେ ପାସପୋର୍ଟ…

ନୀଳଗିରି ଜେଲରେ ବିଚାରାଧୀନ କଏଦୀର ସନ୍ଦେହଜନକ ମୃତ୍ୟୁ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ନୀଳଗିରି ଜେଲରେ ବୁଧବାର ସକାଳେ ଜଣେ ବିଚାରାଧିନ କଏଦୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ପାଗୁଲୁ ଖଣ୍ଡେଇ ଏବଂ ତା’ ଘର ନୀଳଗିରି ଅଞ୍ଚଳର ନୂଆସାହି ବୋଲି ଜଣାପଡିଛି। ମିଳିଥିବା ସୂଚନାନୁଯାୟୀ ପାଗୁଲୁ ଅବକାରୀ ମାମଲାରେ ଗିରଫ ହୋଇଥିଲା ।…