Latest Odisha News

BREAKING NEWS

Browsing Category

ଅପରାଧ

ସର୍ଚ୍ଚ ଅପରେସନ ବେଳେ ଲ୍ୟାଣ୍ଡମାଇନ ଆକ୍ରମଣ, ୩ ଯବାନ ଗୁରୁତର

ମାଲକାନଗିରି: ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ପୁଣି  ଦେଖ ଦେଇଛି ନକ୍ସଲ ହିଂସା। ଯବାନଙ୍କ ଗୁଳିର ସାମ୍ନା କରିନପାରି ନକ୍ସଲ ମୃତ୍ୟୁବରଣ ସହ ଲୁଚି ଛପି ପଳାୟନ କରୁଥିବା ସୂଚନା ମିଳିଛି। ଅନ୍ୟପଟେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ଜଙ୍ଗଲର ବିଭିନ୍ନ ସ୍ଥାନରେ ଲୁଚି ରହୁଛନ୍ତି…

ଟ୍ରେନ ୱାଗନରୁ ୧୨ ବୋମା ଜବତ

ବଲାଙ୍ଗିର: ବଲାଙ୍ଗୀରର କଣ୍ଟାବାଞ୍ଜି ରେଳ ଷ୍ଟେସନରେ ମଙ୍ଗଳବାର ଦିନ ଏକ ମାଲବାହୀ ଟ୍ରେନ୍ ୱାଗନରୁ ସୁରକ୍ଷାକର୍ମୀମାନେ ପ୍ରାୟ ୧୨ଟି ବୋମା ଉଦ୍ଧାର କରିଛନ୍ତି। ନିୟମିତ ଯାଞ୍ଚ ସମୟରେ ସୁରକ୍ଷାକର୍ମୀଙ୍କୁ ଏହି ବୋମାଗୁଡ଼ିକ ମିଳିଛି। ରେଳ ୱାଗନ୍ ରେ ବୋମାଗୁଡ଼ିକ କିପରି ପହଞ୍ଚିଲା ତାହା…

ରାଜଧାନୀର ବିବାହ ମଣ୍ଡପରୁ ଲୁଟ୍ ଘଟଣା; ପୁରୀରୁ ଧରାହେଲା ଅଭିଯୁକ୍ତ

ଭୁବନେଶ୍ୱର: ଭୁବନେଶ୍ୱରର ଏକ ବିବାହ ମଣ୍ଡପରୁ ଅଳଙ୍କାର ଏବଂ ନଗଦ ଟଙ୍କା ଲୁଟ୍ କରିବା ଘଟଣାରେ ଜଣେ ଦୁର୍ବୃତ୍ତଙ୍କୁ ମଙ୍ଗଳବାର ପୁରୀର ବଳିଆପଣ୍ଡା ଅଞ୍ଚଳରୁ ଗିରଫ କରାଯାଇଛି। ଉକ୍ତ ଅଭିଯୁକ୍ତ ଜଣକ ମଧ୍ୟପ୍ରଦେଶର ରାଜଗଡ଼ ଜିଲ୍ଲାର କାଡିଆ ଗ୍ରାମର ରିତେଶ ସିସୋଦିଆ (୨୦) ବୋଲି ଜଣାପଡିଛି।…

ବନ୍ୟପ୍ରାଣୀ ଚୋରା ଚାଲାଣ ଗ୍ୟାଙ୍ଗର ପର୍ଦ୍ଦାଫାସ କଲା ସିବିଆଇ: ଚୋରି ସାମଗ୍ରୀ ଜବତ, ୪ ଗିରଫ

ହରିୟାଣା: ବନ୍ୟପ୍ରାଣୀ ଶିକାର ଏବଂ ଚୋରା ଚାଲାଣ ବିରୋଧରେ ସିବିଆଇର ବନ୍ୟପ୍ରାଣୀ ଅପରାଧ ୟୁନିଟ୍ ଆଜି ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିଛି। ଏହି ଅଭିଯାନ ଆଧାରରେ ସିବିଆଇକୁ ବଡ଼ ସଫଳତା ମିଳିଛି। ବନ୍ୟପ୍ରାଣୀ ଅପରାଧ ନିୟନ୍ତ୍ରଣ ବ୍ୟୁରୋ (WCCB) ର ଅଧିକାରୀମାନଙ୍କ ସହିତ ସିବିଆଇ ଟିମ୍…

ବିବାହ ମଣ୍ଡପରେ ମାତିଛନ୍ତି ଲୁଟେରା, ନେଇଗଲେ ଗିଫ୍ଟ ଓ ଲକ୍ଷାଧିକ ଟଙ୍କା

ଭୁବନେଶ୍ୱର: ବିବାହ ମଣ୍ଡପରେ ମାତିଛନ୍ତି ଲୁଟେରା। ଭୁବନେଶ୍ୱରର ଏକ ହୋଟେଲରେ ବିବାହ ଉତ୍ସବ ଚାଲିଥିବା ବେଳେ ଅତିଥି ବେଶରେ ଆସି ଦୁର୍ବୃତ୍ତମାନେ ସୁନା ଅଳଙ୍କାର ସହ ବିପୁଳ ପରିମାଣର ନଗଦ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟାରେ ମୈତ୍ରୀ ବିହାର…

ସ୍ବାମୀଙ୍କ କିଡନୀ ବିକିଲେ, ଟଙ୍କା ଧରି ପ୍ରେମିକ ସହ ଫେରାର ମହିଳା

କୋଲକାତା: ସ୍ବାମୀଙ୍କ କିଡନୀ ବିକିଲେ, ଟଙ୍କା ଧରି ପ୍ରେମିକ ସହ ଫେରାର ମହିଳା। ପଶ୍ଚିମବଙ୍ଗର ହାୱଡ଼ା ଜିଲ୍ଲାରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଯାଇଛି। ସୂଚନା ଅନୁଯାୟୀ, ଜଣେ ମହିଳା ତାଙ୍କ ଝିଅର ପାଠପଢା ଓ ଲାଳନପାଳନ ପାଇଁ ଟଙ୍କା ଯୋଗାଡ଼ କରିବା ପାଇଁ ସ୍ୱାମୀଙ୍କୁ ୧୦ ଲକ୍ଷ…

ଅନଲାଇନ ଅଟୋ ବୁକ୍, ଚାଳକଙ୍କୁ ଅତର୍କିତ ଆକ୍ରମଣ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବଢିବାରେ ଲାଗିଛି ଚୋରି, ଡକାୟତି, ହତ୍ୟା, ନିଶା କାରବାର ଭଳି ହିଂସାତ୍ମକ ଗତିବିଧି। ପୋଲିସର ସମସ୍ତ ବ୍ୟବସ୍ଥାକୁ ଅପରାଧୀମାନେ ଏହାକୁ ଖାତିର କରୁ ନାହାନ୍ତି। ଭରତପୁର ଥାନା ଅଞ୍ଚଳରେ ଆଜି ସନ୍ଧ୍ୟାରେ ଜଣେ ଅଟୋ ଚାଳକଙ୍କୁ ପ୍ରାଣାନ୍ତକ ଆକ୍ରମଣ…

ମୟୂରଭଞ୍ଜରେ ବନ୍ଧୁକ ମୁନରେ ମହିଳା ଆରଆଇଙ୍କୁ ଲୁଟ୍

ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ଶୁକ୍ରବାର ଦିନ ଜଣେ ମହିଳା ରାଜସ୍ୱ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ କାମ କରୁଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ତାଙ୍କଠାରୁ ଅଳଙ୍କାର ଏବଂ ନଗଦ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ମହିଳା ଆରଆଇ ନିରୁପମା ନାୟକ…

ସୁନ୍ଦରଗଡରେ ଫୁଟିଲା ଗୁଳି, ଯୁବକ ଗୁରୁତର

ସୁନ୍ଦରଗଡ: ସୁନ୍ଦରଗଡର ଲେଫ୍ରିପଡାରେ ଫୁଟିଲା ଗୁଳି । ଯୁବକଙ୍କୁ ଗୁଳିମାଡ କଲେ ଦୁର୍ବୁତ୍ତ । ଦର୍ଲ୍ଲିପାଲି ନିକଟରେ ଏହି ଗୁଳିମାଡ ହୋଇଛି । ଯୁବକଙ୍କ ଛାତିରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଯୁବକ । ତେବେ ଏହି ଗୁଳିମାଡ ବ୍ୟବସାୟିକ ଶତୃତା କାରଣରୁ…

ପୋଲିସକୁ ବଡ଼ ସଫଳତା: ୪ ଲୁଟେରା ଗ୍ୟାଙ୍ଗ ଗିରଫ, ଜଣେ ଞ୍ଜିନିୟରିଂ ଛାତ୍ର ସାମିଲ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅର୍ନ୍ତଗତ ରାଳବ ରାସ୍ତାରେ ସୂର୍ଯ୍ୟ ନାରାୟଣ ଆଚାରୀ ନାମକ ଜଣେ ବାସିନ୍ଦାଙ୍କ ଘରୁ ହୋଇଥିବା ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ ସଫଳତା। ତଦନ୍ତରୁ ଜଣାପଡିଛି ଯେ ଏହି ଘଟଣାରେ ଜଣେ ଇଞ୍ଜିନିୟର ଛାତ୍ର ହାତ ଅଛି। ଗତ ବର୍ଷ ଡିସେମ୍ବର ମାସ ୧୯…