Latest Odisha News

BREAKING NEWS

Browsing Category

ଅପରାଧ

ଲୋନ୍ ଆପ୍ ନେଲା ଯୁବକଙ୍କ ଜୀବନ

ଅମରାବତୀ: ଆଜିକାଲି, ଅନେକ ଲୋନ୍ ଆପ୍ ଆପଣଙ୍କୁ ଗୋଟିଏ କ୍ଲିକରେ ଲୋନ୍ ଦେଉଛନ୍ତି । କିନ୍ତୁ ଏହିପରି ଲୋନ୍ ଆପରୁ ଟଙ୍କା ନେବା ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କ ପାଇଁ ସାଂଘାତିକ ପ୍ରମାଣିତ ହୋଇଛି । ଯୁବକ ଜଣକ ମାତ୍ର ଦୁଇ ହଜାର ଟଙ୍କା ଋଣ ନେଇଥିଲେ । ଏହାକୁ ଫେରାଇବା ପାଇଁ ତାଙ୍କୁ କ୍ରମାଗତ…

ସ୍ତ୍ରୀ-୨’ ଅଭିନେତାଙ୍କୁ ଅପହରଣ, ୧୨ ଘଣ୍ଟା ରଖିଥିଲେ ବନ୍ଧକ… 

ନୂଆଦିଲ୍ଲୀ: 'ସ୍ତ୍ରୀ-୨' ଅଭିନେତା ମୁସ୍ତାକ ଖାନଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ। ନଭେମ୍ବର ୨୦ରେ ମେରଟରେ ଆୟୋଜିତ ଏକ ପୁରସ୍କାର ବିତରଣ ଉତ୍ସବରେ ଯୋଗଦେବା ପୂର୍ବରୁ ତାଙ୍କୁ କିଡନାପ୍ କରାଯାଇଥିଲା। ଅଭିନେତା ଜଣକ ଦିଲ୍ଲୀ-ମେରଟ ରାଜପଥରେ ପହଞ୍ଚିବା ମାତ୍ରେ ତାଙ୍କୁ ଅପହରଣ କରି…

୭୮ ବାଂଲାଦେଶୀ ମତ୍ସ୍ୟଜୀବୀଙ୍କୁ ଅଟକ ରଖିଛି ତଟରକ୍ଷୀ ବାହିନୀ

ଭୁବନେଶ୍ଵର: ଭାରତ-ବାଂଲାଦେଶ ମଧ୍ୟରେ ଚାଲିଛି ତିକ୍ତତା। ବିଭିନ୍ନ କାରଣକୁ ନେଇ ଦୁଇ ଦେଶ ମଧ୍ୟରେ ସଂପର୍କ ଭଲ ନଥିବା ବେଳେ, ସୁଧାର ଆଣିବା ପାଇଁ କରାଯାଉଛି ଉଦ୍ୟମ। ଏହାରି ମଧ୍ୟରେ ଭାରତୀୟ ସମୁଦ୍ର ସୀମାରୁ ଜବତ ହୋଇଛି ୨ଟି ବାଂଲାଦେଶୀ ମାଛଧରା ଟ୍ରଲର। ଦୁଇ ଟ୍ରଲର ସହ  ୭୮…

କାନାଡାରୁ ଆସିଥିବା ଧମକପୂର୍ଣ୍ଣ ମେଲରେ ଓଡ଼ିଶା ଲିଙ୍କ ନାହିଁ: ସ୍ପଷ୍ଟ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ବର: ୩ ଦିନିଆ ପୋଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କର ୫୯ତମ ସର୍ବଭାରତୀୟ ସମ୍ମିଳନୀ ପୂର୍ବରୁ ଓ ସମ୍ମିଳନୀ ସମୟରେ ଧମକପୂର୍ଣ୍ଣ ମେଲ ଆସିଥିଲା। ଲୋକସେବା ଭବନରେ ଗତମାସ ୨୯ ତାରିଖ ଠାରୁ ଡିସେମ୍ବର ୧ ତାରିଖ ଯାଏଁ ଆୟୋଜିତ ସମ୍ମିଳନୀ ସମୟରେ ଏହି ଧମକପୂର୍ଣ୍ଣ ମେଲ୍‌ କାନାଡା…

ଗିରଫ ହେଲେ କନିଷ୍ଠ କିରାଣୀ ଦେବଜାନୀ କର

ଭୁବନେଶ୍ବର: ଗିରଫ ହେଲେ କନିଷ୍ଠ କିରାଣୀ ଦେବଜାନୀ କର। ସୋମବାର ଲାଞ୍ଚ ନେଉଥିବା ସମୟରେ ରେଡ୍ ହ୍ୟାଣ୍ଡରେ ଧରିଥିଲା ଭିଜିଲାନ୍ସ। ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର ଲାଞ୍ଚ ନେଉଥିବା ସମୟରେ ମାଡିବସିଥିଲା ଭିଜିଲାନ୍ସ। ତାଙ୍କ କାର୍ଯ୍ୟାଳୟରୁ ୧୫ଲକ୍ଷ ୮ହଜାର…

ଲାଞ୍ଚ ନେଇ ଧରାପଡ଼ିଲେ ଖଣ୍ଡଗିରି ସବରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣୀ

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ। ଲାଞ୍ଚ ନେଉଥିବା ସମୟରେ ରେଡ୍ ହ୍ୟାଣ୍ଡରେ ଧରିଛି ଭିଜିଲାନ୍ସ। ସୋମବାର ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର ଲାଞ୍ଚ ନେଉଥିବା ସମୟରେ ମାଡିବସିଛି ଭିଜିଲାନ୍ସ। ତାଙ୍କ କାର୍ଯ୍ୟାଳୟରୁ ୧୫ଲକ୍ଷ ୮ହଜାର ୫୫୦ଟଙ୍କା…

କଟକରେ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ବିଧା, ଗୋଇଠା ମରାମରି

କଟକ: କଟକ ସ୍ଥିତ ନେତାଜୀ ସୁଭାଷ ମେମୋରିଆଲ୍ ସିଟି କଲେଜରେ ସୋମବାର ଦିନ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ପରେ ଉତ୍ତେଜନା ଦେଖାଦେଇଥିଲା। ସୂଚନାନୁସାରେ କିଛି ସ୍ଥାନୀୟ ଅସାମାଜିକ ବ୍ୟକ୍ତି ନିୟମିତ ଭାବରେ କଲେଜ ପରିସରରେ ପଶି ବିଶୃଙ୍ଖଳା ସୃଷ୍ଟି କରିଥିଲେ। ସେମାନେ…

ଗୁଣିଗାରେଡି ସନ୍ଦେହରେ ହତ୍ୟା: ଜଳୁଥିବା ଜୁଇରେ ଆଉ ଜଣଙ୍କୁ ଜାଳିଦେଲେ

କୋରାପୁଟ: ଆଜିର ସଭ୍ୟ ସମାଜରେ ବେଶୀ ଅସଭ୍ୟ ହେଉଛି ମଣିଷ। ଭୁଲିଯାଉଛି ମଣିଷପଣିଆ। ଗୁଣିଗାରେଡ଼ିର ବିଶ୍ଵାସ କରି ମଣିଷ ଘଟାଉଛି ନାରକିଅ କାଣ୍ଡ। ଏଭଳି ଏକ ବିଭତ୍ସ ଚିତ୍ର ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲାରେ । କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଗାରିଡି ପଞ୍ଚାୟତ ଝାରାପା ଗାଁରେ ଆଜି ଜଣେ…

୫ ନକଲି ମାଓବାଦୀଙ୍କୁ ବାନ୍ଧିଲା ପୋଲିସ, ପ୍ରଜାକୋର୍ଟରେ ଲୋକଙ୍କୁ ଦେଉଥିଲେ ଦଣ୍ଡ

ମାଲକାନଗିରି: ମାଓବାଦୀଙ୍କ ବର୍ବରତା ଶୁଣିଛନ୍ତି, ହେଲେ ନିଜକୁ ମାଓବାଦୀ କହି ପ୍ରଜାକୋର୍ଟରେ ଶାସନ ଚଳାଇଥିଲେ ୫ ବ୍ୟକ୍ତି। ସାଧାରଣ ଲୋକଙ୍କୁ ପ୍ରଜାକୋର୍ଟର ଧମକ ଦେଖାଇ ବଟି ଆଦାୟ କରୁଥିଲେ। ଆଉ ଏହି ନକଲି ମାଓବାଦୀ ଏବେ ପୋଲିସ ହାତରେ ଧରା ପଡିଲେ। ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା…

ଚାକିରି ନାଁରେ ଠକେଇ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ : ଚାକିରି ନାଁରେ ଠକେଇ। କଟକରେ ଚାକିରି ପ୍ରଲୋଭନ ଦେଖାଇ ଠକେଇ ହୋଇଛି। ସ୍ବାସ୍ଥ୍ୟ ବିଭାଗରେ ଚାକିରି ଦେବା ନାଁରେ ଠକାମି ହୋଇଛି। ଏହି ମାମଲାରେ ଆଜି କଟକରୁ ୨ ଜଣଙ୍କୁ ଗିରଫ କରିଛି ପୋଲିସ। ସ୍ୱାସ୍ଥ୍ୟ ବିଭାଗରେ ଚାକିରି ଯୋଗାଇବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଠକେଇ ଅଭିଯୋଗରେ ଦୁଇ…