Latest Odisha News

BREAKING NEWS

Browsing Category

ଅପରାଧ

ନାବାଳିକାଙ୍କୁ ହୋଟେଲରେ ଦୁଷ୍କର୍ମ କଲେ, ହୃଦଘାତରେ ଜୀବନ ଗଲା

ମୁମ୍ବାଇ: ମୁମ୍ବାଇର ଏକ ହୋଟେଲରୁ ୪୧ ବର୍ଷିୟ ମ୍ୟାନେଜରଙ୍କ ମୃତଦେହ ମିଳିଥିଲା। ଗୁଜୁରାଟର ଜଣେ ବ୍ୟକ୍ତି ନାବାଳିକାଙ୍କ ସହିତ ମୁମ୍ବାଇର ଏକ ହୋଟେଲରେ ପହଞ୍ଚିଥିଲେ। ସେଠାରେ ମିଛ ପରିଚୟ ଦେଇ ରହିବା ସହ ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏହି ସମୟରେ ତାଙ୍କ…

ଦୁର୍ବୃତ୍ତଙ୍କ ବୀଭତ୍ସକାଣ୍ଡ, ସ୍ବାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା

କୋରାପୁଟ: ସ୍ବାମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ପିଟିଲେ। ସ୍ତ୍ରୀଙ୍କୁ ମଧ୍ୟ ମାଡ଼ ମାରି ଲହୁଲୁହାଣ କରିଦେଲେ। ସ୍ବାମୀଙ୍କ ଆଖି ଆଗରେ ଛଟଛଟ ହୋଇ ପ୍ରାଣ ହରାଇଲେ ସ୍ତ୍ରୀ। ଏଭଳି ବିଭତ୍ସ, ହୃଦୟ ବିଦାରକ, ଛାତି ଥରାଇଦେଲା ଭଳି ଘଟଣା ଘଟିଛି କୋରାପୁଟ ଜିଲ୍ଲା ନନ୍ଦପୁର ଥାନା କୁମାରଗନ୍ଧନା…

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ମାମଲାରେ ୩ ଗିରଫ

ଭୁବନେଶ୍ୱର: ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ମାମଲାରେ ୩ ଜଣ ଗିରଫ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଅଧିକ ତଦନ୍ତ ପାଇଁ ଦିଲ୍ଲୀ ପୋଲିସକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିବା ସେ କହିଛନ୍ତି।…

ସାଙ୍ଗକୁ ବାଣ ପେଟି ଉପରେ ବସାଇ ନିଆଁ ଲଗାଇଦେଲେ, ଆଉ ତା’ପରେ.

ବେଙ୍ଗାଲୁରୁ: ଦିପାବଳୀ ଅବସରରେ କିଛି ପିଲାମାନେ ନିଜ ବନ୍ଧୁଙ୍କ ସହ ଏଭଳି ଥଟ୍ଟାମଜା କରିଛନ୍ତି ଯେ ତାଙ୍କର ଜୀବନ ଚାଲିଯାଇଛି। ଏଭଳି ଏକ ଘଟଣା ବେଙ୍ଗାଲୁରୁରେ ଘଟିଛି। ମୃତ ଯୁବକଙ୍କର ବୟସ ୩୨ ବର୍ଷ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ଦୀପାବଳି ଅବସରରେ ୩୨ ବର୍ଷୀୟ ଶବାରିଶ ଓ ତାଙ୍କ…

ଲାଞ୍ଚ ନେଉଥିବା ବେଳେ ଜେଇଙ୍କୁ ମାଡ଼ି ବସିଲା ଭିଜିଲାନ୍ସ

ଫୁଲବାଣୀ: ପୁଣି ଭିଜିଲାନ୍ସ ଜାଲରେ ଜୁନିଅର ଇଞ୍ଜିନିୟର। ଲାଞ୍ଚ ନେବା ଜେଇଙ୍କୁ ପଡ଼ିଲା ମହଙ୍ଗା। ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ଜେଇ ଅଶୋକ ପାଢ଼ୀ। ଭିଜିଲାନ୍ସ ତାଙ୍କ ପାଖରୁ ୧୦ ହଜାର ଲାଞ୍ଚ…

ଯୁବକଙ୍କ ଉପରକୁ ଗୁଳିମାଡ଼

ରାଉରକେଲା: ରାଉରକେଲାର ଟ୍ରାଫିକ ଗେଟ୍ ମାର୍କେଟରେ ହିଂସାକାଣ୍ଡ । ସାମାନ୍ୟ ବଚସାରୁ ଯୁବକଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ । ଆହତ ଯୁବକଜଣକ ହେଲେ ଅଭ୍ୟାସ ରାୟ । ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସହରର ଆରଜିଏଚ୍‌ରେ ଭର୍ତ୍ତି କରିଛନ୍ତି । ଖବର ମୁତାବକ, ଆଜି ସକାଳେ…

ରାଜଧାନୀରେ କାର ଚାଳକଙ୍କ ଦାଦାଗିରି, ବନେଟରେ ଟ୍ରାଫିକ ପୋଲିସଙ୍କୁ ୨୦ମି…

ନୂଆଦିଲ୍ଲୀ: ନୂଆଦିଲ୍ଲୀର ବେର ସରାଇ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଦୁଇଜଣ ଟ୍ରାଫିକ ପୋଲିସ କାରର ବୋନେଟରେ ଝୁଲୁଥିବାର ନଜର ଆସିଛନ୍ତି ଏବଂ କାର ଚାଳକ ଦ୍ରୁତ ଗତିରେ ଗାଡି ଚଳାଇ ସେମାନଙ୍କୁ ତଳେ ପକାଇବାକୁ ଚେଷ୍ଟା କରୁଛନ୍ତି। ଏହି ଘଟଣା ଶନିବାର ରାତି…

ଆଇଏଏସ୍ ଅଧିକାରୀଙ୍କ ବାସଭବନରେ ଲୁଟ୍ ଉଦ୍ୟମ

ଭୁବନେଶ୍ୱର: ଭୁବନେଶ୍ୱରର ନୟାପଲ୍ଲୀ ଅଞ୍ଚଳରେ ଥିବା ଭିଭିଆଇପି କଲୋନୀରେ ଶନିବାର ସନ୍ଧ୍ୟାରେ ଜଣେ ଆଇଏଏସ୍ ଅଧିକାରୀଙ୍କ ସରକାରୀ କ୍ୱାର୍ଟରରେ ଲୁଟ୍ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ସୂଚନାନୁସାରେ, ଦୁବୁର୍ତ୍ତମାନେ ଆଇଏଏସ ଅଧିକାରୀ ପ୍ରଶାନ୍ତ ରେଡ୍ଡୀଙ୍କ କ୍ୱାର୍ଟର୍ସର ମୁଖ୍ୟ ଗ୍ରିଲର…

ଶ୍ରୀନଗରର ରବିବାର ବଜାରରେ ଗ୍ରେନେଡ ଆକ୍ରମଣ, ୧୨ ଆହତ

ଶ୍ରୀନଗର: ଜାମ୍ମୁ କାଶ୍ମୀର ଶ୍ରୀନଗରର ଟିଆରସି ନିକଟରେ ରବିବାର ଦିନ ଏକ ଜନଗହଳିପୂର୍ଣ୍ଣ ବଜାରରେ ଆତଙ୍କବାଦୀମାନେ ଗ୍ରେନେଡ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୧୨ରୁ ଅଧିକ ଜନସାଧାରଣ ଆହତ ହୋଇଥିଲା ବେଳେ ସେମାନଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଛି। ରବିବାର ବଜାର ନିକଟରେ ଏହି ଘଟଣା…

ଭରତପୁର ଥାନା ଘଟଣାର ସମୀକ୍ଷା କଲେ ପୋଲିସ ଡିଜି

ଭୁବନେଶ୍ବର : ଭୁବନେଶ୍ୱର ଅନ୍ତର୍ଗତ ଭରତପୁର ଥାନାରେ ପୋଲିସ ଏବଂ  ଆର୍ମି ମେଜର ଓ ବାନ୍ଧବୀଙ୍କ ବିବାଦ ଘଟଣାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ୱା.ବି. ଖୁରାନିଆ। କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଓ ଦୁଇ ତଦନ୍ତକାରୀ ଅଧିକାରୀ ଏହି ବୈଠକରେ ଉପସ୍ଥିତ ଥିଲେ । ଆଜି କ୍ରାଇମବ୍ରାଞ୍ଚ…