Latest Odisha News

BREAKING NEWS

Browsing Category

ଅପରାଧ

କଟିଛି କି ଇ – ଚାଲାଣ ? ସରକାର ଆଣୁଛନ୍ତି ଓଟିଏସ ବ୍ୟବସ୍ଥା..

ଭୁବନେଶ୍ବର : ଆପଣଙ୍କର କଟିଛି କି ଇ - ଚାଲାଣ ? ହୋଇପାରେ କୋହଳ ବ୍ୟବସ୍ଥା। ଏନେଇ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର।  ଟ୍ରାଫିକ୍ ନିୟମ ଉଲ୍ଲଂଘନ ପାଇଁ ଇ-ଚାଲାଣ କଟିଥିବା ଗାଡ଼ି ମାଲିକଙ୍କୁ ମିଳିପାରେ ଆଶ୍ୱସ୍ତି। ସରକାର ଆଣିପାରନ୍ତି ୱାନ୍ ଟାଇମ୍ ସେଟେଲମେଣ୍ଟ (OTS) ବ୍ୟବସ୍ଥା। କିନ୍ତୁ…

ସତ ପ୍ରେମର ପ୍ରମାଣ ଦେବାକୁ ଯାଇ ପୂର୍ବତନ ପ୍ରେମିକକୁ ଏସିଡ୍ ମାଡ଼

କୋଟା: ସତ ପ୍ରେମର ପ୍ରମାଣ ଦେବାକୁ ଯାଇ ପୂର୍ବତନ ପ୍ରେମିକ ଉପରକୁ ଏସିଡ୍ ଫିଙ୍ଗିଲେ ମହିଳା। ରାଜସ୍ଥାନର ପ୍ରତାପଗଡରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଏଠାରେ ନାର୍କୋଟିକ୍ସ ବିଭାଗର ସବ୍ ଇନ୍ସପେକ୍ଟରଙ୍କ ଉପରେ ଏସିଡ୍ ଫୋପାଡି ଆକ୍ରମଣ କରିଛନ୍ତି। ଏହି ମାମଲାରେ ପୋଲିସ ଜଣେ ଯୁବତୀ ଏବଂ…

ନାଟକ ପରିବେଷଣ ବେଳେ ମଞ୍ଚ ଉପରେ ଖାଇଲେ ଘୁଷୁରୀ ମାଂସ!

ହିଞ୍ଜିଳି: ନାଟକ ପରିବେଷଣ ବେଳେ ମଞ୍ଚ ଉପରେ ଖାଇଲେ ଘୁଷୁରୀ ମାଂସ। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ହିଞ୍ଜିଳି ବ୍ଲକ୍ ରାଲବ ଗାଁରେ। ଯାହାର ଭିଡିଓ ସୋଶିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ରାଲବ ଗାଁରେ ଗତ ନଭେମ୍ବର ୨୪ ତାରିଖରେ ପରିବେଷଣ ହୋଇଥିଲା ପୌରାଣିକ ନାଟକ ରାମାୟଣ। …

୫ ପୂର୍ବତନ ସରପଞ୍ଚଙ୍କ ସମେତ ୧୪ ଜଣଙ୍କୁ ଦୋଷୀ ସାବ୍ୟସ୍ତ କଲେ ଭିଜିଲାନ୍ସ କୋର୍ଟ

ଭୁବନେଶ୍ବର: ଦୁର୍ନୀତିଖୋର ବ୍ୟକ୍ତିମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉଛି ଓଡ଼ିଶା ଭିଜିଲାନ୍ସ ବିଭାଗ। ଆଜି ୧୪ ଜଣ ଦୋଷୀ ସାବ୍ୟସ୍ତ କରିଛି ଭିଜିଲାନ୍ସ ବିଭାଗ। ଭିଜିଲାନ୍ସ ବିଭାଗର ବିଭିନ୍ନ କୋର୍ଟରେ ଏମାନେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୋଷୀମାନଙ୍କ ମଧ୍ୟରେ ୫ ଜଣ ପୂର୍ବତନ ସରପଞ୍ଚ…

ବାଂଲାଦେଶରେ ଓକିଲଙ୍କୁ ହତ୍ଯା ଘଟଣାରେ ୯ ଗିରଫ

ଢାକା: ବାଂଲାଦେଶରେ ଓକିଲଙ୍କ ମୃତ୍ୟୁ ମାମଲାରେ ୯ ଜଣଙ୍କୁ ଗିରଫ କରିଛି ପୋଲିସ। ସେମାନଙ୍କ ମଧ୍ୟରୁ ଅଧିକାଂଶ ହିନ୍ଦୁ ଥିବା ଜଣାପଡିଛି। ଏହି ମାମଲାରେ ୪୬ ଜଣିଆ ଏକ ଗୋଷ୍ଠୀ ବିରୋଧରେ ମାମଲା ରୁଜୁ କରାଯାଇଥିଲା ବେଳେ ଶନିବାର ପୋଲିସ ସେମାନଙ୍କ ମଧ୍ୟରୁ ୯ ଜଣଙ୍କୁ ଗିରଫ କରିଛି।…

ବ୍ରେକ ଅପ୍ କରିବାର ଅର୍ଥ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ନୁହେଁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ସୁପ୍ରିମ କୋର୍ଟ ନେଇଛନ୍ତି ବଡ ନିଷ୍ପତ୍ତି। ବ୍ରେକ ଅପ୍ କିମ୍ବା କଥା ଦେଇ ବିବାହ ନ କରିବା ଅପରାଧ ନୁହେଁ। ଆଜି ଏକ ନିଷ୍ପତ୍ତି ସମୟରେ ଏହା କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ବ୍ରେକ ଅପ୍ କିମ୍ବା କଥା ଦେଇ ବିବାହ ନକରିବାର ଅର୍ଥ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ହୋଇନଥାଏ।…

ପୋଲିସକୁ ବଡ଼ ସଫଳତା: କୁର୍ତ୍ତୀ ଜଙ୍ଗଲରୁ ଜଣେ ମହିଳା ମାଓବାଦୀ ଗିରଫ

ମାଲକାନଗିରି: ମାଲକାନିଗିରି ପୋଲିସକୁ ମିଳିଛି ବଡ଼ ସଫଳତା। ଜିଲ୍ଲାର MBHI 79 ଥାନା ଅନ୍ତର୍ଗତ କୁର୍ତ୍ତୀ ଜଙ୍ଗଲରୁ ଜଣେ ମହିଳା ମାଓବାଦାକୁ ଗିରଫ କରିଛି ପୋଲିସ। ଆଣ୍ଟି ମାଡଭି ଓରଫ୍ ଲକି ନାମକ ଜଣେ ମହିଳା ମାଓବାଦୀ ନେତା ସୁକୁମା ମାଓବାଦୀ ସଂଗଠନ ଉଦୟ ପ୍ରୋଟେକଷ୍ଟ ୟୁନିଟର ସଦସ୍ୟ ଥିଲେ।…

ବିଚ୍‌ ବଜାରରେ ହୋଟେଲ ମାଲିକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ବାଲେଶ୍ୱର: ବିଚ୍‌ ବଜାରରେ ଜଣେ ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଏପରି ଏକ ଘଟଣା ବାଲେଶ୍ୱର ଜିଲ୍ଲାରେ ଘଟିଛି । ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ହୋଟେଲ ମାଲିକ ଜଣକ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତର ହୋଟେଲ ମାଲିକ ଜଣକ ହେଲେ ସଞ୍ଜୀବ କୁମାର ମହାପାତ୍ର । ଖବର…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଫୁଟିଲା ଗୁଳି, ଯୁବକ ଆହତ

ଅନୁଗୁଳ: ଅନୁଗୁଳରେ ଚାଞ୍ଚଲ୍ୟ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଫୁଟିଲା ଗୁଳି। ଘଟଣାରେ ଜଣେ ଯୁବକ ଆହତ ହୋଇଥିବା ସୂଚନା ମିଳିଛି। ଆହତ ଜଣଙ୍କ ହେଲେ ଅନୁଗୁଳ ବାଗଡିଆ ଥାନା ପାତ୍ରପଡା ଗାଁର ମିଲୁ ବେହେରା । ତାଙ୍କ ବାମ ଗୋଡରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଛେଣ୍ଡିପଦା…

ପ୍ରେମିକଙ୍କ ଦୁର୍ବ୍ୟବହାର ସହିନପାରି ଜୀବନ ହାରିଲେ ପାଇଲଟ୍

ମୁମ୍ବାଇ: ମୁମ୍ବାଇରେ ମହିଳା ପାଇଲଟଙ୍କ ଆତ୍ମହତ୍ୟା ମାମଲାରେ ନୂଆ ତଥ୍ଯ ସାମ୍ନାକୁ ଆସିଛି। ପୋଲିସ ତଦନ୍ତରୁ ଜଣାପଡିଛି ଯେ ତାଙ୍କ ପ୍ରେମିକ ତାଙ୍କୁ ହଇରାଣ କରିବା ସହ ଅପମାନିତ ମଧ୍ଯ କରୁଥିଲେ। ଝିଅର ଦାଦାଙ୍କ ଅଭିଯୋଗ ଅନୁଯାୟୀ, ପୋଲିସ ନଭେମ୍ବର ୨୬ରେ ପ୍ରେମିକ ଆଦିତ୍ୟ ପଣ୍ଡିତଙ୍କୁ…