Latest Odisha News

BREAKING NEWS

Browsing Category

ଅପରାଧ

ବାଇକରେ ବ୍ରାଉନସୁଗାର ଚୋରା ଚାଲାଣ ବେଳେ ୩ ଗିରଫ

ବରଗଡ଼: ଅତାବିରା ପୋଲିସକୁ ବଡ଼ ସଫଳତା ମିଳିଛି । ଆନ୍ତଃରାଜ୍ୟ ବ୍ରାଉନସୁଗାର ଚୋରା ଚାଲାଣ ଗ୍ୟାଙ୍ଗକୁ ଧରିଛି ପୋଲିସ । ଅତାବିରା ଥାନା ଗୋଡ଼ଭଗା-ସରଣ୍ଡା ରାସ୍ତାରେ ବାଇକରେ ଆସୁଥିବା ୩ ଜଣ ଯୁବକଙ୍କ ପାଖରୁ ବ୍ରାଉନସୁଗାର ଜବତ ହୋଇଛି । ୧୦୯.୫ ଗ୍ରାମ୍ ବ୍ରାଉନସୁଗାର ପୋଲିସ ଜବତ…

ଭିଜିଲାନ୍ସ ଜାଲରେ ବିଇଓ, ବକେୟା ଦରମା ପାଇଁ ସହକାରୀ ଶିକ୍ଷକଙ୍କଠୁ ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ ରେଡ୍ ହ୍ୟାଣ୍ଡ ଧରା ପଡ଼ିଲେ ବ୍ଲକ ଶିକ୍ଷା ଅଧିକାରୀ । କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଶିକ୍ଷା ଅଧିକାରୀ ଅଭୟ କୁମାର ବେହେରା ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଭିଜିଲାନ୍ସ ଶ୍ରୀ ବେହେରାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ କେନ୍ଦୁଝର ସହ ଯାଜପୁରର ୩ଟି…

ରାଜ୍ୟରେ ବଢ଼ୁଛି ଅପରାଧ, ଯୌତୁକ ପାଇଁ ଗଡ଼ୁଛି ସର୍ବାଧିକ ମୁଣ୍ଡ

ଭୁବନେଶ୍ୱର: ନ୍ୟାସନାଲ୍ କ୍ରାଇମ୍ ରେକର୍ଡ ବ୍ୟୁରୋ (NCRB) ପକ୍ଷରୁ ୨୦୨୧ ବର୍ଷର ଅପରାଧ ରିପୋର୍ଟ ପ୍ରକାଶ ପାଇଛି । ୨୦୧୯ରୁ ୨୦୨୧ ତିନି ବର୍ଷ ରିପୋର୍ଟ ଦେଖିଲେ ଦେଶରେ ଅପରାଧ ୨୦୨୦ ତୁଳନାରେ ୨୦୨୧ରେ ସାମାନ୍ୟ କମିଛି । କିନ୍ତୁ ଓଡ଼ିଶାରେ ଅପରାଧ ହାର ବଢ଼ିଛି । ୨୦୧୯ରେ ରାଜ୍ୟରେ ୯୬ ହଜାର…

ଦେଶରେ ବଢ଼ୁଛି ଆତ୍ମହତ୍ୟା: ଆଗରେ ଦିନ ମଜୁରିଆ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦେଶରେ ଆତ୍ମହତ୍ୟା ମାମଲା ଆକସ୍ମିକ ଭାବେ ବଢି ଚାଲିଛି। ନ୍ୟାସନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ରିପୋର୍ଟ ଏଭଳି କିଛି ତଥ୍ୟ ପ୍ରଦାନ କରିଛି। ଆଉ ସର୍ବାଧିକ ଆତ୍ମହତ୍ୟା କରିଥିବା ବର୍ଗରେ ଦିନ ମଜୁରିଆ ଅଧିକ ରହିଛନ୍ତି। କରୋନା ପରେ ଦରଦାମ ବଢ଼ିବା, ଆୟ…

ଅପରାଧ ଘଟାଇବା ପୂର୍ବରୁ ଭବାନୀ ମଲ୍ ଆଗରେ ମାଡ଼ି ବସିଲା ପୋଲିସ

ଭୁବନେଶ୍ୱର: ମାର୍କେଟରେ ବୁଲୁଛି ମାଉଜର । ରାଜଧାନୀରେ ଅପରାଧ ଘଟାଇବା ପାଇଁ ସୁଯୋଗ ଖୋଜୁଛନ୍ତି ଅପରାଧୀ । ସହିଦନଗର ଥାନା ଭବାନୀ ମଲ୍ ନିକଟରେ ଅପରାଧ ଓ ଡକାୟତି ଯୋଜନା ବେଳେ ପୋଲିସ ହାତରେ ୩ ଅଭିଯୁକ୍ତ ଧରା ପଡ଼ିଛନ୍ତି । ସେମାନଙ୍କ ଠାରୁ ପୋଲିସ ୨ଟି ଦେଶୀ ବନ୍ଧୁକ ସହ ୭ ରାଉଣ୍ଡ ଗୁଳି ଏବଂ…

ଜେଜେ ଓ ନାତିଙ୍କ ବହୁରୂପୀ ଏଣ୍ଡୁଅ ଚୋରାଚାଲାଣ

ଭୁବନେଶ୍ୱର: ବହୁରୂପୀ ଏଣ୍ଡୁଅର ରାକେଟ୍ ଚଳାଇଥିଲେ ଜେଜେ ଓ ନାତି । ଚୋରାଚାଲାଣ ବେଳେ ମାଡି ବସିଲା ବନ ବିଭାଗ। ଭୁବନେଶ୍ୱରରେ ଏହି  ରାକେଟ୍ ଠାବ ହୋଇଥିବା ବେଳେ ୨ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଦୁଇ ଗିରଫ ଅଭିଯୁକ୍ତ ସମ୍ପର୍କରେ ଜେଜେ ଓ ନାତି ବୋଲି ଜଣାପଡ଼ିଛି। ଜଗତସିଂହପୁର ଜିଲ୍ଲା…

[ଦେଖନ୍ତୁ ଭିଡିଓ] ଜେଲରେ ଦୁର୍ଦ୍ଦାନ୍ତ ଅପରାଧୀ ପପୁର ତଣ୍ଟି କାଟି ହତ୍ୟା ଉଦ୍ୟମ

ପୁରୀ: ଜେଲ୍ ଭିତରେ ତଣ୍ଟି କାଟି ହତ୍ୟା ଉଦ୍ୟମ । ଆକ୍ରମଣରେ ପୁରୀର ଦୁର୍ଦ୍ଦାନ୍ତ ଅପରାଧୀ ଧୀଧେନ୍ଦ୍ରନାଥ ଓରଫ୍ ପପୁ ବରାଳ ଗୁରୁତର ହୋଇଛି । ତାକୁ ଗୁରୁତର ଅବସ୍ଥାରେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦାଦାବଟି ମାମଲାରେ ଚଳିତ ମାସ ୨୩ ତାରିଖରେ ସମୁଦ୍ରକୂଳ ଥାନା ପୋଲିସ…

ମଦ ଦୋକାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୬ ଲକ୍ଷ

ଅନୁଗୁଳ: ଦିନ ଦ୍ୱିପ୍ରହରରେ ଅପରାଧ । ଗୁଳିମାଡ଼ ପରେ ଭୁଜାଲିରେ ଆକ୍ରମଣ କରି ଲୁଟି ନେଲେ ୬ ଲକ୍ଷରୁ ଅଧିକ ଟଙ୍କା । ଅନୁଗୁଳ ଟାଉନ୍ ଥାନା କୁରୁଡୁଲୁ ନିକଟ ଶର୍ମା ଛକରେ ଦୁର୍ବୃତ୍ତ ମଦ ଦୋକାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି । ଗୁରୁତର ଆହତ ମଦ ଦୋକାନ…

ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଚୋରି ହୋଇଯିବା ପରେ କ୍ଷମା ମାଗିଲେ ଆକାଶ ଏୟାର କମ୍ପାନି

ନୂଆଦିଲ୍ଲୀ : ଏକ ମାସରୁ କମ ସମୟ ପୂର୍ବରୁ ଆରମ୍ଭ ହୋଇଥିବା ଆକାଶ ଏୟାରର ଯାତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଚୋରି ହୋଇଯାଇଛି । ତଥ୍ୟ ଚୋରି ହେବା ପରେ ଯାତ୍ରୀ ମାନଙ୍କ ନାମ, ଲିଙ୍ଗ, ଇ ମେଲ , ଠିକଣା  ଓ ଫୋନ ନମ୍ୱରକୁ ସ୍ୱୀକୃତି ନଥିବା ଲୋକ ଦେଖିପାରିଥିଲେ । ଏହି ଘଟଣା ପରେ ଆକାଶ ଏୟାର…

ଲଜରେ ଚାଲିଥିଲା ଦେହ ବେପାର, ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣୁପୁର: ଲଜରେ ସେକ୍ସ ରାକେଟ୍ । ଲୁଚାଛପାରେ ଚାଲିଛି କାରବାର । ବଡ଼ ସହରରୁ ଏବେ ଛୋଟ ସହରକୁ ବ୍ୟାପିଲାଣି ଦେହ କାରବାର । ଗୁଣୁପୁରର ୨ଟି ଲଜରେ ପୋଲିସ୍ ରେଡ୍ କରି ସେକ୍ସ ରାକେଟର ପର୍ଦ୍ଦାଫାସ୍ କରିଛି । ମାମଲାରେ ୨ ଗ୍ରାହକଙ୍କ ସହ ୨ଟି ଲଜର ମାଲିକ ଓ ମ୍ୟାନେଜରଙ୍କୁ ମିଶାଇ ପୋଲିସ ୫…