Latest Odisha News
Browsing Category

ଅପରାଧ

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା: ସମୀକ୍ଷା କଲେ ମୋହନ ସରକାର

ନୂଆଦିଲ୍ଲୀ : ନୂଆଦିଲ୍ଲୀ ଗସ୍ତ ସମୟରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି।ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା, ସୁସ୍ଥତା ଓ ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା ତଦନ୍ତର ଅଗ୍ରଗତି ସମ୍ପର୍କରେ…

ପେଟ୍ରୋଲ ଟ୍ୟାଙ୍କରରେ ବିସ୍ଫୋରଣ, ୧୦୦ରୁ ଅଧିକ ମୃତ

ଜିଗୱା: ନାଇଜେରିଆରେ ଏକ ପେଟ୍ରୋଲ ଟ୍ୟାଙ୍କର ଓଲଟି ପଡିବା ଏବଂ ପରେ ବିସ୍ଫୋରଣ ଘଟିବାରୁ ୧୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ପେଟ୍ରୋଲ ନେବା ପାଇଁ ବହୁ ଲୋକ ଗାଡି ଆଡକୁ ଦୌଡିଥିବା ବେଳେ ଏହି ଅଘଟଣ ଘଟିଥିଲା। ଏନେଇ ପୋଲିସ ମୁଖପାତ୍ର…

ଘରୋଇ ସହାୟିକା ରଖୁଥିଲେ ରୁହନ୍ତୁ ସାବଧାନ, ଆପଣଙ୍କ ସହ ମଧ୍ଯ ହୋଇପାରେ ଏଭଳି… 

ଗାଜିଆବାଦ: ଉତ୍ତରପ୍ରଦେଶର ଯୋଗୀ ସରକାର ଖାଦ୍ୟ ସାମଗ୍ରୀରେ ଛେପ ପକାଇବା ତଥା ଅପମିଶ୍ରଣ ଭଳି ଘଟଣାକୁ ରୋକିବା ପାଇଁ କଠୋର ଆଇନ ଆଣିବାକୁ ଯାଉଛନ୍ତି। ଏହି ସମୟରେ ଗାଜିଆବାଦ-ଏନସିଆରରୁ ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି। ଜଣେ ମହିଳା ତାଙ୍କ ଘରେ ଘରୋଇ ସହାୟିକା ଭାବେ କାମ କରୁଥିବା…

ଭୁବନେଶ୍ୱରରେ ନକଲି କଲ୍ ସେଣ୍ଟର, ୫ ଅଟକ

ଭୁବନେଶ୍ୱର: ଟୁଇନ୍ ସିଟି କମିଶନରେଟ୍ ପୋଲିସ ବୁଧବାର ଦିନ ଭୁବନେଶ୍ୱରରେ ଚାଲୁଥିବା ଏକ ନକଲି କଲ୍ ସେଣ୍ଟରକୁ ଠାବ କରିଛି। ଏହି ଘଟଣାରେ ୫ ଜଣ ଅଟକ ରହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ସାଇବର ଅପରାଧ ପାଇଁ ବ୍ୟବହୃତ ଏହି ନକଲି କଲ ସେଣ୍ଟର ରାଜଧାନୀର ସୁନ୍ଦରପଦା ଅଞ୍ଚଳର ଏକ…

ଫିଲ୍ମ ଷ୍ଟାରଙ୍କ ଅପେକ୍ଷା ଏହି ଗ୍ୟାଙ୍ଗଷ୍ଟର ଅଧିକ ଗୁଡଲୁକିଂ: ରାମ ଗୋପାଳ ବର୍ମା

ମୁମ୍ବାଇ: ଚଳଚ୍ଚିତ୍ର ନିର୍ମାତା ରାମ ଗୋପାଳ ବର୍ମା ନିଜର ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥା’ନ୍ତି। ନିକଟରେ ସେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇର ପ୍ରଶଂସା କରି ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। କୌଣସି ଷ୍ଟାରଙ୍କ ଅପେକ୍ଷା ଗ୍ୟାଙ୍ଗଷ୍ଟର ଲରେନ୍ସ ଅଧିକ ସୁନ୍ଦର ବୋଲି…

ଗଞ୍ଜେଇ ଖୋଜୁ ଖୋଜୁ ମିଳିଲା ବିପୁଳ ମାତ୍ରାରେ ରୁପା

ସମ୍ବଲପୁର: ସମ୍ବଲପୁର ରେଙ୍ଗାଲୀ ଅଞ୍ଚଳରେ ଦେଢ଼ କ୍ୱିଣ୍ଟାଲରୁ ଅଧିକ ରୁପା ଜବତ । ଗଞ୍ଜେଇ ଚାଲାଣ ସନ୍ଦେହରେ ଅବକାରୀ ବିଭାଗ ଏକ କାର୍ ଭିତରୁ ଗଞ୍ଜେଇ ଖୋଜୁ ଖୋଜୁ ଏହି ରୁପା ଜବତ କରିଛି । ଏହି ରୁପା ଅଳଙ୍କାର ମହାରାଷ୍ଟ୍ରରୁ ଝାଡଖଣ୍ଡକୁ ଯାଉଥିବା ଜଣାପଡ଼ିଛି । ତେବେ ଗଞ୍ଜେଇ ଚାଲାଣ…

ସରି ମମି…ପୁଅର ଶେଷ ଚିଠି

ଭୁବନେଶ୍ବର: ଦୂରେଇ ଗଲେ ପ୍ରେମିକା ! ସହିପାରିଲେନି ବିଚ୍ଛେଦ ! ପ୍ରେମରେ ବିଫଳ ହେବା ପରେ ହାରିଲେ ଜୀବନ । ଦଶହରାରେ ଭୁବନେଶ୍ବରରେ ଯେତେବେଳେ ସବୁଠି ଥିଲା ସେଲିବ୍ରେସନର ମାହୋଲ, ସେତେବେଳେ ଜୀବନର ଶେଷ ନିଷ୍ପତ୍ତି ନେଇ ସାରିଥିଲେ ଇଂଜିନିୟର ରୋନିତ ଜେନା । କିଛି ଦିନ ଧରି ଦୁଶ୍ଚିନ୍ତାରେ…

ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ବନ୍ଧା ହେଲେ ୪ ୱେବ୍ ପୋର୍ଟାଲ୍ ସାମ୍ବାଦିକ

ଭବାନୀପାଟଣା: ଓଡ଼ିଶା ପୋଲିସ ମଙ୍ଗଳବାର ଦିନ କଣ୍ଟାବାଞ୍ଜିରେ ଜଣେ ବ୍ୟବସାୟୀଙ୍କ ଠାରୁ ୨.୫୫ ଲକ୍ଷ ଟଙ୍କା ଲୁଟ୍ ଘଟଣାରେ ଚାରି ଜଣ ଅନଲାଇନ୍ ୱେବ୍ ପୋର୍ଟାଲ୍ ସାମ୍ବାଦିକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରିଛି। ଅକ୍ଟୋବର ୨ ତାରିଖ ଦିନ ବ୍ୟବସାୟୀଙ୍କଠାରୁ ଏହି ନଗଦ ଟଙ୍କା ଲୁଟ୍ ହୋଇଥିବା…

ଓଭରଟେକ୍ ପାଇଁ ପିଟିପିଟି ମାରିଦେଲେ, ପୁଅକୁ ବଞ୍ଚାଇବା ପାଇଁ ଉପରେ ଶୋଇପଡ଼ିଲେ ମା’

ମୁମ୍ବାଇ: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇ ପୁଣିଥରେ ଚର୍ଚ୍ଚାରେ। ଦୁଇ ଦିନ ପୂର୍ବେ ଏନସିପି ନେତା ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ସୋମବାର ରାଜଧାନୀର ଦିଣ୍ଡୋସିରେ ଜଣେ ଯୁବକଙ୍କୁ ପିଟିପିଟି ମାରି ଦେଇଛନ୍ତି। ଏହି ହତ୍ୟାକାଣ୍ଡର ଭିଡିଓ ମଧ୍ୟ ଭାଇରାଲ ହେବାରେ…

ନୂଆ ଜୀବନ ଚାହୁଁଛି; ସୁଇସାଇଡ୍ ନୋଟ୍ ଲେଖି ଝୁଲିପଡିଲେ ଡିସିପିଙ୍କ ପୁଅ

ମୁମ୍ବାଇ: ମହାରାଷ୍ଟ୍ରର ଡେପୁଟି କମିଶନରଙ୍କ ଏକମାତ୍ର ୧୭ ବର୍ଷୀୟ ପୁଅ ସାହିଲ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଲିଯାଇଛି। ସୂଚନାନୁସାରେ, ସାହିଲ ରବିବାର ଦିନ ଫ୍ୟାନରେ ରଶି ଲଗାଇ ଝୁଲି ପଡିଥିଲା। ସେ ଦ୍ୱାଦଶ ଶ୍ରେଣୀରେ ଅଧ୍ୟୟନ କରୁଥିଲେ ଏବଂ ଆଇଆଇଟି…