Latest Odisha News

BREAKING NEWS

Browsing Category

ବାଣିଜ୍ୟ

ଭୁବନେଶ୍ୱରରେ ଡ଼ିସେମ୍ବର ୨୮ରୁ ଜାତୀୟ ‘ତୋଷାଳୀ କ୍ରାଫ୍ଟସ ମେଳା’

ଭୁବନେଶ୍ୱର: ତ୍ରୟୋଦଶ ‘ତୋଷାଳୀ ଜାତୀୟ କ୍ରାଫ୍ଟସ ମେଳା’ ଡ଼ିସେମ୍ବର ୨୮ ତାରିଖରୁ ଜାନୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ତରଫରୁ ରାଜଧାନୀର ଜନତା ମଇଦାନରେ ଅନୁଷ୍ଠିତ ହେବ । ଏହି ତ୍ରୟୋଦଶ ଜାତୀୟ କ୍ରାଫ୍ଟସ ମେଳାରେ ରାଜ୍ୟ ତଥା ରାଜ୍ୟ…

ରାଜଧାନୀ ଏକ୍ସପ୍ରେସ: କୌଣସି ଝଟକା (ଜର୍କ) ବିନା ରେଳଯାତ୍ରା ସମୟରେ ଗୁଣବତ୍ତାରେ ବୃଦ୍ଧି ପାଇଁ ପ୍ରୟାସ

ଭୁବନେଶ୍ୱର: ରାଜଧାନୀ ଏକ୍ସପ୍ରେସ ଭଳି ଏଲ.ଏଚ.ବି. (LHB) କୋଚ ଥିବା ଟ୍ରେନ ମାନଙ୍କରେ ଯାତ୍ରା ସମୟରେ ସାମାନ୍ୟ ଝଟକା ଲାଗିଲାଭଳି ଅନୁଭବ କରୁଥିବାର ଯାତ୍ରୀ ମାନଙ୍କର ଅନୁଭବ ସମ୍ପର୍କରେ ଲୋକମତ ସଂଗ୍ରହ ପରେ ଭାରତୀୟ ରେଳବାଇ ଏକ ବିଶେଷଜ୍ଞ ଦଳ ଗଠନ କରି ପରୀକ୍ଷା ନିରୀକ୍ଷା କରିବାପରେ ଏହି…

ସୁରକ୍ଷା ଜନିତ ଆଧୁନିକୀକରଣ କାର୍ଯ୍ୟ ଲାଗି ରେଳସେବା ପ୍ରଭାବିତ

ଭୁବନେଶ୍ୱର: ଓଡ଼ିଶାର ରାୟଗଡ଼ା ଓ ସିଂହପୁର ରେଳ ଷ୍ଟେସନ ମଧ୍ୟରେ ନିର୍ମାଣାଧିନ ଲିମିଟେଡ୍ ହାଇଟ୍ ସବୱେ (ଏଲଏଚଏସ)ର ସୁରକ୍ଷା ଜନିତ ଆଧୁନିକୀକରଣ କାର୍ଯ୍ୟ ଲାଗି ନିମ୍ନ ଲିଖିତ ଟ୍ରେନ ଗୁଡ଼ିକର ଚଳାଚଳ ଆଂଶିକ ଭାବେ ବାଧାପ୍ରାପ୍ତ ହେବ । କ – ୧୮୩୦୧/୧୮୩୦୨ ସମ୍ବଲପୁର-ରାୟଗଡ଼ା-ସମ୍ବଲପୁର…

ଭାରତୀୟ ବଜାରରେ ଉପଲବ୍ଧ ହେଲା ‘ରେଡମୀ ନୋଟ୍୬ ପ୍ରୋ’

ନୂଆଦିଲ୍ଲୀ : ଭାରତୀୟ ବଜାରରେ ଲଞ୍ଚ ହେଲା ସାଓମିର ନୂଆ ରେଡମୀ ନୋଟ୍୬ ପ୍ରୋ । ରେଡମୀ ନୋଟ୍ ୫ ପ୍ରୋର ସଫଳତା ପରେ କମ୍ପାନୀ ପକ୍ଷରୁ ଏହି ସ୍ମାର୍ଟଫୋନକୁ ବଜାରକୁ ଛଡାଯାଇଛି । ଏହି ସ୍ମାର୍ଟଫୋନରେ ୪ଟି କ୍ୟାମେରା ରହିଛି, ଡୁଆଲ୍ ଫ୍ରଣ୍ଟ କ୍ୟାମେରା ଓ ଡୁଆଲ୍ ରିୟର କ୍ୟାମେରା ରହିଛି ।…

ପ୍ରଥମ ‘ଜିଏସଟି କାଲକୁଲେଟର’ ଏବେ ବଜାରରେ ଉପଲବ୍ଧ

ନୂଆଦିଲ୍ଲୀ : ଭାରତୀୟ ବଜାରକୁ ଆସିଲା ପ୍ରଥମ 'ଜିଏସଟି କାଲକୁଲେଟର' । ଦୋକାନୀ ଏବଂ ବ୍ୟବସାୟୀଙ୍କ ମାନୁଆଲ ଇନଭଏସିଂ କରିବାର ଏକମାତ୍ର ସମାଧାନ ରୂପେ ସହାୟକ ହେବ । ବିଗତ ବର୍ଷ ଦେଶରେ ଲାଗୁ ହୋଇଥିବା ଦ୍ରବ୍ୟ ଓ ସେବା କର(ଜିଏସଟି) ହିସାବ ପାଇଁ ଲୋକମାନେ ଅଳ୍ପବହୁତ ଅସୁବିଧାର…

ମେକ୍ ଇନ୍ ଓଡ଼ିଶା କନକ୍ଲେଭ: ରାଜ୍ୟରେ ୪ ଲକ୍ଷ ୧୯ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସମ୍ଭାବନା

ଭୁବନେଶ୍ୱର: ରାଜଧାନୀରେ ଚାଲିଥିବା ‘ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୧୮’ରେ ଭାରତର ପ୍ରମୁଖ ଶିଳ୍ପ ସଂସ୍ଥାର ଶିଳ୍ପପତିମାନେ ଓଡ଼ିଶାରେ ବଡ଼ ଧରଣର ପୁଞ୍ଜିନିବେଶ କରିବାକୁ ଆଗ୍ରହ ସୃଷ୍ଟି କରିଛନ୍ତି । ଏହି କନକ୍ଲେଭରେ ଶିଳ୍ପପତିମାନେ ୧୫ଟି ବିଭିନ୍ନ କ୍ଷେତ୍ରରେ ପ୍ରାୟ ୪ଲକ୍ଷ ୧୯ହଜାର କୋଟି…

ମେକ୍ ଇନ୍ ଓଡ଼ିଶା କନକ୍ଲେଭ: ଆଜି ୨ୟ ଦିନରେ ଗୁରୁତ୍ୱପୂର୍ଣ୍ଣ ‘ବିଜିନେସ ଲିଡ଼ରସିପ୍ ସମ୍ମିଳନୀ’

ଭୁବନେଶ୍ୱର: ଓଡ଼ିଶାରେ ଅଧିକ ପୁଞ୍ଜି ନିବେଶ କରିବା ତଥା ବିଦେଶର ଶିଳ୍ପପତିମାନଙ୍କୁ ପୁଞ୍ଜିନିବେଶ କରି ରାଜ୍ୟକୁ ସମୃଦ୍ଧିଶାଳୀ କରିବା ଉଦ୍ଦେଶ୍ୟରେ ରାଜଧାନୀରେ ଅନୁଷ୍ଠିତ ହେଉଥିବା ‘ମେକ୍ ଇନ୍ ଓଡ଼ିଶା କନକ୍ଲେଭ’ର ଆଜି ହେଉଛି ୨ୟ ଦିନ । ଏହି ଶିଳ୍ପମହାକୁମ୍ଭ ‘ମେକ୍ ଇନ୍ ଓଡ଼ିଶା କନକ୍ଲେଭ’ରେ…

କଟକ ବାଲିଯାତ୍ରା ଅବଧି ୧୧ ଦିନକୁ ବୃଦ୍ଧି ହେଲା

କଟକ: ଓଡ଼ିଶାର ସବୁଠୁ ବଡ଼ ବାଣିଜ୍ୟମେଳା ‘ବାଲିଯାତ୍ରା’ର ଅବଧି ୧୧ଦିନକୁ ବୃଦ୍ଧି ପାଇଛି । କଟକ ଗଡ଼ଗଡ଼ିଆ ଘାଟରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ପ୍ରସିଦ୍ଧ ବାଲିଯାତ୍ରା ଏବର୍ଷ ୧୧ ଦିନ ବ୍ୟାପୀ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ସାଧାରଣତଃ ଏହି ଐତିହାସିକ ବାଲିଯାତ୍ରା ଉତ୍ସବ ଓ…

ଝାରସୁଗୁଡ଼ା ବିମାନ ବନ୍ଦରରେ ଉଡ଼ାଣ ଯୋଜନା ଜାରି ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପତ୍ର

ଭୁବନେଶ୍ୱର: ଝାରସୁଗୁଡ଼ା ବିମାନ ବନ୍ଦରରେ ଅନିଶ୍ଚିତତା ଲକ୍ଷ୍ୟ କରି ନୂତନ ଭାବେ ଉଦଘାଟିତ ହୋଇଥିବା ଏହି ବିମାନବନ୍ଦରରେ ଉଡ଼ାଣ ଯୋଜନା ଜାରି ରଖିବାକୁ ମଙ୍ଗଳବାର ଦିନ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ପତ୍ର ଲେଖିଛନ୍ତି । ପ୍ରଧାନମନ୍ତ୍ରୀ…

ଲଞ୍ଚ ହେଲା ନୂଆ ହୁଣ୍ଡାଇ ସାଣ୍ଟ୍ରୋ

ନୂଆଦିଲ୍ଲୀ : ହୁଣ୍ଡାଇ କମ୍ପାନୀ ପକ୍ଷରୁ ନୂଆ ସାଣ୍ଟ୍ରୋକୁ ଆଜି ଭାରତରେ ଲଞ୍ଚ କରାଯାଇଛି । କମ୍ପାନୀ ପକ୍ଷରୁ ଏହାର ଦାମ ୩,୮୯,୯୦୦ ରହିଛି । ଏହି କାରକୁ କିଣିବା ପାଇଁ କାର ପ୍ରେମୀମାନେ ବହୁଦିନରୁ ଅପେକ୍ଷା କରି ରହିଥିଲେ । ଦୀର୍ଘ ୬ବର୍ଷ ପରେ କ୍ଷୁଦ୍ର କାର ସେଗମେଣ୍ଟରେ…