Latest Odisha News

BREAKING NEWS

Browsing Category

ବାଣିଜ୍ୟ

ରୱାଣ୍ଡାରେ ଭାରତୀୟ ଗୋଧନ ବଣ୍ଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୱାଣ୍ଡା ଗସ୍ତ କାଳରେ ଆଜି ରୱେରୁ ଆଦର୍ଶ ଗ୍ରାମରେ ସେଠାକାର ଗ୍ରାମବାସୀମାନଙ୍କୁ ୨୦୦ ଭାରତୀୟ ଗାଈ ଉପହାର ଆକାରରେ ପ୍ରଦାନ କରିଛନ୍ତି । ରୱାଣ୍ଡା ସରକାରଙ୍କ ଗିରିଙ୍କା କାର୍ଯ୍ୟକ୍ରମ ଅଧୀନରେ ଗ୍ରାମବାସୀମାନଙ୍କୁ ଏହି ଗାଈ ଭାରତ ପକ୍ଷରୁ…

ରାହୁଲ ମତେ ଆଲିଙ୍ଗନ କରିବା ପୂର୍ବରୁ ୧୦ ଥର ଚିନ୍ତା କରିବେ: ଯୋଗୀ ଆଦିତ୍ୟନାଥ

କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଲିଙ୍ଗନ କରିବା ଘଟଣାକୁ ନେଇ କଡ଼ା ଟିପ୍ପଣୀ ଦେଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଯୋଗୀ କହିଛନ୍ତି “ରାହୁଲ ଗାନ୍ଧୀ ତାଙ୍କୁ ଆଲିଙ୍ଗନ କରିବାକୁ ୧୦ ଥର ଚିନ୍ତା କରିବେ ।” ଘଟଣାକୁ ରାଜନୈତିକ…

ଖୋଲିଲା ହୀରାକୁଦ ଜଳଭଣ୍ଡାର ଗେଟ୍, ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର : ହୀରାକୁଦ ଡ୍ୟାମର ଗେଟ୍ ଆଜି ଖୋଲାଯାଇଛି । ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସିତ ହେଲା ଜଳଭଣ୍ଡାରରୁ । ଆଜି ବିଭିନ୍ନ ପର୍ଯ୍ୟାୟରେ ୧୫ଟି ଗେଟ୍ ଖୋଲାଯିବା ସ୍ଥଳେ ମିଳିଥିବା ସୂଚନାନୁସାରେ ଏପର୍ଯ୍ୟନ୍ତ ୭ଟି ଗେଟରୁ ନିଷ୍କାସିତ ହେଉଛି ଜଳ । ଆଜି ହୀରାକୁଦ…

କୃଷି କ୍ଷେତ୍ରରେ ଚାକିରିର ଯଥେଷ୍ଟ ସୁଯୋଗ ରହିଛି – ବିଶିଷ୍ଟ କୃଷି ବିଶେଷଜ୍ଞ ପ୍ରଫେସର ଡି.ପି. ରାୟ

ଭୁବନେଶ୍ୱର : କୃଷି ବିଜ୍ଞାନ ପାଠ୍ୟକ୍ରମକୁ ନିଜର କ୍ୟାରିୟର ଭାବେ ଗ୍ରହଣ କରୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଚାକିରି କ୍ଷେତ୍ରରେ ଅନେକ ସୁଯୋଗ ରହିଛି । ଉଭୟ ସରକାରୀ ସଂସ୍ଥା ସହିତ ବିଭିନ୍ନ ସଂସ୍ଥା ଏବଂ ଗବେଷଣା ପ୍ରତିଷ୍ଠାନରେ ଚାକିରିର ସୁଯୋଗ ରହିଥିବା କହିଛନ୍ତି ବିଶିଷ୍ଟ କୃଷି ବିଶେଷଜ୍ଞ…

ବିରୋଧିଙ୍କ ଅନାସ୍ଥା ପ୍ରସ୍ତାବ କାଟ ଖାଇଲା: ଆସ୍ଥା ଭୋଟରେ ମୋଦିଙ୍କ ସରକାର ଜିତିଲା, ସରକାରଙ୍କ ସପକ୍ଷରେ ୩୨୫,…

ନୂଆଦିଲ୍ଲୀ : କେନ୍ଦ୍ରର ଏନଡ଼ିଏ ସରକାର ଲୋକସଭାରେ ଆଗତ ଅନାସ୍ଥା ପ୍ରସ୍ତାବ ମତଦାନରେ ସଂସଦର ଆସ୍ଥା ଭାଜନ ହୋଇ ବିଜୟ ଲାଭ କରିଛି । ଅନାସ୍ଥା ପ୍ରସ୍ତାବ ସପକ୍ଷରେ ୧୨୬ଟି ଭୋଟ ମିଳିଥିବା ବେଳେ ଅନାସ୍ଥା ବିରୋଧରେ ୩୨୫ ଖଣ୍ଡ ଭୋଟ ମିଳିଛି । ସଂସଦର ଲୋକସଭା ସଦନରେ ଦୀର୍ଘ ୧୨ ଘଣ୍ଟାର ଆଲୋଚନାର…

ଆଜିଠୁ ସଂସଦର ମୌସୁମୀ ଅଧିବେଶନ: ସରକାରଙ୍କୁ ଘେରିବାକୁ ବିରୋଧିଙ୍କ ତତ୍ପରତା

ନୂଆଦିଲ୍ଲୀ : ବୁଧବାର ଆରମ୍ଭ ହେଉଛି ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ । ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ ସଂସଦର ଏହି ଅଧିବେଶନ । ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ସର୍ବଦଳୀୟ ବୈଠକରେ ଅଧ୍ୟକ୍ଷତା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାର୍ଲାମେଣ୍ଟର ଏହି ଅଧିବେଶନର ସ୍ୱାଭାବିକ ଚାଲିବା…

ଆଜି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ବନକଲାଗି ନୀତି: ରାତି ୮ଟାରୁ ଦର୍ଶନ ବନ୍ଦ, ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢା

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଜି ଆଡ଼ପମଣ୍ଡପରେ ଅନୁଷ୍ଠିତ ହେଉଥିବା ବନକଲାଗି ନୀତି ହେଉଛି । ଭକ୍ତମାନେ ସାହାଣମେଲା ଦର୍ଶନ କରି ନିଜକୁ ଧନ୍ୟ ମନେ କରିଛନ୍ତି । ଆଡ଼ପମଣ୍ଡମରେ ସମସ୍ତ ସକାଳ ନୀତି ସୂଚାରୁରୂପେ ଚାଲିଛି । ଇତିମଧ୍ୟରେ ଭୋର୍ ୫ଟା ସମୟରେ ମଙ୍ଗଳଆଳତୀ, ସକାଳ ୬:୩୦ରେ…

ପ୍ରବଳ ବର୍ଷା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗୁରୁପ୍ରୀୟା ସେତୁ ଉଦଘାଟନ ସ୍ଥଗିତ ହେଲା

ମାଲକାନଗିରି : ଓଡ଼ିଶାର ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଚିତ୍ରକୋଣ୍ଡା ବ୍ଲକରେ ନବନିର୍ମିତ ଗୁରୁପ୍ରୀୟା ସେତୁର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଜୁଲାଇ ୧୮ ତାରିଖ ଦିନ ଉଦଘାଟିତ ହେବାକୁ ଥିଲା । କିନ୍ତୁ ପ୍ରତିକୂଳ ପାଗ ତଥା ପ୍ରବଳ ବର୍ଷା ଯୋଗୁଁ ଏହି ଉଦଘାଟନ କାର୍ଯ୍ୟକ୍ରମ…

ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ମୂରତି, ରଥରୁ ପହଣ୍ଡିରେ ଝୁଲି ଝୁଲି ଗଲେ ମହାପ୍ରଭୁ

ପୁରୀ : ମହାପ୍ରଭୁ ବଡ଼ଭାଇ ଓ ସାନଭଉଣୀ ସହିତ ରଥରେ ବୁଲୁଛନ୍ତି । ଶନିବାର ଦିନ ରତ୍ନବେଦୀରୁ ବାହାରି ରଥରେ ବସି ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରାରମ୍ଭ କରିଥିଲେ ଶ୍ରୀଜଗନ୍ନାଥ । ଭାଇ ଭଉଣୀ ଗୁଣ୍ଡିଚା ମନ୍ଦିର ସହଳ ପହଞ୍ଚି ଯାଇଥିଲେ ମଧ୍ୟ ସାନଭାଇ ଶ୍ରୀଜଗନ୍ନାଥ ବଳଗଣ୍ଡି ଛକରେ…

ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ: ଓଡ଼ିଶାର ଚାନ୍ଦିପୁର ଘାଟୀରେ ହେଲା ଉତକ୍ଷେପଣ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରୁ ସୋମବାର ସକାଳ ୧୦:୩୦ ସମୟରେ ସୁପରସୋନିକ କ୍ରୁଜ ମିସାଇଲ୍ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ ହୋଇଛି । ଭାରତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ପରୀକ୍ଷା ହେବା ନେଇ ସୂଚନା ଦିଆଯାଇଛି । ପ୍ରତିକୂଳ ପାଗ…