Latest Odisha News

BREAKING NEWS

Browsing Category

ବାଣିଜ୍ୟ

ବିଶ୍ୱର ଶ୍ରେଷ୍ଠ ୫୦ ସ୍ମାର୍ଟ ସିଟି: ଭୁବନେଶ୍ୱର ୩୨ ତମ ସ୍ଥାନରେ

ଭୁବନେଶ୍ୱର : ଭାରତର ନଂ ୧ ସ୍ମାର୍ଟ ସିଟି ହେବାର ଗୌରବ ଅର୍ଜନ ପରେ ଏବେ ସମଗ୍ର ବିଶ୍ୱର ଶ୍ରେଷ୍ଠ ୫୦ଟି ସ୍ମାର୍ଟ ସିଟି ମଧ୍ୟରେ ଭୁବନେଶ୍ୱର ୩୨ତମ ସ୍ଥାନରେ ରହିବାର ସଫଳତା ହାସଲ କରିଛି । ସିଙ୍ଗାପୁରର ‘ଇଡ଼େନ ଷ୍ଟ୍ରାଟେଜି ଇନଷ୍ଟିଚ୍ୟୁଟ’ ନାମକ ଏକ ସର୍ଭେ ସଂସ୍ଥା ତାଙ୍କର ସଦ୍ୟତମ…

ଗୁରୁପ୍ରୀୟା ସେତୁ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଜୁଲାଇ ୧୮ରେ ଉଦଘାଟିତ ହେବ

ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁପ୍ରୀୟା ସେତୁ ଉଦଘାଟନ କରିବେ । ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଚିତ୍ରକୋଣ୍ଡା ବ୍ଲକର ଗୁରୁପ୍ରୀୟା ନଦୀ ଉପରେ ନବନିର୍ମିତ ଗୁରୁପ୍ରୀୟା ସେତୁକୁ ଜୁଲାଇ ୧୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେବ । ଏଥିମଧ୍ୟରେ…

ବିଶ୍ୱକପ ଫୁଟବଲ: ଫାଇନାଲରେ କ୍ରୋଏସିଆ, ଇଂଲଣ୍ଡ ୨-୧ରେ ପରାସ୍ତ

ମସ୍କୋ : ଫିଫା ବିଶ୍ୱକପ ଫୁଟବଲ ୨୦୧୮ ଫାଇନାଲରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଛି କ୍ରୋଏସିଆ । ପଡ଼ୋଶୀ ରୁଷିଆରେ ଅନୁଷ୍ଠିତ ହେଉଥିବା ବିଶ୍ୱକପ ଫାଇନାଲରେ କ୍ରୋଏସିଆ ଦଳ ରବିବାର ଦିନ ଭେଟିବ ଅପେକ୍ଷାକୃତ ଶକ୍ତିଶାଳୀ ଦଳ ଫ୍ରାନ୍ସକୁ । ଗୁରବାର ଖେଳାଯାଇଥିବା ଦ୍ୱିତୀୟ…

ଆମ୍ରି ହସ୍ପିଟାଲ୍ସରେ ମାଷ୍ଟର ଇନ୍ ଏମର୍ଜେନ୍ସି ମେଡିସିନ୍ (ଏମ୍ଇଏମ୍)ର ପ୍ରଥମ ସମାବର୍ତନ ଉତ୍ସବ

ଭୁବନେଶ୍ୱର: ଆମ୍ରି ହସ୍ପିଟାଲ୍ସ ଭୁବନେଶ୍ୱରରେ ୨୦୧୮ ଜୁଲାଇ ୧୦ରେ ଅନୁଷ୍ଠିତ ପ୍ରଥମ ସମାବର୍ତନ ଉତ୍ସବରେ ଆମ୍ରି ହସ୍ପିଟାଲ୍ସ, ଭୁବନେଶ୍ୱର ପକ୍ଷରୁ ପ୍ରଥମ ବ୍ୟାଚ୍ରେ ପାଂଚ ଜଣ ବିଦ୍ୟାର୍ଥୀଙ୍କୁ ମାଷ୍ଟର ଅଫ୍ ଏମର୍ଜେନ୍ସି ମେଡିସିନ୍ (ଏମ୍ଇଏମ୍) ପ୍ରଦାନ କରାଯାଇଛି । ଏହି ସମାବର୍ତନ…

ପ୍ରବଳ ବର୍ଷା ଆଶଙ୍କା: ୧୩ରେ ଲଘୁଚାପ, ବୃଷ୍ଟିପାତ ଲାଗି ୭ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଓଡ଼ିଶାର ପ୍ରାୟ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି । ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସତର୍କ ସୂଚନା ଜାରି କରିଛନ୍ତି ଭାରତୀୟ ପାଣିପାଗ ବିଭାଗ(ଆଇ.ଏମ.ଡ଼ି)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।…

ବିଶ୍ୱକପ ଫୁଟବଲ: ଫାଇନାଲରେ ଫ୍ରାନ୍ସ

ସେଣ୍ଟ ପିଟର୍ସବର୍ଗ : ଫ୍ରାନ୍ସ ବିଶ୍ୱକପ ଫାଇନାଲରେ ପ୍ରବେଶ କଲା । ସେମିଫାଇନାଲରେ ଉନ୍ନତ ଖେଳ ପ୍ରଦର୍ଶନ କରି ୧-୦ ଗୋଲରେ ବେଲଜିୟମକୁ ପରାସ୍ତ କରିଛି ଫ୍ରାନ୍ସ । ରୁଷିଆର ସେଣ୍ଟପିଟର୍ସବର୍ଗ ସହରର ସେଣ୍ଟପିଟର୍ସବର୍ଗ ଷ୍ଟାଡ଼ିୟମରେ ଖେଳାଯାଇଥିବା ଚିତାକର୍ଷକ ସେମିଫାଇନାଲ ମ୍ୟାଚରେ…

ଫିଲ୍ମ ‘ଧଡ଼କ’ ରିଲିଜ୍ ପୂର୍ବରୁ ନର୍ଭସ ହୋଇପଡ଼ିଛନ୍ତି ଶ୍ରୀଦେବୀ ତନୟା ଜାହ୍ନବୀ !

ମୁମ୍ବାଇ : ଜୁଲାଇ ୨୦ ତାରିଖରେ ରିଲିଜ୍ ହେବାକୁ ଯାଉଛି ଶ୍ରୀଦେବୀଙ୍କ କନ୍ୟା ଜାହ୍ନବୀଙ୍କ ଡ଼େବ୍ୟୁ ଫିଲ୍ମ ‘ଧଡ଼କ୍’ । ଏହି ରୋମାଣ୍ଟିକ ମୁଭିରେ ବୋନୀକପୁର-ଶ୍ରୀଦେବୀଙ୍କ କିଶୋରୀ କନ୍ୟା ଜାହ୍ନବୀଙ୍କ ସହିତ ଅଛନ୍ତି ଇଶାନ୍ ଖଟ୍ଟର୍ । ଶଶାଙ୍କ ଖୈତାନଙ୍କ ନିର୍ଦ୍ଦେଶିତ ଏହି ରୋମାଣ୍ଟିକ…

ଭଦ୍ରକ: ସ୍କୁଲ କାନ୍ଥ ଭାଙ୍ଗି ଛାତ୍ରୀ ମୃତ ଓ ୩ ଆହତ, ପ୍ରଧାନଶିକ୍ଷକ ନିଲମ୍ବିତ

ଭଦ୍ରକ: ଭଦ୍ରକ ଜିଲ୍ଲା ଅନ୍ତର୍ଗତ ବିନାୟକପୁର ଠାରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ବିନାୟକପୁର ୟୁପି ସ୍କୁଲ ପରିସରରେ ରହିଥିବା ଏକ ପୁରୁଣା କୋଠାର କାନ୍ଥ ଧସିଯିବା ଫଳରେ ସେଠାରେ ଉପସ୍ଥିତ ଥିବା ଜଣେ ଛାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଏଥିରେ ୩ଜଣ ଆହତ ହୋଇଛନ୍ତି । ମୃତା ଛାତ୍ରୀ…

ପପୁ ପମ୍ ପମ୍ ସୁସ୍ଥ ହୋଇ ଓଡ଼ିଶା ଫେରିଲେ

ଭୁବନେଶ୍ୱର : ଓଲିଉଡ଼ର କମେଡ଼ି କିଙ୍ଗ୍ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେବା ପରେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଓଡ଼ିଶା ଫେରିଛନ୍ତି । ଦୀର୍ଘ ଦୁଇ ମାସ ଧରି ଦିଲ୍ଲୀ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ସ ଅଫ ମେଡ଼ିକାଲ ସାଇନ୍ସରେ ଚିକିତ୍ସିତ ହେଉଥିଲେ ପପୁ । ଆଜି ସକାଳେ ପରିବାର ସହିତ ପପୁ…

ଥାଇଲାଣ୍ଡ ଗୁମ୍ଫାରେ ଫୁଟବଲ ଖେଳାଳି ଫସିବା ପ୍ରସଙ୍ଗ: ବାଲୁକାକଳାରେ ଉଦ୍ଧାରକାରୀ ସମନ କୁନାନଙ୍କୁ ଅଶ୍ରୁଳ…

ପୁରୀ : ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଥାଇଲାଣ୍ଡ ବୁଡ଼ାଳୀ ତଥା ଗୁମ୍ପାରେ ଫସିଥିବା ଫୁଟବଲ ଖେଳାଳିଙ୍କ ଉଦ୍ଧାରକାରୀ ସମନ କୁନାନଙ୍କୁ ତାଙ୍କର ବାଲୁକା କଳା ମଧ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଥାଇଲାଣ୍ଡର ଏକ ଜୁନିୟର ଫୁଟବଲ ଦଳ ଗୁମ୍ଫା…