Latest Odisha News

BREAKING NEWS

Browsing Category

ବାଣିଜ୍ୟ

ବିଜେପି ମହିଳା ମୋର୍ଚ୍ଚା ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟିଲେ: ରାଜ୍ୟରେ ନାରୀହିଂସା ରୋକିବାକୁ ଦୃଢ…

ଭୁବନେଶ୍ୱର : ରାଜ୍ୟରେ ମହିଳାମାନଙ୍କ ପ୍ରତି ବୃଦ୍ଧି ପାଉଥିବା ହିଂସା ଏବଂ ଏହାକୁ ରୋକିବାରେ ରାଜ୍ୟ ସରକାରଙ୍କ ବିଫଳତା ବିରୁଦ୍ଧରେ ଆଜି ବିଜେପି ମହିଳା ମୋର୍ଚ୍ଚାର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମାନ୍ୟବର ରାଜ୍ୟପାଳଙ୍କୁ ଭେଟି ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ଶନିବାର ଦିନ…

୧୪ ବର୍ଷ ନାବାଳକର ବିଭତ୍ସ କାଣ୍ଡ: ୧୭ ବର୍ଷୀୟା ଯୁବତୀଙ୍କୁ ହତ୍ୟା କରି ଫିଙ୍ଗିଦେଲା

ଯାଜପୁର: ଯାଜପୁର ଜିଲ୍ଲା ଅନ୍ତର୍ଗତ କୋରେଇରେ ୧୭ ବର୍ଷୀୟା ଯୁବତୀଙ୍କୁ ହତ୍ୟା କରିବା ଅଭିଯୋଗରେ ଜଣେ ୧୪ ବର୍ଷର ନାବାଳକ ପୋଲିସ ପୋଲିସ ଦ୍ୱାରା ଗିରଫ ହୋଇଛି । ପୋଲିସ ସୂତ୍ରରୁ ପ୍ରକାଶ, ଜୁନ ୧୮ ତାରିଖରେ ଯୁବତୀର ପିନ୍ଧା ଓଢଣୀ ଦ୍ୱାରା ବେକ ଚିପି ହତ୍ୟା କରିବା ପରେ ଶବକୁ ଏକ ପୋଖରୀରେ…

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ: ମୁଖ୍ୟମନ୍ତ୍ରୀ ୫୩ଟି ବ୍ଲକର ୧୨,୨୨୫ଟି ପ୍ରକଳ୍ପ ପାଇଁ ମଞ୍ଜୁର କଲେ ୩୧୯ କୋଟି ଟଙ୍କା

ଭୁବନେଶ୍ୱର : ଓଡ଼ିଶା ସରକାର ‘ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ’ ରେ ଆଜି ଏକ ନୂଆ ମାଇଲଖୁ ସ୍ଥାପନ କରିଛନ୍ତି । ମାର୍ଚ୍ଚ ୫ତାରିଖରେ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମ ମେ ୨୩ ତାରିଖରୁ ବ୍ଲକସ୍ତରରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ତେବେ ଆଜି ୩ଟି ବ୍ଲକକୁ ଏହି କାର୍ଯ୍ୟକ୍ରମରେ ସାମିଲ କରାଯିବା…

ଚାମ୍ପିୟନ୍ସ ଟ୍ରଫି ହକି: ଭାରତ ଠାରୁ ୪-୦ରେ ପାକିସ୍ତାନର ଲଜ୍ଜାଜନକ ପରାଜୟ

ବ୍ରେଦା: ଶେଷ ୧୦ ମିନଟରେ ୩ଟି ଗୋଲ ଦେଇ ଭାରତ ତା’ର ଚିର ପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ୪-୦ରେ ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ମ୍ୟାଚ୍ରେ ପରାସ୍ତ କରିଛି । ଆଜି ହଲାଣ୍ଡର ବ୍ରେଦା ସହରରେ ଆରମ୍ଭ ହୋଇଥିବା ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ଖେଳାଯାଇଥିଲା ଭାରତ ଓ…

ଭଦ୍ରକରେ ଚାଞ୍ଚଲ୍ୟ: ଗୋଟିଏ ଘରୁ ବାହାରିଲେ ଶତାଧିକ ନାଗସାପ !

ଭଦ୍ରକ/ଧାମନଗର : ଶହେରୁ ଅଧିକ ନାଗସାପ ବାହାରିଲା ଜଣଙ୍କ ଘରୁ ! ପ୍ରଥମେ ଏହା କାନକୁ ବିଶ୍ୱାସ ହେଉନଥିଲେ ମଧ୍ୟ ଏପରି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଧାମନଗର ଅଞ୍ଚଳରେ । ମିଳିଥିବା ସୂଚନାନୁଯାୟୀ ଭଦ୍ରକ ଜିଲ୍ଲା ଧାମନଗର ନିକଟବର୍ତ୍ତୀ ଶ୍ୟାମପୁର ଗ୍ରାମର ପାଇକସାହି ବିଜୟ…

ବଳ ଫେରୁଛି ମହାବଳର : ସାତକୋଶିଆରେ ବାଘର ଅବସ୍ଥା ଏବେ ସ୍ୱାଭାବିକ

ଅନୁଗୁଳ : ମହାବଳ ବାଘର ବଳ ଏବେ ଫେରି ଆସିଲାଣି । ସୁଦୂର ମଧ୍ୟପ୍ରଦେଶର ‘କାହ୍ନା’ ବ୍ୟାଘ୍ର ସଂରକ୍ଷଣ ଅଭୟାରଣ୍ୟରୁ ଓଡ଼ିଶାର ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ଦୁଇଦିନ ହେବ ଆସିଥିଲା ଏକ ମହାବଳ ବାଘ । ଏବେ କିନ୍ତୁ ନିଶ୍ଚେତନ ଅବସ୍ଥାରୁ ସ୍ୱାଭାବିକ ଅବସ୍ଥାକୁ ଫେରିଛି ଓଡ଼ିଶାକୁ ଆଗନ୍ତ୍ୁକ ଏହି…

ବିଶ୍ୱକପ ଫୁଟବଲ: ଆକର୍ଷଣୀୟ ଗୋଲ୍ ଦେଇ ‘ନେମାର’ ନଚାଇଲେ ବ୍ରାଜିଲକୁ

ମସ୍କୋ : ଶୁକ୍ରବାର ଦିନ ଫୁଟବଲ ପଡ଼ିଆରେ ବ୍ରାଜିଲ ବିଶ୍ୱବାସୀଙ୍କୁ ପ୍ରଦର୍ଶନ କରିଛି ତା’ର ଶ୍ରେଷ୍ଠ ଫୁଟବଲ ଖେଳ ପ୍ରଦର୍ଶନ । ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଫୁଟବଲର୍ ନେମାର ଜୁନିୟରଙ୍କ ଆକର୍ଷଣୀୟ ଖେଳ ପ୍ରଦର୍ଶନ ଦେଖିବାକୁ ମିଳିଥିଲା ବ୍ରାଜିଲ-କୋଷ୍ଟାରିକା ମ୍ୟାଚରେ । ବ୍ରାଜିଲ ଦଳ ୨-୦ ଗୋଲରେ…

ଓଡ଼ିଶା ସରକାର ‘ଆଇଆଇଏମ ସମ୍ବଲପୁର’ କୁ ଯୋଗାଇଦେବେ ୧୮୧.୭୭ ଏକର ଜମି: ରାଜ୍ୟ କ୍ୟାବିନେଟର ୯ଟି ଗୁରୁତ୍ୱପୂର୍ଣ୍ଣ…

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସଚିବାଳୟ ଠାରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ବସିଥିଲା । ରାଜ୍ୟ ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିଥିଲେ । ଆଜି ଏହି କ୍ୟାବିନେଟ ବୈଠକରେ ୯ଟି ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଭୁବନେଶ୍ୱର ଏୟାରପୋର୍ଟରୁ ୯ଲକ୍ଷ ଟଙ୍କାର ସୁନା ଜବତ

ଭୁବନେଶ୍ୱର: ଭୁବନେଶ୍ୱର ଏୟାରପୋର୍ଟରୁ ପୁଣି ବିମାନ ଗୁଇନ୍ଦା ବିଭାଗ ଚୋରାରେ ଚାଲାଣ ହେଉଥିବା ସୁନା ଜବତ କରିଛି । ଆଜି ଜଣେ ବ୍ୟକ୍ତି ୨୯୫ ଗ୍ରାମର ସୁନା ଲୁଚାଇ ଚାଲାଣ କରୁଥିବା ବେଳେ ଗୁଇନ୍ଦା ବିଭାଗ ହାତରେ ଧରାପଡ଼ିଛି । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ…

ବାରବାଟୀ ଜମି ହେରଫେର ପ୍ରସଙ୍ଗ: ଆଶୀର୍ବାଦ ବେହେରାଙ୍କ ଜ୍ୱାଇଁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ପଚରାଉଚରା !

କଟକ/ଭୁବନେଶ୍ୱର : ବାରବାଟୀ ଜମି ହେରଫେର ଘଟଣା ପୁନର୍ବାର ଚର୍ଚ୍ଚାକୁ ଆସିଛି । ଗୁରବାର ଦିନ ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ପୁଅ ସଂଜିତ ସାମଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି । ପୂର୍ବରୁ ସଂଜିତଙ୍କୁ ପ୍ରବର୍ତ୍ତନ…