Latest Odisha News

BREAKING NEWS

Browsing Category

ବାଣିଜ୍ୟ

କେମିତି ବଦଳାଇବେ ୨ ହଜାର ନୋଟ୍, ଏସବିଆଇ ଦେଲା ବଡ଼ ସୂଚନା

ଭୁବନେଶ୍ୱର: ୨ ହଜାର ନୋଟ୍ ପ୍ରତ୍ୟାହାର ନେଇ ଆରବିଆଇର ଘୋଷଣା ପରେ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଛି । କିଭଳି ୨ ହଜାର ନୋଟକୁ ବଦଳାଇବେ ସେ ନେଇ ଅନେକ ଚିନ୍ତିତ ହୋଇ ପଡ଼ିଥିବା ବେଳେ ଏସବିଆଇ ପକ୍ଷରୁ ଜାରି କରାଯାଇଛି ଗାଇଡଲାଇନ୍ । ଦେଶର ସବୁଠୁ ବଡ଼ ବ୍ୟାଙ୍କ ଏସବିଆଇ ପକ୍ଷରୁ କୁହାଯାଇଛି,…

୨ ହଜାର ମୂଲ୍ୟର ନୋଟ୍ ଫେରାଇ ନେବ ଆରବିଆଇ, ୩୦ ସେପ୍ଟେମ୍ବର ପୂର୍ବରୁ କରାଇ ନିଅନ୍ତୁ ଜମା

ମୁମ୍ବାଇ: ବଜାରରୁ ହଟିବ ୨ ହଜାର ମୂଲ୍ୟର ନୋଟ୍ । ୨୦୧୮-୧୯ରୁ ଆରବିଆଇ ୨ ହଜାର ଟଙ୍କିଆ ନୋଟ୍ ଛାପିବା ବନ୍ଦ କରି ଦେଇଥିବା ବେଳେ ଏବେ ବଜାରରୁ ଫେରାଇ ନେବାକୁ ଘୋଷଣା କରିଛି । ଆରବିଆଇର ଘୋଷଣା ଅନୁସାରେ, ୨ ହଜାର ମୂଲ୍ୟର ବୈଧ ରହିବ କିନ୍ତୁ ତାକୁ ସର୍କୁଲେସନରୁ ବାହାର କରି ଦିଆଯିବ ।…

ଆଦାନୀ-ହିଣ୍ଡେନବର୍ଗ ମାମଲା, ସେବିକୁ କ୍ଲିନ୍ ଚିଟ୍ ଦେଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଦାନୀ ଗ୍ରୁପ ବିରୋଧରେ ହିଣ୍ଡେନବର୍ଗ ରିସର୍ଚ୍ଚ ରିପୋର୍ଟ ମାମଲାରେ ସୁପ୍ରିମକୋର୍ଟ ଦ୍ୱାରା ଗଠିତ କମିଟି ଦେଇଥିବା ବେଳେ କୌଣସି ନିଷ୍କର୍ସ ମିଳିନାହିଁ । ରିପୋର୍ଟରେ କୁହାଯାଇଛି, ଆଦାନୀ ଗ୍ରୁପ୍ କମ୍ପାନୀର ସେୟାରରେ ଏପେଟ ସେପଟ ଉପରେ ନଜର ରଖିବାରେ ସେବି ବିଫଳ ହୋଇଛି । କମିଟି…

ଓଡ଼ିଶା ଖଣି ନିଗମର ୬୮ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଓଡ଼ିଶା ଖଣି ନିଗମ (OMC) ୬୮ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଭୁବନେଶ୍ୱରର ଜୟଦେବ ଭବନରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ । ସେ କହିଥିଲେ, ୧୯୫୬ରୁ ଆରମ୍ଭ ହୋଇଥିବା ଓଏମସି ଦୀର୍ଘ…

୧୮ ମାସରେ ସର୍ବନିମ୍ନ, ଖୁଚୁରା ମୁଦ୍ରାସ୍ପୀତି ଏପ୍ରିଲରେ ୪.୭ ପ୍ରତିଶତକୁ ଖସିଲା

ନୂଆଦିଲ୍ଲୀ: ଦେଶରେ ଖୁଚୁରା ମୁଦ୍ରାସ୍ଫୀତି ଚଳିତ ବର୍ଷ ଏପ୍ରିଲରେ ହ୍ରାସ ପାଇ ୪.୭%ରେ ପହଞ୍ଚିଛି। ଯାହା ମାର୍ଚ୍ଚରେ ୫.୬୬% ଥିଲା। ୧୮ ମାସରେ ଏହା ସର୍ବନିମ୍ନ ସ୍ତରକୁ ଖସିଛି। ସେଣ୍ଟ୍ରାଲ ଷ୍ଟାଟିଷ୍ଟିକ୍ସ ଅଫିସ୍ ଶୁକ୍ରବାର ଏହି ତଥ୍ୟ ପ୍ରକାଶ କରିଛି। ଯେଉଁଥିରେ ଖାଦ୍ୟ ମୁଦ୍ରାସ୍ଫୀତି…

ମହଙ୍ଗା ହେବ ଚିନି; ଉତ୍ପାଦନରେ ୯ ପ୍ରତିଶତ ହ୍ରାସ ହେବା ଅନୁମାନ

ନୂଆଦିଲ୍ଲୀ: ଆଗକୁ ବଢିପାରେ ଚିନି ମୂଲ୍ୟ। କାରଣ ଚିନି ଉତ୍ପାଦନରେ ହ୍ରାସ ଦେଖା ଦେବ ବୋଲି ଆଶଙ୍କା କରାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷ ଶେଷରେ ଚିନି ଉତ୍ପାଦନ ହ୍ରାସ ହେବ ବୋଲି ନ୍ୟାସ୍‌ନାଲ ଫେଡେରେସନ ଅଫ୍ କୋଅପରେଟିଭ୍ ଫେଡେରେସନ(NFCSF) ଅନୁମାନ କରିଛି। ପୂର୍ବରୁ ଚଳିତ ବର୍ଷରେ ଚିନି…

ମାର୍କ ଜୁକରବର୍ଗଙ୍କୁ ପଛରେ ପକାଇଲେ ମୁକେଶ ଅମ୍ବାନୀ

ମୁମ୍ବାଇ: ଦୁନିଆର ଅରବପତି ତାଲିକାରେ ଉପରକୁ ଉଠିଛନ୍ତି ମୁକେଶ ଅମ୍ବାନୀ । ଅନ୍ୟପଟେ ଭାରତର ଅନ୍ୟତମ ଅରବପତି ଗୌତମ ଆଦାନୀ ପୁଣି ତାଲିକାରେ ତଳକୁ ଖସିଛନ୍ତି । ଫେସବୁକ୍ ସିଇଓ ମାର୍କ ଜୁକରବର୍ଗଙ୍କୁ ସମ୍ପତ୍ତି ମାମଲାରେ ପଛରେ ପକାଇ ଉପରକୁ ଉଠିଛନ୍ତି ମୁକେଶ ଅମ୍ବାନୀ । ଅମ୍ବାନୀ ୧୩ରୁ ୧୨ତମ…

‘ମୁଦ୍ରାସ୍ପୀତି ନିୟନ୍ତ୍ରଣକୁ ଆଣିବାକୁ ପ୍ରୟାସ ହେଉଛି, ଖୁବଶୀଘ୍ର ତଳକୁ ଆସିବ’

ନୂଆଦିଲ୍ଲୀ: ଦେଶରେ ମୁଦ୍ରାସ୍ଫୀତି ବା ମହଙ୍ଗା ଲୋକଙ୍କ ପକେଟ ଉପରେ ବଡ ବୋଝ ପାଲଟିଛି। ଏହି ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ଦେଶରେ ମୁଦ୍ରାସ୍ଫୀତି ସହନଶୀଳତା ସ୍ତରଠାରୁ ଟିକିଏ ଅଧିକ ରହିଛି। ଏପରି କ୍ଷେତ୍ରରେ ଏହାକୁ ନିୟନ୍ତ୍ରଣ କରାଯାଇପାରିବ। ବର୍ତ୍ତମାନ…

୨୦ ଟଙ୍କା କମିଲା ଖାଇବା ତେଲର ଦାମ !

ନୂଆଦିଲ୍ଲୀ: ମହଙ୍ଗା ଯୁଗରେ ଯଦି କୌଣସି ଜିନିଷର ଦାମ ଟଙ୍କଟିଏ ବି କମୁଛି ଆଜିର ଯୁଗରେ ମଣିଷକୁ ଟିକିଏ ଆଶ୍ବସ୍ତି ମିଳେ। କାରଣ ଏବେ ଅଧିକାଂଶ ଜିନିଷର ଦାମ ବଢିବା ସଂଖ୍ୟା ଅଧିକ କମିବା ସଂଖ୍ୟା କମ୍। ଏହାରି ଭିତରେ ଗୋଟିଏ ଆଶ୍ବସ୍ତି କରିବା ଭଳି ଏକ ଖବର ଆସିଛି ତାପୁଣି ହାଣ୍ଡିଶାଳରୁ।…

ଭାରତର ଅଭିବୃଦ୍ଧି ଯୋଜନା ପାଇଁ ନ୍ୟୁ-ଏଜ ଏନର୍ଜି ମିନେରାଲ ଗୁରୁତ୍ୱପୂର୍ଣ୍ଣ: ଶୁଭ୍ରକାନ୍ତ ପଣ୍ଡା

ନୂଆଦିଲ୍ଲୀ: ଭାରତର ଆର୍ଥିକ ବିକାଶ ଏବଂ ଚିର ସ୍ଥାୟୀ ଭବିଷ୍ୟତ ଗଠନ ପାଇଁ ନ୍ୟୁ-ଏଜ ଏନର୍ଜି ମିନେରାଲ ଗୁରୁତ୍ୱପୂର୍ଣ୍ଣ  ଫିକି ଦ୍ୱାରା ପ୍ରସ୍ତୁତ "ନ୍ୟୁ-ଏଜ ଏନର୍ଜି ମିନେରାଲ" ଶୀର୍ଷକ ଏକ ରିପୋର୍ଟର ଉନ୍ମୋଚନ କାର୍ଯ୍ୟକ୍ରମରେ ଫିକ୍କି ଇଣ୍ଡିଆର ସଭାପତି ତଥା ଇମ୍ଫାର ପରିଚାଳନା ନିର୍ଦ୍ଦେଶକ…