Latest Odisha News

BREAKING NEWS

Browsing Category

ବାଣିଜ୍ୟ

ରିଲାଏନ୍ସର ବୋର୍ଡ ଅଫ୍ ଡାଇରେକ୍ଟରରେ ଇଶା, ଆକାଶ ଏବଂ ଅନନ୍ତ ସାମିଲ, ଅବସର ନେଲେ ନୀତା ଅମ୍ବାନୀ

ନୂଆଦିଲ୍ଲୀ: ଦେଶର ନାମୀଦାମୀ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସୋମବାର ଏହାର ଉତ୍ତରାଧିକାରୀ ଘୋଷଣା କରିଛି। ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ଝିଅ ଇଶା ଏବଂ ପୁଅ ଆକାଶ, ଅନନ୍ତଙ୍କୁ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍. ବୋର୍ଡ ଅଫ୍ ଡାଇରେକ୍ଟର୍ସକୁ ନିଯୁକ୍ତ କରାଯାଇଛି। ରିଲାଏନ୍ସ…

ସେପ୍ଟେମ୍ବର ସୁଦ୍ଧା ଶସ୍ତା ହେବ ପନିପରିବା: ଆରବିଆଇ ଗଭର୍ଣ୍ଣର

ନୂଆଦିଲ୍ଲୀ: ମୁଦ୍ରାସ୍ଫୀତି ବୃଦ୍ଧି ଯୋଗୁଁ ଭାରତର ସାଧାରଣ ଜନତା ଚିନ୍ତିତ ଅଛନ୍ତି। ଗତ ଦୁଇ ମାସ ମଧ୍ୟରେ ଦେଶରେ ଟମାଟୋ, ପିଆଜ ସମେତ ଅନେକ ପନିପରିବା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠେ ଯେ କେବେ ପନିପରିବା ମୁଦ୍ରାସ୍ଫୀତିରୁ ମୁକ୍ତି ମିଳିବ। ଏହି ପ୍ରଶ୍ନର…

ଚଳିତ ମାସ ପାଇଁ ଘରୋଇ କୋଟାରେ ଅତିରିକ୍ତ ୨ ଏଲଏମଟି ଚିନି ଆବଣ୍ଟନ କଲା କେନ୍ଦ୍ର

ନୂଆଦିଲ୍ଲୀ: ଓନମ, ରକ୍ଷା ବନ୍ଧନ, ଏବଂ କୃଷ୍ଣ ଜନ୍ମାଷ୍ଟମୀ ପରି ଆଗାମୀ ପର୍ବ ପାଇଁ ଚିନିର ବର୍ଦ୍ଧିତ ଚାହିଦାକୁ ଦୃଷ୍ଟିରେ ରଖି ଅଗଷ୍ଟ ମାସ ପାଇଁ ୨ ଏଲଏମଟିର ଅତିରିକ୍ତ କୋଟା (୨୩.୫ ଏଲଏମଟି ରୁ ଅଧିକ ଚିନି ଅଗଷ୍ଟ ୨୦୨୩ ମାସ ପାଇଁ ପୂର୍ବରୁ ଆବଣ୍ଟିତ କରାଯାଇଛି) ଆବଣ୍ଟିତ ହୋଇଛି। ଘରୋଇ…

ମୁଖ୍ୟମନ୍ତ୍ରୀ ଏସ୍‌‌ଆର୍‌‌ଆଇଏମ୍‌‌ ଯୋଜନା ଆରମ୍ଭ, ୧୦ ଲକ୍ଷ ଟଙ୍କା ଋଣ ଉପରେ ୧୦୦% ଅର୍ଥ ଫେରସ୍ତ

ଭୁବନେଶ୍ୱର: ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌‌ଏସ୍‌‌ଏମ୍‌‌ଇ) କ୍ଷେତ୍ରର ଆହୁରି ସମୃଦ୍ଧି ଆଣିବା ଲକ୍ଷ୍ୟରେ ରାଜ୍ୟ ସରକାର ଆରମ୍ଭ କରିଛନ୍ତି, ‘ଚିଫ୍‌‌ ମିନିଷ୍ଟର୍ସ ସ୍କିମ୍‌‌ ଫର୍ ରିମ୍ବର୍ସମେଣ୍ଟ ଅଫ୍‌‌ ଇଣ୍ଟ୍ରେଷ୍ଟ ଟୁ ଏମ୍‌‌ଏସ୍‌‌ଏମଇ (ସିଏମ୍‌‌-ଏସ୍‌‌ଆରଆଇଏମ୍‌‌) ଯୋଜନା।…

ସରକାରଙ୍କୁ ଘାରିଲା ପିଆଜ ଦର ବୃଦ୍ଧି ଚିନ୍ତା, ରପ୍ତାନି ଉପରେ ୪୦ ପ୍ରତିଶତ ଶୁଳ୍କ ଲାଗୁ

ନୂଆଦିଲ୍ଲୀ: ସରକାରଙ୍କୁ ଘାରିଲା ପିଆଜ ଦର ବୃଦ୍ଧି ଚିନ୍ତା। ଦର ବୃଦ୍ଧିକୁ ରୋକିବା ଏବଂ ଘରୋଇ ବଜାରରେ ଯୋଗାଣରେ ସୁଧାର ଆଣିବା ପାଇଁ ଭାରତ ସରକାର ଶନିବାର ପିଆଜ ରପ୍ତାନି ଉପରେ ୪୦% ଶୁଳ୍କ ଲାଗୁ କରିଛନ୍ତି। ଅର୍ଥ ମନ୍ତ୍ରାଳୟର ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ ଏହି ରପ୍ତାନି ଶୁଳ୍କ ତୁରନ୍ତ…

ଆରବିଆଇ ନିର୍ଦ୍ଦେଶାବଳୀ: ଜାରି ହେଲା ନୂତନ ଋଣ ନିୟମ

ନୂଆଦିଲ୍ଲୀ: ବ୍ୟାଙ୍କ ଏବଂ ଆର୍ଥିକ ପ୍ରତିଷ୍ଠାନଗୁଡ଼ିକ ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ନୂତନ ନିର୍ଦ୍ଦେଶାବଳୀ ଘୋଷଣା କରିଛି। ଏହା ଅଧୀନରେ ଋଣ ଆକାଉଣ୍ଟରେ ଜରିମାନା ସମ୍ବନ୍ଧୀୟ ଅନେକ ନିୟମ ସମ୍ବନ୍ଧରେ ନିର୍ଦ୍ଦେଶ ଦିଆଯାଇଛି। ଆରବିଆଇ କହିଛି ଯେ ବ୍ୟାଙ୍କ ଏବଂ ନିୟନ୍ତ୍ରିତ ସଂସ୍ଥା…

ଚଳିତ ବର୍ଷ ଭାରତର ରପ୍ତାନିରେ ୧୬ ପ୍ରତିଶତ ହ୍ରାସ

ନୂଆଦିଲ୍ଲୀ: ଚଳିତ ବର୍ଷ ଜୁଲାଇରେ ଭାରତର ରପ୍ତାନିରେ ୧୫.୮୮ ପ୍ରତିଶତ ହ୍ରାସ ଘଟିଛି। ବର୍ତ୍ତମାନ ଏହା ୩୨.୨୫ ବିଲିୟନ ଡ଼ଲାରରେ ପହଞ୍ଚିଛି। ଆଲୋଚ୍ୟ ସମୟରେ ଦେଶରୁ ମୋଟ ୩୨.୨୫ କୋଟି ଡ଼ଲାର ମୂଲ୍ୟର ସାମଗ୍ରୀ ରପ୍ତାନି ହୋଇଛି, ଯାହାକି ଗତ ବର୍ଷ ସମାନ ମାସରେ ରପ୍ତାନି ୩୮.୩୪ କୋଟି ଡ଼ଲାର…

ଜିଓ ୫ଜି ଏମ୍‌ଏମ୍‌ ୱେଭ ସ୍ପେକ୍ଟ୍ରମ୍ ଆଧାରିତ ସେବାର ଶୁଭାରମ୍ଭ

ଭୁବନେଶ୍ୱର: ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ (ଆରଜେଆଇଏଲ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ବିକଶିତ ‘୫ଜି ଏମ୍‌ଏମ୍‌-ୱେଭ ସ୍ପେକ୍ଟ୍ରମ’ ଆଧାରିତ ସେବାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଆରଜେଆଇଏଲ ପକ୍ଷରୁ ଘଷୋଣା କରାଯାଇଛି ଯେ ଏହା ସମସ୍ତ ସ୍ପେକ୍ଟ୍ରମ୍…

ପଣ୍ୟ କାରବାରରେ ପୁଣି ରେକର୍ଡ କଲା ପାରାଦୀପ ବନ୍ଦର, ୧୨୯ ଦିନରେ ହାସଲ କଲା ଟାର୍ଗେଟ୍

ପାରାଦୀପ: ପୁଣି ସଫଳତା ହାସଲ କଲା ପାରାଦୀପ ବନ୍ଦର। ପଣ୍ୟ ବେପାରରେ ଆଉଥରେ ପାରାଦୀପ ବନ୍ଦର ରେକର୍ଡ ହାସଲ କରିଛି। ଦେଶର ସବୁ ବୃହତ ବନ୍ଦର ମଧ୍ୟରେ ଚଳିତ କ୍ୱାର୍ଟରରେ ପାରାଦୀପ ବନ୍ଦର ସର୍ବାଧିକ ପଣ୍ୟ କାରବାର କରିଛି। ଅଗଷ୍ଟ ୮ ତାରିଖ ସୁଦ୍ଧା ବନ୍ଦର ୫୦.୧୬ ମିଲିୟନ୍ ମେଟ୍ରିକ୍ ଟନ୍…

୬.୫ ପ୍ରତିଶତରେ ରେପୋ ରେଟ୍‌ ଅପରିବର୍ତ୍ତିତ, ଘୋଷଣା କଲେ ଆରବିଆଇ ଗଭର୍ଣ୍ଣର

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ଆରବିଆଇ ପୋଲିସି ଘୋଷଣା କରିଛି। ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ୍। ଏହି ଘୋଷଣା ପରେ ଘର, କାର ଋଣ ସମେତ ସମସ୍ତ ପ୍ରକାର ଋଣ ନେଇଥିବା ଋଣଦାତାଙ୍କୁ ଆଶ୍ୱସ୍ତୀ ମିଳିଛି। ପୂର୍ବ ଭଳି ୬.୫ ପ୍ରତିଶତରେ ରେପୋ ରେଟ୍‌ ଅପରିବର୍ତ୍ତିତ…