Latest Odisha News

BREAKING NEWS

Browsing Category

ବାଣିଜ୍ୟ

ଲଗାତାର ବଢୁଛି ତେଲ ଦର; ଜାଣନ୍ତୁ ଆଜିର ମୂଲ୍ୟ

ନୂଆଦିଲ୍ଲୀ: ଗୋଟିଏ ପଟେ କରୋନା ସଙ୍କଟକୁ ଅନ୍ୟପଟେ ଖାଉଟିଙ୍କୁ ଚିନ୍ତାରେ ପକାଉଛି ମହଙ୍ଗା ମାଡ଼।ଆଜି ମଧ୍ୟ ବଢିଛି ପେଟ୍ରୋଲ, ଡିଜେଲ ଦର । ଲଗାତାର ୧୧ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୫୫ ପଇସା ଓ ୬୯ ପଇସା ବୃଦ୍ଧି ପାଇଛି। ସକାଳ…

ଲଗାତାର ୧୦ମ ଦିନ ପାଇଁ ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ କେତେ ରହିଛି ମୂଲ୍ୟ

ନୂଆଦିଲ୍ଲୀ: ଖାଉଟିଙ୍କ ଉପରେ ଚାବୁକ ମାଡ଼। ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର । ଲଗାତାର ୧୦ମ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୪୭ ପଇସା ଓ ୫୭ ପଇସା ବୃଦ୍ଧି ପାଇଛି। ସକାଳ ୬ଟାରୁ ଏହି ନୂଆ ଦର ଲାଗୁ ହୋଇଛି। ଲଗାତାର ୮୨ ଦିନ ଦର…

ଭାଙ୍ଗିଲା ୩ ବର୍ଷର ରେକର୍ଡ: ଲଗାତାର ୯ମ ଦିନ ପାଇଁ ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱର: ଖାଉଟିଙ୍କ ଉପରେ ଚାବୁକ ମାଡ଼। ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର । ଲଗାତାର ୯ମ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୭୬ ପଇସା ଓ ୭୨ ପଇସା ବୃଦ୍ଧି ପାଇଛି। ଭୁବନେଶ୍ୱରରେ ତୈଳ ଦର ୬୩ ପଇସା ବୃଦ୍ଧି ପାଇଛି । ସକାଳ ୬ଟାରୁ ଏହି…

ଭୁଶୁଡିବାକୁ ବସିଛି ଇସ୍ପାତ ରାଜଧାନୀ କଳିଙ୍ଗନଗର; ଜୀବିକା ହରାଇ ପେଟଚିନ୍ତାରେ କର୍ମଚାରୀ

ଯାଜପୁର: ଏସିଆ ମହାଦେଶର ଇସ୍ପାତ ରାଜଧାନୀ କୁହାଯାଉଥିବା କଳିଙ୍ଗନଗର ର ସ୍ଥିତି ଏବେ ସଂଗିନ୍ । ଭୁଶୁଡିବାକୁ ବସିଛି ଏହି ଶିଳ୍ପ ରାଜଧାନୀ । ଅତି ଶୋଚନୀୟ ହୋଇପଡିଛି ଅନେକ ବଡ ବଡ ଇସ୍ପାତ କାରଖାନାର ସ୍ଥିତି । ବହୁ କାରଖାନା ବନ୍ଦ ହୋଇଯାଇଥିବା ବେଳେ ଅନେକ ଏବେ ବନ୍ଦ ହେବା ସ୍ଥିତିରେ । ହଜାର…

ଜିଓ ପ୍ଲାଟ୍‌ଫର୍ମସ୍‌ରେ ୪୫୪୬.୮୦ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଟିପିଜି

ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌) ଓ ଭାରତର ଅଗ୍ରଣୀ ଡିଜିଟାଲ୍ ସେବା ପ୍ଲାଟଫର୍ମ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍‌) ପକ୍ଷରୁ ଆଜି ଘୋଷଣା କରାଯାଇଛି ଯେ ବିଶ୍ୱସ୍ତରୀୟ ବୈକଳ୍ପିକ ସମ୍ପତ୍ତି ପରିଚାଳନା ସଂସ୍ଥା ଟିପିଜି ପକ୍ଷରୁ…

ଜିଏସଟି କାଉନସିଲ୍ ବୈଠକ: ରିଟର୍ଣ୍ଣ ନଭରିଥିଲେ ଦେବାକୁ ପଡ଼ିବନି ଲେଟ୍ ଫି

ନୂଆଦିଲ୍ଲୀ: ଭିଡିଓ କନଫରେନ୍ସିଂ ଜରିଆରେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଦିନ ହୋଇଥିବା ୪୦ ତମ ଜିଏସଟି ବୈଠକରେ ଟ୍ୟାକ୍ସ ଲାଗି ଅଣ-ଆସବାବପତ୍ର ପ୍ରଦାନ ପାଇଁ ବିଳମ୍ବ ଶୁଳ୍କ ହ୍ରାସ/ଛାଡ କରିବାକୁ ନିଷ୍ପତ୍ତି ନିଆଯାଇଛି।…

ଲଗାତାର ୬ଷ୍ଠ ଦିନ ପାଇଁ ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର । ଲଗାତାର ୬ଷ୍ଠ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୫୭ ପଇସା ଓ ୫୯ ପଇସା ବୃଦ୍ଧି ପାଇଛି। ସକାଳ ୬ଟାରୁ ଏହି ନୂଆ ଦର ଲାଗୁ ହୋଇଛି। ଲଗାତାର ୮୨ ଦିନ ଦର ସ୍ଥିର ରହିବା ପରେ ରବିବାର ଦିନ…

ଓଡିଶାର ୧୦ ସହରରେ ପରୀକ୍ଷାମୂଳକ ସେବା ଆରମ୍ଭ କଲା ଜିଓ ମାର୍ଟ

ଭୂବନେଶ୍ୱର: ରିଲାଏନ୍ସ ରିଟେଲ୍‌ର ଯୁଗାନ୍ତକାରୀ ଅନ୍‌ଲାଇନ୍ ଗ୍ରୋସେରୀ ଅର୍ଡର ପ୍ଲାଟଫର୍ମ ଜିଓ ମାର୍ଟ ର ପରୀକ୍ଷାମୂଳକ ସେବା ଏବେ ଓଡିଶାର ୧୦ ଟି ସହରରେ ଉପଲବ୍ଧ ହୋଇଛି । ରାଜ୍ୟର ଭୁବନେଶ୍ୱର, କଟକ, ସମ୍ବଲପୁର, ବଲାଙ୍ଗୀର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ରାୟଗଡା ଓ ସେମିଳିଗୁଡା…

ସମୃଦ୍ଧି ପଥରେ କଳିଙ୍ଗନଗର: ପ୍ରତିଷ୍ଠା ହେବ ୩୬ଟି ମଧ୍ୟମ ଓ କ୍ଷୁଦ୍ର କାରଖାନା !

ଯାଜପୁର: ଇସ୍ପାତ ରାଜଧାନୀ କଳିଙ୍ଗନଗରରେ ସ୍ଥାପନ ହେବ ବିଜୁ ପଟ୍ଟନାୟକ ଇସ୍ପାତ ଅନୁଷ୍ଠାନ ।ପ୍ରତିଷ୍ଠା ହେବ ୩୬ ଟି ମଧ୍ୟମ ଓ କ୍ଷୁଦ୍ର ଶିଳ୍ପ କାରଖାନା। ଏନେଇ ଅଣ୍ଟା ଭିଡିଛନ୍ତି ସ୍ଥାନୀୟ ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ। ଷ୍ଟିଲ୍ ଇଣ୍ଡଷ୍ଟ୍ରିଜର ଆନୁସଂଗିକ କାରଖାନା କଳିଙ୍ଗ ନଗରରେ…

ଲଗାତାର ପଞ୍ଚମ ଦିନରେ ବୃଦ୍ଧି ପାଇଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର । ଲଗାତାର ୫ମ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଗତକାଲି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୪୦ ପଇସା ଓ ୪୫ ପଇସା ବୃଦ୍ଧି ପାଇଛି। ସକାଳ ୬ଟାରୁ ଏହି ନୂଆ ଦର ଲାଗୁ ହୋଇଛି। ଲଗାତାର ୮୨ ଦିନ ଦର ସ୍ଥିର ରହିବା ପରେ ରବିବାର ଦିନ…