Latest Odisha News

BREAKING NEWS

Browsing Category

ସିଏସ୍‌ଆର୍‌

ଜେଏସପିଏଲ ପକ୍ଷରୁ ଟ୍ରକ ଡ୍ରାଇଭରମାନଙ୍କ ପାଇଁ ପ୍ରାଥମିକ ଚକ୍ଷୁ ଚିକିତ୍ସା ସେବାର ଶୁଭାରମ୍ଭ

ଅନୁଗୁଳ: ଭାରତର ପ୍ରମୁଖ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡର (ଜେଏସପିଏଲ) ଅନୁଗୁଳ ସ୍ଥିତ ସମନ୍ଵିତ ଇସ୍ପାତ ପ୍ଳାଣ୍ଟ ପକ୍ଷରୁ ଟ୍ରକ ଚାଳକମାନଙ୍କ ପାଇଁ ପ୍ରାଥମିକ ଚକ୍ଷୁ ଚିକିତ୍ସା ସେବାର ଶୁଭାରମ୍ଭ କରାଯାଇଅଛି । ଏହାକୁ ଜେଏସପିଏଲ ଫାଉଣ୍ଡେସନର ଅଧ୍ୟକ୍ଷା ଶାଲୁ…

ଟାଟା ଷ୍ଟିଲ୍ ଫାଉଣ୍ଡେସନର ଛେଳି ଚାଷ ଅଭିଯାନ; ୯୫୦ ପରିବାର ପାଇଁ ନିରନ୍ତର ଜୀବିକା ହାସଲରେ ହେଉଛି ସହାୟ

ଭୁବନେଶ୍ୱର: ଟାଟା ଷ୍ଟିଲ୍ ଫାଉଣ୍ଡେସନ ପକ୍ଷରୁ ୨୦୧୮ ପରଠାରୁ ଯୋଡ଼ାର ପଶୁପାଳନ ବିଭାଗ ସହଯୋଗିତାରେ ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଗ୍ରାମାଂଚଳରେ ରହୁଥିବା ଲୋକମାନଙ୍କ ମଧ୍ୟରେ ବାଣିଜ୍ୟିକ ଛେଳି ଚାଷର ପ୍ରସାର କରାଯାଉଛି । ଏହି ଅଭିଯାନ ତ୍ୱରିତ ଆୟ ଉତ୍ସ ପ୍ରଦାନ କରି ୯୫୦ରୁ ଅଧିକ ପରିବାର…

ମହିଳାଙ୍କୁ ସଶକ୍ତ କରୁଛି ଉତ୍କଳ ଆଲୁମିନାର ପ୍ରୋଜେକ୍ଟ କୌଶଲ୍ୟା

ଭୁବନେଶ୍ୱର : ଆଦିତ୍ୟ ବିର୍ଲା ଗ୍ରୁପ୍ରଟ ଏକ ୟୁନିଟ୍‍ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ (ୟୁଏଆଇଏଲ) ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ପ୍ରୋଜେକ୍ଟ ‘କୌଶଲ୍ୟା’ ଓଡ଼ିଶାର ରାୟଗଡ଼ା ଜିଲାର ୧୫୦ରୁ ଅଧିକ ଗ୍ରାମୀଣ ମହିଳାଙ୍କ ଜୀବନରେ ଅଭୂତପୂର୍ବ ପାର୍ଥକ୍ୟ ଆଣିପାରିଛି । ପ୍ରାୟ ୫ବର୍ଷ…

ଜାଆଁଳା ପଞ୍ଚାୟତ ଅଧୀନସ୍ଥ ଗ୍ରାମଗୁଡିକୁ ସଶକ୍ତ କରୁଛି ଏବିଏଫଆରଏଲ

ଭୁବନେଶ୍ୱର : ଆଦିତ୍ୟ ବିର୍ଲା ଫାଶନ ଆଣ୍ଡ ରିଟେଲ (ଏବିଏଫଆରଏଲ) ପକ୍ଷରୁ ଓଡ଼ିଶାରେ ଏକ ଅନନ୍ୟ ଗ୍ରାମ ବିକାଶ ପ୍ରକଳ୍ପ ହାତକୁ ନିଆଯାଇଛି, ଯାହା ଅବହେଳିତ ବର୍ଗଙ୍କ ନିକଟରେ ପହଞ୍ଚିବା ସହିତ ‘ସଶକ୍ତ ଗୋଷ୍ଠୀସମୁଦାୟ’ ଉତ୍ଥାହନରେ ସହାୟକ ହେଉଛି । ଏହି ପ୍ରୟାସ ସ୍ୱାବଲମ୍ବୀ ଗୋଷ୍ଠୀଗୁଡିକୁ…

ସେଲ ରାଉରକେଲା ଇସ୍ପାତ କାରଖାନାକୁ ଗ୍ରୀନଟେକ ପୁରସ୍କାର

ରାଉରକେଲା: ସେଲ ରାଉରକେଲା ଇସ୍ପାତ କାରଖାନା ଶିକ୍ଷାର ପ୍ରୋତ୍ସାହନରେ ଉଲ୍ଲେଖନୀୟ ସଫଳତା ପାଇଁ ଗ୍ରୀନଟେକ୍ ଫାଉଣ୍ଡେସନ୍ ତରଫରୁ ସମ୍ମାନଜନକ ସିଏସଆର ପୁରସ୍କାର ଲାଭ କରିଛି। ଗତ ଅକ୍ଟୋବର ୧ ତାରିଖରେ ଅନଲାଇନରେ ଆୟୋଜିତ ହୋଇଥିବା 'ସପ୍ତମ ବାର୍ଷିକ ସିଏସ୍ଆର୍ ଭାରତ ସମ୍ମିଳନୀ- ୨୦୨୦'ରେ…

ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର ଲିମିଟେଡ୍‌କୁ ଗ୍ରୀନ୍ ଟେକ୍ ସିଏସ୍ଆର୍ ଇଣ୍ଡିଆ ୨୦୨୦ ପୁରସ୍କାର

ନୂଆଦିଲ୍ଲୀ : ସିଏସଆର କାର୍ଯ୍ୟକ୍ରମ ଅଧୀନରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)କୁ ଗ୍ରୀନ୍ ଟେକ୍ ସିଏସ୍ଆର୍ ଇଣ୍ଡିଆ ୨୦୨୦ ପୁରସ୍କାର ପ୍ରଦାନ କରାଯାଇଛି । ଗ୍ରୀନ୍ ଟେକ୍ ଫାଉଣ୍ଡେସନ୍ ଦ୍ୱାରା ଅନଲାଇନ ଆୟୋଜିତ ସପ୍ତମ…

ସିଏସ୍‌ଆର୍‌: ରାୟଗଡାରେ ଉତ୍କଳ ଆଲୁମିନା ପକ୍ଷରୁ କରାଗଲା ପାନୀୟ ଜଳ ଯୋଗାଣ ବ୍ୟବସ୍ଥା

ଭୁବନେଶ୍ୱର : ରାୟଗଡା ଜିଲ୍ଲା କାଶୀପୁର ବ୍ଲକର କିଛି ପଛୁଆ ଅଂଚଳ ଲୋକଙ୍କୁ ସହଜରେ ବିଶୁଦ୍ଧ ପିଇବା ପାଣିର ସୁବିଧା କଲା ଆଦିତ୍ୟ ବିର୍ଲା ଗ୍ରୁପର ଉତ୍କଳ ଆଲୁମିନା କମ୍ପାନୀ । କର୍ପୋରେଟ୍ ସାମାଜିକ ଦାୟିତ୍ୱ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ସ୍ୱରୂପ କମ୍ପାନୀ ଏହି ସୁବିଧା ଯୋଗାଇ ଦେଇଛି ।…