Latest Odisha News

BREAKING NEWS

Browsing Category

ବିଶେଷ

କେନ୍ଦ୍ରୀୟ ବିଦ୍ୟାଳୟରେ ସାଂସଦଙ୍କ କୋଟା ରହିବ ନା ହଟିବ ? କିଏ କହୁଛି କ’ଣ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଏବେ କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖାଇବାକୁ ହେଲେ ସ୍ଥାନୀୟ ସାଂସଦଙ୍କ କୋଟା ରହିବ କି ନାହିଁ ? କାରଣ କେନ୍ଦ୍ର ସରକାର ଏବେ ଏପରି ଆଡମିଶନ ଉପରେ ସ୍ଥଗିତା ଦେଶ ଲଗାଇଛନ୍ତି। ତେଣୁ ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ଭିନ୍ନ ଭିନ୍ନ କଥା କହିଛନ୍ତି । ଏହା…

[ଦେଖନ୍ତୁ ଭିଡିଓ] ଜଳ ବିହୁନେ ସର୍ବନାଶ, ଜଳ ବହୁଳେ ସର୍ବନାଶ: ଜୀବନ ପାଇଁ ଜଳ ଜରୁରୀ

 ଭୁବନେଶ୍ୱର : ଜଳ ହିଁ ଜୀବନ। ଜଳ ବିନା ଆମ ବଞ୍ଚିବା ଅସମ୍ଭବପର । କଥାରେ ଅଛି ଜଳ ବିହୁନେ ସର୍ବନାଶ , ଜଳ ବହୁଳେ ସର୍ବନାଶ । ବିନା ଜଳରେ ଦୂବ ବି କଇଁଳିବା ଅସମ୍ଭବ । ଜଳ ଅଛି ମାନେ, ଜୀବନ ରହିଛି । ଜୀବନ ପାଇଁ ଜଳର ମୂଲ୍ୟ ଅତି ଜରୁରୀ । ପୃଥିବୀର ପ୍ରାୟ ୭୧.୪ ପ୍ରତିଶତ ଜଳପୂର୍ଣ୍ଣ ଅଟେ ।…

[ଦେଖନ୍ତୁ ଭିଡିଓ] ଯୋରନ୍ଦା ଗାଦିରେ ମାଘ ଚତୁର୍ଦ୍ଦଶୀ ମହିମା ନୀତି

ଢେଙ୍କାନାଳ: ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମେଳା । ମାଘ ଚତୁର୍ଦ୍ଦଶୀ ମହିମା ଗୋଷାଇଁଙ୍କ ମହାପ୍ରୟାଣ ଦିବସରେ ମାଘ ମେଳା ଆରମ୍ଭ । ଏଥିରେ ଦେଶର କୋଣ ଅନୁକୋଣରୁ ଶହ ଶହ ମହିମା ସାଧୁଙ୍କ ସମାଗମ ହୋଇଥାଏ । ଉଭୟ ବକ୍କଳଧାରୀ ଏବଂ କୌପୁନିଧାରୀଙ୍କ ଗାଦି ମନ୍ଦିର, ଧୁନି ମନ୍ଦିର, ବତୀ ମନ୍ଦିରରେ…

ଫେବ୍ରୁଆରୀ ୧୪ ତାରିଖ…ପୁଲୱାମା ପ୍ରତିଶୋଧର କାହାଣୀ

ଭୁବନେଶ୍ୱର: ଫେବ୍ରୁଆରୀ ୧୪ ତାରିଖ... ...ଏହି ଲୋମଟାଙ୍କୁରା କଳା ଦିନକୁ କେହି ବା କେମିତି ଭୁଲି ପାରିବ। ଆଜିର ଦିନରେ ଜମ୍ମୁକାଶ୍ମୀର ଶ୍ରୀନରରେ ହୋଇଥିବା ଆତ୍ମଘାତି ବିସ୍ଫୋରଣ । ଆତଙ୍କବାଦୀଙ୍କ ଏହି ଆକ୍ରମଣରେ ଚାଲିଯାଇଥିଲା ୪୦ ବୀର ଯବାନଙ୍କ ଜୀବନ । ଆଉ ମାତ୍ର ୧୨ଦିନ ମଧ୍ୟରେ…

ବିଶ୍ୱ ରେଡ଼ିଓ ଦିବସ: ଏବେ ବି ରେଡ଼ିଓ ସବୁଠୁ ଆଗରେ

ଭୁବନେଶ୍ୱର: ବିଶ୍ୱ ରେଡ଼ିଓ ଦିବସ । ଆଜି ଫେବୃଆରୀ ୧୩ ତାରିଖ । ଏହି ଦିବସଟି ଦେଶବାସୀଙ୍କ ପାଇଁ ବେଶ ମହତ୍ତ୍ୱ ରଖେ । ପ୍ରତି ସମୟରେ ଲୋକମାନଙ୍କ ମନୋରଞ୍ଜନ କରୁଥିବା ରେଡ଼ିଓ ପାଇଁ ଦିନଟିଏ । ଆଜିର ଏହି ଦିନରେ ବିଶ୍ୱ ଆଜି ପାଳନ କରୁଛି ବିଶ୍ୱ ରେଡ଼ିଓ ଦିବସ । ୟୁନେସ୍କୋରେ ୨୦୧୧ ମସିହା…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ପଣ୍ଡିତ ଦାମୋଦରଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ପାରମ୍ପରିକ ଓଡ଼ିଶୀ ସଙ୍ଗୀତ କଣ୍ଠଶିଳ୍ପୀ ଦାମୋଦର ହୋତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଦାମୋଦରଙ୍କ ପାର୍ଥିବ ଶରୀରର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ଘୋଷଣା କରିଛନ୍ତି । ଶାସ୍ତ୍ରୀୟ…

ପଞ୍ଚଭୂତରେ ବିଲୀନ ସୁର ସାମ୍ରାଜ୍ଞୀ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ନେଲେ ବିଦାୟ

ମୁମ୍ବାଇ: ପଞ୍ଚଭୂତରେ ବିଲୀନ ହେଲେ ଭାରତର ନାଇଟଆଙ୍ଗଲ୍ ଲତା ମଙ୍ଗେସକର । ରବିବାର ମୁମ୍ବାଇସ୍ଥିତ ଶିବାଜୀ ପାର୍କରେ ରାଷ୍ଟ୍ରୀୟ ସମ୍ମାନ ସହିତ ଲତାଙ୍କ ଅନ୍ତିମ ସଂସ୍କାର କରାଯାଇଛି । ଲତାଙ୍କୁ ତାଙ୍କ ଭାଇ ହୃଦୟନାଥ ଆଖିରେ ମୁଖାଗ୍ନି ଦେଇଛନ୍ତି । ହଜାର ହଜାର ସଂଖ୍ୟାରେ ଉପସ୍ଥିତ ପରିବାର…

ନିଜ ଗୀତ ପାଇଁ ଚିରକାଳ ପାଇଁ ଅମର ରହିବେ ସ୍ୱର ସାମ୍ରାଜ୍ଞୀ: ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ନୀରବିଗଲେ ସ୍ୱର ସରସ୍ୱତୀ ଲତା ମଙ୍ଗେସକର । ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକର ଦୀର୍ଘ ୨୯ ଦିନ ଭେଣ୍ଟିଲେଟରରେ ରହିବା ପରେ ୯୨ ବର୍ଷ ବୟସରେ ଆଖି ବୁଜିଛନ୍ତି । ଆଉ ଲତାଙ୍କ ଦେହାନ୍ତରେ ପୂରା ଦେଶରେ ଶୋକର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଲତାଙ୍କ…

ନୀରବିଗଲେ ସ୍ୱର ଜଗତର ସରସ୍ୱତୀ ଲତା ମଙ୍ଗେସକର

ଭୁବନେଶ୍ୱର: ଚାଲିଗଲେ ସଙ୍ଗୀତ ଜଗତର ସରସ୍ୱତୀ । ମାଆ ସରସ୍ୱତୀଙ୍କ ବରଦାନରୁ ପାଲଟିଥିଲେ ସୁରସାମ୍ରାଜ୍ଞୀ । ଆଉ ସଙ୍ଗୀତ ଜଗତରେ ନିଜର କଣ୍ଠ ସ୍ୱର ହିଁ ତାଙ୍କୁ ଦେଇଥିଲା ଅଲଗା ଏକ ପରିଚୟ। ଏବେ ସବୁଦିନ ନିରବୀ ଯାଇଛି ସେଇ ସୁଲଳିତ କଣ୍ଠର ସ୍ୱରା। ସଙ୍ଗୀତ ଜଗତରେ ଅସ୍ତମିତ ହୋଇଯାଇଛି ଉଦୀୟମାନ…

[ଭିଡ଼ିଓ] ନିଧିବନ ରଙ୍ଗମହଲ ତଳେ ରହସ୍ୟମୟ ଗୁମ୍ଫା

ଉତ୍ତରପ୍ରଦେଶ: ଧାର୍ମିକ ନଗରୀ ବୃନ୍ଦାବନ । ଆଉ ବୃନ୍ଦାବନରେ ରହିଛି ନିଧିବନ । ଯେଉଁଠି ପ୍ରଭୂ ଶ୍ରୀକୃଷ୍ଣ ଆଉ ମାଆ ରାଧାଙ୍କ ଆଗମନ ହୋଇଥାଏ। ରାଧାକୃଷ୍ଣ ଏଠାରେ ଜୀବନ୍ତ ପ୍ରତୀୟ ମାନ ହୋଇଥାନ୍ତି। ପରିସରରେ ଥିବା ରଙ୍ଗମହଲରେ ବିଶ୍ରାମ ନେଇଥାନ୍ତି ରାଧାକୃଷ୍ଣ । ଏହି ରଙ୍ଗମହଲରେ ସେମାନଙ୍କ…