Latest Odisha News

BREAKING NEWS

Browsing Category

Culture

ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ସୋମବାର ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ୫ ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ । ଶ୍ରୀମନ୍ଦିରରେ…

ସତୀଙ୍କ ଅଙ୍ଗୁଷ୍ଠି ପୀଠ ପୁଣ୍ୟ କାଳିଘାଟ: ଜାଣନ୍ତୁ ଏହି ମନ୍ଦିରର ମାହାତ୍ମ୍ୟ….

ଓଡିଶା ସମ୍ବାଦ ବ୍ୟୁରୋ: ଭାରତ ୩୩ କୋଟି ଦେବଦେବତାଙ୍କ ଭୂମି, ଯାହା ନିଜ ପ୍ରାଚୀନ ମନ୍ଦିରକୁ ନେଇ ପ୍ରସିଦ୍ଧି ଲାଭ କରିଛି। ଭାରତରେ ଆପଣଙ୍କୁ ବିଭିନ୍ନ ଦେବୀଦେବତାଙ୍କ ମନ୍ଦିର ଦେଖିବାକୁ ମିଳିବ। ଯାହା ନିଜ ସଂସ୍କୃତି ତଥା ମାନ୍ୟତା କିମ୍ବା ସିଦ୍ଧି ପାଇଁ ଜଣାଯାଏ। ଭାରତୀୟ ସଭ୍ୟତା ଧର୍ମ ଓ…

୩୨ମାସରେ ଥରେ ଖୋଲେ ଏହି ମନ୍ଦିର: ପୂଜା ପାଆନ୍ତି ମଳ ନାରାୟଣ

ପୁରୀ: ଆରମ୍ଭ ହୋଇଛି ମଳ ମାସ । ଜୁଲାଇ ମାସ ୧୮ ତାରିଖ ମଙ୍ଗଳବାର ଠାରୁ ଅଗଷ୍ଟ ମାସ ୧୬ ତାରିଖ ବୁଧବାର ପର୍ଯ୍ୟନ୍ତ ମଳ ମାସ ପଡୁଛି । ମଳ ମାସ ହେଉଛି ଚନ୍ଦ୍ରମାସ ଓ ସୌରମାସ ମଧ୍ୟ ରେ ସାମ୍ୟ ରକ୍ଷା ପାଇଁ ପ୍ରତି ୩୨ ମାସରେ ଗଣନା କରାଯାଉଥିବା ଗୋଟିଏ ଅଧିମାସ । ପୁରୁଷୋତ୍ତମ ଜଗନ୍ନାଥ…

ଆଦି ଶକ୍ତିପୀଠ ତାରାତାରିଣୀ ମନ୍ଦିର, ଜାଣନ୍ତୁ ଏହି ମନ୍ଦିରର ମାହାତ୍ମ୍ୟ…

ଗଞ୍ଜାମ: ତାରାତାରିଣୀ ମନ୍ଦିର ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଅବସ୍ଥିତ ହିନ୍ଦୁ ଧର୍ମର ଶକ୍ତି-ସ୍ୱରୂପିଣୀ ଦେବୀ, ପୂର୍ଣ୍ଣେଶ୍ୱରୀ ମା' ତାରାତାରିଣୀଙ୍କ ଶକ୍ତିପୀଠ । ଆମ ଦେଶରେ ଥିବା ବିଭିନ୍ନ ୫୧ ଶକ୍ତିପୀଠ ମଧ୍ୟରେ ଏହା ଅନ୍ୟତମ ଅଟେ । ଏହି ଶକ୍ତିପୀଠରେ ତାରା ଓ ତାରିଣୀ ରୂପରେ ଦୁଇ ଭଉଣୀ…

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ମଧ୍ୟରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ।

ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର : ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶୈବପୀଠ

ଭୁବନେଶ୍ୱର: ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶୈବପୀଠ । ସକାଳୁ ସକାଳୁ ଶୈବାଳୟରେ ଲାଗିଛି ଭକ୍ତଙ୍କ ଭିଡ । ଧାଡିରେ ଯାଇ ଶିବଲିଙ୍ଗରେ ଜଳାଭିଶେକ କରୁଛନ୍ତି ଭକ୍ତ । ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ଦେବଦେବ…

ଶ୍ରୀମନ୍ଦିର ସହିତ ଜଡ଼ିତ ଗୁପ୍ତ କଥା, ଜାଣିଲେ ଆଶ୍ଚର୍ଯ୍ୟ ହେବେ ଆପଣ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଓଡ଼ିଶାର ବିଶ୍ୱ ପ୍ରସିଦ୍ଧ ପୁରୀର ଶ୍ରୀ ଜଗନ୍ନାଥ ମନ୍ଦିର ବିଷୟରେ ସମସ୍ତେ ଜାଣିଛନ୍ତି। କିନ୍ତୁ ଏହି ମନ୍ଦିରରେ ଆଜି ମଧ୍ୟ ଲୁଚି ରହିଛି ଅନେକ ରହସ୍ୟ, ଯାହାକୁ କେହି ମଧ୍ୟ ଜାଣି ନାହାନ୍ତି । ତେବେ ଆସନ୍ତୁ ଜାଣିବା ଶ୍ରୀମନ୍ଦିରରେ ଲୁଚି ରହିଥିବା କିଛି ରହସ୍ୟ…

ଦ୍ବିତୀୟ ଶ୍ରୀକ୍ଷେତ୍ରରେ ନିଆରା ପରମ୍ପରା: ସୁନାବେଶରେ ସଜେଇ ହୋଇ ଦର୍ଶନ ଦେଲେ ମହାପ୍ରଭୁ

ବାରିପଦା : ଓଡ଼ିଶାର ଦ୍ବିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ଜୀଉ ମନ୍ଦିରରେ ଆଜି ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜ୍ଜିତ ହୋଇ ସୁନାବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ପୁରୀରେ ଶ୍ରୀଜୀଉମାନେ ଭକ୍ତଙ୍କୁ ରଥ…

ଶ୍ରୀମନ୍ଦିର ଗର୍ଭଗୃହରୁ ପଥର ଖସିବା ନେଇ ଚର୍ଚ୍ଚା । ଆଦ୍ରତା ପାଇଁ ପଥର ନୁହେଁ ପ୍ଲାଷ୍ଟର ଖସିଛି

ପୁରୀ :  ଶ୍ରୀମନ୍ଦିରରୁ କୌଣସି ପଥର ଖସିନାହିଁ  । ଆଦ୍ରତା ପାଇଁ ରତ୍ନସିଂହାସନ ଶ୍ରୀବଳଭଦ୍ରଙ୍କ ପଛ ପଟ ପାର୍ଶ୍ଵରୁ ଲାଇମ୍ ପ୍ଲାଷ୍ଟର ଚୂନ ଖଣ୍ଡ ଖସିଛି । ଶ୍ରୀମନ୍ଦିର କମାଣ୍ଡାରଙ୍କ ରିପୋର୍ଟ ଆଧାରରେ ଗତକାଲି ସକାଳ ଧୂପ ପରେ ଏହି ଘଟଣା ଘଟିଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

[ଦେଖନ୍ତୁ ଭିଡିଓ] ଜଗାର ପସନ୍ଦ ମାଉସୀ ମାଆ ଘର ପୋଡ଼ ପିଠା

ପୁରୀ : ସ୍ନେହମୟୀ ଗୁଣ୍ଡିଚା ମାଉସୀ ମହାପ୍ରଭୁଙ୍କ ପାଇଁ ତିଆରି କରିଛନ୍ତି ପୋଡ଼ପିଠା , ଖାଦ୍ୟପ୍ରିୟ ମହାପ୍ରଭୁଙ୍କ ପାଖେ ଲାଗି ହେବ ପୋଡ଼ପିଠା  ।  ଦିନକ ପରେ ବାହୁଡ଼ା ଯାତ୍ରା ।  ବାହୁଡ଼ିବେ ମହାପ୍ରଭୁ । ମହାପ୍ରଭୁଙ୍କ  ବାହୁଡା ଯାତ୍ରାରେ ମାଉସୀ ମା’ ମନ୍ଦିରରେ ଶ୍ରୀଜିଉଙ୍କୁ ଲାଗି ହୁଏ…