Latest Odisha News

BREAKING NEWS

Browsing Category

ECONOMY

ଦୁର୍ଘଟଣାରୁ ବଞ୍ଚାଇଥିବା ବ୍ୟକ୍ତିଙ୍କୁ ସ୍ପେଶାଲ ଗିଫ୍ଟ ଦେଲେ ପନ୍ତ

ନୂଆଦିଲ୍ଲୀ: ୨୦୨୨ ମସିହାରେ ଟିମ୍ ଇଣ୍ଡିଆର ୱିକେଟ୍ କିପର ତଥା ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତଙ୍କର ଏକ କାର ଦୁର୍ଘଟଣା ହୋଇଥିଲା। ଏହି ଦୁର୍ଘଟଣାରେ ସେ ଗୁରୁତର ଆହତ ହେବାସହ କାରରେ ନିଆଁ ମଧ୍ଯ ଲାଗିଯାଇଥିଲା। ସେହି ସମୟରେ ତାଙ୍କୁ ଦୁଇ ଜଣ ଲୋକ ଉଦ୍ଧାର କରିଥିଲେ। ପନ୍ତ ତାଙ୍କ ଜୀବନ ରକ୍ଷା…

ଦ୍ୱିଶତକ ସତ୍ୱେ ସେହ୍ୱାଗ ପୁଅ ଆର୍ଯ୍ୟବୀରଙ୍କୁ ଦେବେନି ସ୍ୱତନ୍ତ୍ର ଉପହାର

ନୂଆଦିଲ୍ଲୀ: ଭାରତୀୟ କ୍ରିିକେଟ ଟିମର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ୱାଗଙ୍କ ପୁଅ ଆର୍ଯ୍ୟବୀର ଏବେ ଚର୍ଚ୍ଚାରେ ରହିଛନ୍ତି । ଶୁକ୍ରବାର କୁଚ ବିହାର ଟ୍ରଫି କ୍ରିକେଟରେ ଦିଲ୍ଲୀ ପକ୍ଷରୁ ଖେଳୁଥିବା ଆର୍ଯ୍ୟବୀର ମେଘାଳୟ ବିପକ୍ଷରେ ୨୯୭ ରନର ଚମକପ୍ରଦ ଇନିଂସ ଖେଳିଥିଲେ ।…

ଓଡିଶାର କଶିକା ମିଶ୍ର ଜିତିଲେ ଆଇଜିୟୁ ଟାଇଟଲ

ଭୁବନେଶ୍ୱର: ଓଡିଶାର ଉଦୀୟମାନ ଗଲ୍ଫ ଖେଳାଳି କଶିକା ମିଶ୍ର ଇତିହାସ ରଚିଛନ୍ତି । ସେ ପ୍ରଥମ ଓଡିଆ ଭାବେ ଇଣ୍ଡିଆନ ଗଲ୍ଫ ୟୁନିୟନ ଚାମ୍ପିୟନଶିପରେ ଟାଇଟଲ ହାସଲ କରିଛନ୍ତି । ନଭେମ୍ବର ୧୮ରୁ ୨୧ ପର୍ଯ୍ୟନ୍ତ ଏହା ଜେପି ଗ୍ରୀନରେ ଖେଳାଯାଇଥିଲା । ୧୫ରୁ ୧୮ ବର୍ଷ କାଟାଗୋରୀ ଏବଂ ସିନିୟର ଆମେଚର…

ଦେଶ ଠାରୁ ରାଜ୍ୟରେ ବେକାରୀ ଅଧିକ, ୧୦ ବର୍ଷରେ ମାତ୍ର ୮ ହଜାର ନିଯୁକ୍ତି

ଭୁବନେଶ୍ବର: ଦେଶ ଠାରୁ ବଳିଯାଇଛି ଓଡିଶାର ବେକାରୀ ସମସ୍ୟା । ଜାତୀୟ ସ୍ତରରେ ବେକାରୀ ହାର ୩.୨ ପ୍ରତିଶତ ହୋଇଥିବା ବେଳେ ରାଜ୍ୟରେ କିନ୍ତୁ ଏହା ୩.୯ ପ୍ରତିଶତ । ଆଜି ବିଧାନସଭାରେ ବିଜେଡି ବିଧାୟକ ଧ୍ରୁବ ଚରଣ ସାହୁଙ୍କ ଲିଖିତ ପ୍ରଶ୍ନରେ କିଛି ଏମିତି ଉତ୍ତର ରଖିଛନ୍ତି ଦକ୍ଷତା ବିକାଶ ଓ…

ଖଣି ଖନନ ଉପରେ ସୁପ୍ରିମକୋର୍ଟଙ୍କ ରାୟ: ବିଲ୍ ପାରିତ କଲେ ଝାଡଖଣ୍ଡ ସରକାର, ଲାଗୁ କରିବ କି ଓଡିଶା?…

ଭୁବନେଶ୍ବର: ଗତ ଶୁକ୍ରବାର ଝାଡଖଣ୍ଡ ବିଧାନସଭାରେ ପାରିତ ହୋଇଛି ଖଣି ଖନନ ସଂପର୍କିତ ବିଲ୍ । ଯେଉଁଥିରେ ରାଜସ୍ବ ବଢାଇବା ପାଇଁ ଝାଡଖଣ୍ଡ ସରକାର ଖଣି ଖନନ ଉପରେ ଉପକର ଲଗାଇବା ପାଇଁ ପ୍ରସ୍ତାବ ପାରିତ କରିଛନ୍ତି । ତେବେ ଗତ ଜୁଲାଇ ୨୫ ତାରିଖରେ ସୁପ୍ରିମକୋର୍ଟ ଖଣି ଖନନ ନେଇ ଏକ ବଡ ଘୋଷଣା…

ଆୟକର ଭରିନାହାନ୍ତି କି? ସାବଧାନ!

ଭୁବନେଶ୍ବର: ଜୁଲାଇ ୩୧, ୨୦୨୪ ହେଉଛି ଆୟକର ଦାଖଲ କରିବାର ଶେଷ ଦିନ । ଧାର୍ଯ୍ୟ ସମୟ ମଧ୍ୟରେ  ଆଇଟିଆର ଫାଇଲ୍ ନ କଲେ କରଦାତାଙ୍କୁ ସହିବାକୁ ପଡିବ ବିପୁଳ ଆର୍ଥିକ କ୍ଷତି । ମୋଟା ପରିମାଣରେ ଜୋରିମାନା ଦେବାକୁ ପଡିବ । ଗତବର୍ଷ ପରି ଏଥର ମଧ୍ୟ ଆଉ ଆୟକର ଦାଖଲ ସମୟସୀମା ବଢାଇ ନପାରନ୍ତି ସରକାର…

ଦରଦାମ ବୃଦ୍ଧିରେ ଓଡ଼ିଶା ଦେଶରେ ଏକ ନମ୍ବର

ନୂଆଦିଲ୍ଲୀ: ଦରଦାମ ବୃଦ୍ଧିରେ ଦେଶରେ ଓଡ଼ିଶା ଏକ ନମ୍ବର । ଏପ୍ରିଲରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି ହାର ୭.୧ ପ୍ରତିଶତ ରହିଛି । ଏଥିସହ ଓଡ଼ିଶାର ରିଟେଲ ଇନଫ୍ଲେସନ ୭ ପ୍ରତିଶତ ଉପରେ ରହିଛି । ଅନ୍ୟପଟେ ଦିଲ୍ଲୀରେ ସର୍ବନିମ୍ନ ଖୁଚୁରା ମୁଦ୍ରାସ୍ଫୀତି ହାର  ୨.୨ ପ୍ରତିଶତ ରହିଛି ।ଯୋଗାଣରେ…

ଏପ୍ରିଲରେ ଜିଏସ୍‌ଟି ସଂଗ୍ରହ ୨.୧୦ ଲକ୍ଷ କୋଟି ଟଙ୍କା ରେକର୍ଡ କରିଛି

ନୂଆଦିଲ୍ଲୀ: ଭାରତର ମୋଟ ଦ୍ରବ୍ୟ ଏବଂ ସେବା କର (ଜିଏସ୍‌ଟି) ସଂଗ୍ରହ ଏପ୍ରିଲ ମାସରେ ରେକର୍ଡ ସୃଷ୍ଟି କରିଛି । ଏପ୍ରିଲରେ ରେକର୍ଡ ସର୍ବାଧିକ ୨.୧୦ ଲକ୍ଷ କୋଟିରେ ପହଞ୍ଚିଛି ଯାହା ରାଜସ୍ବ ବର୍ଷ ତୁଳନାରେ ୧୨.୪ ପ୍ରତିଶତ ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବୁଧବାର ଦିନ ଏକ ବିବୃତ୍ତିରେ…

ପାକିସ୍ତାନରେ ଅର୍ଥନୈତିକ ସଙ୍କଟକୁ ଦୃଷ୍ଟିରେ ରଖି ବୈଠକ ରଖିଲେ ସେନା ମୁଖ୍ୟ

ନୂଆଦିଲ୍ଲୀ: ପାକିସ୍ତାନରେ ଅର୍ଥନୈତିକ ଦୁର୍ବଳତା ଜାରି ରହିଥିବା ବେଳେ ଏନେଇ ସେନା ମୁଖ୍ୟ ଅସୀମ ମୁନିର ବ୍ୟବସାୟ ଗୋଷ୍ଠୀ ସହିତ ବୈଠକ କରିଛନ୍ତି। ଦେଶର ଆବଶ୍ୟକତା ଅନୁଯାୟୀ ବିଦେଶୀ ପୁଞ୍ଜି ବିନିଯୋଗ ଆଣିବା ପାଇଁ ସେ ସବୁକିଛି କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଚାରି ଘଣ୍ଟିଆ ମାରାଥନ…

ସିଙ୍ଗାପୁର ଉପରେ ଲାଗିଥିବା ଚାଉଳ ରପ୍ତାନି ପ୍ରତିବନ୍ଧକକୁ କୋହଳ କଲା ଭାରତ

ନୂଆଦିଲ୍ଲୀ: ସିଙ୍ଗାପୁର ଓ ଭାରତ ମଧ୍ୟରେ ଥିଵା ଦ୍ଵିପାକ୍ଷିକ ସମ୍ପର୍କକୁ ଦୃଷ୍ଟିରେ ରଖି ଭାରତ ଚାଉଳ ରପ୍ତାନୀ ଉପରେ ଲଗାଇଥିଵା ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି। ନିଅଣ୍ଟିଆ ବର୍ଷା, ଫସଲ ହାନି, ସ୍ଵଳ୍ପ ଅମଳ ଆଦିକୁ ଧ୍ୟାନରେ ରଖି ଚାଉଳ ରପ୍ତାନୀ ଉପରେ ଜୁଲାଇ ୨୦ ତାରିଖରୁ କଟକଣା ଲାଗିଥିଲା।…