Latest Odisha News

BREAKING NEWS

Browsing Category

POLITICS

ମୁଖ୍ୟମନ୍ତ୍ରୀଙ୍କୁ ବଦନାମ୍‌ ପାଇଁ ଗଞ୍ଜାମକୁ ଅବହେଳା କରାଯାଉଛି:ପ୍ରଦୀପ

ବ୍ରହ୍ମପୁର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବଦନାମ୍‌ ପାଇଁ ଗଞ୍ଜାମ ଜିଲାକୁ ଅବହେଳା କରାଯାଉଛି ବୋଲି ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀ। ଶନିବାର ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିକରଡା ଗ୍ରାମରେ ଅନୁଷ୍ଠିତ ପଦଯାତ୍ରାରେ ସାମିଲ ହୋଇ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି। ସେ…

ବିଜେଡ଼ିରେ ସାମିଲ ହେଲେ ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷା

ବ୍ରହ୍ମପୁର: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି)ର ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ ନିଜର ବହୁ ସମର୍ଥକଙ୍କ ସହ ବିଜେଡ଼ିରେ ସାମିଲ ହୋଇଛନ୍ତି। ବ୍ରହ୍ମପୁରସ୍ଥିତ ବିଜେଡ଼ି ଜିଲା କାର୍ଯ୍ୟାଳୟରେ ଏନେଇ ଏକ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଗତ ପୌର ନିର୍ବାଚନରେ…

ଗଞ୍ଜାମ ବିଜେଡ଼ିରେ ଘଡ଼ିକେ ଘୋଡ଼ା ଛୁଟୁଛି; ନିଲମ୍ବନ ପରେ ପ୍ରତ୍ୟାହାର, ପୁଣି ନିଲମ୍ବନ

ବ୍ରହ୍ମପୁର: ଗଞ୍ଜାମ ଜିଲାରେ ବିଜୁ ଜନତା ଦଳର ଗୋଷ୍ଠୀ କନ୍ଦଳ ତୀବ୍ର ହେବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ନିର୍ବାଚନ ମଣ୍ଡଳୀକୁ ଏହି ସଂକ୍ରମଣ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ଯେଉଁ ନିର୍ବାଚନ ମଣ୍ଡଳୀକୁ ନେଇ ଗଞ୍ଜାମ ବିଜେଡ଼ିରେ କମ୍ପନ ସୃଷ୍ଟି ହୋଇଛି, ସେଇଟା ହେଲା ଦିଗପହଣ୍ଡି। ଦୁଇ ଦିନ…

ସ୍ଥାନୀୟ ବିଧାୟକଙ୍କୁ ଅଣଦେଖା;ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ହେଲେ ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ

ବ୍ରହ୍ମପୁର: ରାଜ୍ୟର ସମସ୍ତ ଜିଲାର ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ରାଜ୍ୟ ସରକାରଙ୍କ ତରଫରୁ ଶୁକ୍ରବାର ଘୋଷଣା କରାଯାଇଛି। ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ହୋଇଛନ୍ତି ପୂର୍ତ ବିଭାଗର ମନ୍ତ୍ରୀ ପ୍ରଫୁଲ ମଲ୍ଲୀକ। ବର୍ତ୍ତମାନ ମନ୍ତ୍ରୀ ମଲ୍ଲିକ ବିଜୁ ଜନତା ଦଳ ତରଫରୁ ଗଞ୍ଜାମ ଜିଲା ପାଇଁ…

ଆଦିକନ୍ଦଙ୍କ ବିୟୋଗରେ ନବୀନ, ଧର୍ମେନ୍ଦ୍ରଙ୍କ ଶୋକ

ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଗୁରୁବାର ଭୋର୍‌ ୪ଟା ବେଳେ ମୃତ୍ୟୁ ହୋଇଛି। ବୁଧବାର ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଖଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ…

ଗୋପାଳପୁରରେ ରାଜନୈତିକ ଅରାଜକତା ସୃଷ୍ଟି କରୁଛି ବିଜେଡ଼ି

ବ୍ରହ୍ମପୁର: ଗଞ୍ଜାମ ଜିଲା ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଶାସକ ବିଜୁ ଜନତା ଦଳ ଅରାଜକତା ସୃଷ୍ଟି କରୁଛି ବୋଲି ଅଭିଯୋଗ ଆଣିଛି ଭାରତୀୟ ଜନତା ପାର୍ଟି(ବିଜେପି)। ଗୁରୁବାର ବ୍ରହ୍ମପୁର ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଜିଲା ସଭାପତି ବିଭୂତି ଭୂଷଣ ଜେନା…

ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଜନ କଲ୍ୟାଣକାରୀ ନେତୃତ୍ୱକୁ ପୁଣିଥରେ ମିଳିଛି ଜାତୀୟ ସ୍ତରର ସ୍ୱୀକୃତି । ନୂଆଦିଲ୍ଲୀର ସମ୍ମାନଜନକ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ…

[ଦେଖନ୍ତୁ ଭିଡିଓ] ୬୫୦ କୋଟି ଟଙ୍କାରେ ଓଡ଼ିଶାରେ ପ୍ରତିଷ୍ଠା ହେବ ଆଉ ଏକ କ୍ୟାନ୍ସର ହସ୍ପିଟାଲ୍‌

ଭୁବନେଶ୍ୱର  : ୬୫୦ କୋଟି ଟଙ୍କା ବ୍ୟୟରେ ନାଇଜର ଭୁବନେଶ୍ୱର ଠାରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ୍‌। ହସ୍ପିଟାଲ ନିର୍ମାଣ ପାଇଁ କେନ୍ଦ୍ର ସରକାର ୪ ଶହ କୋଟି ଏବଂ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଦେବେ। ଆସନ୍ତା ୩ ବର୍ଷ ମଧ୍ୟରେ ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ…

[ଦେଖନ୍ତୁ ଭିଡିଓ] ମୋକିମ୍‌ଙ୍କ କ୍ରସ୍ ଭୋଟିଂ, ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ

ଭୁବନେଶ୍ୱର: କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ବିଜେପି ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଛନ୍ତି। ଯଦିଓ ରାଷ୍ଟ୍ରପତି ନିର୍ବାଚନରେ ହ୍ୱୀପ୍ ଲାଗେନାହିଁ ତଥାପି ବି ବିରୋଧୀ ଦଳଗୁଡ଼କର ମିଳିତ ପ୍ରାର୍ଥୀ ଜଶଓ୍ୱାନ୍ତ ସିହ୍ନାଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ଭୋଟ୍ ଦେବା…

[ଦେଖନ୍ତୁ ଭିଡିଓ] ବିଧାନସଭାରେ ଜିଏସ୍‌ଟି ତାତି । ଚୁଡ଼ା, ମୁଢ଼ି ଉପରେ GST ଲାଗୁ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ…

ଭୁବନେଶ୍ୱର : ବିଧାନସଭାରେ ଜିଏସ୍‌ଟି ତାତି । ଚୁଡ଼ା, ମୁଢ଼ି ଉପରେ GST ଲାଗୁ ପ୍ରସଙ୍ଗରେ କଂଗ୍ରେସ ବିଧାୟକମାନେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଜୋରଦାର ହୋହଲ୍ଲା କରିଥିଲେ ।  ପ୍ରଶ୍ନକାଳରେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏହି ପ୍ରସଙ୍ଗ ଉଠାଇ କହିଥିଲେ, ଯଦି କେନ୍ଦ୍ର ସରକାର ଏସବୁ…