Latest Odisha News

BREAKING NEWS

Browsing Category

POLITICS

ଉଦ୍ଧବ ଠାକରେଙ୍କ ବିରୋଧରେ ଇଡି ଯାଞ୍ଚ ଦାବି । ହାଇକୋର୍ଟରେ ପିଟିସନ୍ ଦାଖଲ ।

ମହାରାଷ୍ଟ୍ର : ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ବଢିବାରେ ଲାଗିଛି । ଏପରି ସ୍ଥିତିରେ ଭାରତୀୟ ଜନତା ପାର୍ଟିର ନେତା କିରିଟ ସୋମେୟା ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ସେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସମ୍ପତ୍ତି ବିରୋଧରେ ଏକ ଜନସ୍ୱାର୍ଥ ମାମଲା ଦାଖଲ କରିଛନ୍ତି । ଏହାସହ…

“ଦେବେନ୍ଦ୍ର ପଡ଼ନବିସ ମଧ୍ୟ ଶିବସେନାକୁ ଭୋଟ୍ ଦେବେ, ଯଦି..”

ଭୁବନେଶ୍ୱର: ମହାରାଷ୍ଟ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିସ ମଧ୍ୟ ବିଜେପି ବିରୋଧରେ ଯାଇ ଶିବସେନାକୁ ଭୋଟ୍ ଦେବେ, ଯଦି ଶିବସେନା ଅଧୀନରେ ‘ଇଡି’ ରହିବ । ମାତ୍ର ଦୁଇ ଦିନରେ ଫଡ଼ନବିସ ଶିବ ସେନାକୁ ଭୋଟ୍ ଦେବାକୁ ବାଧ୍ୟ ହୋଇଯିବେ । ରବିବାର ଶିବସେନା ଏମପି ସଞ୍ଜୟ ରାଉତ ଏହି…

ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରି କଂଗ୍ରେସ ବିଧାୟକ ନିଲମ୍ବିତ

ଚଣ୍ଡିଗଡ଼: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ପାଇଁ କଂଗ୍ରେସ ବିଧାୟକ କୁଲଦୀପ ବିଷ୍ଣୋଇ ଦଳରୁ ନିଲମ୍ବିତ ହୋଇଛନ୍ତି । ହରୟାଣାର ଆଦମପୁର ବିଧାୟକ କୁଲଦୀପ ବିଷ୍ଣୋଇ ଶୁକ୍ରବାର ଦଳ ବିରୋଧରେ ଭୋଟ୍ ଦେଇଥିବାରୁ ତାଙ୍କୁ କଂଗ୍ରେସ ନିଲମ୍ବିତ କରିଛି । ଦଳ ବିରୋଧରେ ଭୋଟ୍ ଦେବା ଯୋଗୁଁ ଫଳସ୍ୱରୂପ…

ମନ୍ତ୍ରୀ ହେବା ପରେ ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ପଦରୁ ଶ୍ରୀକାନ୍ତଙ୍କ ଇସ୍ତଫା

ବ୍ରହ୍ମପୁର: ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ପଦରୁ ପୋଲସରା ବିଧାୟକ ତଥା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଛନ୍ତି । ଏନେଇ ଯୋଜନା ଏବଂ ସଂଯୋଜନ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସେ ଗତ ରବିବାର ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ବିଭାଗର…

ଗଞ୍ଜାମ ବିଜେଡ଼ିରେ ବଢୁଛି ଶ୍ରୀକାନ୍ତଙ୍କ ଗୁରୁତ୍ୱ

ବ୍ରହ୍ମପୁର: ନୂତନ ମନ୍ତ୍ରୀମଣ୍ଡଳ ଗଠନ ପରେ ଯେଉଁ ନାଁକୁ ନେଇ ଗଞ୍ଜାମ ରାଜନୀତିରେ ପ୍ରବଳ ଚର୍ଚ୍ଚା ଚାଲିଛି, ସେଇ ନାଁଟି ହେଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ । ରବିବାର ଶ୍ରୀକାନ୍ତ ଶ୍ରମ, ନିଯୁକ୍ତି ଓ ବୀମା ବିଭାଗର ରାଷ୍ଟ୍ରମନ୍ତ୍ରୀ(ସ୍ୱତନ୍ତ୍ର ଦାୟିତ୍ୱ) ଭାବେ ଶପଥ ଗ୍ରହଣ…

ନବୀନଙ୍କ ନୂଆ ଟିମର ଶପଥ ଗ୍ରହଣ ଉତ୍ସବ : ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ

 ଭୁବନେଶ୍ୱର :  ଆଜି ନବୀନଙ୍କ ନୂଆ ଟିମ୍ ଶପଥ ଗ୍ରହଣ କରିଛନ୍ତି। ପୁରା ମନ୍ତ୍ରିମଣ୍ଡଳର ନବକଳେବର ହୋଇଛି । ଆଜି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ପାଇଁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଦିନ ୧୧ଟା ୪୫ରେ ଲୋକସେବା ଭବନ କନଭେନସନ୍ ହଲ୍‌ରେ ଶପଥଗ୍ରହଣ ଉତ୍ସବ ଆୟୋଜିତ ହୋଇଥିଲା। ଏହି ଅବସରରେ…

ଆଜି ଶପଥ ନେବ ନବୀନଙ୍କ ନୂଆ ଟିମ୍

 ଭୁବନେଶ୍ୱର : ଆଜି ଶପଥ ନେବ ନବୀନଙ୍କ ନୂଆ ଟିମ୍। ପୁରା ମନ୍ତ୍ରିମଣ୍ଡଳର ହେବ ନବକଳେବର।  ଏଥିପାଇଁ ୨୨ବର୍ଷର ଶାସନ କାଳରେ ପ୍ରଥମଥର ପାଇଁ ସବୁ ମନ୍ତ୍ରୀଙ୍କ ଇସ୍ତଫା ଦିଆଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣର କାର୍ଯ୍ୟକ୍ରମ ରହିଛି । ଦିନ ୧୧ଟା ୪୫ରେ ଲୋକସେବା ଭବନ…

ଖରାପ ପ୍ରଦର୍ଶନକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେଉଛି ବିଜେପି

ଭୁବନେଶ୍ବର: ବ୍ରଜରାଜନଗରରେ କାହିଁକି ହାରିଲା ବିଜେପି ? ଜମାନତ କାହିଁକି ହରାଇଲେ ରାଧାରାଣୀ  ?। ଧର୍ମେନ୍ଦ୍ରଙ୍କ ପାଓ୍ବାର କାହିଁକି ଫେଲ ମାରିଲା ବ୍ରଜରାଜନଗରରେ? । ଏସବୁକୁ ନେଇ ଦୁଇଦିନ ହେଲା ସୋସିଆଲ ମିଡିଆରେ ହଜାର ହଜାର ୟୁଜର ଟ୍ରୋଲ କରୁଛନ୍ତି । ବିଶେଷ କରି ଏଥର ବିଜେଡି ଜିତିବ…

[ଦେଖନ୍ତୁ ଭିଡିଓ] ରାଜ୍ୟ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ସମସ୍ତ ମନ୍ତ୍ରୀ: ରାଜଭବନରେ ଆସନ୍ତାକାଲି ହେବ ଶପଥ ଗ୍ରହଣ

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ସମସ୍ତ ମନ୍ତ୍ରୀ । ପ୍ରଥମ ଥର ମାଷ୍ଟରଷ୍ଟ୍ରୋକ ଖେଳିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  । ସାମୁହିକ ମନ୍ତ୍ରୀ ପ୍ରଦାନ କରିଛନ୍ତି ଇସ୍ତଫା ପତ୍ର । ମନ୍ତ୍ରୀ ମଣ୍ଡଳରେ ପରିବର୍ତ୍ତନ ସହିତ ନୂତନ ମନ୍ତ୍ରୀମଣ୍ଡଳ…

ବିଜେଡ଼ିର ୪ ରାଜ୍ୟସଭା ପ୍ରାର୍ଥୀଙ୍କ ନାଁ ଘୋଷଣା ପରେ ପ୍ରାର୍ଥୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା ହୋଇଛି । ପୁଣି ଥରେ ସସ୍ମିତ ପାତ୍ରଙ୍କୁ ଦଳ ରିପିଟ୍ କରିଥିବା ବେଳେ, ଆଉ ୩ ନୂଆ ମୁହଁଙ୍କୁ ପ୍ରାର୍ଥୀ କରିଛି ଦଳ ।  ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ତଥା ବିଜେଡିର ସାଧାରଣ ସଂପାଦକ ମାନସ ମଙ୍ଗରାଜଙ୍କୁ ରାଜ୍ୟସଭା…