Latest Odisha News

BREAKING NEWS

Browsing Category

ଲେଖକ

ଗୋପୀନାଥ ମହାନ୍ତିଙ୍କ ସାହିତ୍ୟକୃତିର ଡିଜିଟାଲ ସଂକଳନ ଉନ୍ମୋଚିତ

ଭୁବନେଶ୍ୱର: ରାଜ୍ୟର ପ୍ରଥମ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ହେଉ କି ପ୍ରଥମ ଜ୍ଞାନପୀଠ ପୁରସ୍କାର ହେଉ ଏନେଇ ପ୍ରସଙ୍ଗ ଉଠିଲେ ସାମ୍ନାକୁ ଆସିଥାଏ ବିଶିଷ୍ଟ ସାରସ୍ୱତ ସାଧକ ଗୋପୀନାଥ ମହାନ୍ତିଙ୍କ ଚିତ୍ର। ଅମୃତ ସନ୍ତାନ, ମାଟିମଟାଳ, ହରିଜନ ଆଦି ପୁସ୍ତକକୁ ନେଇ ସବୁ ବେଳେ ଚର୍ଚ୍ଚା…

ଓଡିଶାରେ ବୁଦ୍ଧିଜୀବୀ ସଂସ୍କୃତିରେ ଅବନତି ଘଟିଛିି, ଯାହା ଆମ ସିନେମାରେ ପ୍ରତିଫଳିତ ହୋଇଛି : ନାଟ୍ୟକାର ବିଜୟ ମିଶ୍ର

ଭୁବନେଶ୍ୱର: ବିଶିଷ୍ଟ ନାଟ୍ୟକାର, ଲେଖକ ଓ ସଂଳାପକାର ବିଜୟ ମିଶ୍ର ରବିବାର ଭୁବନେଶ୍ୱରରେ ଇହଲୀଳା ସମ୍ବରଣ କରିଛନ୍ତି । ଓଡିଆ ସାହିତ୍ୟ ଓ ମନୋରଞ୍ଜନ ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି । ଓଡିଶା ସମ୍ବାଦକୁ ସେ ପୂର୍ବରୁ ଦେଇଥିବା ଏକ ସାକ୍ଷାତକାରରେ କଣ କହିଥିଲେ ଆସନ୍ତୁ ଜାଣିବା ।…

୯୦ରେ ପାଦ ଥାପିଲେ ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ୱର: ଭାରତବର୍ଷର ପ୍ରଖ୍ୟାତ ଭାଷାତତ୍ତ୍ୱବିତ୍ ତଥା ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଦେବାର ମୁଖ୍ୟନାୟକ, ପଦ୍ମଶ୍ରୀ ପ୍ରଫେସର ଡଃ ଦେବୀପ୍ରସନ୍ନ ପଟ୍ଟନାୟକ ଆଜି ୯୦ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଉପଲକ୍ଷେ ଏକ ଉଚ୍ଚକୋଟିର ସ୍ମାରକ ପୁସ୍ତକ ଲୋକାର୍ପଣ ହୋଇଛି । ଆଜି…

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଆଜି ଶ୍ରାଦ୍ଧବାର୍ଷିକୀ, ଜାଣନ୍ତୁ ତାଙ୍କ ସମ୍ପର୍କରେ…

ଭୁବନେଶ୍ୱର: ଆଧୁନିକ ଓଡିଆ ସାହିତ୍ୟର ଜଣେ ବରେଣ୍ୟ ସାଧକ ଭାବେ ଖୁବ୍ ପରିଚିତ ଥିଲେ ଲକ୍ଷ୍ମୀକାନ୍ତ ମହାପାତ୍ର । ପ୍ରାକ୍‌-ସ୍ୱାଧୀନତା କାଳରେ ସେ ଅନେକ ଜାତୀୟତାବୋଧ ସଙ୍ଗୀତ ରଚନା କରିଥିଲେ, ଯାହା ସେସମୟରେ ଯୁବସମାଜ ମଧ୍ୟରେ ବିଦ୍ରୋହର ବହ୍ନି ପ୍ରଜ୍ୱଳିତ କରିପାରୁଥିଲା । ୧୯୫୩…

ମାଟିର ମହାକବି ସଚ୍ଚି ରାଉତରାୟ

ମାଟିର ମହାକବି ସଚ୍ଚି ରାଉତରାୟ (୧୯୧୬-୨୦୦୪) କ୍ଷେତ୍ର: ଭାଷା-ସାହିତ୍ୟ (କବିତା) ବହୁଚର୍ଚ୍ଚିତ ‘ଛୋଟ ମୋର ଗାଁଟି’ ଓ ‘ବାଜି ରାଉତ’ର ସ୍ରଷ୍ଟା ଭାବେ ସୁପରିଚିତ ସଚ୍ଚି ରାଉତରାୟ ଓଡ଼ିଆ ପ୍ରଗତିବାଦୀ କବିତାର ଜଣେ ବରେଣ୍ୟ ସ୍ରଷ୍ଟା। ଦୀର୍ଘ ଅର୍ଦ୍ଧଶତାବ୍ଦୀ ଧରି ସେ ଅପାରଂପରିକ ଶୈଳୀରେ…

ଆଧୁନିକ ଗୀତିକବିତାର ଜନକ ମଧୁସୂଦନ ରାଓ

ଆଧୁନିକ ଗୀତିକବିତାର ଜନକ ମଧୁସୂଦନ ରାଓ (୧୮୫୩-୧୯୧୨) କ୍ଷେତ୍ର: ଭାଷା-ସାହିତ୍ୟ (ମଧୁ ବର୍ଣ୍ଣବୋଧର ପ୍ରଣେତା) ଓଡ଼ିଆ ସାହିତ୍ୟ ଜଗତରେ ଭକ୍ତକବି ଭାବେ ସୁପରିଚିତ ମଧୁସୂଦନ ରାଓ ତାଙ୍କ ରଚିତ ‘ମଧୁ ବର୍ଣ୍ଣବୋଧ’ ପାଇଁ ରହିବେ ଚିର ଅମର । ଏହି ପତଳା ବହିଟି ଏଯାବତ୍‍ ଏକ ଶିଶୁ-ବେଦ ଭାବେ…

ଜାଣନ୍ତି କି, ଲେଖକ ଭଗବତୀ ଚରଣ ପାଣିଗ୍ରାହୀ ଗୋଟିଏ ସଂତ୍ରାସବାଦୀ ଗୋଷ୍ଠୀ ଗଢ଼ିଥିଲେ?

ଭଗବତୀ ଚରଣ ପାଣିଗ୍ରାହୀ (୧୯୦୮-୧୯୪୩) କ୍ଷେତ୍ର: ଭାଷା-ସାହିତ୍ୟ (ସାମ୍ୟବାଦୀ ଆନ୍ଦୋଳନ ଓ ଲେଖନ) ଗାନ୍ଧିଜୀଙ୍କ ଅହିଂସା ମାର୍ଗର ବିପରୀତ ଦିଗରେ ଯାଇ ଲେନିନ୍‍ଙ୍କ ସମାଜବାଦୀ ସ୍ୱରରେ ସ୍ୱର ମିଳେଇଥିବା ଭଗବତୀ ଚରଣ ପାଣିଗ୍ରାହୀ ଥିଲେ ଓଡ଼ିଶାରେ ସାମ୍ୟବାଦୀ ଦଳ ଓ ଚେତନାର…

ଜ୍ଞାନମଣ୍ଡଳ ପ୍ରଣେତା ବିନୋଦ କାନୁନଗୋ

ଜ୍ଞାନମଣ୍ଡଳ ପ୍ରଣେତା ବିନୋଦ କାନୁନଗୋ (୧୯୧୨-୧୯୯୦) କ୍ଷେତ୍ର: ଭାଷା-ସାହିତ୍ୟ ବିଶ୍ୱକୋଷ ‘ଜ୍ଞାନମଣ୍ଡଳ’ର ପ୍ରଣେତା ବିନୋଦ କାନୁନଗୋ ଆଧୁନିକ ଓଡ଼ିଶାର ଅନ୍ୟତମ ଜ୍ଞାନନିର୍ମାତା । ଜ୍ଞାନକୋଷ ବା ଏକ୍ସାଇକ୍ଲୋପିଡ଼ିଆ ଏକୁଟିଆ ସଂପାଦନା କରିବା ଏକପ୍ରକାର ଅସମ୍ଭବ ବ୍ୟାପାର ହୋଇଥିବା…

ଜାଣନ୍ତି କି, ଦୁଇ ହଜାରରୁ ଅଧିକ ଗୀତ ଲେଖିଥିଲେ ରସରାଜ ନାରାୟଣ ପ୍ରସାଦ ସିଂହ

 ଆଜି ଜନ୍ମଦିନ  ନାରାୟଣ ପ୍ରସାଦ ସିଂହ (୧୯୩୩-୨୦୧୮) କ୍ଷେତ୍ର: ଗୀତରଚନା, ସାହିତ୍ୟ ‘ସାଗରେ ଅଧୀର ନୀଳ ତରଙ୍ଗ’ ହେଉ କି ‘ଠିଆପୁଚି ନାରଙ୍ଗ’–ଆକାଶବାଣୀ ‘ସଜଫୁଲ’ କାର୍ଯ୍ୟକ୍ରମର ଏଭଳି ବହୁ ଲୋକପି୍ରୟ ଗୀତର ଥିଲେ ସେ ରଚୟିତା । ସେହିପରି ‘ରଥ ଗଡ଼ିଯା, ଚକ ଗଡ଼ିଯାରେ’ (ନୂଆବୋଉ),…

ହରେକୃଷ୍ଣ ମହତାବ

ହରେକୃଷ୍ଣ ମହତାବ (୧୮୯୮-୧୯୮୭) କ୍ଷେତ୍ର: ରାଜନୀତି ଓଡ଼ିଶାର ଶେଷ ପ୍ରଧାନମନ୍ତ୍ରୀ, ପ୍ରଥମ ମୁଖ୍ୟମନ୍ତ୍ରୀ, ପ୍ରଥମ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ଏବଂ ପ୍ରଥମ ଓଡ଼ିଆ ରାଜ୍ୟପାଳ ଭାବେ ଜଣାଶୁଣା ଡ. ହରେକୃଷ୍ଣ ମହତାବ ଥିଲେ ଏକାଧାରରେ ଜଣେ ରାଷ୍ଟ୍ରନୀତିଜ୍ଞ, ଚିନ୍ତାନାୟକ, ସଂଗଠକ,…