Latest Odisha News

BREAKING NEWS

Browsing Category

ବ୍ୟକ୍ତିତ୍ୱ

ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଆଜି ଜୟନ୍ତୀ; ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି

ଭୁବନେଶ୍ୱର: ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ରାଜ୍ୟପାଳ ହୋଇପାରିଥିବା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଆଜି ୯୩ତମ ଜନ୍ମଦିନ । ରାଜ୍ୟର ଏହି ମହାନ ଜନନାୟକଙ୍କୁ ଆଜି ବି ମନେପକାଉଛନ୍ତି ରାଜ୍ୟବାସୀ। ୧୯୨୭ ମସିହା ଆଜିର ଦିନରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାମେଶ୍ୱର ଠାରେ ଜନ୍ମ…

ପୂର୍ବତନ ମୁଖ୍ୟମନ୍ତ୍ରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ପୁଣ୍ୟତିଥି: ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି ଅଜଣା କଥା

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବ ୧୯୮୭ ମସିହା ଆଜିର ଦିନରେ ପ୍ରାଣତ୍ୟାଗ କରିଥିଲେ । ହରେକୃଷ୍ଣ ମହତାବ ଓଡ଼ିଶାର ଭଦ୍ରକ ଜିଲ୍ଲାର ଆଗରପଡାଠାରେ ୨୧ ନଭେମ୍ବର, ୧୮୯୯ ଜନ୍ମନେଇଥିଲେ । ତାଙ୍କ ପିତାଙ୍କ…

ଜନ୍ମଦିନ ବିଶେଷ: ପ୍ରତ୍ୟେକଙ୍କୁ ପ୍ରେରଣା ଦିଏ ରତନ ଟାଟା ଓ ଧିରୁଭାଇ ଅମ୍ବାନୀଙ୍କ ସଫଳ କାହାଣୀ…

ଯେବେବି କୌଣସି ବଡ଼ ବିଜିନେସ କରୁଥିବା ଲୋକଙ୍କ କଥା ଉଠେ ସବୁଠୁ ପ୍ରଥମେ ନାଁ ଆସେ ଧିରୁଭାଇ ଅମ୍ବାନୀ ଓ ରତନ ଟାଟା | ଆଜି ହେଉଛି ପ୍ରମୁଖ ବିଜିନେସ ମ୍ୟାନ ରତନ ଟାଟା ଙ୍କ ୮୨ତମ ଜନ୍ମଦିନ | ଟାଟା କମ୍ପାନୀ ସମୂହ ଦେଶର ହେଉଛନ୍ତି ଦ୍ୱିତୀୟ ସବୁଠୁ ବଡ଼ ବିନିନେସ ଗୃପ | ଟାଟା କୁ ଏତେ…

ଅଟଳଜୀଙ୍କର ଓଡିଶା ପ୍ରତି ସ୍ନେହ ଓ ମୋହ ଥିଲା ଅତୁଟ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଅଟଳଜୀଙ୍କର ଓଡିଶା ପ୍ରତି ପ୍ରେମ ଓ ସ୍ନେହ ଅତୁଟ ଥିଲା । ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ତାଙ୍କର ୧୯୯୧-୯୨ ମସିହାର ଓଡଶା ଗସ୍ତର ପୁରୁଣା ଫଟୋ ଟ୍ୱିଟ କରି ଇତିହାସର ସ୍ମୃତକୁ ଉଜ୍ଜିବୀତ କରିବା ସହ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…

ଜନ୍ମଦିବସରେ ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି…

ଅଟଳ ବିହାରୀ ବାଜପେୟୀ ଦେଶ, ଜାତି ଓ ସମାଜ ପାଇଁ ଏକ ସମର୍ପିତ ବ୍ୟକ୍ତିତ୍ୱ । ଏକାଧାରରେ ଜଣେ ସୃଜନଧର୍ମୀ କବି, ଉଚ୍ଚକୋଟୀର ସ୍ତମ୍ଭକାର, ପ୍ରଜ୍ଞାଦୀପ୍ତବାଗ୍ମୀ, ଜାତୀୟବାଦୀ ସାଂସଦ, ସର୍ବୋତ୍ତମ ଶାସକ ଓ ଜାତିପ୍ରାଣ ରାଷ୍ଟ୍ରନାୟକ । ଛାତ୍ରାବସ୍ଥାରେ ୧୯୩୯ରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର…

ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ପରଲୋକ

ନୂଆଦିଲ୍ଲୀ: ଉଭୟ ଛୋଟ ଓ ବଡ଼ ପରଦା ତଥା ଓ ମଞ୍ଚ ଅଭିନେତା ଶ୍ରୀରାମ ଲାଗୁଙ୍କର ମଙ୍ଗଳବାର ପୁନେଠାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଶ୍ରୀରାମ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ । ତାଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତରେ ଏକ ଅପୂରଣୀୟ କ୍ଷତି ଘଟିଛି। Dr.…

ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ଫକୀର ଚରଣ ପଟ୍ଟନାୟକଙ୍କ ଦେହାନ୍ତ

ଭୁବନେଶ୍ୱର: ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ଫକୀର ଚରଣ ପଟ୍ଟନାୟକଙ୍କ ଗୁରୁବାର ରାତି ପ୍ରାୟ ୨ଟା ବେଳେ କେନ୍ଦ୍ରାପଡା ଜିଲ୍ଲା ପୁରୁଣା ସହରସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପିଡିତ ଥିବାନେଇ…

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ରମାଦେବୀଙ୍କ ଆଜି ଜୟନ୍ତୀ, ଜାଣନ୍ତୁ ତାଙ୍କ ଅକୁହା ଜୀବନ ସଂଗ୍ରାମର କାହାଣୀ

ଭୁବନେଶ୍ୱର: ଭାରତୀୟ ମୁକ୍ତି ସଂଗ୍ରାମରେ ଝାସ ଦେଇ ସେବା ଓ ପରୋପକାରରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଜଣେ ଯୁଗନାରୀ ଥିଲେ ରମା ଦେବୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ସହରର ଏକ ସମ୍ଭ୍ରାନ୍ତ ପରିବାରରେ ସେ ଜନ୍ମ ଗ୍ରହଣ କରିଥିଲେ । ସେ ଏକାଧାରରେ ଜଣେ ବିପ୍ଲବୀ, ସେବା,…

ସୁପ୍ରିମକୋର୍ଟର ପ୍ରଥମ ଓଡିଆ ପ୍ରଧାନ ବିଚାରପତି ଜଷ୍ଟିସ୍ ରଙ୍ଗନାଥ ମିଶ୍ରଙ୍କ ଜୟନ୍ତୀ, ଜାଣନ୍ତୁ ତାଙ୍କ ଜୀବନୀ…

ଭୁବନେଶ୍ୱର: ସୁପ୍ରିମକୋର୍ଟର ପ୍ରଥମ ଓଡିଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ରଙ୍ଗନାଥ ମିଶ୍ରଙ୍କ ଆଜି ହେଉଛି ଜନ୍ମ ଜୟନ୍ତୀ । ଓଡ଼ିଶାର ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କର ସେ ସୁଯୋଗ୍ୟ ସନ୍ତାନ । ୧୯୨୬ ମସିହା ନଭେମ୍ବର ୨୫ ତାରିଖରେ ଖୋର୍ଦ୍ଧାର ବାଣପୁରରେ ତାଙ୍କର…

ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଆଜି ଜୟନ୍ତୀ, ଜାଣନ୍ତୁ ତାଙ୍କ ଜୀବନୀ ସମ୍ପର୍କରେ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଜନମାନସରେ ଗଭୀର ପ୍ରତିଛବି ଛାଡ଼ିଯାଇଥିବା ଓଡ଼ିଶାର ଅନ୍ୟତମ ବିଶିଷ୍ଟ ଜନନାୟକ ମଧ୍ୟରେ ଖୁବ୍ ପରିଚିତ ହୋଇପାରିଥିଲେ । ୧୯୦୧ ମସିହା ନଭେମ୍ବର ୨୩ ତାରିଖରେ କଟକର ସ୍ୱରାଜ୍ୟ ଆଶ୍ରମରେ ତାଙ୍କର ଜନ୍ମ । ପିଲାଟିଦିନୁ…