Latest Odisha News

BREAKING NEWS

Browsing Category

ବ୍ୟକ୍ତିତ୍ୱ

ଜାଣନ୍ତି କି, ଦୁଇ ହଜାରରୁ ଅଧିକ ଗୀତ ଲେଖିଥିଲେ ରସରାଜ ନାରାୟଣ ପ୍ରସାଦ ସିଂହ

 ଆଜି ଜନ୍ମଦିନ  ନାରାୟଣ ପ୍ରସାଦ ସିଂହ (୧୯୩୩-୨୦୧୮) କ୍ଷେତ୍ର: ଗୀତରଚନା, ସାହିତ୍ୟ ‘ସାଗରେ ଅଧୀର ନୀଳ ତରଙ୍ଗ’ ହେଉ କି ‘ଠିଆପୁଚି ନାରଙ୍ଗ’–ଆକାଶବାଣୀ ‘ସଜଫୁଲ’ କାର୍ଯ୍ୟକ୍ରମର ଏଭଳି ବହୁ ଲୋକପି୍ରୟ ଗୀତର ଥିଲେ ସେ ରଚୟିତା । ସେହିପରି ‘ରଥ ଗଡ଼ିଯା, ଚକ ଗଡ଼ିଯାରେ’ (ନୂଆବୋଉ),…

ନନ୍ଦିନୀ ଶତପଥୀ

ନନ୍ଦିନୀ ଶତପଥୀ (୧୯୩୧-୨୦୦୬) କ୍ଷେତ୍ର: ରାଜନୀତି (ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ) ‘ଉତ୍କଳ ଦିବସ’କୁ ସରକାରୀ ସ୍ତରରେ ପ୍ରଥମେ ପାଳନ କରାଇଥିବା ଚର୍ଚ୍ଚିତ ରାଜନେତ୍ରୀ ଓ ଲେଖିକା ନନ୍ଦିନୀ ଶତପଥୀ ଥିଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ । ୧୯୩୧ ମସିହା ଜୁନ୍ ୯ ତାରିଖରେ କଟକର…

ରମା ଦେବୀ

ରମା ଦେବୀ (୧୮୯୯-୧୯୮୫) କ୍ଷେତ୍ର: ସମାଜସେବା (ସ୍ୱାଧୀନତା ସଂଗ୍ରାମ) ଭାରତୀୟ ମୁକ୍ତି ସଂଗ୍ରାମରେ ଝାସ ଦେଇ ସେବା ଓ ପରୋପକାରରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଜଣେ ଯୁଗନାରୀ ଥିଲେ ରମା ଦେବୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ସହରର ଏକ ସମ୍ଭ୍ରାନ୍ତ ପରିବାରରେ ଜନ୍ମ…

ହରେକୃଷ୍ଣ ମହତାବ

ହରେକୃଷ୍ଣ ମହତାବ (୧୮୯୮-୧୯୮୭) କ୍ଷେତ୍ର: ରାଜନୀତି ଓଡ଼ିଶାର ଶେଷ ପ୍ରଧାନମନ୍ତ୍ରୀ, ପ୍ରଥମ ମୁଖ୍ୟମନ୍ତ୍ରୀ, ପ୍ରଥମ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ଏବଂ ପ୍ରଥମ ଓଡ଼ିଆ ରାଜ୍ୟପାଳ ଭାବେ ଜଣାଶୁଣା ଡ. ହରେକୃଷ୍ଣ ମହତାବ ଥିଲେ ଏକାଧାରରେ ଜଣେ ରାଷ୍ଟ୍ରନୀତିଜ୍ଞ, ଚିନ୍ତାନାୟକ, ସଂଗଠକ,…

ଗୋପୀନାଥ ମହାନ୍ତି

ଗୋପୀନାଥ ମହାନ୍ତି (୧୯୧୪-୧୯୯୧) କ୍ଷେତ୍ର: ଭାଷା-ସାହିତ୍ୟ (ଉପନ୍ୟାସ) ପଦ୍ମଭୂଷଣ ଗୋପୀନାଥ ମହାନ୍ତି ଆଧୁନିକ ଓଡ଼ିଆ ଉପନ୍ୟାସର ଯୁଗସ୍ରଷ୍ଟା । ଉପନ୍ୟାସ ସହିତ କବିତା, ଗଳ୍ପ, ଜୀବନୀ, ଆତ୍ମଜୀବନୀ, ନାଟକ ଓ ଅନୁବାଦରେ ମଧ୍ୟ ତାଙ୍କର ଥିଲା ଅଭୂତପୂର୍ବ ଦକ୍ଷତା । ୨୦ ଏପ୍ରିଲ୍ ୧୯୧୪ରେ…

ଗୋପାଳ ଚନ୍ଦ୍ର ପ୍ରହରାଜ

ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) କ୍ଷେତ୍ର: ଭାଷା-ସାହିତ୍ୟ (ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ପ୍ରଣେତା) ‘ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ’ର ସଂକଳକ ଭାବେ ଗୋପାଳ ଚନ୍ଦ୍ର ପ୍ରହରାଜ ପ୍ରାତଃସ୍ମରଣୀୟ । ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ସିଦ୍ଧେଶ୍ୱରପୁର ଗାଁରେ ଏକ ଜମିଦାର ପରିବାରରେ ୯…

କୁନ୍ତଳା କୁମାରୀ ସାବତ

କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୭) କ୍ଷେତ୍ର: ଭାଷା-ସାହିତ୍ୟ (ପ୍ରଥମ ଔପନ୍ୟାସିକା) ଜଣେ କବି ଭାବେ ସର୍ବତ୍ର ସୁପରିଚିତା କୁନ୍ତଳା କୁମାରୀ ସାବତ ଓଡ଼ିଆ ଭାଷାର ପ୍ରଥମ ଔପନ୍ୟାସିକାର ଗୌରବ ମଧ୍ୟ ଦାବି କରନ୍ତି । ତାଙ୍କ ପୂର୍ବରୁ କୌଣସି ଓଡ଼ିଆ ଲେଖିକା ଉପନ୍ୟାସରେ ହାତ ଦେଇନଥିଲେ ।…

ବିଜୁ ପଟ୍ଟନାୟକ

ବିଜୁ ପଟ୍ଟନାୟକ (୧୯୧୬-୧୯୯୭) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଦୁର୍ଦ୍ଧର୍ଷ ପାଇଲଟ୍, ଦକ୍ଷ ଶିଳ୍ପପତି ଓ ବିଚକ୍ଷଣ ରାଜନୀତିଜ୍ଞ ଭାବେ ସୁପରିଚିତ ବିଜୁ ପଟ୍ଟନାୟକ ଜାତୀୟସ୍ତରର ଜଣେ ସର୍ବମାନ୍ୟ ନେତା ଓ ଜନନାୟକ । ପ୍ରବାଦପୁରୁଷ, କଳିଙ୍ଗବୀର, ଦ୍ୱିତୀୟ ଖାରବେଳ, ଭୂମିପୁତ୍ର ଆଦି ଅନେକ…

ତୁଳସୀ ମୁଣ୍ଡା

ତୁଳସୀ ମୁଣ୍ଡା (୧୯୪୭) କ୍ଷେତ୍ର: ସମାଜସେବା (ଆଦିବାସୀ ଶିକ୍ଷା ଓ ନିଶାମୁକ୍ତି) ପ୍ରତିକୂଳ ପରିସ୍ଥିତିକୁ ଖାତିର ନକରି ଆଦିବାସୀବହୁଳ ଅଂଚଳରେ ଶିକ୍ଷାର ପ୍ରସାର ଓ ମଦମୁକ୍ତି ପାଇଁ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଓଡ଼ିଶାର ଜଣେ ଆଗଧାଡ଼ିର ସମାଜସେବୀ । ୧୯୪୭…

ଗୋପବନ୍ଧୁ ଦାସ

ଗୋପବନ୍ଧୁ ଦାସ (୧୮୭୭-୧୯୨୮) କ୍ଷେତ୍ର: ସମାଜସେବା ଉତ୍କଳମଣି ଗୋପବନ୍ଧୁ ଦାସ ଓଡ଼ିଆ ଜାତିର ଯୁଗପୁରୁଷ । ଏକାଧାରରେ ସେ ଥିଲେ ସମାଜସେବୀ, ଦେଶପ୍ରେମୀ, ରାଷ୍ଟ୍ରନୀତିଜ୍ଞ, ସଂସ୍କାରକ, ସାମ୍ବାଦିକ, ସୁଲେଖକ, କବି, ଶିକ୍ଷାବିତ୍‍ ଏବଂ ଆଇନଜ୍ଞ । ୧୮୭୭ ମସିହା ଅକ୍ଟୋବର ୯ ତାରିଖରେ ସେ…