Latest Odisha News

BREAKING NEWS

Browsing Category

ବ୍ୟକ୍ତିତ୍ୱ

୨୦୨୨ ପାଇଁ କମଳା ଶତପଥୀ ପାଇଲେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର’

ଭୁବନେଶ୍ୱର : ସୃଜନ ଓ ଅନୁସୃଜନ ଉଭୟରେ ପ୍ରସିଦ୍ଧି ଲାଭ କରିଥିବା ବିଶିଷ୍ଟ ଲେଖିକା କମଳା ଶତପଥି ଅନୁବାଦ ପୁସ୍ତକ ‘ସୁନେଲି ବାଦଲ’ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣ କରିଛନ୍ତି । ବିଶିଷ୍ଟ ତେଲୁଗୁ ଲେଖକ ସଇଦ ସଲିମଙ୍କ ‘ଭେଣ୍ଡି ମେଘମ’ର ଏହା ଓଡ଼ିଆ ଅନୁବାଦଶତପଥୀ…

ପରପାରିରେ ସାହିତ୍ୟିକ ତପନ ପଟ୍ଟନାୟକ

ଭୁବନେଶ୍ବର : ଆଉ ନାହାନ୍ତି ବିଶିଷ୍ଟ କବି, ଗୀତିକାର, ଔପନ୍ୟାସିକ ତଥା ପ୍ରକାଶକ ତପନ ପଟ୍ଟନାୟକ। ଅସୁସ୍ଥତା କାରଣରୁ କିଛି ଦିନ ଧରି ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ  ୭୨ ବର୍ଷ ବୟସ ହୋଇଥିଲା। ମୁଁ ଆସିଛି ଦେଖି ତୋ କଳା ବଦନକୁ ଗୀତ ମାଧ୍ୟମରେ ସେ…

ସାହିତ୍ୟ ଓ ସାହିତ୍ୟିକଙ୍କୁ ସମାଜରେ ଉଚିତ୍ ମର୍ଯ୍ୟାଦା ଓ ସମ୍ମାନ ମିଳୁ : ଈପ୍ସିତା ଷଡ଼ଙ୍ଗୀ

ସମକାଳୀନ ଓଡ଼ିଆ ସାହିତ୍ୟରେ ଈପ୍ସିତା ଷଡ଼ଙ୍ଗୀ ଏକ ସଶ୍ରଦ୍ଧ ଉଚ୍ଚାରଣ । ତାଙ୍କ ଲେଖନୀ ନିଃସୃତ ପ୍ରତିଟି ସୃଜନ ତଥା ଅନୁସୃଜନରେ ବିଭୋର ହୁଅନ୍ତି ପାଠକ। ଭାବ ଓ ଭାଷାର ଚମତ୍କାରିତାକୁ ତାଙ୍କର ପ୍ରତିଟି ରଚନାରେ ଅନୁଭବ କରିହୁଏ । ଜୀବନ୍ତ ଲାଗେ ପ୍ରତିଟି ଶବ୍ଦ ,ବିଭୋର ହୋଇଯାଏ ମନ ଓ ପ୍ରାଣ ।…

ନାଟକ, ସମାଜର ବାସ୍ତବ ଚିତ୍ର ବହନ କରେ : ଦ୍ଵାରିକାନାଥ ନାୟକ

ପୃଥିବୀର ସବୁ ଭାଷାର ସାହିତ୍ୟ ସହିତ ନାଟକ ଏକ ଅବିଚ୍ଛେଦ୍ୟ ଅଙ୍ଗ। ଜୀବନ ସହିତ ସାହିତ୍ୟ ଯେମିତି ଯୋଡ଼ି ହୋଇ ରହିଛି, ସାହିତ୍ୟ ସହିତ ନାଟକ ମଧ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ନାଟକ ଜୀବନର କଥା କହେ। ଦୀର୍ଘ ପାଞ୍ଚ ଦଶନ୍ଧିରୁ ଉର୍ଦ୍ଧ୍ବ ସମୟ ଧରି ଓଡ଼ିଆ ନାଟକ ଜଗତରେ ଜଣେ ଅବିଶ୍ରାନ୍ତ…

ବାହୁଡ଼ିଗଲେ ଦ୍ୱିତୀୟ ଈଶ୍ବର

ସୁଷମା ପରିଜାଙ୍କ ସ୍ୱତନ୍ତ୍ର ଆଲେଖ୍ୟ… ବର୍ତ୍ତମାନର ସମୟ ଏକ ଘଡିସନ୍ଧିର ସମୟ। ସମଗ୍ର ମାନବ ଜାତି ତା’ର ବଳ ,କଳ ,କୌଶଳ ଲଗାଇ ଲଢୁଛି ଏକ ଅଦୃଶ୍ୟ ଆତଙ୍କବାଦୀ ସହିତ । ମାନବ ଜାତିର ସବୁ ପ୍ରୟାସ କୁ ଫୁତ୍କାର ମାରି ଉଡେଇ ଦେଇ ରକ୍ତମୁଖା ଆତଙ୍କବାଦୀ ବିଜୟୋଲ୍ଲାସରେ ଘୁରି ବୁଲୁଛି ଦେଶ ପରେ…

ସାହିତ୍ୟ ସବୁବେଳେ ସମାଜକୁ ପ୍ରଭାବିତ କରେ : ଜ୍ଞାନୀ ଦେବାଶିଷ ମିଶ୍ର

ଓଡ଼ିଶା ସାହିତ୍ୟରେ ଜଣେ ଉଚ୍ଚକୋଟୀର ଲେଖକ ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଜ୍ଞାନୀ ଦେବାଶିଷ ମିଶ୍ର । କବିତା ଓ ସମାଲୋଚନା ସାହିତ୍ୟ ତଥା ସମ୍ପାଦନା କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରଦର୍ଶନ କରି ବିପୁଳ ପାଠକୀୟ ଆଦୃତି ଲାଭ କରିଛନ୍ତି ସେ। ତାଙ୍କ କବିତାର ଲାଳିତ୍ୟ…

ପିଲାମାନଙ୍କ ମନରେ ମାତୃଭାଷା ପ୍ରୀତି ଜାଗ୍ରତ ହେଉ : ସ୍ଵପ୍ନା ମିଶ୍ର

ଓଡ଼ିଆ ସାହିତ୍ୟ ଆକାଶରେ ଏକ ଉଜ୍ୱଳ ନକ୍ଷତ୍ର ସ୍ୱପ୍ନା ମିଶ୍ର । ଭାବ ଭାଷା ଓ ଚରିତ୍ରର ସମ୍ମିଶ୍ରଣରେ ତାଙ୍କ ସୃଷ୍ଟିର କଳେବର ସବୁବେଳେ ଜୀବନ୍ତ। ଚରିତ୍ରମାନଙ୍କ ଅନ୍ତର୍ଚେତନାରୁ କୌଶଳ କ୍ରମେ ଗଭୀର ଅନୁଭବକୁ ନିଜ ଭିତରକୁ ସଞ୍ଚାରି ଆଣି ତାକୁ ନେଇ ସେ ସୃଷ୍ଟି କରନ୍ତି କବିତା, ଗଳ୍ପ ଓ…

ଚକା ଆଖିର ବ୍ୟାପ୍ତ ଗଭୀରତା ମତେ ସାହିତ୍ୟ ମନସ୍କ କରିଛି : ଜାନକୀ ବଲ୍ଲଭ ମହାପାତ୍ର

ସମକାଳୀନ ଓଡିଆ କଥା ସାହିତ୍ୟ ଜଗତରେ ଗାଳ୍ପିକ ଜାନକୀ ବଲ୍ଲଭ ମହାପାତ୍ର ଜଣେ ସଫଳ ରୂପକାର। କାହାଣୀ ଓ ପରିକଳ୍ପନା ଓ ଚରିତ୍ରାୟନର ଚମତ୍କାରିତା ତାଙ୍କ ଗଳ୍ପର ନିଆରାପଣ। ତାଙ୍କ ଗଳ୍ପଗୁଡ଼ିକର ପାଠକୀୟ ଆବେଦନ ଅନନ୍ୟ। ଓଡ଼ିଆ ଗଳ୍ପରେ ଜୀବନ ଓ ସମ୍ପର୍କର ବିପର୍ଯ୍ୟୟକୁ ନେଇ ଅନେକ ଗପ…

ସାହିତ୍ୟ ଏକ ନିରବଚ୍ଛିନ୍ନ ସାଧନା : ସୁମିତା ବେହେରା

ଓଡ଼ିଆ ସାହିତ୍ୟର ଜଣେ ସମ୍ବେଦନଶୀଳ ଓ ପ୍ରାଣବନ୍ତ ପ୍ରତିଭା ସୁମିତା ବେହେରା । ଗଳ୍ପ, ଉପନ୍ୟାସ, କବିତା ପ୍ରଭୃତି କ୍ଷେତ୍ରରେ ସେ ସାଉଣ୍ଟିଛନ୍ତି ବିପୁଳ ପାଠକୀୟତା । ତାଙ୍କ ସର୍ଜନା କ୍ଷେତ୍ରର ପରିସୀମା ମପାଯାଇ ପାରେନା । ଭାବ ଓ ଭାଷାର ସମ୍ମିଶ୍ରଣରେ ସେ ରୁଦ୍ଧିମନ୍ତ କରିଚାଲିଛନ୍ତି ଓଡ଼ିଆ…

ସାହିତ୍ୟ ଲୋକାଭିମୁଖୀ ହେଉ : ଚିତ୍ତରଞ୍ଜନ ନାୟକ

ସମକାଳୀନ ଓଡ଼ିଆ ସାହିତ୍ୟରେ ଚିତ୍ତରଞ୍ଜନ ନାୟକ ଏକ ସଶ୍ରଦ୍ଧ ଉଚ୍ଚାରଣ । ତାଙ୍କ ଲେଖନୀ ନିଃସୃତ ପ୍ରତିଟି କବିତାରେ ବିଭୋର ହୁଅନ୍ତି ପାଠକ। ଭାବ ଓ ଭାଷାର ଚମତ୍କାରିତାକୁ ତାଙ୍କର ପ୍ରତିଟି ରଚନାରେ ଅନୁଭବ କରିହୁଏ ।ଜୀବନ୍ତ ଲାଗେ ପ୍ରତିଟି ଶବ୍ଦ ,ବିଭୋର ହୋଇଯାଏ ମନ ଓ ପ୍ରାଣ । ଓଡ଼ିଆ କବିତା…