ଝଡ଼ର ଇଗଲ୍‌: ଉଠିବାକୁ ହେଲେ…

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା...

ନବକୃଷ୍ଣ ଚୌଧୁରୀ

ନବକୃଷ୍ଣ ଚୌଧୁରୀ (୧୯୦୧-୧୯୮୪) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଜନମାନସରେ ଗଭୀର ପ୍ରତିଛବି ଛାଡ଼ିଯାଇଥିବା ଓଡ଼ିଶାର ଅନ୍ୟତମ ବିଶିଷ୍ଟ ଜନନାୟକ ହେଲେ ନବକୃଷ୍ଣ ଚୌଧୁରୀ । ୧୯୦୧ ମସିହା ନଭେମ୍ବର ୨୩ ତାରିଖରେ କଟକର ସ୍ୱରାଜ୍ୟ ଆଶ୍ରମରେ ତାଙ୍କର ଜନ୍ମ । ପ୍ୟାରୀମୋହନ ଏକାଡେମୀରେ ନବକୃଷ୍ଣଙ୍କର ଶିକ୍ଷାରମ୍ଭ ହୋଇଥିଲା...

ପୁଣି ହସ୍ପିଟାଲରେ ଆଡମିଟ ହେଲେ ଏନସିପି ସୁପ୍ରିମୋ, ଆଜି ଶରଦ ପାଓ୍ୱାରଙ୍କ ହେବ ଅପରେସନ

ମୁମ୍ୱାଇ: ଏନସିପି ମୁଖ୍ୟ ଶରଦ ପାଓ୍ୱାର ପୁଣିଥରେ ହସ୍ପିଟାଲରେ ଆଡମିଟ ହୋଇଛନ୍ତି । ଗତକାଲି ତାଙ୍କୁ ମୁମ୍ୱାଇ ସ୍ଥିତ ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଜି ତାଙ୍କ ଗଲ୍ଫ ବ୍ଲାଡରରେ  ଅପରେସନ ହେବ ବୋଲି ଜଣାପଡିଛି । ଡାକ୍ତରଙ୍କ ପରାମର୍ଶ...

ବିଜୁ ପଟ୍ଟନାୟକ

ବିଜୁ ପଟ୍ଟନାୟକ (୧୯୧୬-୧୯୯୭) କ୍ଷେତ୍ର: ରାଜନୀତି, ଗଣନେତୃତ୍ୱ ଦୁର୍ଦ୍ଧର୍ଷ ପାଇଲଟ୍, ଦକ୍ଷ ଶିଳ୍ପପତି ଓ ବିଚକ୍ଷଣ ରାଜନୀତିଜ୍ଞ ଭାବେ ସୁପରିଚିତ ବିଜୁ ପଟ୍ଟନାୟକ ଜାତୀୟସ୍ତରର ଜଣେ ସର୍ବମାନ୍ୟ ନେତା ଓ ଜନନାୟକ । ପ୍ରବାଦପୁରୁଷ, କଳିଙ୍ଗବୀର, ଦ୍ୱିତୀୟ ଖାରବେଳ, ଭୂମିପୁତ୍ର ଆଦି ଅନେକ ବିଶେଷଣରେ ଚିହ୍ନିତ ଏହି...

ଅମିତ ଶାହାଙ୍କ ବିରୋଧରେ ମାନହାନୀ କେସ୍‌ କଲେ ମମତାଙ୍କ ପୁତୁରା

କୋଲକାତା: ବିଜେପି ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀଙ୍କ ବିରୋଧରେ ମମତା​‌ ବାନାର୍ଜୀଙ୍କ ପୁତୁରା ମାନହାନୀ ମକଦ୍ଦମା କରିଛନ୍ତି । ଏହି ମାମଲାରେ ଶୁଣାଣି କରିବା ସହ ଏମପି-ଏମଏଲଏଙ୍କ ସ୍ବତନ୍ତ୍ର କୋର୍ଟ ଅମିତ ଶାହାଙ୍କୁ ୨୨ ଫେବୃଆରୀରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଜାରି...

ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ଗିରଫ

ଫୁଲବାଣୀ: ବନ୍ଧା ହେଲେ ବିଜେଡିର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର । ତାଙ୍କ ସହ ଜଣେ IRBNର ହାବିଲଦାର ଶ୍ରୀନିବାସ କହଁରଙ୍କୁ ମଧ୍ୟ ଗିରଫ କରାଯାଇଛି । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅଞ୍ଚଳର ଜଣେ ପଥଚାରୀଙ୍କ ଠାରୁ ୩୦ ହଜାର ଟଙ୍କା...

ଛାତିରେ ଯନ୍ତ୍ରଣା ହେବାରୁ ସାଂସଦ ବିଶେଶ୍ବର ଟୁଡୁ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା: ମୟୂରଭଞ୍ଜ ସାଂସଦ ବିଶେଶ୍ବର ଟୁଡୁ ଡାକ୍ତରଖାନାରେ ଭର୍ତ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ ପ୍ରଥମେ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ହସ୍ପିଟାଲରେ...

ଜାଣନ୍ତୁ, ଭାରତର ୪ର୍ଥ ପ୍ରଧାନମନ୍ତ୍ରୀ ମୋରାରଜୀ ଦେସାଇଙ୍କ ସମ୍ପର୍କରେ…

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ତଥା ଭାରିର ଚତୁର୍ଥ ପ୍ରଧାନମନ୍ତ୍ରୀ ମୋରାରଜୀ ଦେସାଇଙ୍କର ଆଜି ହେଉଛି ୧୨୪ ତମ ଜନ୍ମଦିନ । ୧୮୯୬ ମସିହା ଫେବୃଆରୀ ଆଜିର ଦିନରେ ଗୁଜୁରାଟର ଭଦେଲୀରେ ସେ ଜନ୍ମ ଗ୍ରହଣ କରିଥିଲେ । ଏହି ଅବସରରେ ଜାଣନ୍ତୁ ତାଙ୍କ ବିଷୟରେ...

ପଦରୁ ଇସ୍ତଫା ଦେଲେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ 

ମୁମ୍ବାଇ:  ମହାରାଷ୍ଟ୍ର ଗୃହମନ୍ତ୍ରୀଙ୍କ ଇସ୍ତଫା । ସିବିଆଇ ଯାଂଚ ନିର୍ଦ୍ଦେଶ ପରେ ପଦରୁ ଇସ୍ତଫା ଦେଇଛନ୍ତି ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ । ଆଜି ଅନୀଲଙ୍କ ନାମରେ ଥିବା ଅଭିଯୋଗର ଶୁଣାଣି କରି ବମ୍ବେ ହାଇକୋର୍ଟ ସିବିଆଇ ଯାଞ୍ଚ ନିର୍ଦ୍ଦେଶ ଦେଇଥିଲେ ।...

ଗାତରେ ଗୋଡ ପଡିଯିବାରୁ ବରିଷ୍ଠ ବିଜେଡି ବିଧାୟକ ଅମର ଶତପଥୀ ଆହତ

ଭୁବନେଶ୍ବର: ଗାତରେ ଗୋଡ ପଡିଯିବାରୁ ବରିଷ୍ଠ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ ଆହତ ହୋଇଛନ୍ତି । ତାଙ୍କର ବାମ ଗୋଡରେ ଆଘାତ ଲାଗିଛି । ଆଜି ସକାଳେ ବିଧାୟକ ଭୁବନେଶ୍ୱର ସ୍ଥିତ ରିଜିଓନାଲ ପାର୍କରେ ମର୍ଣ୍ଣିଂ ୱାର୍କ କରିବାକୁ ଯାଇଥିଲେ ।...

ସାହିତ୍ୟ